ଜୀବନଚର୍ଯ୍ୟା

ସ୍ବା ସ୍ଥ୍ୟ ସୂ ଚ ନା

ବିଛଣାରୁ ଉଠିବା ପୂର୍ବରୁ କିଛି ସମୟ ଷ୍ଟ୍ରେଚିଙ୍ଗ ଏକ୍ସରସାଇଜ କରନ୍ତୁ। ଏହାଦ୍ୱାରା ରକ୍ତ ସଞ୍ଚାଳନ ଏବଂ ପାଚନକ୍ରିୟା ଆହୁରି ସକ୍ରିୟ ହୋଇଥାଏ। କେବଳ ସେତିକି ନୁହେଁ ଏହାଦ୍ୱାରା ଅଣ୍ଟା ଦରଜ ଭଳିି ସମସ୍ୟାରୁ କେତେକାଂଶରେ ଉପଶମ ମିଳିଥାଏ। ଦୈନନ୍ଦିନ କାମକୁ ନେଇ…

ଅସ୍ଥିକୁ ସୁସ୍ଥ ରଖିବେ କିପରି ଧ୍ୟାନ ଦିଅନ୍ତୁ…

ଆମ ଶରୀରର ପ୍ରମୁଖ ଅଙ୍ଗ ମଧ୍ୟରୁ ଅସ୍ଥି ଅନ୍ୟତମ। ଏହା ଯଦି ଦୁର୍ବଳ ହୋଇଯାଏ ତେବେ ଆମେ କାମ କରିବା ତ ଅଲଗା କଥା, ଚାଲବୁଲ କରିପାରିବା ନାହିଁ। ଏହାର ଉପଯୁକ୍ତ ଯତ୍ନ ନ ନେଲେ ଆମକୁ ହୁଏତ ବାକି ଜୀବନ…

ରୋଗ ଚିହ୍ନଟର ନୂଆ ଉପାୟ

କେତେକ ରୋଗକୁ ଚିହ୍ନଟ କରିବା ପାଇଁ ପ୍ରକାଶିତ ଲକ୍ଷଣକୁ ବିଶ୍ଳେଷଣ କରାଯାଇଥାଏ। ହେଲେ ଏହି ତାଲିକାରେ ବିଶେଷଜ୍ଞମାନେ ଆଉ ଏକ କଥା ସାମିଲ କରିଛନ୍ତି। ଭାଇରସକୁ ତର୍ଜମା କରି ଜଣେ ବ୍ୟକ୍ତି କେଉଁ ରୋଗରେ ଆକ୍ରାନ୍ତ ତାହା ଜାଣିହେବ। ଏପରି ତଥ୍ୟ…

ରୋଗ ପ୍ରତିରୋଧକ ଶକ୍ତି ଓ ଡାଇବେଟିସ୍‌

ଡାଇବେଟିସ ଏପରି ଏକ ସମସ୍ୟା ଯାହା ଥରେ ଦେଖାଦେଲେ ତାହା ପରୋକ୍ଷରେ କେତେକ ରୋଗକୁ ଆମନ୍ତ୍ରଣ କରିଥାଏ। ଯଦି ଦୀର୍ଘ ମାସ ଧରି ଆପଣଙ୍କର ସୁଗାର ସ୍ତର ଅସନ୍ତୁଳିତ ରହିଲା ତେବେ ତାହା ଭବିଷ୍ୟତରେ ଅନେକ ସମସ୍ୟା ସୃଷ୍ଟିକରିବା ଯଥେଷ୍ଟ ଆଶଙ୍କା…

ହୃଦ୍‌ରୋଗ ଠାରୁ ଦୂରେଇ ରଖେ ତଟକା ଫଳମୂଳ

ହୃଦ୍‌ରୋଗ ପରି ଗୁରୁତର ସମସ୍ୟାଠାରୁ ନିଜକୁ ଦୂରେଇ ରଖିବାକୁ ଚାହୁଁଛନ୍ତି କି ? ଯଦି ହଁ, ତେବେ ସେଥିପାଇଁ ସନ୍ତୁଳିତ ଜୀବନଶୈଳୀ, ଖାଦ୍ୟପେୟ, ବ୍ୟାୟାମ ବିଷୟରେ ଅନେକେ ଅବଗତ ଥିବେ। ହେଲେ ଏହି ତାଲିକାରେ ନିକଟରେ ଆଉ ଏକ ବିଷୟକୁ ସାମିଲ…

ଡାକ୍ତର-ରୋଗୀ ଉପାଖ୍ୟାନମ୍‌

ଜୁଲାଇ ୧ ହେଉଛି ‘ଜାତୀୟ ଚିକିତ୍ସକ ଦିବସ/ ନ୍ୟାଶନାଲ ଡକ୍ଟର’ସ ଡେ । ସେ ସମ୍ପର୍କିତ ବିଷୟକୁ ନେଇ ଉପସ୍ଥାପନା… “ରୋଗୀ ଚିକିତ୍ସାରେ ନିଜର ଭୁଲ୍‌ଭଟକାକୁ ଖୋଲାଖୋଲି ମାନିଯାଉଥିଲେ ଡାକ୍ତର ନିକୋଲାର ପିରାଟୋଭ। ଏପରିକି ନିଜ ଭୁଲ୍‌ କରିଥିବା କଥାକୁ ପ୍ରକାଶ…

ସକାଳୁ କପେ ଲବଙ୍ଗ ଚା’…

ଲବଙ୍ଗର ଅନେକ ଔଷଧୀୟ ଗୁଣ ରହିଛି। ବର୍ଷାଦିନେ ସକାଳୁ ଲବଙ୍ଗ ଚା’ ପିଇଲେ ଏହା ଶରୀର ଲାଗି ହିତକର ହୋଇଥାଏ । କିଛି ପାଣିରେ ତୁଳସୀ ପତ୍ର, ପୋଦିନା ପତ୍ର ଓ ଲବଙ୍ଗ ପକାଇ ନାଲି ଚା’ କରି ପିଇଲେ ଥଣ୍ଡା…

ବର୍ଷାଦିନେ ପିଅନ୍ତୁ ନାହିଁ ଅତ୍ୟଧିକ ଅଦା ଚା’, ଭୋଗିପାରନ୍ତି ଏସବୁ ସମସ୍ୟା

ବର୍ଷାଦିନରେ ଅଧିକାଂଶ ଲୋକ ଅଦା ଚା’ ପିଇବାକୁ ପସନ୍ଦ କରିଥାନ୍ତି। ଅଦା ଚା’ ଥଣ୍ଡା ଦୂର କରିବା ସହ ହଜମ ପ୍ରକ୍ରିୟାକୁ ସହଜ କରେ। ମାତ୍ର ଆବଶ୍ୟକତାରୁ ଅଧିକ ଅଦା ଚା’ ପିଇଲେ ଏହା ଶରୀର ପାଇଁ ଅନେକ ସମସ୍ୟା ସୃଷ୍ଟି…

ଝୁମୁକା ଫ୍ୟାଶନ: ଜାଣନ୍ତୁ ଲାଟେଷ୍ଟ ଡିଜାଇନ

ଏହା ଏକ ପ୍ରକାର କ୍ଲାସିକ୍‌ ଇୟର ରିଂ, ଯାହାର ଚାହିଦା ମହିଳାମାନଙ୍କ ଗହଣରେ ପୂର୍ବରୁ ଥିଲା ଆଉ ଏବେ ବି ଅଛି। କହିବାକୁ ଗଲେ, ଭାରତୀୟ ମହିଳାମାନଙ୍କର ଜୁଏଲେରି କଲେକ୍‌ସନ୍‌ ଝୁମୁକା ବିନା ଲାଗେ ଯେମିତି ଅଧୁରା। ତେଣୁ ଝୁମୁକାର ଫ୍ୟାଶନ…

ସହଜ ଉପାୟରେ ଘରେ ପ୍ରସ୍ତୁତ କରି ବ୍ୟବହାର କରନ୍ତୁ କିଓ୍ବି ସ୍କିନ ଟୋନର: ଯାହା ତ୍ୱଚାକୁ କରିବ ଉଜ୍ଜ୍ୱଳ

କିଓ୍ବି ଚାଇନାର ଏକ ଫଳ। ଏହାକୁ ଚାଇନାର ଜାତୀୟ ଫଳ ଭାବେ ମାନ୍ୟତା ଦିଆଯାଇଛି। ଏହା ଅଙ୍ଗୁର ପରି ହୋଇଥିଲେ ମଧ୍ୟ ଆକାରରେ ବଡ଼। ତେବେ ଖାଲି ଖାଇବାକୁ ଏହା ସ୍ବାଦିଷ୍ଠ ଲାଗିଥାଏ ନ ଥାଏ, ବରଂ ତ୍ୱଚା ପାଇଁ ବରଦାନ…

ପାରାଲିସିସ୍‌ରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ସକାଳୁ ଖାଲି ପେଟରେ ଦୁଇକୋଲା ରସୁଣ ଚୋବାଇ ଖାଇଲେ ଅନେକ ସୁଫଳ ମିଳିଥାଏ। ଏହାଦ୍ୱାରା ରକ୍ତରେ କୋଲେଷ୍ଟଲର ପରିମାଣ ହ୍ରାସ ପାଏ। ହୃଦ୍‌ଘାତରେ ଏହା ମହୌଷଧୀ ଭଳି କାମ କରେ। ତେବେ ରସୁଣ ସହିତ ମହୁ ମିଶାଇ ଖାଇଲେ ପାରାଲିସିସ୍‌ରୁ ସହଜରେ…

ପେଟ ବୃଦ୍ଧି କମାଇବା ସହ କୋଷ୍ଠକାଠିନ୍ୟ ଦୂର କରେ ଗୋଲମରିଚ

ଗୋଲମରିଚକୁ କେବଳ ମସଲା ଭାବେ ବ୍ୟବହାର କରିହେବ ତାହା ନୁହେଁ, ଏହାର ବହୁ ଔଷଧୀୟ ଗୁଣ ମଧ୍ୟ ରହିଛି। ଆୟୁର୍ବେଦ ଅନୁଯାୟୀ, ସକାଳେ ଅଳ୍ପ ଉଷୁମ ପାଣିରେ ଗୋଲମରିଚ ମିଶାଇ ପିଇଲେ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ। ପେଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri