ଜୀବନଚର୍ଯ୍ୟା

କେମିତି ବାନ୍ଧିବେ ଦୋଳି

ଦୋଳି ଖେଳିବାକୁ ସମସ୍ତଙ୍କୁ ଭଲ ଲାଗେ। କେହି ନିଜ ଘରେ ଦୋଳି ଲଗାଉଥିବାବେଳେ ଆଉ କେହି ସ୍ଥାୟୀ ଦୋଳି ବ୍ୟବସ୍ଥା ଥିବା ପାର୍କ କିମ୍ବା ଅନ୍ୟ ସ୍ଥାନକୁ ଯାଇଥାନ୍ତି। ଯଦି ଆପଣ ନିଜର ସଉକ ଅବା ଘରର ସୌନ୍ଦର୍ଯ୍ୟ ପାଇଁ ଦୋଳି…

ଆରିସା ପିଠା

ଆବଶ୍ୟକ ସାମଗ୍ରୀ – ଚାଉଳ ୧ କିଗ୍ରା, ଗୁଡ଼ ୭୫୦ ଗ୍ରାମ୍‌, ଘିଅ କିମ୍ବା ତେଲ ୧ ଲିଟର। ପ୍ରସ୍ତୁତି- ଚାଉଳକୁ ୪ରୁ ୫ ଘଣ୍ଟା ବତୁରାନ୍ତୁ। ପରେ ଏହାକୁ ଭଲଭାବେ ଧୋଇ ଫ୍ୟାନ୍‌ ତଳେ ଶୁଖାନ୍ତୁ। ଚାଉଳରୁ ପାଣି ଶୁଖିଯିବା…

ରଜରେ ଅତିଥି ଚର୍ଚ୍ଚା

ରଜ ସମୟରେ ଘରକୁ ଅତିଥି ଆସିଥାନ୍ତି। ସେମାନଙ୍କୁ ଚର୍ଚ୍ଚା ଲାଗି ପ୍ରସ୍ତୁତି ସମ୍ପର୍କରେ ଜାଣନ୍ତୁ କେତୋଟି କଥା.. – ଅତିଥି ଆସିବା ପୂର୍ବରୁ ଘରକୁ ସୁନ୍ଦର ଭାବେ ସଜାନ୍ତୁ। ଯେଉଁ ଜିନିଷ ଯେଉଁଠି ରହିବା ଉଚିତ ସେପରି ହିଁ ରଖନ୍ତୁ। ରୁମ୍‌…

ହୋମ୍‌ ଡେକୋରେଶନ

ଘର ସଜାଇବାକୁ ତ ସମସ୍ତଙ୍କର ଇଚ୍ଛା। କିନ୍ତୁ ହୋମ୍‌ ଡେକୋରେସନ୍‌ ଜିନିଷର ଦାମ୍‌ ଦେଖି ବେଳେବେଳେ ମନ ଫିକା ପଡିଯାଏ। ତେବେ କମ୍‌ ସମୟ ଓ କମ୍‌ ଖର୍ଚ୍ଚରେ କିପରି ଘରକୁ ସୁନ୍ଦର ଭାବେ ସଜାଇପାରିବେ, ଜାଣନ୍ତୁ ସେ ସମ୍ପର୍କରେ କିଛି…

ହାତରେ ମେହେନ୍ଦି ଲଗାଉଥିଲେ…

ହାତରେ ମେହେନ୍ଦି ଲଗାଇବାକୁ ପ୍ରତ୍ୟେକ ଯୁବତୀ ଭଲ ପାଆନ୍ତି। କିନ୍ତୁ ସମସ୍ତଙ୍କ ହାତରେ ଏହାର ରଙ୍ଗ ଗାଢ଼ ଆସେ ନାହିଁ। ଏହାର ରଙ୍ଗ ଗାଢ଼ କରିବାକୁ ଚାହୁଁଥିଲେ ଜାଣନ୍ତୁ କିଛି ଟିପ୍ସ…- ମେହେନ୍ଦି ଲଗାଇବା ପୂର୍ବରୁ ହାତକୁ ଭଲଭାବେ ଧୋଇଦିଅନ୍ତୁ। ଏହାପରେ…

ସୃତିଶକ୍ତି ପ୍ରଖର ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସ୍‌…

ଲେମ୍ବୁପାଣି ପିଇଲେ ଅନେକ ଉପକାର ମିଳିଥାଏ । ଲେମ୍ବୁପାଣିରେ ପୋଟାସିୟମ୍‌, ଫୋଲେଟ୍‌, ଆଣ୍ଟି ଅକ୍ସିଡାଣ୍ଟ, ଭିଟାମିନ୍‌ ସି ଆଦି ପୋଷକ ତତ୍ତ୍ୱ ରହିଥାଏ। ସକାଳେ ନିୟମିତ ଅଧାଗ୍ଲାସ୍‌ ଲେମ୍ବୁପାଣି ପିଇଲେ ପାଚନ କ୍ରିୟା ସନ୍ତୁଳିତ ହେବା ସହିତ ସୃତିଶକ୍ତି ପ୍ରଖର ହୋଇଥାଏ…

ଓଜନ ବୃଦ୍ଧିକୁ ରୋକେ ପିଜୁଳି ପତ୍ର ଚା’

ପିଜୁଳି ଖାଇବାକୁ ପ୍ରାୟ ସମସ୍ତେ ଭଲ ପାଆନ୍ତି। ଏହା ପାଟିକୁ ଯେତିକି ସ୍ବାଦିଷ୍ଟ, ଔଷଧୀୟ ଗୁଣରେ ବି ସେତିକି ଭରପୂର। ଏହା ଶରୀରର ବିଭିନ୍ନ ସମସ୍ୟାକୁ ଦୂର କରିଥାଏ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ, ଆଣ୍ଟି ବ୍ୟାକ୍ଟେରିଆ ଓ ଆଣ୍ଟି ଇଫ୍ଲେମେଟୋରୀ ଗୁଣ ଭରି…

ଡାଇବେଟିସ ଦୂର କରିବ ଆମ୍ବପତ୍ରରୁ ପ୍ରସ୍ତୁତ ମଦ

ଗ୍ବାଲିୟରର ଜିଓ୍ବାଜୀ ୟୁନିଭରସିଟିର ଛାତ୍ରମାନେ ଆମ୍ବପତ୍ରରୁ ଏକ ମଦ ପ୍ରସ୍ତୁତ କରିଛନ୍ତି। ଏଥିରେ ୧୦-୧୨ ପ୍ରତିଶତ ଆଲ୍‌କହଲ ରହିଛି। ଏହି ମଦ ଡାଇବେଟିସ୍‌ ଏବଂ ମେଦବହୁଳତା ଦୂର କରିବା ସହ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାରେ ସହାୟକ ହେବ ବୋଲି ଜଣାପଡ଼ିଛି।…

କ୍ୟାନ୍‌ସରରୁ ରକ୍ଷା କରିବ ତୁଳସୀ ପତ୍ର

ତୁଳସୀ ଗଛ ଯେତିକି ପବିତ୍ର ଏହାର ମଧ୍ୟ ପତ୍ର ସ୍ବାସ୍ଥ୍ୟ ପାଇଁ ସେତିକି ଲାଭଦାୟକ। ଖାଲିପେଟରେ ତୁଳସୀ ପତ୍ର ଖାଇବା ଦ୍ୱାରା ଅନେକ ରୋଗରୁ ମୁକ୍ତି ମିଳିଥାଏ। ଏଥିରେ ଆଣ୍ଟି ଫଙ୍ଗଲ, ଆଣ୍ଟି ଅକ୍ସିଡାଣ୍ଟ ସହ ଅନେକ ପୋଷକତତ୍ତ୍ୱ ଭରପୂର ରହିଥାଏ,…

ସ୍ବା ସ୍ଥ୍ୟ ସୂ ଚ ନା : ଦାନ୍ତ ଏବଂ ମାଢ଼ିଜନିତ ସମସ୍ୟାରୁ କେମିତି ପାଇବେ ରକ୍ଷା

ଦାନ୍ତ ଏବଂ ମାଢ଼ିଜନିତ ରୋଗ ସୃଷ୍ଟି କରିଥାଏ। ତେଣୁ ଭଲ ଭାବରେ ଦାନ୍ତ ଘଷନ୍ତୁ। କେତେକେ ଏହି କାମକୁ ଚଟାପଟ ଶେଷ କରିଦେଇଥାଆନ୍ତି। ଅତିକମ୍‌ରେ ଦୁଇ ମିନିଟ୍‌ ଦାନ୍ତ ଘଷନ୍ତୁ। ରହିବା ପଛରେ ବିଶ୍ରାମର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେଣୁ ପ୍ରତିଦିନ…

ଉପକାରୀ ଅଦା ରସ

ଅଦା ରସରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଯଦି ଜଣେ ବ୍ୟକ୍ତି ପ୍ରତିଦିନ ୧୦-୨୦ ମିଲିଲିଟର ଅଦା ରସରେ ଅଳ୍ପ ଗୁଡ଼ ମିଶାଇ ପିଅନ୍ତି ତେବେ ତାହା ଆଣ୍ଠୁଗଣ୍ଠି ଦରଦରୁ ଅନେକାଂଶରେ ଉପଶମ ଦେଇଥାଏ। ଅଦାରେ କ୍ୟାଲସିୟମ, ମ୍ୟାଗ୍ନେସିୟମ,…

ଷ୍ଟୋମାକ କ୍ୟାନ୍‌ସର ଚିହ୍ନିବାର ନୂଆ ଉପାୟ

ଷ୍ଟୋମାକ କ୍ୟାନ୍‌ସରର ଆଦ୍ୟାବସ୍ଥାରୁ ଚିକିତ୍ସା କରାଇଲେ ଏଥିରୁ ଆରୋଗ୍ୟ ଲାଭ କରିବାର କିଛି ଅଂଶ ସୁଯୋଗ ରହିଛି। ହେଲେ ଏହା ଜଟିଳ ଅବସ୍ଥା ଧାରଣ କରିଥିଲେ ଏହି ଆଶା ପ୍ରାୟ କ୍ଷୀଣ। ତେବେ ଷ୍ଟୋମାକ କ୍ୟାନ୍‌ସରକୁ ଚିହ୍ନଟ କରିବାର ଏକ ନୂଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri