ଜୀବନଚର୍ଯ୍ୟା

ଅର୍ଥୋସ୍କୋପିକ୍‌ ସର୍ଜରି

”ଅର୍ଥୋସ୍କୋପିକ୍‌ ସର୍ଜରି ଏକ ଆଧୁନିକ ଅସ୍ଥିଶଲ୍ୟ ଚିକିତ୍ସା ପଦ୍ଧତି । ଏଥିରେ ବଡ଼ ଧରଣର କଟାକଟି ନ କରି ଛୋଟ କଣା ମାଧ୍ୟମରେ ଶରୀରର ବିଭିନ୍ନ ଖଞ୍ଜା ମଧ୍ୟରେ ଅର୍ଥୋସ୍କୋପ୍‌ ପୂରାଯାଇ ବହୁ ରୋଗର ନିଦାନ ଏବଂ ଚିକିତ୍ସା କରାଯାଇଥାଏ।“ ଅର୍ଥୋସ୍କୋପିକ୍‌…

ସକାରାତ୍ମକ ମାନସିକତା ଓ ବିଶ୍ରାମ

ପ୍ରତିଦିନ ଆମେ ଅତିକମ୍‌ରେ ୬-୭ ଘଣ୍ଟା ଶୋଇବା ଆବଶ୍ୟକ। ଏଥିରେ ଅନିୟମିତତା ହେଲେ ତାହା ପରୋକ୍ଷରେ କେତେକ ରୋଗର କାରଣ ସାଜିଥାଏ। କେବଳ ସେତିକି ନୁହେଁ, ଶୋଇବା ସମୟରେ ବେଡ୍‌ ରୁମ୍‌ର ପରିବେଶ ଶାନ୍ତ ରହିବା ନିହାତି ଦରକାର। ଏହାଦ୍ୱାରା ଭଲ…

ଅପେକ୍ଷା କରିଛି ମଙ୍ଗଳ

”ଏ ଯାଏ ୮ଟି ମହାକାଶଯାନ ମଙ୍ଗଳକୁ ପରିକ୍ରମା କରିସାରିଛନ୍ତି। ସେଗୁଡ଼ିକ ଭିତରେ ଭାରତର ‘ମଙ୍ଗଳଯାନ’ ଅନ୍ୟତମ, ଯାହାକୁ ୫ା୧୧ା୨୦୧୩ ତାରିଖରେ ଇସ୍ରୋ ପଠେଇଥିଲା ଓ ତାହା ୨୪ା୦୯ା୨୦୧୪ତାରିଖରେ ମଙ୍ଗଳକୁ ପରିକ୍ରମା କରିବା ଆରମ୍ଭ କରିଥିଲା। ନିଜ ପୃଷ୍ଠରେ ଜଳର ଉପସ୍ଥିତିକୁ ନେଇ…

ଅଙ୍ଗୁଳିର ଲମ୍ବାରୁ ଜାଣନ୍ତୁ ବ୍ୟକ୍ତିତ୍ୱ

ମନୁଷ୍ୟର ଶାରୀରିକ ଗଠନ ବ୍ୟକ୍ତିତ୍ୱ କଥା କହିଥାଏ ବୋଲି ସମୁଦ୍ର ଶାସ୍ତ୍ରରେ ବର୍ଣ୍ଣନା ରହିଛି। ତେବେ ଅଙ୍ଗୁଳିରୁ କିଭଳି ବ୍ୟକ୍ତିତ୍ୱ କଥା ଜାଣିହୁଏ ଆସନ୍ତୁ ଜାଣିବା। * ଯେଉଁ ବ୍ୟକ୍ତିଙ୍କ ତର୍ଜନି ଅଙ୍ଗୁଳି ମଧ୍ୟମା ଏବଂ ଅନାମିକା ଅଙ୍ଗୁଳି ସହ ସମାନ…

ବିଭିନ୍ନ ସମସ୍ୟାରୁ ଦୂରେଇ ରଖେ ଖଜୁରୀ ପାଣି…

ଶରୀରକୁ ସୁସ୍ଥ ରଖିବା ପାଇଁ ଖଜୁରୀର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥାଏ । ପ୍ରତିଦିନ ସକାଳେ ଅଧାକପ୍‌ ଖଜୁରୀ ପାଣି ପିଇଲେ ଅନେକ ଉପକାର ମିଳିଥାଏ । ଏହା ଡାଇବେଟିସ୍‌ ରୋଗରୁ ଦୂରେଇ ରଖେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଖଜୁରୀ ପାଣି…

ଟ୍ରେଣ୍ଡରେ ‘ଟି ଲେଙ୍ଗ୍‌ଥ ଡ୍ରେସ୍‌’

ଯେଉଁ ଡ୍ରେସ୍‌ର ଲମ୍ବା ଆଣ୍ଠୁ ତଳକୁ, ହେଲେ ଗୋଇଠି ଉପରକୁ ରହିଥାଏ, ତାକୁ ଟି ଲେଙ୍ଗ୍‌ଥ ଡ୍ରେସ୍‌ କୁହାଯାଏ। ଏହି ଡ୍ରେସ୍‌କୁ ପିନ୍ଧିଲେ କମ୍ଫଟେବଲ ଲାଗିବା ସହ କ୍ଲାସି ଲୁକ୍‌ ମଧ୍ୟ ମିଳିଥାଏ। ଖାସ୍‌ ସେଇଥିପାଇଁ ସାଧାରଣ ଯୁବତୀଙ୍କଠୁ ଆରମ୍ଭ କରି…

ଚୋପା ସହ ଚୋବାଇ ଖାଆନ୍ତୁ ଫାଳେ ସେଓ…

ପ୍ରତିଦିନ ଫାଳେ ସେଓକୁ ଚୋପା ସହ ଚୋବାଇ ଖାଇଲେ ଅନେକ ଉପକାର ମିଳିଥାଏ। ସେଓରେ ଭିଟାମିନ୍‌ ଏ, ଭିଟାମିନ୍‌ ସି’, ପୋଟାସିୟମ୍‌, ଫାଇବର ଓ କାର୍ବୋହାଇଡ୍ରେଟ୍‌ସ ଭରପୁର ମାତ୍ରାରେ ରହିଛି । ଗୋଟିଏ ସେଓରେ ପ୍ରାୟ ୯୫ କ୍ୟାଲୋରୀ ରହିଥାଏ ।…

ଅଦାରସରେ ରହିଛି ବହୁ ଔଷଧିୟ ଗୁଣ

ସାଧାରଣତଃ ଚା’ରେ ଅଦାର ବ୍ୟବହାର କରାଯାଇଥାଏ। ମାତ୍ର ଅଦାରେ ବହୁ ଔଷଧିୟ ଗୁଣ ଭରି ରହିଛି। ଏଥିରେ ଆଣ୍ଟି ଇମ୍ଫ୍ଲେମେଟ୍ରି ଏବଂ ଆଣ୍ଟି ବ୍ୟାକ୍ଟେରିଆ ଗୁଣ ରହିଛି, ଯାହା ଥଣ୍ଡାଜ୍ୱର ଭଲ କରିଥାଏ। ଆସନ୍ତୁ ଜାଣିବା ଅଦାରସ ପିଇଲେ କ’ଣ ସବୁ…

ଇନସୁଲିନ୍‌ସ୍ତରକୁ ସ୍ବାଭାବିକ କରେ ଏହି ପାଣି …

ପ୍ରତିଦିନ ସକାଳେ ଜୁଆଣି ପାଣିରେ ଲେମ୍ବୁ ରସ ମିଶାଇ ପିଇଲେ ଅନେକ ଉପକାର ମିଳିଥାଏ। ଏହାଦ୍ୱାରା ରକ୍ତ ସଞ୍ଚାଳନ ସ୍ବାଭାବିକ ହୋଇ ହାର୍ଟ ଆଟାକ୍‌ରୁ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏହା ଇନସୁଲିନ୍‌ କ୍ଷରଣକୁ ସ୍ବାଭାବିକ କରିଥାଏ। ଫଳରେ…

ଜିକା ପରୀକ୍ଷାକୁ ବଜାର ପ୍ରାଧିକରଣ ସ୍ବୀକୃତି

ଚିକାଗୋ: ଜିକା ଭାରି ମାରାମତ୍କ । ଏହି ରୋଗକୁ ପ୍ରାଥମିକ ସ୍ତରରେ ହଠାତ ଚିହ୍ନଟ କରିହୁଏନାହିଁ। କିନ୍ତୁ ଏହା ଧୀରେ ଧୀରେ ଗର୍ଭସ୍ଥ ଶିଶୁର ମସ୍ତିଷ୍କକୁ କ୍ଷତି କରିଦେଇଥାଏ। ଜିକାକୁ ପ୍ରାରମ୍ଭିକ ଅବସ୍ଥାରୁ ଜାଣିବା ପାଇଁ ସେଣ୍ଟ ଲୁଇସ୍‌ସ୍ଥିତ ଓ୍ବାଶିଂଟନ ୟୁନିଭର୍ସିଟି…

ବିବର୍ତ୍ତିତ ବିଶ୍ବରେ ଗୁରୁଙ୍କ ସ୍ବରୂପ

ଜନାର୍ଦ୍ଦନ ମିଶ୍ର   ଆଜିର ଇଣ୍ଟରନେଟ ଓ ଡିଜିଟାଲ ଦୁନିଆରେ ବିଶଗୁରୁ ସାଜିଛି ଗୁଗୁଲ। ଆଖି ପଲକରେ ମିଳୁଛି ଯେକୌଣସି ସୂଚନା କିମ୍ବା ପ୍ରଶ୍ନର ସହଜ ଉତ୍ତର। ବିବର୍ତ୍ତିତ ବିଶ୍ବରେ ମହାନନ ଗୁରୁଙ୍କର ସଂଖ୍ୟାୁ ହ୍ରାସ ପାଇ ନ ଥିଲେ ବି…

ଲାଉ ଜୁସ୍‌ ପିଇବାକୁ ପସନ୍ଦ

ଏଲିନା ସାମନ୍ତରାୟ। ଓଲିଉଡ଼ର ଜଣେ ଆଗଧାଡ଼ିର ନାୟିକା। ୨୦୧୫ରୁ ‘ଇସ୍କ ତୁ ହି ତୁ’ ଚଳଚ୍ଚିତ୍ର ଜରିଆରେ ଓଡ଼ିଆ ସିନେ ଜଗତକୁ ପ୍ରବେଶ କରିଥିଲେ। ବର୍ତ୍ତମାନ ସୁଦ୍ଧା ପ୍ରାୟ ୧୪ଟି ଫିଲ୍ମରେ ଅଭିନୟ କରି ଦର୍ଶକଙ୍କ ମନ ଜିଣିଛନ୍ତି ଏଲିନା। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?