ଜୀବନଚର୍ଯ୍ୟା

ଇନ୍‌ସୁଲିନ ସ୍ତରକୁ ନିୟନ୍ତ୍ରଣରେ ରଖେ କାକୁଡ଼ି

କାକୁଡ଼ିରେ ରହିଛି ଫାଇବର ଓ ପୋଟାସିୟମ। ଏହାକୁ ନିୟମିତି ଖାଇଲେ ସବୁ ପ୍ରକାର କିଡ୍‌ନୀ ସମସ୍ୟା ଠିକ୍‌ ହୋଇଥାଏ ବୋଲି ଆୟୁର୍ବେଦ ବିଶେଷଜ୍ଞମାନେ ମତ ଦେଇଛନ୍ତି। ନିକଟରେ ଆମେରିକାର କାଲିଫର୍ନିଆଠାରେ ଥିବା ଆୟୁର୍ବେଦ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ ମତ ଦେଇଛି କି କାକୁଡ଼ି…

ଲୋ-କ୍ୟାଲୋରିରୁ ହାଡ଼ ଦୁର୍ବଳ

ଓ୍ବାଶିଂଟନ, ୧୪ା୯: ଓଜନ ବଢ଼ିବାକୁ ନେଇ ଏବେ ସବୁଠି ଚିନ୍ତା। ବ୍ୟାୟାମ କରିବା ଆଉ ତା’ ସାଙ୍ଗକୁ କମ୍‌ କ୍ୟାଲୋରୀ ଯୁକ୍ତ ଖାଦ୍ୟ ଖାଇବା ଅଭ୍ୟାସ ହୁଏତ ଜଣକୁ ଘାତକ ବ୍ୟାଧିରେ ପକାଇ ଦେଇପାରେ। ବୋନ୍‌ ଆଣ୍ଡ ମିନେରାଲ ରିସର୍ଚ୍ଚ ଜର୍ନାଲ…

ଚା ପିଇଲେ ସୁସ୍ଥ ରହିବ ମସ୍ତିଷ୍କ

ସିଙ୍ଗାପୁର: ଆପଣ ଚା’ ପିଅନ୍ତି କି? ତେବେ ଆପଣଙ୍କ ପାଇଁ ରହିଛି ଏକ ଖୁସି ଖବର। ଏକ ସର୍ଭେରୁ ଜଣାପଡ଼ିଛି ଯେ, ପ୍ରତ୍ୟେକ ଦିନ ଚା’ପିଉଥିବା ବ୍ୟକ୍ତିଙ୍କ ମସ୍ତିଷ୍କ ଚା’ ନ ପିଉଥିବା ବ୍ୟକ୍ତିଙ୍କ ମସ୍ତିଷ୍କ ତୁଳନାରେ ଅଧିକ ସୁସ୍ଥ ଓ…

ସୂର୍ଯ୍ୟ ନମସ୍କାରର ସୁଫଳ

ନିୟମିତ ଯୋଗ କଲେ ମନୁଷ୍ୟ ସୁସ୍ଥ ରହିଥାଏ ବୋଲି ସମସ୍ତେ ଜାଣନ୍ତି। କିନ୍ତୁ ବର୍ତ୍ତମାନର ବ୍ୟସ୍ତ ବହୁଳ ଜୀବନଶୈଳୀ ଯୋଗୁ ଅନେକେ ଧୀରେ ଧୀରେ ଯୋଗଠାରୁ ଦୂରେଇ ଯାଉଛନ୍ତିି। ଫଳରେ ମଣିଷ ଅନେକ ରୋଗର ଶିକାର ହେଉଛି। ହେଲେ ଆଜିବି ଯେଉଁମାନେ…

ତମ୍ବାପାତ୍ରରେ ପିଅନ୍ତୁ ପାଣି: ମିଳିବ ଅନେକ ଉପକାର

ତମ୍ବାପାତ୍ରରେ ଏକ ପ୍ରକାର ମାଇକ୍ରୋନ୍ୟୁଟ୍ରିଏଣ୍ଟ ରାସାୟନିକ ଉପାଦାନ ରହିଛି, ଯାହାକି ଶରୀରରେ ମିନେରାଲ ଏବଂ ଜରୁରୀ ନ୍ୟୁଟ୍ରିଶନର ଅଭାବକୁ ପୂରଣ କରିଥାଏ। ତମ୍ବାପାତ୍ରରେ ପାଣି ପିଇବା ଦ୍ୱାରା ଇମ୍ୟୁନିଟି ପାଓ୍ବାର ବଢ଼ିବା ସହ ହଜମ ଠିକ୍‌ ଭାବେ ହୋଇଥାଏ। ଏଥିସହ କ୍ୟାନ୍‌ସର…

ଚାଲିଲେ ବଢେ ଆୟୁ

ୟୁନିଭରସିଟି ଅଫ୍‌ ସିଡ୍‌ନୀର ଗବେଷକମାନେ ଏବେ ଏକ ନୂଆ ତଥ୍ୟ ପ୍ରଦାନ କରିଛନ୍ତି। ଯେଉଁମାନେ ଯେତେ ଦ୍ରୁତ ଗତିରେ ଚାଲିଥାଆନ୍ତି ସେମାନେ ସେତେ ଦୀର୍ଘାୟୁ ହୋଇଥାଆନ୍ତି। ଦ୍ରୁତ ଗତିରେ ଚାଲିଲେ ମୃତ୍ୟୁ ଆଶଙ୍କା ୨୦ ପ୍ରତିଶତ କମ୍‌ ହୋଇଥାଏ ବୋଲି ଏମାନେ…

ସକାଳୁ ଖାଲି ପେଟରେ ପିଅନ୍ତୁ ପଇଡ଼ ପାଣି..ମିଳିବ ଅନେକ ଫାଇଦା

ଶରୀର ପାଇଁ ବେଶ୍‌ ଲାଭଦାୟକ ପଇଡ଼ ପାଣି। ସକାଳେ ଖାଲି ପେଟରେ ପଇଡ ପାଣି ପିଇଲେ ଅଧିକ ଫଳପ୍ରଦ ହୋଇଥାଏ। ପଇଡ଼ ପାଣିରେ ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ-ସି, ଏନ୍‌ଜାଇମ, ବି-କମ୍ପ୍ଲେକ୍ସ ସହିତ ଅନ୍ୟ ଜରୁରୀ ପୋଷକ ତତ୍ତ୍ୱ ରହିଥାଏ। କେବଳ ଖରାଦିନ ନୁହେଁ,…

ପିଲାଙ୍କୁ ସ୍ମାର୍ଟଫୋନ୍‌ ଦେଉଛନ୍ତି କି? ହୋଇଯାଆନ୍ତୁ ସାବଧାନ

ଛୋଟ ପିଲାଙ୍କର ବର୍ତ୍ତମାନ ପିଢ଼ି ସ୍ମାର୍ଟଫୋନ୍‌। ଟ୍ୟାବ୍‌ଲେଟ୍‌ ଏବଂ ଅନ୍ୟ ଇଣ୍ଟରନେଟ୍‌ ଯୁକ୍ତ ବୈଦ୍ୟୁତିକ ଉପକରଣ ବ୍ୟବହାର କରି ସେମାନେ ଆଗକୁ ବଢ଼ି ଚାଲିଛନ୍ତି। ଏହାକୁ ନେଇ ଅନେକ ଅଭିଭାବକ ଚିନ୍ତିତ। ନିକଟରେ ହୋଇଥିବା ଏକ ଗବେଷଣାରୁ ଜଣାପଡ଼ିଛି, ଏହି ସ୍ମାର୍ଟଫୋନ୍‌…

ଥାଇ କର୍ନ କେକ୍‌

ସୁଆଦିଆ ଖାଦ୍ୟ ସମସ୍ତଙ୍କର ପସନ୍ଦ। ସେଥିପାଇଁ ବିଭିନ୍ନ ହୋଟେଲ ଏବଂ ରେଷ୍ଟୁରାଣ୍ଟରେ ଗ୍ରାହକଙ୍କୁ ଆକର୍ଷିତ କରିବା ଲାଗି ସୁସ୍ବାଦୁ ବ୍ୟଞ୍ଜନ ପ୍ରସ୍ତୁତ ହୋଇଥାଏ।ପର୍ଯ୍ୟଟନ ସହର ପୁରୀର ହୋଟେଲ,ରେଷ୍ଟୁରାଣ୍ଟଗୁଡ଼ିକରେ ଗ୍ରାହକଙ୍କ ମନପସନ୍ଦର ଖାଦ୍ୟ ପ୍ରସ୍ତୁତ ହେଉଛି। ହୋଟେଲ ମାଲିକମାନେ ମଧ୍ୟ ଗ୍ରାହକଙ୍କ ରୁଚିକୁ…

ଆଣ୍ଠୁଗଣ୍ଠି ସମସ୍ୟା ଦୂର କରେ ଡାଲଚିନି ମିଶା କ୍ଷୀର

ଔଷଧୀୟ ଗୁଣରେ ଭରପୂର୍‌ ଡାଲଚିନ୍‌। ଅନେକ ପ୍ରକାର ରୋଗର ରାମବାଣ ଔଷଧ ଭାବେ ଏହା ପରିଚିତ। କ୍ଷୀରରେ ସାମାନ୍ୟ ଡାଲଚିନି ଗୁଣ୍ଡ ମିଶାଇ ପିଇଲେ ଶରୀରକୁ ଦ୍ୱିଗୁଣା ଫାଇଦା ମିଳିଥାଏ। ଏମିତିରେ ତ କ୍ଷୀର ପୋଷଣରେ ଭରପୂର୍‌ ଥାଏ। କିନ୍ତୁ ସେଥିରେ…

କ୍ୟାନସରରୁ ଦୂରେଇ ରହିବାକୁ ଚାହୁଁଛନ୍ତି;ସକାଳେ ଗ୍ଲାସେ ଉଷୁମ ପାଣି ସହିତ ଚୋବାଇ ଖାଆନ୍ତୁ ଏହାକୁ…

ପ୍ରତିଦିନ ସକାଳେ ଗ୍ଲାସେ ଉଷୁମ ପାଣି ସହିତ ୭ଟି ଗୋଲମରିଚ ଚୋବାଇ ଖାଇଲେ ଅନେକ ରୋଗରୁ ରକ୍ଷା ମିଳିଥାଏ । ନିୟମିତ ଏପରି କଲେ ଏଥିରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ଯୋଗୁ କ୍ୟାନସରରୁ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।…

କେମିତି ବଢିବ ରୋଗ ପ୍ରତିରୋଧକ ଶକ୍ତି

ହାଭାର୍ଡ ଓ୍ବିଓ୍ବିରେ ଆଧୁନିକ ଚିକିତ୍ସାକୁ ନେଇ ଅଧ୍ୟୟନ କରୁଥିବା ଡାକ୍ତର ଓ୍ବିଲିୟମ ଲି ଏମିତି କିଛି ଖାଦ୍ୟ ପଦାର୍ଥ ସମ୍ପର୍କରେ ସୂଚନା ଦେଇଛନ୍ତି ଯାହା ଶରୀରର ରୋଗ ପ୍ରତିରୋଧକ ଶକ୍ତି, ଷ୍ଟେମ ସେଲ୍‌, ଡିଏନ୍‌ଏ, ଶରୀରରେ ଥିବା ଭଲ ବ୍ୟାକ୍ଟେରିଆ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?