ଜୀବନଚର୍ଯ୍ୟା

ମେଦବହୁଳତାଠୁ ଦୂରେଇ ରହିବାକୁ ଚାହୁଁଛନ୍ତି; ସକାଳେ ଉଷୁମ ପାଣିରେ ମିଶାଇ ପିଅନ୍ତୁ ଏହି ଲୁଣ…

ସକାଳେ ଟିପେ କଳା ଲୁଣ(ସୈନ୍ଧବ ଲବଣ) ଗ୍ଲାସେ ଉଷୁମ ପାଣି ସହିତ ପିଇଲେ ମିଳିଥାଏ ଅନେକ ଉପକାର। ଏହା ପାଚନ କ୍ରିୟାକୁ ସ୍ବାଭାବିକ କରେ। ମେଦବହୁଳତା କମ୍‌ କରିବାରେ ଏହା ମହୌଷଧି ସଦୃଶ କାର୍ଯ୍ୟ କରିଥାଏ। ଏହା ପେଟରେ ଥିବା ପ୍ରାକୃତିକ…

ରାତିରେ ଶୁଣନ୍ତୁ ସଙ୍ଗୀତ; ଶରୀର ହେବ ସୁନ୍ଦର…

ଶରୀରକୁ ସୁନ୍ଦର ରଖିବା ପାଇଁ କେତେକ ଲୋକ ବିଭିନ୍ନ ଉପାୟ ଗ୍ରହଣ କରିଥାନ୍ତି। ତେବେ ନିୟମିତ ଅଭ୍ୟାସ କରି ରାତିରେ କିଛି ସମୟ ପାଇଁ ସଙ୍ଗୀତ ଶୁଣିଲେ ଶରୀର ସୁଢ଼ୋଳ ହୋଇଥାଏ। ଏନେଇ ଭିଏନା ବିଶ୍ୱ ବିଦ୍ୟାଳୟର ଏକ ଗବେଷଣା ରିପୋର୍ଟରେ…

ଉଚ୍ଚ ରକ୍ତଚାପ ଦୂର କରେ ସଙ୍ଗୀତ

ଉଚ୍ଚ ରକ୍ତଚାପ ବା ହାଇପର୍‌ ଟେନସନ୍‌ ଏକ ଗମ୍ଭୀର ରୋଗ। ରକ୍ତଚାପ ବୃଦ୍ଧି ହେଲେ ହୃଦ୍‌ରୋଗ, କିଡ୍‌ନୀ ସମ୍ଯଯା, ଷ୍ଟ୍ରୋକ୍‌ ଏବଂ ଅନେକ ଗମ୍ଭୀର ରୋଗର ଆଶଙ୍କା ସୃଷ୍ଟିହୁଏ। ଉଚ୍ଚ ରକ୍ତଚାପ ନିୟନ୍ତ୍ରଣ କରିବାକୁ ଲୋକେ ଔଷଧଠୁ ନେଇ ଅନେକ ଘରୋଇ…

ହୃଦ୍‌ରୋଗରୁ ଉପଶମ ଦେବ ଯୋଗ

ପ୍ରତିଦିନ ଯୋଗ, ପ୍ରାଣାୟମ କଲେ ତାହାର ସୁଫଳ କେତେ ମିଳେ ତାହା ଅନୁଭବୀ ହିଁ ଜାଣେ। ଏହାର ଉପକାରୀ ତାଲିକାରେ ଆଉ ଏକ କଥାକୁ ସାମିଲ କରାଯାଇଛି। ଦୀର୍ଘ ଦିନର ଗବେଷଣା ପରେ ଏପରି ତଥ୍ୟ ଜାଣିବାକୁ ପାଇଛନ୍ତି କାଲିଫର୍ନିଆ ବିଶ୍ୱବିଦ୍ୟାଳୟର…

୧୦ ଶିଶୁଙ୍କ ମଧ୍ୟରୁ ୮ଜଣ ମୁଖ ଗହ୍ବର ସଂକ୍ରମଣରେ ପୀଡ଼ିତ: ରିପୋର୍ଟ

ନୂଆଦିଲ୍ଲୀ,୩୦।୯: ଭାରତୀୟ ଶିଶୁ ଅଧିକ ମୁଖ ଗହ୍ବର ସଂକ୍ରମଣ ସମସ୍ୟାରେ ପୀଡ଼ିତ ରହିଛନ୍ତି। କାଣ୍ଟାର ଆଇଏମ୍‌ଆର୍‌ବିର ରାଷ୍ଟ୍ରୀୟ ଅଧ୍ୟୟନରୁ ଜଣାପଡ଼ିଛି ଯେ, ୧୦ଶିଶୁଙ୍କ ମଧ୍ୟରୁ ୮ଜଣଙ୍କର ଏହି ସମ୍ବନ୍ଧୀୟ ସମସ୍ୟା ରହିଛି। ତେବେ କିଛି ପିଲାଙ୍କୁ ନେଇ କରାଯାଇଥିବା ସର୍ଭେରୁ ଜଣାପଡ଼ିଥିଲା…

ସ୍ମରଣ ଶକ୍ତି ବଢ଼ାଇବାର ସହଜ ଉପାୟ

ସ୍ମରଣ ଶକ୍ତି ବଢ଼ାଇବାର ଏକ ସରଳ ତଥା ସହଜ ଉପାୟ ରହିଛି। ଏହାକୁ ଆପଣେଇ ପାରିଲେ ସ୍ମରଣ ଶକ୍ତି ପୂର୍ବାପେକ୍ଷା ପ୍ରଖର ହୋଇଥାଏ। ଲଣ୍ଡନ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନୀମାନଙ୍କ ଦ୍ୱାରା ସଦ୍ୟ ସମାପିତ ଗବେଷଣାରୁ ଏ ସମ୍ପର୍କରେ ସୂଚନା ମିଳିଛି। ତାହା କ’ଣ…

ପୃଥୁଳତା ଓ ବ୍ୟାକ୍ଟେରିଆ

ପୃଥୁଳତା ବା ମେଦ ବୃଦ୍ଧି ଆଜିକାଲି ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ଅଧିକ ତେଲଯୁକ୍ତ ଖାଦ୍ୟ, ଫାଷ୍ଟଫୁଡ୍‌ ଖାଇଲେ ତାହା ଓଜନ ବଢ଼ାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। କିନ୍ତୁ ଏହି ତାଲିକାରେ ଆଉ ଏକ କାରଣକୁ ନିକଟରେ ଯୋଡ଼ାଯାଇଛି।…

ମଳକଣ୍ଟକର ହୋମିଓ ଉପଚାର

ମଳଦ୍ୱାର ସହିତ ସଂଲଗ୍ନ ଥିବା ଶିରାର ପ୍ରସାରଣ ହେତୁ କିମ୍ବା ତାହା କ୍ଷତ ହେବା କାରଣରୁ ମଳଦ୍ୱାର ଦେଇ ରକ୍ତସ୍ରାବ ହେବାକୁ ଅର୍ଶ କୁହାଯାଏ। ସେହିଭଳି ମଳଦ୍ୱାରରେ କଣ୍ଟା ଫୋଡ଼ିହେବା ଭଳି କଷ୍ଟ ଅନୁଭବ କରିବା ଓ ମଳଦ୍ୱାର କାଟି ହେବା…

ନୀରବ ବିକ୍ରମ

”ବିକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା, ଚନ୍ଦ୍ରର ଦକ୍ଷିଣ ମେରୁଠାରେ ବରଫ ଅବସ୍ଥାରେ ଥିବା ଜଳର ସନ୍ଧାନ କରିବା । ବିଗତ ଅଭିଯାନ ସବୁରୁ ସୂଚନା ମିଳେ ଯେ, ଚନ୍ଦ୍ରର ଦକ୍ଷିଣ ମେରୁଠାରେ ଏଭଳି କିଛି ଗହ୍ବରମାନ ଅଛି ଯେଉଁଠି ସୂର୍ଯ୍ୟାଲୋକ ଆଦୌ…

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଚାମୁଚେ…

ବ୍ୟସ୍ତ ବହୁଳ ଜୀବନରେ ଏବେ କେତେକଙ୍କଠାରେ ଉଚ୍ଚ ରକ୍ତଚାପ ଦେଖାଯାଉଛି। ତେବେ ଏହାକୁ ସହଜରେ ଦୂରେଇ ହେବ। ଆୟୁର୍ବେଦରେ ଉଲ୍ଲେଖ ରହିଛି ପ୍ରତିଦିନ ସକାଳେ ଚାମୁଚେ ଦହି ଖାଇଲେ ଉଚ୍ଚ ରକ୍ତଚାପ ସ୍ବାଭାବିକ ହୋଇଥାଏ। ଦହିରେ କ୍ୟାଲସିୟମ୍‌, ମ୍ୟାଗ୍ନେସିୟମ୍‌, ପୋଟାସିୟମ୍‌, ଭିଟାମିନ୍‌…

ଏବେ ଦୃଷ୍ଟିହୀନ ବି ଦେଖିପାରିବେ ଦୁନିଆ….

ଏବେ ଅନ୍ଧତ୍ୱରୁ ସହଜରେ ମୁକ୍ତି ମିଳି ପାରିବ। ଦୀର୍ଘ ଦିନ ଗବେଷଣା କରିବା ପରେ ଭର୍ଜିନିଆ ବିଶ୍ୱବିଦ୍ୟାଳୟର ମେଡିସିନ୍‌ ସ୍କୁଲର ଏକ ଗବେଷଣା ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ପୃଥିବୀରେ ବାର୍ଷିକ ୨୦୦ ନିୟୁତ ଲୋକ ଦୃଷ୍ଟିହୀନତାର ଶିକାର ହୋଇଥାନ୍ତି। ତେବେ…

ଆରମ୍ଭ ହେଲା ନବରାତ୍ରି: ଜାଣନ୍ତୁ ଏହି ଦିନଗୁଡ଼ିକରେ କ’ଣ ଖାଇବା ଉଚିତ; କେଉଁଟି ନୁହେଁ

ରବିବାରଠାରୁ ଆରମ୍ଭ ହୋଇଛି ନବରାତ୍ରି। ଦୁର୍ଗତିନାଶିନୀ ମା’ ଦୁର୍ଗାଙ୍କ ଏହି ନବ ଦିନାତ୍ମକ ଯାତ୍ରା ଅବସରରେ ଭକ୍ତମାନେ ଉପବାସ କରିଥା’ନ୍ତି। ତେବେ ବ୍ରତ ରଖୁଥିବା ସମୟରେ ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦିଅନ୍ତୁ। କାରଣ ଏଥିରେ ଅନେକ ବାରଣ ରହିଥାଏ। ଜାଣନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?