କ୍ୟାନସର୍ ଦୂର କରେ କଲରା
ଅଧିକାଂଶ ଲୋକ କଲରା ଖାଇବାକୁ ପସନ୍ଦ କରି ନ ଥାନ୍ତି। କିନ୍ତୁ କଲରାର ଅନେକ ଉପକାରୀ ଗୁଣ ରହିଛି। ଏହାକୁ ଖାଇଲେ କିମ୍ବା ଏହାର ଜୁସ୍ ପିଇଲେ ଖାଲି ଡାଏବେଟିସ୍ ନୁହେଁ ପ୍ରାଣଘାତୀ କ୍ୟାନସର୍ ମଧ୍ୟ ଭଲ ହୋଇଥାଏ ବୋଲି ଆମେରିକାର…
ଆତ୍ମବିଶ୍ୱାସ ଫେରିପାଇବାକୁ ହେଲେ କ’ଣ କରିବେ..
* କୌଣସି କାର୍ଯ୍ୟରେ ଅସଫଳ ହେବା ପରେ ଭାଙ୍ଗି ନ ପଡି ସେଥିରୁ ଉଚିତ ଶିକ୍ଷା ଲାଭ କରି ଆଗକୁ ବଢିବା ଲାଗି ଚେଷ୍ଟା କରନ୍ତୁ । * କିଛି ଭୁଲ ହୋଇଯିବ ଭାବି ପଛଘୁଞ୍ଚା ଦେବା ଅପେକ୍ଷା କାମଟିକୁ ଆତ୍ମ…
ନାରୀ ଶୃଙ୍ଗାରରେ ‘ଖୋଷା’: ଓଡ଼ିଆଣୀର କେଶ ବିନ୍ୟାସରେ ଥାଏ ପରମ୍ପରାର କଥା; ପାଶ୍ଚାତ୍ୟ ନାରୀମାନେ ବି ଖୋଷା ମୋହରେ
କେଶ ବିନ୍ୟାସ ଭିତରେ ଖୋଷା ହେଉଛି ଏପରି ଏକ କେଶ ବିନ୍ୟାସ, ଯାହା ଆରମ୍ଭରୁ ଆଜିିଯାଏ ରହିଆସିଛି। ତେବେ ସମୟ ଓ ପୋଷାକ ପରିଚ୍ଛଦକୁ ନେଇ ଯାହା ବଦଳେଇ ଦେଇଛି ତାର ପରିପାଟୀ। ତେବେ ଏତିକି ଯେ, ଖୋଷା ଯେମିତି ଯେଉଁ…
ହାର୍ଟ ଆଟାକ୍ରୁ ଦୂରେଇ ରଖେ ଏହି ଫଳ ଚୋପା…
ଡାଳିମ୍ବ ଖାଇସାରି କେତେକ ଏହାର ଚୋପାକୁ ଫିଙ୍ଗି ଦେଇଥାନ୍ତି। ତେବେ ଏହା ସ୍ବାସ୍ଥ୍ୟ ପାଇଁ ବେଶ୍ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏହାକୁ ଜୁସ୍ କରି ନିୟମିତ ପିଇଲେ ହାର୍ଟ ଆଟାକ୍ ଓ କର୍କଟ ରୋଗରୁ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ…
ଗର୍ଭାବସ୍ଥାରେ ପିଉଛନ୍ତି କି ମୃଦୁପାନୀୟ? ପଡ଼ିପାରନ୍ତି ଏହି ସମସ୍ୟାରେ
ଗର୍ଭାବସ୍ଥାରେ ମହିଳାମାନେ ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନ ଦେବା ଉଚିତ୍। କାରଣ ସେମାନେ ଖାଉଥିବା ଖାଦ୍ୟର ପ୍ରଭାବ ପେଟରେ ବଢ଼ୁଥିବା ଶିଶୁ ଉପରେ ପଡ଼ିବ। ଅନେକ ମହିଳା ନିଜକୁ ଅବହେଳା କରି ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତି ନାହିଁ। ଫଳରେ ସେମାନେ…
ଖରାଦିନେ ଫୁଡ୍ ପଏଜନିଂ ଆଶଙ୍କା ଅଧିକ: ଜାଣନ୍ତୁ କିଭଳି ପାଇବେ ମୁକ୍ତି
ଖରାଦିନେ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ସେଥିମଧ୍ୟରୁ ଶରୀରରୁ ଜଳୀୟଅଂଶ ପରିମାଣ କମ୍ ହେବା, ଭାଇରାଲ ଫିଭର୍, ଷ୍ଟ୍ରୋକ, ଫୁଡ ପଏଜନିଂ ଆଦି ଅନ୍ୟତମ। ଏହି ସବୁ ସମସ୍ୟାରୁ ମୁକ୍ତି ପାଇବାକୁ ଚାହୁଁଥିଲେ ସାବଧାନତା ଅବଲମ୍ବନ କରନ୍ତୁ। ଗରମରେ ଖାଦ୍ୟ…
ଚାହୁଁଛନ୍ତି କି ଉଜ୍ଜ୍ୱଳ ତ୍ୱଚା: ତରଭୁଜ, କଦଳୀ ଲଗାଇ ବଢ଼ାନ୍ତୁ ମୁଁହର ସୌନ୍ଦର୍ଯ୍ୟ
ଖରାଦିନେ ତରଭୁଜ ଖାଇବାକୁ ପ୍ରାୟ ସମସ୍ତେ ପସନ୍ଦ କରିଥାନ୍ତି। ଏଥିରେ ଥିବା ପୋଷକତତ୍ୱ ଶରୀରକୁ ସୁସ୍ଥ ରଖିବା ସହିତ ଶକ୍ତି ଯୋଗାଇଥାଏ। ଏହା ଶରୀରରେ ଜଳୀୟଅଂଶର ମାତ୍ରା ବଢ଼ାଇବା ସହିତ ତ୍ୱଚାକୁ ମଧ୍ୟ ଉଜ୍ଜ୍ୱଳ ରଖିଥାଏ। ଏଥିସହ ଖରା ଯୋଗୁ ଉପୁଜୁଥିବା…
ବହୁ ରୋଗର ମହୌଷଧି ରାମବାଣ କିଓ୍ବି
କିଓ୍ବି ଚାଇନାର ଏକ ଫଳ। ଏହାକୁ ଚାଇନାର ଜାତୀୟ ଫଳ ଭାବେ ମାନ୍ୟତା ଦିଆଯାଇଛି। ଏହା ଅଙ୍ଗୁର ପରି ହୋଇଥିଲେ ମଧ୍ୟ ଆକାରରେ ବଡ଼। ଖାଇବାକୁ ସ୍ବାଦିଷ୍ଠ ଲାଗିଥାଏ। ଚାଇନାରେ ଏହି ଫଳକୁ ୟଙ୍ଗ ତାଓ କୁହାଯାଏ। ତେବେ ବିଭିନ୍ନ ଦେଶ…
ଏହି ରୋଗୀଙ୍କ ପାଇଁ କ୍ଷତିକାରକ ପଣସ
ଅଧିକାଂଶ ଲୋକଙ୍କୁ ପଣସ ଖାଇବାକୁ ଭଲ ଲାଗିଥାଏ। ତାହା ପାଚିଲା ହେଉ ଅବା କଞ୍ଚା। ପଣସ ସ୍ବାସ୍ଥ୍ୟ ପାଇଁ ଲାଭଦାୟକ। ଏଥିରେ ବହୁ ପ୍ରକାରର ପୋଷକ ତତ୍ତ୍ୱ ଭରପୂର ମାତ୍ରାରେ ରହିଛି। ହେଲେ ଅତ୍ୟଧିକ ପଣସ ଶରୀର ପାଇଁ କ୍ଷତିକାରକ। ଏମିତି…
ଖଣ୍ଡିଆ ଭଲ ହେଲା ପରେ ଦାଗ ରହିଯାଇଛି କି?
ଛୋଟବେଳେ ଆପଣ ସାଇକେଲ ଶିଖିଲା ବେଳେ ହେଉ ବା ଖେଳିଲା ବେଳେ ପଡ଼ିଯାଇ ଖଣ୍ଡିଆଖାବରା ହୋଇଥିବେ ନିଶ୍ଚୟ। କିମ୍ବା ଗାଡ଼ି ଦୁର୍ଘଟଣାରେ ଖଣ୍ଡିଆ ହୋଇଥିଲେ ଘା’ ଶୁଖିଯାଇଥାଏ ହେଲେ ଦାଗ ଲିଭି ନ ଥାଏ। ତେବେ ଖଣ୍ଡିଆ ହୋଇ ଶରୀରରେ ଏହି…
ଖରାରେ ଶୁଖିପାରେ ଆଖିରୁ ଜଳୀୟଅଂଶ: କିପରି କରିବେ ଚିକିତ୍ସା
ଖରାଦିନେ ଅନେକ ପ୍ରକାର ସ୍ବାସ୍ଥ୍ୟ ସମସ୍ୟା ଉପୁଜିଥାଏ। ସେଥିପାଇଁ ଗ୍ରୀଷ୍ମଋତୁରେ ସ୍ବାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବା ଜରୁରୀ। ତେବେ ଖରାଦିନେ ବାହାରକୁ ବାହାରିବା ମାତ୍ରେ ସୂର୍ଯ୍ୟକିରଣ ସିଧା ଆଖିରେ ପଡିଥାଏ। ଏଣୁ ଆଖିରୁ ପାଣି ମଧ୍ୟ ଶୁଖିବାରେ ଲାଗିଥାଏ। କେବଳ…
ମସ୍ତିଷ୍କ ସକ୍ରିୟ ରଖେ ଦହିଭାତ
ଦହିଭାତ ମସ୍ତିଷ୍କକୁ ସକ୍ରିୟ ରଖିବା ସହ ବ୍ୟକ୍ତିକୁ ଖୁସି ରହିବା ପାଇଁ ପ୍ରେରିତ କରିଥାଏ। ସଦ୍ୟ ଗବେଷଣାରୁ ଏହି ତଥ୍ୟ ସମ୍ପର୍କରେ ଆମେରିକୀୟ ବୈଜ୍ଞାନିକମାନେ ଜାଣିବାକୁ ପାଇଛନ୍ତି। ଗବେଷଣାରୁ ଜଣାପଡ଼ିଛି, ଦହିଭାତ ସେବନ ଦ୍ୱାରା ମସ୍ତିଷ୍କର ଗିତିବିଧି ସକ୍ରିୟ ରହିବା ସହ…
Archives


