ଜୀବନଚର୍ଯ୍ୟା

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାକପ୍‌…

କଫି ଓ ଚା’ ହୃଦ୍‌ଘାତରୁ ମନୁଷ୍ୟକୁ ସୁରକ୍ଷା ଦେଇଥାଏ। କଫିରେ ଥିବା କାଫିନ୍‌ ଓ ଚା’ରେ ଥିବା ନିକୋଟାଇନ୍‌ ରକ୍ତରେ ମିଶିବା ଦ୍ୱାରା ରେଡ୍‌ ବ୍ଲଡ୍‌ କୋଷିକା ଉତ୍ତେଜିତ ହୋଇଥାଏ। ଫଳରେ ହାର୍ଟର ସାଧାରଣ କାର୍ଯ୍ୟକାରିତା ବୃଦ୍ଧି ପାଏ। ଏହାଯୋଗୁ ହାର୍ଟ…

ଅତ୍ୟଧିକ ପରଫ୍ୟୁମ୍‌ ବ୍ୟବହାର କରୁଛନ୍ତି କି? ଶରୀରରେ ହୋଇଥାଏ ଏହି କ୍ଷତି

ସାଧାରଣତଃ ଖରାଦିନେ ଅଧିକାଂଶ ଲୋକ ପରଫ୍ୟୁମ୍‌ ବ୍ୟବହାର କରିଥାନ୍ତି। ଏହା ଶରୀରରୁ ଝାଳ ଗନ୍ଧ ଦୂର କରେ ସତ କିନ୍ତୁ ଅତ୍ୟଧିକ ପରଫ୍ୟୁମ୍‌ ଶରୀର ପାଇଁ କ୍ଷତିକାରକ ହୋଇଥାଏ। ଜାଣନ୍ତୁ ଅଧିକ ପରଫ୍ୟୁମ୍‌ ବ୍ୟବହାର କଲେ କ’ଣ କ୍ଷତି ହୁଏ। –…

ଅଧିକ ସମୟ ଇ-ରିଡିଂ କରୁଥିଲେ..

ଆଜିକାଲି ଡିଜିଟାଲ ଯୁଗ। କମ୍ପ୍ୟୁଟର ଏବଂ ସ୍ମାର୍ଟଫୋନ୍‌ ପାଠପଢ଼ାରେ କେତେ ସାହାଯ୍ୟ କରୁଛି ତାହା କହିବା ସହଜ ନୁହେଁ। କେବଳ ସେତିକି ନୁହେଁ, ବିଭିନ୍ନ ବିଷୟରେ ଜାଣିବାକୁ ଏହାର ସହାୟତା ନିଆଯାଇଥାଏ। ବର୍ତ୍ତମାନ ଅଧିକାଂଶ ଯୁବପିଢ଼ି ଇ-ରିଡିଂ ସହ ଜଡ଼ିତ। ପାଠ୍ୟପୁସ୍ତକ…

ସ୍ବା ସ୍ଥ୍ୟ ସୂ ଚ ନା

କେତେକ ରୋଗର ପ୍ରାରମ୍ଭିକ ଲକ୍ଷଣ ସମ୍ପର୍କରେ ପ୍ରାୟ ଅବଗତ। ଅପରପକ୍ଷରେ କିଛି ଜଟିଳ ରୋଗ ସମ୍ପର୍କରେ ମଧ୍ୟ ଜନସଚେତନତା ସୃଷ୍ଟି କରାଯାଉଛି। ଯଦି ଆପଣ କୌଣସି ରୋଗର ପ୍ରାରମ୍ଭିକ ଲକ୍ଷଣ ବିଷୟରେ ସୂଚନା ପାଇଲେ, ତେବେ ବିଳମ୍ବ ନ କରି ତୁରନ୍ତ…

ବ୍ଲଡପ୍ରେସର

ଆମ ଶରୀରରେ ରକ୍ତ ସଂଚାଳନ ସକ୍ରିୟ ରହିବା ଦରକାର। ଏଥିରେ ଅସନ୍ତୁଳନ ପରିଲକ୍ଷିତ ହେଲେ ତାହାର ପ୍ରଭାବ ଶରୀର ଉପରେ ପଡ଼ିଥାଏ। ଅସନ୍ତୁଳିତ ରକ୍ତ ସଂଚାଳନକୁ ବ୍ଲଡପ୍ରେସର ବା ରକ୍ତଚାପ ବୋଲି କୁହାଯାଏ। ଏପରି ସମସ୍ୟା ଦେଖାଦେଲେ ସେଥିପ୍ରତି ସତର୍କ ରହିବା…

ଧାତୁ ଦୌର୍ବଲ୍ୟ

”ଶୈଶବାବସ୍ଥାରେ ସପ୍ତମଧାତୁ ଶୁକ୍ର ଶରୀରରେ ଗୁପ୍ତାବସ୍ଥାରେ ରହିଥାଏ। ଯୌବନ ପ୍ରାରମ୍ଭାବସ୍ଥାରେ ଏହା ପ୍ରକଟ ହେବା ସହ ବୟସ ବଢ଼ିବା ସଙ୍ଗେସଙ୍ଗେ ଉତ୍ପାଦନ ବଢ଼େ ଏବଂ ଚାଳିଶ ବର୍ଷ ବୟସ ପରେ ଧୀରେ ଧୀରେ ଏହାର ଉତ୍ପାଦନ ହାର କମେ। ତେଣୁ ଏହି…

ତମାଖୁ ସେବନଓ ଫୁସ୍‌ଫୁସ୍‌ ଧୂଆଁ

ଆମ ଶରୀରରେ ଫୁସ୍‌ଫୁସ୍‌ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥାଏ। ଏହା ରକ୍ତରେ ଥିବା ହିମୋଗ୍ଲୋବିନକୁ ଅମ୍ଳଜାନ ସଂଯୁକ୍ତ କରିଥାଏ- ଅର୍ଥାତ୍‌ ହୃଦ୍‌ଯନ୍ତ୍ରରୁ ଆସୁଥିବା ଅପରିଷ୍କାର ରକ୍ତ (ଯାହାକି ବିଭିନ୍ନ ଶିରା ଦ୍ୱାରା ସଂଗୃହୀତ ହୋଇଥାଏ), ଏହିଠାରେ ଅମ୍ଳଜାନ ସଂଯୁକ୍ତ ହୋଇ ପରିଷ୍କାର…

ଏହିସବୁ ରୋଗୀ ଖାଆନ୍ତୁ ନାହିିଁ ଆମ୍ବ: ଜାଣନ୍ତୁ କ’ଣ ଉପୁଜିଥାଏ ସମସ୍ୟା

ଫଳର ରାଜା ଆମ୍ବ, ଯାହାକୁ ଖାଇବାକୁ ଅଧିକାଂଶ ଲୋକଙ୍କୁ ପସନ୍ଦ ହୋଇଥାଏ। ପୋଟାସିୟମ, କପର ଓ ଆଇରନରେ ଭରପୂର ଆମ୍ବ ଯେ ସମସ୍ତଙ୍କ ପାଇଁ ଲାଭଜନକ ହୋଇଥାଏ ତାହା ଭାବିବା ଭୁଲ। କାରଣ ଆମ୍ବରୁ ଅନେକ ସ୍ବାସ୍ଥ୍ୟ ସମସ୍ୟା ଉପୁଜିଥାଏ। ତେବେ…

ମେଦବହୁଳତାରୁ ଦୂରେଇ ରଖେ ଏହି ସହଜ ଉପାୟ…

ପରିବର୍ତ୍ତିତ ଜୀବନଶୈଳୀ ତଥା ଖାଦ୍ୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ମେଦବହୁଳତା ସମସ୍ୟା ଦେଖାଦେଇଥାଏ। ତେବେ ଦୈନଦିନ ଜୀବନରେ କିଛି ସହଜ ଉପାୟ ଦ୍ୱାରା ଏଥିରୁ ଦୂରେଇ ହୋଇ ରହିଥାଏ। ମଦେବହୁଳତା କମାଇବାରେ ଘି କୁଆଁରୀ ବା ଆଲୋଭେରା ରସ୍‌ ବେଶ୍‌ ଉପଯୋଗୀ…

ଥକ୍କାପଣ ଦୂର କରିବ ‘ଛେଳି ଯୋଗ’

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ଲାଗୁଥିବ; ମାତ୍ର ଏହା ସମ୍ପୂର୍ଣ୍ଣ ସତ। ଆମେରିକାର ସାନ୍‌ଫ୍ରାନ୍‌ସିସ୍କୋ ଏବଂ ସିଲିକନ୍‌ ଭ୍ୟାଲିରେ ଏବେ ‘ଗୋଟ୍‌ ୟୋଗା’ ବା ‘ଛେଳି ଯୋଗ’ ବେଶ୍‌ ଲୋକପ୍ରିୟ ହେବାରେ ଲାଗିଛି। ପ୍ରତିଦିନ ସକାଳୁ ଛେଳି ଯୋଗ କରିବାକୁ ହଜାର ହଜାର…

ଏମାନଙ୍କୁ ପଣସ ଖାଇବା ମନା

ଖରାଦିନେ ପାଚିଲା ପଣସ ଖାଇବାକୁ ଅନେକ ଲୋକ ପସନ୍ଦ କରି ଥାଆନ୍ତି। ହେଲେ ପଣସ ମଧ୍ୟ ଶରୀରରେ ଅନେକ କ୍ଷତି କରିଥାଏ ବୋଲି ନିକଟରେ ବିଶେଷଜ୍ଞମାନେ ପ୍ରକାଶ କରିଛନ୍ତି। -ବିଶେଷ କରି ମଧୁମେହରେ ପୀଡିତ ଥିବା ବ୍ୟକ୍ତି ପାଚିଲା ପଣସ ଖାଇବା…

ଓଠ କଳା ପଡୁଥିଲେ ଆପଣାନ୍ତୁ ଏହି ଘରୋଇ ଉପଚାର

ମୁହଁର ସୌନ୍ଦର୍ଯ୍ୟ ବଢ଼ାଇଥାଏ ଓଠ। ବିଶେଷକରି ଗୋଲାପୀ ଓଠ ଆକର୍ଷଣୀୟ ଦେଖାଯାଏ। ବେଳେବେଳେ ବିଭିନ୍ନ ରାସାୟନିକ ପଦାର୍ଥ ମିଶିଥିବା ଲିପ୍‌ଷ୍ଟିକ୍‌ ବ୍ୟବହାର କରିବା ଦ୍ୱାରା ଓଠ କଳା ପଡ଼ି ଯାଇଥାଏ। କିଛି ଘରୋଇ ଉପଚାର ଗ୍ରହଣ କଲେ ଓଠ ନରମ ହେବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri