ଜୀବନଚର୍ଯ୍ୟା

ଯକ୍ଷ୍ମାକୁ ନିର୍ମୂଳ କରିବା ସମ୍ଭବ

ଯକ୍ଷ୍ମା ରୋଗ ବା ଟ୍ୟୁବରକ୍ୟୁଲୋସିସ (ଟିବି) ଗୋଟିଏ ଅତି ସଂକ୍ରାମକ ରୋଗ। ପୃଥିବୀର ପ୍ରଥମ ୧୦ଟି ମାରକ ରୋଗ ମଧ୍ୟରେ ଯକ୍ଷ୍ମା ଅନ୍ୟତମ। ଏହି ରୋଗଟି ବିଶ୍ୱର ପ୍ରାୟ ସର୍ବତ୍ର ଦେଖାଯାଉଥିଲେ ମଧ୍ୟ ରୋଗାକ୍ରାନ୍ତ ବ୍ୟକ୍ତିମାନେ ମୁଖ୍ୟତଃ ବିଶ୍ୱର ଗରିବ ଦେଶଗୁଡ଼ିକର…

ବାସିଭାତ ଖାଇଲେ ଶରୀରକୁ କ’ଣ ମିଳିଥାଏ? ଜାଣି ରଖନ୍ତୁ…

ପ୍ରତ୍ୟେକ ଭାରତୀୟଙ୍କ ଘରେ ସାଧାରଣତଃ ବାସିଭାତ ଖିଆଯାଇଥାଏ। ତଥାପି ଏହାକୁ ଖାଇବାର ଲାଭ ଏବଂ କ୍ଷତି ଉଭୟ ହୋଇପାରେ। ଏହା ଭାତକୁ କିପରି ଏବଂ କେତେ ଦିନ ରଖାଯାଇଛି ତାହା ଉପରେ ନିର୍ଭର କରେ। ଯଦି ଏହାକୁ ସଠିକ୍‌ ଭାବରେ ସଂରକ୍ଷଣ…

ଭୁଲ୍‌ରେ ବି କାହାଠାରୁ ଉଧାର ମାଗି ବ୍ୟବହାର କରନ୍ତୁ ନାହିଁ ଏସବୁ, ହୋଇଯିବେ ଦରିଦ୍ର…

ହିନ୍ଦୁ ଧର୍ମରେ ବାସ୍ତୁ ଶାସ୍ତ୍ରର ବହୁତ ଗୁରୁତ୍ୱ ଅଛି। ବାସ୍ତୁ ଶାସ୍ତ୍ରରେ, କେବଳ ଦିଗନିର୍ଦ୍ଦେଶର ଗୁରୁତ୍ୱକୁ ବିସ୍ତାରିତ ଭାବରେ ବୁଝାଯାଇ ନାହିଁ, ବରଂ ବ୍ୟକ୍ତିର ଦୈନନ୍ଦିନ ଜୀବନକୁ ନେଇ କିଛି ନିୟମ ମଧ୍ୟ କରାଯାଇଛି। ଆମ ସମାଜରେ ଅନେକ ଲୋକଙ୍କର ଏପରି…

ଏହି ଦିନ ଭୁଲରେ କାନ୍ଦିବେନି, ଥରେ କାନ୍ଦିଲେ ସବୁଦିନ କାନ୍ଦିବାକୁ ପଡ଼ିବ

ଘରର ସୁଖଶାନ୍ତି ଓ ସମୃଦ୍ଧି ପାଇଁ ବାସ୍ତୁ ନିୟମ ମାନିବା ସହ କିଛିଟା ଛୋଟମୋଟ ଭୁଲ୍‌କୁ ସୁଧାରିପାରିଲେ ଜୀବନ ସରସ, ସୁନ୍ଦର ହୋଇଥାଏ ବୋଲି ବିଶ୍ୱାସ କରାଯାଏ। ଯେମିତିକି: * ଶୁକ୍ରବାର ଏବଂ ପୂର୍ଣ୍ଣିମା ଦିନ କେବେ ବି କାନ୍ଦିବେ ନାହିଁ।…

ଡାଇବେଟିସ୍‌ ରୋଗୀଙ୍କ ପାଇଁ ଖରାଦିନରେ ଏହି ୫ ଫଳ ସବୁଠୁ ଉପକାରୀ, ନିୟନ୍ତ୍ରଣରେ ରହିବ ବ୍ଲଡ୍‌ ସୁଗାର…

ଡାଇବେଟିସ୍‌ ରୋଗୀଙ୍କ ପାଇଁ ଗ୍ରୀଷ୍ମଋତୁ ଚ୍ୟାଲେଞ୍ଜିଂ ହୋଇପାରେ। କାରଣ ଗରମ ଏବଂ ଝାଳ ଯୋଗୁ ବ୍ଲଡ୍‌ ସୁଗାର ବୃଦ୍ଧି ପାଇପାରେ। ଏପରି ପରିସ୍ଥିତିରେ ସଠିକ୍‌ ଖାଦ୍ୟ ବାଛିବା ବହୁତ ଗୁରୁତ୍ୱପୂର୍ଣ୍ଣ। ଗ୍ରୀଷ୍ମଋତୁରେ ଏପରି କିଛି ଫଳ ମିଳିଥାଏ, ଯାହା ଶରୀରକୁ କେବଳ…

ଖରାଦିନେ ଓଜନ ଶୀଘ୍ର କେମିତି କମାଇବେ, ଜାଣନ୍ତୁ ସହଜ ଉପାୟ

ଖାଦ୍ୟପେୟ ଏବଂ ଜୀବନଶୈଳୀରେ ବିଭ୍ରାଟ ଯୋଗୁଁ, ଅଧିକାଂଶ ଲୋକ ଓଜନ ବୃଦ୍ଧି ସମସ୍ୟାରେ ପୀଡିତ। ଲୋକମାନେ ନିଜର ଓଜନ କମାଇବା ପାଇଁ ଡାଏଟିଂ ଏବଂ ତୀବ୍ର ବ୍ୟାୟାମ ଅଭ୍ୟାସ ଅନୁସରଣ କରନ୍ତି। କିନ୍ତୁ ଓଜନ ହ୍ରାସ କରିବା ଏକ ସହଜ କାମ…

ଅସୁବିଧାରେ ପଡ଼ି ଋଣ କରିଛନ୍ତି କି? ଜାଣନ୍ତୁ ଶୀଘ୍ର ମୁକ୍ତ ହେବେ କିପରି…

ବେଳେବେଳେ ଅସୁବିଧାରେ ପଡିଲେ, ମଣିଷ ଋଣ କରିବାକୁ ବାଧ୍ୟ ହୋଇଥାଏ। କିନ୍ତୁ ଏହାକୁ ଠିକ୍‌ ସମୟରେ ସୁଝିଦେଲେ ମନକୁ ଶାନ୍ତି ମିଳିଥାଏ ନଚେତ୍‌ ଏହା ବୋଝ ଭଳି ଲାଗିଥାଏ। ହେଲେ ଏମିତି ବି କିଛି ବାସ୍ତୁଟିପ୍ସ ରହିଛି, ଯାହାକୁ ମାନିଲେ କରଜରୁ…

କେବଳ ସୌନ୍ଦର୍ଯ୍ୟ ନୁହେଁ, ଘରର ଐଶ୍ୱର୍ଯ୍ୟ ବୃଦ୍ଧି କରେ ଏସବୁ ଇଣ୍ଡୋର୍‌ ପ୍ଲାଣ୍ଟ, ଜାଣନ୍ତୁ…

ଇଣ୍ଡୋର୍‌ ପ୍ଲାଣ୍ଟ କେବଳ ଘରର ସୌନ୍ଦର୍ଯ୍ୟ ବୃଦ୍ଧି କରେନାହିଁ ଘର ପରିବେଶକୁ ବିଶୁଦ୍ଧ କରିବା ସହ ଘରେ ସକାରାତ୍ମକ ଊର୍ଜ୍ଜା ଉତ୍ପନ୍ନ କରିଥାଏ। ତେବେ ଏମିତି ବି କିଛି ଗଛ ରହିଛି ଯାହାକୁ ଘରେ ଲଗାଇଲେ ଐଶ୍ୱର୍ଯ୍ୟ ବୃଦ୍ଧି ହେବା ସହ…

ଏହି ୫ କଥା ମନେ ରଖନ୍ତୁ, ଜୀବନରେ କେବେ ହେବେ ନାହିଁ ଦରିଦ୍ର

ମନୁଷ୍ୟ ଜୀବନରେ ଧନର ବିଶେଷ ମହତ୍ୱ ରହିଛି। କାରଣ ଏହାଦ୍ୱାରା ସମସ୍ତେ ନିଜର ଇଚ୍ଛା ଏବଂ ଆବଶ୍ୟକତାକୁ ପୂରଣ କରିଥାନ୍ତି। ଏହାକୁ ନେଇ ମହାନ ବିଦ୍ୱାନ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଗ୍ରନ୍ଥରେ କୁହାଯାଇଛି ଯେ, ଧନ ହିଁ ବ୍ୟକ୍ତିର ପ୍ରକୃତ ମିତ୍ର।…

ଖରାଦିନେ ଚର୍ମ ସମସ୍ୟା ଦେଖାଯାଉଛି କି, ଆଲୋଭେରା ସହ ଏହି ଜିନିଷ ମିଶାଇ ଲଗାନ୍ତୁ

ଗ୍ରୀଷ୍ମ ଋତୁ ଆସିବା ମାତ୍ରେ ଚର୍ମ ସମସ୍ୟା ଆରମ୍ଭ ହୋଇଯାଏ। ଟାଣ ଖରା, ଝାଳ ଏବଂ ଆର୍ଦ୍ରତା ଚର୍ମକୁ ଶୁଷ୍କ କରିଥାଏ। ଯାହାଦ୍ୱାରା ଦେହ କୁଣ୍ଡାଇ ହୋଇଥାଏ। ଏହି ଋତୁରେ, ଚର୍ମ ଫୋଟକା, ଜ୍ୱଳନ ଏବଂ କୁଣ୍ଡାଇ ହେବା ଏକ ସାଧାରଣ…

ସାବଧାନ! ହାର୍ଟ ପାଇଁ ସବୁଠୁ ବିପଦ ବଢୁଥିବା ତାପମାତ୍ରା, ଅବଲମ୍ବନ କରନ୍ତୁ ଏହି ଉପାୟ

ଜଳବାୟୁ ପରିବର୍ତ୍ତନ ଏକ ଗମ୍ଭୀର ସମସ୍ୟା ପାଲଟିଛି। ବୃଦ୍ଧି ପାଉଥିବା ତାପମାତ୍ରା, ଅସନ୍ତୁଳିତ ପାଗ ଏବଂ ପ୍ରଦୂଷଣ କେବଳ ପରିବେଶକୁ ପ୍ରଭାବିତ କରୁନାହିଁ ବରଂ ଆମ ସ୍ବାସ୍ଥ୍ୟ ଉପରେ ମଧ୍ୟ ଗମ୍ଭୀର ପ୍ରଭାବ ପକାଉଛି। ଅଷ୍ଟ୍ରେଲିଆରେ ହୋଇଥିବା ଏକ ସଦ୍ୟତମ ଅଧ୍ୟୟନରେ…

ଏହି ୬ ଅଭ୍ୟାସ କରିଦେବ ଦରିଦ୍ର

ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ ବଞ୍ଚିବାର କଳା ଶିଖାଇଥାଏ। ଏକ ଶ୍ଳୋକ ମାଧ୍ୟମରେ ଦରିଦ୍ର ନ ହେବା ପାଇଁ ଜଣଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri