ଜୀବନଚର୍ଯ୍ୟା

ରୁଟିରେ ଗୁଆଘିଅ ଲଗାଇ ଖାଇଲେ ଓଜନ କମିବ

ସୁସ୍ଥ ରହିବା ପାଇଁ ସ୍ବାସ୍ଥ୍ୟକର ଖାଦ୍ୟ ଏବଂ ଉନ୍ନତ ଜୀବନଶୈଳୀର ଆବଶ୍ୟକତା ରହିଛି। ହେଲେ ଆଜିକାଲିର ଲୋକମାନେ ସ୍ବାସ୍ଥ୍ୟକର ଖାଦ୍ୟ ଖାଇବା ପରିବର୍ତ୍ତେ ଜଙ୍କ୍‌ ଫୁଡ୍‌ ଖାଇବାକୁ ବେଶି ପସନ୍ଦ କରୁଛନ୍ତି, ଯାହାକି ସ୍ବାସ୍ଥ୍ୟପାଇଁ କ୍ଷତିକାରକ। ଏଥିସହ ଅଧିକାଂଶ ଲୋକ ପରଟା…

ମଧୁମେହ ରୋଗୀ ଜଳଖିଆରେ ପିଅନ୍ତୁ ଏକ ଗ୍ଲାସ କ୍ଷୀର

ବର୍ତ୍ତମାନ ସମୟରେ ଡାଇବେଟିକ୍‌ ବା ମଧୁମେହ ରୋଗ ଏକ ସାଧାରଣ ସମସ୍ୟା ହୋଇଯାଇଛି। ଏହି ରୋଗର ଉପଶମ ପାଇଁ ସବୁଠାରୁ ଅଧିକ ଖାଦ୍ୟପେୟ ପ୍ରତି ଧ୍ୟାନ ଦେବା ଆବଶ୍ୟକ। ଅଧିକ ମିଠା ଖାଇବା ଦ୍ୱାରା ଏହି ରୋଗ ବଢ଼ି ଯାଇଥାଏ। ତେବେ…

କିଡ୍‌ନୀରେ ଷ୍ଟୋନ୍‌ ହୋଇଥିଲେ କରିବାକୁ ପଡ଼ିବନି ସର୍ଜରୀ, ଆପଣାନ୍ତୁ ଏହି ଘରୋଇ ଉପଚାର

ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ହେଉଛି କିଡ୍‌ନୀ। ଆଜିକାଲି କିଡ୍‌ନୀରେ ଷ୍ଟୋନ ବା ପଥର ହେବା ଏକ ସାଧାରଣ ରୋଗ ହୋଇଗଲାଣି। ଏହି ଷ୍ଟୋନ୍‌ ମଟର ମଞ୍ଜି ଆକାରର କିମ୍ବା ବଡ଼ ମଧ୍ୟ ହୋଇଥାଏ। ଅଧିକାଂଶ ଲୋକ ଅପରେସନ କରି କିଡ୍‌ନୀରୁ ଷ୍ଟୋନ୍‌…

ଉପକାରୀ ଅପରାଜିତା ଫୁଲ ଚା’

ସାରାଦିନର କାର୍ଯ୍ୟବ୍ୟସ୍ତ ମଧ୍ୟରେ ଯଦି ଥକ୍କା ଅନୁଭବ କରୁଛନ୍ତି, ତେବେ ଅପରାଜିତା ଫୁଲ ଚା’ର ସେବନ କରନ୍ତୁ। ଫୁଲଟି ଦେଖିବାକୁ ଯେତିକି ସୁନ୍ଦର ଏହାର ଔଷଧୀୟ ଫାଇଦା ମଧ୍ୟ ସେତିକି ରହିଛି। ଏହି ଫୁଲରୁ ପ୍ରସ୍ତୁତ ଚା’ କେବଳ ଥକାପଣ ଦୂର…

ଅଷ୍ଟିଓପୋରୋସିସ୍‌ରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ସାଲାଡ୍‌ ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ସାଲାଡ୍‌ରେ ବିଭିନ୍ନ ଭିଟାମିନ୍‌, ଫୋଲିକ୍‌ ଏସିଡ୍‌, କ୍ୟାଲସିୟମ, ମ୍ୟାଗ୍ନେସିୟମ, ଲୌହ ଓ ପୋଟାସିୟମ ଭଳି ପୁଷ୍ଟିକର ଉପାଦାନ ରହିଥାଏ। ଯାହା ଶରୀରର ରୋଗ ପ୍ରତିରୋଧକ ଶକ୍ତିକୁ ବଢ଼ାଇବା ସହିତ ହାଡ଼କୁ ମଜଭୁତ…

କ୍ରୋଧ ବଢ଼ାଏ କାର୍ଯ୍ୟଦକ୍ଷତା

କ୍ରୋଧ କାର୍ଯ୍ୟଦକ୍ଷତା ବୃଦ୍ଧି କରିବାରେ ସହାୟକ ହୋଇଥାଏ ବୋଲି ନିକଟରେ ହୋଇଥିବା ଏକ ଗବେଷଣାରୁ ଜଣାପଡ଼ିଛି। ଏହି ଗବେଷଣା କାନାଡ଼ାର ୟୁନିଭର୍ସିଟି ଅଫ୍‌ ୱାଟର୍‌ଲୁରେ ହୋଇଥିଲା। ଗବେଷଣାରେ ବିଶେଷଜ୍ଞମାନେ ଦାବି କରିଛନ୍ତି, ମନ ପ୍ରଫୁଲ୍ଲ ଥିବା ବେଳେ କାମର ପ୍ରାଥମିକତା ସ୍ଥିର…

ସ୍ପିନ୍‌ଅଚ୍‌ କଟେଜ୍‌ ଚିଜ୍‌ ରୋଲ୍‌ ମଖନୀ

ସମ୍ବଲପୁର ଜିଲା ପର୍ଯ୍ୟଟନ କ୍ଷେତ୍ରରେ ଆଗକୁ ବଢ଼ିଛି । ଏହାସହ ଅନେକ ଶିଳ୍ପ ଓ ବ୍ୟବସାୟିକ ପ୍ରତିଷ୍ଠାନ ଗଢି ଉଠୁଛି । ହୋଟେଲ ଶିଳ୍ପ ମଧ୍ୟ ସେହି ହିସାବରେ ବଢି ଚାଲିଛି । ଗ୍ରାହକମାନଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ହୋଟେଲରେ…

ଡାଇବେଟିସ୍‌ ପାଇଁ ଲାଭଦାୟକ ଖରଭୁଜ

ଖରାଦିନେ ମିଳୁଥିବା ଫଳ ହେଲା ଖରଭୁଜ। ଏଥିରେ ପ୍ରଚୁର ପରିମାଣରେ ବିଟା କ୍ୟାରୋଟିନ୍‌, ଭିଟାମିନ୍‌ ସି ଓ ଆଣ୍ଟିଅକ୍ସିଡାଣ୍ଟ ଭରପୁର ମାତ୍ରାରେ ରହିଥାଏ। ଏହା ସ୍ବାସ୍ଥ୍ୟପାଇଁ ଲାଭଦାୟକ। ହେଲେ ଏହାକୁ ଅଧିକ ପରିମାଣରେ ଖାଇଲେ ଶରୀର ଅସୁସ୍ଥ ହୋଇଥାଏ ବୋଲି କୁହାଯାଏ।…

ଖାଇବା ପରେ ଥଣ୍ଡାପାଣି ପିଇଲେ ବଢେ ହୃଦ୍‌ଘାତ ଆଶଙ୍କା

ସାଧାରଣତଃ ଆମ ଶରୀରର ତାପମାତ୍ରା ୩୭ ଡିଗ୍ରୀ ସେଲ୍‌ସିୟସ୍‌ ଥାଏ। ଏଥିପାଇଁ ପିଇବା ପାଣିର ତାପମାତ୍ରା ୨୦ ରୁ ୨୨ ଡିଗ୍ରୀ ମଧ୍ୟରେ ରହିବା ଉପଯୁକ୍ତ। କେତେକ ବ୍ୟକ୍ତି ଖାଇବା ପରେ ଫ୍ରିଜ୍‌ ପାଣି ପିଇଥାଆନ୍ତି। କିନ୍ତୁ ଏହି ପାଣି ଯଦି…

ଚର୍ବି ହ୍ରାସ କରେ ଭଜା ଚଣା

ଭଜା ଚଣା ତ ଅନେକଥର ଖାଇଥିବେ। ତେବେ ଏହା ଯେ କେବଳ ପାଟିକୁ ସୁଆଦିଆ ତାହା ନୁହେଁ ବରଂ ସ୍ବାସ୍ଥ୍ୟ ପାଇଁ ମଧ୍ୟ ବେଶ୍‌ ଲାଭକାରୀ। ଏଥିରେ କାର୍ବୋହାଇଡ୍ରେଟ୍‌, ପ୍ରୋଟିନ୍‌, କ୍ୟାଲସିୟମ୍‌, ଆଇରନ୍‌ ଏବଂ ଭିଟାମିନ୍‌ ଭରପୂର୍‌ ମାତ୍ରାରେ ରହିଥାଏ। ପ୍ରତିଦିନ…

ପୁରୁଷଙ୍କ ଅପେକ୍ଷା ଥାଇରଏଡରେ ଅଧିକ ଆକ୍ରାନ୍ତ ହୋଇଥାନ୍ତି ମହିଳା

ବର୍ତ୍ତମାନ ସମୟରେ ଥାଇରଏଡ୍‌ ଏକ ସାଧାରଣ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହେଲାଣି। ଉତ୍ତର ଭାରତରେ ଥାଇରଏଡ ରୋଗୀଙ୍କ ସଂଖ୍ୟା ଅଧିକ। ଏଥିରେ ଆକ୍ରାନ୍ତ ବ୍ୟକ୍ତିଙ୍କ ଓଜନ ବଢ଼ିବା ସହିତ ରକ୍ତ ସନ୍ତୁଳନରେ ବାଧା ଉପୁଜିଥାଏ। ଏକ ଗବେଷଣା ଅନୁଯାୟୀ ପୁରୁଷଙ୍କ ତୁଳନାରେ…

ଏସିର ଅପ୍ରାକୃତିକ ଥଣ୍ଡା ସ୍ବାସ୍ଥ୍ୟପକ୍ଷେ ହାନିକାରକ, ହୋଇଥାଏ ଅନେକ ସମସ୍ୟା: ଜାଣନ୍ତୁ..

ଖରାଦିନ ଆସିବା ମାତ୍ରେ ଏସି ଲାଗିବା ଆରମ୍ଭ ହୋଇଯାଏ। ଅଫିସରେ ସମସ୍ତେ ଅଧିକ ସମୟ ପର୍ଯ୍ୟନ୍ତ ଏସିରେ ବସି କାମ କରିଥାନ୍ତି। କାରରେ ବସିବା ବେଳେ ମଧ୍ୟ ଏସି ଲଗାଇବାକୁ କେହି ଭୁଲି ନ ଥାନ୍ତି। ମାତ୍ର ଏସିରେ ବସିବା ଦ୍ୱାରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri