ଜୀବନଚର୍ଯ୍ୟା

ଖାଦ୍ୟରୁଚିରୁ ଜାଣନ୍ତୁ ଝିଅଙ୍କ ଲଭ୍‌ ଲାଇଫ୍‌ ସମ୍ପର୍କିତ କିଛି ରହସ୍ୟପୂର୍ଣ୍ଣ କଥା

ଖାଦ୍ୟପେୟରେ ସମସ୍ତଙ୍କ ରୁଚି ଭିନ୍ନ ଭିନ୍ନ ହୋଇଥାଏ। କାହାକୁ ଖଟା ଖାଇବାକୁ ଭଲ ଲାଗୁ ଥିବାବେଳେ କାହାକୁ ମିଠା ଅଧିକ ପସନ୍ଦ ହୋଇଥାଏ। ତେବେ ଆପଣ ଜଣକର ଖାଦ୍ୟ ପସନ୍ଦ ଶୈଳୀରୁ ତାଙ୍କ ଲଭ୍‌ ଲାଇଫ୍‌ ସମ୍ପର୍କରେ ଜାଣିପାରିବେ। ତେବେ ଜାଣନ୍ତୁ…

ଉଚ୍ଚ ରକ୍ତଚାପରେ ପୀଡ଼ିତ କି? ଖାଲି ପେଟରେ ଖାଆନ୍ତୁ ଦୁଇ କୋଲା ରସୁଣ

ରସୁଣ ଖାଇବାର ଫାଇଦା ଅନେକ। ଆୟୁର୍ବେଦରେ ରସୁଣକୁ ମହୌଷଧି ଭାବେ ବିବେଚିତ କରାଯାଇଛି। କୁହାଯାଏ, କୌଣସି ନା କୌଣସି ରୂପରେ ରସୁଣକୁ ଡାଏଟ୍‌ ପ୍ଲାନ୍‌ରେ ସାମିଲ କରିବା ଉଚିତ୍‌। କିନ୍ତୁ ସକାଳ ଓ ସନ୍ଧ୍ୟାରେ ଖାଲିପେଟରେ ରସୁଣ ଖାଇବା ଦ୍ୱାରା ବିଶେଷ…

ହରମୋନସ୍ତର ନିୟନ୍ତ୍ରଣ କରେ ଏହି ପାଣି…

ଜୁଆଣି ପାଣି ପିଇଲେ ଅନେକ ଉପକାର ହୋଇଥାଏ। ଏହା ପେଟକୁ ଥଣ୍ଡା ରଖିବା ସହିତ ପାଚନ କ୍ରିୟାକୁ ସ୍ବାଭାବିକ କରିଥାଏ। ଏହା ହରମୋନସ୍ତରକୁ ନିୟନ୍ତ୍ରିତ କରିଥାଏ। ରାତିରେ ଏକ ଗ୍ଲାସ୍‌ ପାଣିରେ ଏକ ଚାମୁଚ ଜୁଆଣି ପକାଇ ଏହାକୁ ସକାଳୁ ପିଇଲେ…

ସ୍ତନ କର୍କଟ ଭଲ କରିବ ନିମ୍ବ!

ହାଇଦ୍ରାବାଦସ୍ଥିତ ରାଷ୍ଟ୍ରୀୟ ଔଷଧୀୟ ଶିକ୍ଷା ଏବଂ ଅନୁସନ୍ଧାନ ସଂସ୍ଥାନ (ଏନ୍‌ଆଇପିଇଆର୍‌)ର ବୈଜ୍ଞାନିକମାନେ ସ୍ତନ କର୍କଟର ଚିକିତ୍ସା ଦିଗରେ ଏକ ସଫଳତା ହାସଲ କରିଛନ୍ତି। ବୈଜ୍ଞାନିକଙ୍କ ଦାବି ଅନୁସାରେ, ନିମ୍ବପତ୍ର ଏବଂ ଫୁଲରୁ ପ୍ରାପ୍ତ ହେଉଥିବା ଏକ ରାସାୟନିକ ଯୌଗିକ ଦ୍ୱାରା ସ୍ତନ…

ପାଣି ପିଇବା ସମୟରେ ମାନନ୍ତୁ ଏହି ୫ଟି କଥା, ରହିବେ ସୁସ୍ଥ

ଜଣେ ବୟସ୍କ ବ୍ୟକ୍ତି ଦିନକୁ ଦୁଇରୁ ଅଢ଼େଇ ଲିଟର ପାଣି ପିଇଲେ ସୁସ୍ଥ ରହି ପାରିବେ। କିନ୍ତୁ ଏହି ପାଣି ପିଇବାରେ ମଧ୍ୟ କିଛି ନିୟମ ରହିଛି। ଯାହାକୁ ମାନିଲେ ସୁସ୍ଥ ରହିପାରିବା। ଜାଣନ୍ତୁ… ଠିଆ ହୋଇ ପାଣି ପିଅନ୍ତୁ ନାହିଁ…

ଚିକେନ ମଷ୍ଟାର୍ଡ

ଚିକେନରେ ପ୍ରସ୍ତୁତ ବିଭିନ୍ନ ଖାଦ୍ୟ ପ୍ରତି ଏବେବି ଆଦର ବଢୁଛି। ଗ୍ରାହକଙ୍କ ଆଦର ଓ ରୁଚି ଅନୁଯାୟୀ ଏବେ ହୋଟେଲଗୁଡିକ ମଧ୍ୟ ଚିକେନରେ ବିଭିନ୍ନ ନୂଆ ନୂଆ ଡିସ୍‌ ପ୍ରସ୍ତୁତ କରିବା ଉପରେ ଗୁରୁତ୍ୱ ଦେଉଛନ୍ତି। ରେଷ୍ଟୁରାଣ୍ଟଗୁଡିକ ମଧ୍ୟରେ ଚିକେନରେ ବିଭିନ୍ନ…

ଦୂର ଯାତ୍ରା ସମୟରେ କରନ୍ତୁ ନାହିଁ ଏହି ୪ କାମ, ନଚେତ୍‌ ପଡ଼ିପାରନ୍ତି ହଇରାଣରେ

ଅନେକ ଲୋକଙ୍କୁ ଦୂର ଜାଗା ବୁଲିବା ପସନ୍ଦ ହୋଇଥିଲେ ମଧ୍ୟ ଏ ନେଇ ଉପୁଜିଥାଏ ଅନେକ ସମସ୍ୟା, ଯଥା ବାନ୍ତି, ମୁଣ୍ଡବିନ୍ଧା ଇତ୍ୟାଦି। ଏହି କାରଣ ଯୋଗୁ ସେମାନେ ବୁଲିଯିବାକୁ ପସନ୍ଦ କରି ନ ଥାଆନ୍ତି। ତେବେ ଆପଣ ଯଦି ଏହି…

କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାଣି…

ପରିବର୍ତ୍ତିତ ଜୀବନ ଶୈଳୀ ତଥା ଖାଦ୍ୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ କିଡ୍‌ନୀ ଷ୍ଟୋନ୍‌ ସମସ୍ୟା ଦେଖାଦେଇଥାଏ। ତେବେ କିଛି ଘରୋଇ ଚିକିତ୍ସା ଦ୍ୱାରା ଏହି ସମସ୍ୟାଠାରୁ ସହଜରେ ମୁକ୍ତି ମିଳିଥାଏ। ସପ୍ତାହରେ ୨-୩ଥର ପଇଡ଼ ପାଣି ପିଇଲେ ଏହି ସମସ୍ୟା ଦୂର…

ସକାଳ ଜଳଖିଆରେ କ’ଣ ତିଆରି କରିବେ ଭାବୁଛନ୍ତି କି

ନିତିଦିଆ ଜୀବନରେ ଜଳଖିଆର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ହେଲେ ଘରର ସମସ୍ତ ଲୋକଙ୍କ ମନପସନ୍ଦର ଖାଦ୍ୟ ତିଆରି କରିବା ଭିତରେ ପ୍ରତିଦିନ କ’ଣ ତିଆରି କରିବେ ଆପଣ ଦ୍ୱନ୍ଦରେ ପଡ଼ିଯାଉଥିବେ। ହେଲେ ଆମେ ଆପଣଙ୍କୁ ଏକ ସ୍ବାଦିଷ୍ଟ ଏବଂ ଶୀଘ୍ର ପ୍ରସ୍ତୃତ…

ସାବଧାନ! ଭଲ ଭାବରେ ବ୍ରଶ ନ କଲେ ହୋଇପାରେ ବ୍ରେନ୍‌ଷ୍ଟ୍ରୋକ କିମ୍ବା ହାର୍ଟଆଟାକ୍‌

ସାବଧାନ! ଯଦି ଭଲ ଭାବେ ବ୍ରଶ କରୁ ନ ଥିବେ ତେବେ ହାର୍ଟ ଆଟାକ୍‌ କିମ୍ବା ବ୍ରେନ୍‌ଷ୍ଟ୍ରୋକର ଶିକାର ହୋଇପାରନ୍ତି। ଏକ ଗବେଷଣାରୁ ଜଣାପଡ଼ିଛି ଯେ, ପାଟି ଭିତରେ ଥିବା ବ୍ୟାକ୍ଟେରିଆ ସବୁଠୁ ମାରାତ୍ମକ। ଏହି ବ୍ୟାକ୍ଟେରିଆ ଧମନୀରେ ରକ୍ତ ଜମାଟ…

ପିଲା ଜିଦିଆ ହୋଇଥିଲେ ସମ୍ଭାଳନ୍ତୁ ଏପରି…

କୁହାଯାଏ, ଗୋଟିକିଆ ଛୁଆ ବେଶି ଜିିଦିଆ ହୋଇଥା’ନ୍ତି। ଗୋଟିଏ ଛୁଆ ହୋଇଥିବାରୁ ପରିବାରର ସମସ୍ତେ ଗେଲବସରରେ ବଢ଼ାଇଥା’ନ୍ତି। ତାଙ୍କ ମନପସନ୍ଦର ଜିନିଷ ଦେଇଥା’ନ୍ତି। ପ୍ରାୟତଃ କୌଣସି କଥାରେ ଆକଟକରି ନ ଥାଆନ୍ତି। ଏହିସବୁ କାରଣ ପିଲାଙ୍କୁ ଜିଦିଆ କରିବାରେ ସାହାଯ୍ୟ କରିଥାଏ।…

କିଡ୍‌ନୀ ସମସ୍ୟା ଦୂର କରେ ଏହି ଚା’…

ପ୍ରତିଦିନ ସକାଳେ ହର୍ବାଲ ଟି, ପିଇଲେ ଅନେକ ଉପକାର ମିଳେ। ହର୍ବାଲ ଟି’ ମଧୁମେହ ତଥା କିଡ୍‌ନୀ ସମସ୍ୟା ଦୂର କରେ। ଏହା ସହିତ ମେଦବହୁଳତାରେ ହର୍ବାଲ ଟି’ ମହୌଷଧୀ ଭଳି କାମ କରେ। ଏହା ରକ୍ତ ସଞ୍ଚାଳନକୁ ସ୍ବାଭାବିକ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri