ଜୀବନଚର୍ଯ୍ୟା

ବ୍ୟାୟାମରେ ତ୍ରୁଟି ଜଣାଇଦେବ ଯନ୍ତ୍ର

ଚଣ୍ଡିଗଡ଼: ବ୍ୟାୟାମ କରିବାର ଯଦି ଠିକ୍‌ ପଦ୍ଧତି ଜଣାନାହିଁ ତେବେ ଆଦୌ ଚିନ୍ତା କରନ୍ତୁନାହିଁ। ଚଣ୍ଡିଗଡସ୍ଥିତ କେନ୍ଦ୍ରୀୟ ବୈଜ୍ଞାନିକ ଉପକରଣ ସଂଗଠନ ବା ସେଣ୍ଟ୍ରାଲ ସାଇଣ୍ଟିଫିକ ଇନ୍‌ଷ୍ଟ୍ରୁମେଣ୍ଟ ଅର୍ଗାନାଇଜେଶନ(ସିଏସ୍‌ଆଇଓ)ଏଭଳି ଯନ୍ତ୍ର ନିର୍ମାଣ କରିଛି ଯାହା ବ୍ୟାୟାମରେ କିଛି ତ୍ରୁଟି ଦେଖିବା ମାତ୍ରେ…

ସନ୍ଧ୍ୟାପରେ ଅଙ୍ଗୁର ଖାଇଲେ ସ୍ବାସ୍ଥ୍ୟ ଉପରେ ପଡ଼େ ଏହି ପ୍ରଭାବ …

ଅଙ୍ଗୁର ଖାଇବା ସ୍ବାସ୍ଥ୍ୟ ପାଇଁ ହିତକର। ଏହାକୁ ଦିନ ବେଳେ ଖାଦ୍ୟ ଖାଇ ସାରିବାର କିଛି ସମୟ ପରେ ଖାଇଲେ ସୁଫଳ ମିଳିଥାଏ। ଅଙ୍ଗୁରରେ ଟାରଟରିକ୍‌ ଏସିଡ୍‌,ମାଲିକ୍‌ ଏସିଡି ଏବଂ କିଛି ପରିମାଣର ସାଇଟ୍ରିକ୍‌ ଏସିଡ୍‌ ରହିଥାଏ। ଦିନରେ ଖାଦ୍ୟ ଖାଇସାରି…

ଟ୍ରେଣ୍ଡରେ ପଫ୍‌ ସ୍ଲିଭ୍‌ ଫ୍ୟାଶନ

ପଫ୍‌ ସ୍ଲିଭ୍‌ ଟ୍ରେଣ୍ଡର ପୁଣିଥରେ ପ୍ରତ୍ୟାବର୍ତ୍ତନ ହୋଇଛି। ତା’ହେଲେ ଆଉ ଡେରି କାହିଁକି। ଆପଣ ବି ଆପଣଙ୍କ ଓ୍ବାର୍ଡରୋବ୍‌କୁ ଅପ୍‌ଡେଟ୍‌ କରିବାରେ ଲାଗିପଡ଼ନ୍ତୁ ନା। କାରଣ ଏବେ ମାର୍କେଟ୍‌କୁ ଅନେକ ଭେରାଇଟିର ପଫ୍‌ ସ୍ଲିଭ୍‌ ଟପ୍ସ ଓ ଡ୍ରେସ୍‌ ଆସିଗଲାଣି, ଯାହାକୁ…

ରାତିରେ ସେଓ ଖାଇଲେ କ’ଣ ହୁଏ …

ସେଓ ଖାଇବା ସ୍ବାସ୍ଥ୍ୟ ପାଇଁ ହିତକର। ତେବେ ଏହାକୁ ଦିନର କେତେକ ନିର୍ଦ୍ଦିଷ୍ଟ ସମୟରେ ଖାଇବା ଆବଶ୍ୟକ। ଦିନରେ ଖାଦ୍ୟ ଖାଇ ସାରିବାର ଅଧଘଣ୍ଟା କିମ୍ବା ଘଣ୍ଟେ ପରେ ସେଓ ଖାଇଲେ ହଜମ ପ୍ରକ୍ରିୟା ଭଲ ହୋଇଥାଏ। ସେଓରେ ଆସ୍କରବିକ୍‌ ଏବଂ…

ଏସବୁ ରୋଗ ଲାଗି ବରଦାନ ସଦୃଶ ତେଜପତ୍ର

ମସଲା ରୂପରେ ବ୍ୟବହାର କରାଯାଉଥିବା ତେଜପତ୍ର ଯେ, କେବଳ ଖାଦ୍ୟକୁ ସ୍ବାଦିଷ୍ଟ କରାଇଥାଏ ତାହା ନୁହେଁ ବରଂ ଏହା ଅନେକ ରୋଗରୁ ରକ୍ଷା କରିଥାଏ। ଏଥିରେ ପୋଷକ ତତ୍ତ୍ୱ ଓ ଖଣିଜ ପଦାର୍ଥ ରହିଛି। ଏହାସହ ଭିଟାମିନ୍‌ ‘ଇ’ ଓ ‘ସି’…

ଦୀର୍ଘାୟୁ ହେବା ପାଇଁ କରନ୍ତୁ ଏପରି…

ସକାଳୁ ଉଠିବା ଦ୍ୱାରା ଦେହ ଓ ମନ ଉଭୟ ସୁସ୍ଥ ରହେ। ତେଣୁ ପ୍ରତିଦିନ ସକାଳୁ ଶୀଘ୍ର ଉଠିବା ସ୍ବାସ୍ଥ୍ୟ ପାଇଁ ଲାଭପ୍ରଦ। ଏହାଦ୍ୱାରା ଜୀବନ ଦୀର୍ଘ ହୋଇଥାଏ। ପ୍ରତିଦିନ ପ୍ରାୟ ୬ଟା ଭିତରେ ଉଠିବାକୁ ଚେଷ୍ଟା କରିବା ବେଶ୍‌ ଭଲ।…

ମେଦବହୁଳତାରୁ ଦୂରେଇ ରହିବା ପାଇଁ ଚାହୁଁଛନ୍ତି କି…

ଏବେ କେତେକଙ୍କଠାରେ ମେଦବହୁଳତା ଦେଖାଦେଉଛି। ଏଥିରୁ ରକ୍ଷା ପାଇବା ଲାଗି ବ୍ୟାୟାମ ସହିତ ଖାଦ୍ୟପେୟ ଉପରେ ଗୁରୁତ୍ୱ ଦିଆଯାଇଥାଏ। ତେବେ ପ୍ରତିଦିନ ସକାଳେ ଆଖୁରସ ପିଇବା ସହିତ କିଛି ସମୟ ଚାଲିବାକୁ ପଡିବ। ଏହାଦ୍ୱାରା ଓଜନ କମିଯାଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ…

ପ୍ରତିଦିନ ମାତ୍ର ୧ ଘଣ୍ଟା ହସନ୍ତୁ,ମିଳିବ ଏହିସବୁ ଫାଇଦା

ହସିବାକୁ ଅନେକ ରୋଗର ମହୌଷଧି ବୋଲି କୁହାଯାଏ। ହସିବା ଦ୍ୱାରା ଶରୀରର ମାଂସପେଶୀ, ଚକ୍ଷୁ, ହୃତ୍‌ପିଣ୍ଡ ଏବଂ ମସ୍ତିଷ୍କ ସୁସ୍ଥ ରହିଥାଏ। ୟୁନିଭରସିଟି ଅଫ୍‌ ମେରିଲାଣ୍ଡ୍‌ଠାରେ .େହାଇଥିବା ଗବେଷଣା ଅନୁସାରେ, ମନଖୋଲି ହସୁଥିବା ଲୋକଙ୍କର ରକ୍ତସଞ୍ଚାଳନ ଅନ୍ୟମାନଙ୍କ ତୁଳନାରେ ଠିକ୍‌ ଢ଼ଙ୍ଗରେ…

୭୦ରୁ୯୦ ପ୍ରତିଶତ ଭାରତୀୟଙ୍କର ଭିଟାମିନ ଡି’ ଅଭାବ

ଏକ ଅନୁଧ୍ୟାନରୁ ଜଣାପଡିଛି ଯେ, ୭୦ ରୁ ୯୦ ପ୍ରତିଶତ ଭାରତୀୟଙ୍କଠାରେ ଭିଟାମିନ୍‌ ଡି’ଅଭାବ ରହିଛି। ଏହି କାରଣରୁ ସେମାନେ ଟାଇପ୍‌-୨ ଡାଇବେଟିସ୍‌ ଓ ଉଚ୍ଚରକ୍ତଚାପର ଶିକାର ହେଉଛନ୍ତି ବୋଲି କହିଛନ୍ତି ଶୁଶ୍ରୂଷା ହସ୍ପିଟାଲ, ମୁମ୍ବାଇର ଚିକିତ୍ସକ ପି.ଜି ତଲଓ୍ବାର ।…

ମାଟିହାଣ୍ଡି ଚିକେନ

ସବୁ ହୋଟେଲ ଓ ରେଷ୍ଟୁରାଣ୍ଟ ଗ୍ରାହକଙ୍କ ପସନ୍ଦକୁ ଗୁରୁତ୍ୱ ଦେଇ ଏବେ ଭିନ୍ନ ଭିନ୍ନ ଡିଶ୍‌ ପରଷୁଛନ୍ତି। କିନ୍ତୁ ଲୋକେ ବ୍ରଏଲର ଅପେକ୍ଷା ଦେଶୀ କୁକୁଡ଼ା ମାଂସର ଘର ତିଆରି ତରକାରି ଭଳି ସ୍ବାଦ ଖୋଜୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ବାରିପଦା…

ସକାଳେ ଚାମଚେ ଏହି ରସ ମେଦବହୁଳତାରୁ ରଖେ ଦୂରେଇ…

ପରିବର୍ତ୍ତିତ ଜୀବନଶୈଳୀରେ କେତେକଙ୍କଠାରେ ମେଦବହୁଳତା ସମସ୍ୟା ଦେଖାଦେଇଥାଏ। ତେବେ ଏହାର ସଫଳ ଚିକିତ୍ସା ବିଭିନ୍ନ ଔଷଧୀୟ ଗଛଲତା ସହାୟତାରେ ସହଜରେ ହୋଇପାରିଥାଏ। ପ୍ରତିଦିନ ଚାମଚେ ଘିକୁଆଁରୀ ରସ ପିଇଲେ ମେଦବହୁଳତା କମିଥାଏ ବୋଲି ଆୟୁବେର୍ଦରେ ଉଲ୍ଲେଖ ଅଛି। ମେଥିପତ୍ର ଓ ଘିକୁଆଁରୀ…

ଡେଙ୍ଗା ବ୍ୟକ୍ତିଙ୍କଠାରେ କ୍ୟାନସର୍‌ ଆଶଙ୍କା ଅଧିକ କାହିଁକି

ଉଚ୍ଚତାରେ ଡେଙ୍ଗା ହେବା ପ୍ରତ୍ୟେକ ବ୍ୟକ୍ତିଙ୍କ ଇଚ୍ଛା। କିନ୍ତୁ ଜାଣନ୍ତି, ଡେଙ୍ଗା ବ୍ୟକ୍ତିଙ୍କର ଉଚ୍ଚତା ସହ କ୍ୟାନସର୍‌ର ସମ୍ପର୍କ ଗଭୀର ଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଅଧିକ ଡେଙ୍ଗା ଲୋକଙ୍କୁ କ୍ୟାନ୍‌ସର ଆଶଙ୍କା ୩୦ ପ୍ରତିଶତ ବଢ଼ିଯାଏ। ଗବେଷଣା ସ୍ବିଡ଼େନ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?