ମସ୍ତିଷ୍କକୁ ଚାପମୁକ୍ତ ରଖେ ଏହି ରସ…
ସକାଳୁ ଖାଲି ପେଟରେ ଲାଉ ରସ ପିିଇଲେ ସୁଫଳ ମିଳିଥାଏ। ଏହାଦ୍ୱାରା ରକ୍ତରେ କୋଲେଷ୍ଟରଲସ୍ତର ହ୍ରାସ ପାଏ। ମେଦବହୁଳତା କ୍ଷେତ୍ରରେ ଏହା ମହୋଷଧୀ ଭଳି କାମ କରେ। ଲାଉ ରସରେ ପ୍ରଚୁର ପରିମାଣରେ ଭିଟାମିନ୍-‘ସି’, ଆଣ୍ଟି-ଅକ୍ସିଡାଣ୍ଟ, ଜିଙ୍କ୍ ପ୍ରଭୃତି ରହିଥାଏ। ନିୟମିତ…
ମୁଖ ଦୁର୍ଗନ୍ଧ ଦୂର କରିବ ଅଦା ଚା’
ଅଦା ଚା’ ଥଣ୍ଡା କିମ୍ବା ବର୍ଷା ଦିନେ ବିଭିନ୍ନ ରୋଗରୁ ରକ୍ଷା କରିଥାଏ। ଏହି ଚା’ ସେବନ ଦ୍ୱାରା ଚିଡଚିଡାପଣ ଦୂରେଇଯାଏ। ଏବେ ଏକ ଗବେଷଣାରୁ ଜଣାପଡ଼ିଛି, ଅଦା ଚା’ ମୁଖ ଦୁର୍ଗନ୍ଧ ଦୂର କରିବାରେ ମଧ୍ୟ ବିଶେଷ ଭୂମିକା ନିର୍ବାହ…
ଭାତ ବଳିଯାଇଥିଲେ ସେଥିରୁ ତିଆରି କରନ୍ତୁ ଏହି ସ୍ବାଦିଷ୍ଟ ଖାଦ୍ୟ
ଦୈନନ୍ଦିନ ଜୀବନରେ ସନ୍ଧ୍ୟା ସମୟରେ କିଛି ଜଳଖିଆ ଖାଇବାକୁ ସବୁ ପସନ୍ଦ କରିଥାନ୍ତି। ପ୍ରତିଦିନ ମହିଳା ମାନେ ରୋଷେଇ କରିବା ପରେ ବେଳେ ବେଳେ ଅଳ୍ପ ଭାତ ବଳିଯାଏ। ସେହି ଭାତକୁ ନ ଫୋପାଡି କାମରେ ଲଗାନ୍ତୁ। ଆସନ୍ତୁ ଦେଖିବା ବଳକା…
ସ୍ବା ସ୍ଥ୍ୟ ସୂ ଚ ନା
ଉଷୁମ ପାଣିରେ ଏକ ଚାମଚ ମହୁ ଏବଂ ଫାଳେ ଲେମ୍ବୁ ଚିପୁଡି ପିଅନ୍ତୁ। ଏହା ଓଜନ କମାଇବାରେ ଅନେକାଂଶରେ ସହାୟକ ହୋଇଥାଏ। ସକାଳେ ବିଛଣାରୁ ଉଠିବା ପରେ ଷ୍ଟ୍ରେଚିଂ ଏକ୍ସରସାଇଜ କରନ୍ତୁ। ଏହାଦ୍ୱାରା ରକ୍ତ ସଂଚାଳନ ସକ୍ରିୟ ରହିଥାଏ। ଜୀବନ ତାଲିକାରେ…
ଦାନ୍ତ ଘଷା : କିଛି କଥା
ଦାନ୍ତ ଘଷିବା ଆମର ଏକ ଅଭ୍ୟାସ। ହେଲେ ଏହା ପଛରେ ଏପରି କେତୋଟି କଥା ରହିଛି ଯାହା ଜାଣିବା ଆବଶ୍ୟକ। ଦୁଇ ଥର-ସକାଳେ ଏବଂ ରାତ୍ରି ଭୋଜନ ପରେ ଦାନ୍ତ ଘଷନ୍ତୁ। ଘଷିବା ପାଇଁ ଫ୍ଲୋରାଇ ଡେଟେଡ ଟୁଥ୍ପେଷ୍ଟ ବ୍ୟବହାର କରନ୍ତୁ।…
ନିଃସଙ୍ଗତା ଦୂର କରିବ ରୋବୋ
ରୋବୋର ବ୍ୟବହାର ଦିନକୁ ଦିନ ବଢ଼ିଚାଲିଛି। ଏଣିକି ଏହାକୁ ନିଃସଙ୍ଗତା ଦୂର କରିବା ପାଇଁ ବ୍ୟବହାର କରାଯାଇପାରିବ। ଜାପାନର ବୈଜ୍ଞାନିକମାନେ ଏପରି ଏକ ଅତ୍ୟାଧୁନିକ ଜ୍ଞାନକୌଶଳ ବିଶିଷ୍ଟ ରୋବୋ ପ୍ରସ୍ତୁତ କରିଛନ୍ତି। ନିଃସଙ୍ଗତା ପରି ସମସ୍ୟା ସହ ଜଡିତ ଥିଲେ ଏହି…
ହୃଦ୍ରୋଗୀ ଓ ଖାଦ୍ୟ
ହୃଦ୍ରୋଗରେ ଆକ୍ରାନ୍ତ ହେଲେ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଔଷଧ ଖାଇବାକୁ ପଡ଼ିଥାଏ। ତା’ସହ ନିୟମିତ ସମୟ ଅନ୍ତରାଳରେ ଚେକ୍ଅପ୍ ପ୍ରତି ନଜର ଦେବାକୁ ପଡ଼େ। ଏହାବ୍ୟତୀତ ଜଣେ ହୃଦ୍ରୋଗୀ ନିଜର ଖାଦ୍ୟପେୟ ପ୍ରତି ଯଥେଷ୍ଟ ସଚେତନ ରହିବା ଆବଶ୍ୟକ। ବିଶେଷଭାବେ ଲହୁଣି,…
ସୁନିଦ୍ରା ଅନ୍ତରାଳେ…
ପ୍ରତିଦିନ ଆମେ ଯଦି ଆବଶ୍ୟକ ମୁତାବକ ନ ଶୋଇବା ତେବେ ନିଦ୍ରାଜନିତ ସମସ୍ୟାର ସମ୍ମୁଖୀନ ହେବା। କେବଳ ସେତିକି ନୁହେଁ ଏହା ପରୋକ୍ଷରେ କେତେକ ରୋଗକୁ ଡାକିଆଣେ। ତେବେ କେତୋଟି ବିଷୟ ପ୍ରତି ଧ୍ୟାନ ଦେଲେ ଆମେ ଆରାମରେ ଶୋଇପାରିବା। ପ୍ରଥମତଃ…
ଭାରତ: ବିଶ୍ୱର ସାପକାମୁଡ଼ା ରାଜଧାନୀ
”ଭାରତକୁ ବିଶ୍ୱର ସାପ କାମୁଡା ରାଜଧାନୀ ବୋଲି କୁହାଯାଉଛି। କାରଣ ଅନ୍ୟ ଦେଶଗୁଡିକ ତୁଳନାରେ ପ୍ରତିବର୍ଷ ଏଠାରେ ମୃତ୍ୟୁବରଣ କରିଥାନ୍ତି ସର୍ବାଧିକ ବ୍ୟକ୍ତି। ଏକ ସମୀକ୍ଷା ଅନୁଯାୟୀ ଭାରତରେ ପ୍ରତିବର୍ଷ ସାପକାମୁଡାରେ ଆକ୍ରାନ୍ତ ହୋଇଥାନ୍ତି ପାଖାପାଖି ୮୧ ହଜାର ଲୋକ ଓ…
କୋଲେଷ୍ଟରଲ୍ସ୍ତର କମାଏ ଏହି ଜୁସ୍…
ଗହମ ଗଛରୁ ପ୍ରସ୍ତୁତ ଜୁସ୍ ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ କ୍ଲୋରୋଫିଲ୍ ରହିଥାଏ। ରକ୍ତହୀନତା ରୋଗୀ ଏହାକୁ ନିୟମିତ ପାନ କଲେ ଶରୀରରେ ରକ୍ତର ପରିମାଣ ବଢ଼ିଥାଏ ବୋଲି ଚିକିତ୍ସା ବିଜ୍ଞାନୀ ପରାମର୍ଶ ଦେଇଥାନ୍ତି। କ୍ଲୋରୋଫିଲ୍…
ଶୀଘ୍ର କ୍ଷତ ଉପଶମ କରେ ଇଲେକ୍ଟ୍ରୋସ୍ପିନିଂ ଡିଭାଇସ୍
ଇସ୍ରାଏଲର ନାନୋମେଡିକ କମ୍ପାନୀ ବିଶ୍ୱର ପ୍ରଥମ ଇଲେକ୍ଟ୍ରୋସ୍ପିନିଂ ଯନ୍ତ୍ର ବିକାଶ କରିଛି । କ୍ଷତ ସ୍ଥାନରେ ଏହି ଡିଭାଇସରେ ଥିବା ଇଲେକ୍ଟ୍ରୋସ୍ପୁନ ମାଟେରିଆଲ ଉପଯୋଗ କରି କ୍ଷତ ଉପଶମ କରିବାରେ ସାହାଯ୍ୟ କରେ। ଏହିି ଯନ୍ତ୍ର ବିଦ୍ୟୁତ ବ୍ୟବହାର କରି ଅତିସୂକ୍ଷ୍ମ…
ଡେଙ୍ଗୁ ଭଲ କରେ ଅମୃତଭଣ୍ଡା ପତ୍ର ଜୁସ୍
ବର୍ଷାଋତୁରେ ଡେଙ୍ଗୁ ବ୍ୟାପିବାର ଯଥେଷ୍ଟ ସମ୍ଭାବନା ତଥା ଭୟ ରହିଥାଏ। ଏପରିକି ବେଳେବେଳେ ଡେଙ୍ଗୁ ଜୀବନ ମଧ୍ୟ ନେଇଯାଇଥାଏ। ତେବେ ଏହି ମାରାତ୍ମକ ରୋଗରୁ ମୁକ୍ତି ପାଇବା ପାଇଁ ଘରୋଇ ଉପଚାର କଲେ ଫାଇଦା ମିଳିଥାଏ। ଜାଣନ୍ତୁ ଏହାର ଲକ୍ଷଣ ଏବଂ…
Archives


