ଜୀବନଚର୍ଯ୍ୟା

କର୍କଟରୁ ଦୂରେଇ ରଖେ ଏହି ଚଟଣି…

ଅନେକ ସମୟରେ ଆମେ ବିଭିନ୍ନ ପ୍ରକାର ଚଟଣିକୁ ଖାଦ୍ୟରେ ସାମିଲ କରିଥାଉ। ଯାହା ଖାଦ୍ୟର ସ୍ବାଦ ବଦଳାଇ ଦେବା ସହ ସ୍ବାସ୍ଥ୍ୟ ପାଇଁ ମଧ୍ୟ ହିତକର ହୋଇଥାଏ। ପ୍ରତିଦିନ ପୁଦିନା ଚଟଣି ଖାଇଲେ କର୍କଟରୁ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ ଉଲ୍ଲେଖ…

ପିଲାଙ୍କୁ ପ୍ଲେ ସ୍କୁଲରେ ଛାଡ଼ିବା ପୂର୍ବରୁ ଏହିସବୁ ଦିଗ ପ୍ରତି ଧ୍ୟାନ ଦିଅନ୍ତୁ

ବର୍ତ୍ତମାନ ସମୟରେ ଅଭିଭାବକମାନେ ପିଲାଙ୍କ ପାଠପଢ଼ାକୁ ନେଇ ବେଶି ଚିନ୍ତିତ। ଅପରପକ୍ଷେ କର୍ମବ୍ୟସ୍ତତା କାରଣରୁ ଅନେକେ ସେମାନଙ୍କର ପିଲାଙ୍କୁ ଶୀଘ୍ର ପ୍ଲେ ସ୍କୁଲରେ ଛାଡିଥାନ୍ତି। କାରଣ କମ୍‌ ବୟସରୁ ସେମାନଙ୍କ ପିଲା ପାଠ ଶିଖିଯାଆନ୍ତୁ ବୋଲି ସେମାନେ ଚାହାନ୍ତି। ମାତ୍ର ସେମାନଙ୍କୁ…

ଅତ୍ୟଧିକ ପାଣି ପିଇବା କ୍ଷତିକାରକ

ଦୈନିକ ଠିକ୍‌ ଅନୁପାତରେ ପାଣି ପିଇବା ଜରୁରୀ। ଏହା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ। ମାତ୍ର ଆବଶ୍ୟକତାଠାରୁ ଅଧିକ ପାଣି ପିଇବା ଫଳରେ ଶରୀର ଉପରେ ଏହାର ଖରାପ ପ୍ରଭାବ ପଡିଥାଏ। ଦିନକୁ ୯ରୁ ୧୩ ଗ୍ଲାସ୍‌ ପାଣି ପିଇବା ଉଚିତ।…

ବର୍ଷା ଦିନେ ଘରେ ବନାନ୍ତୁ ଚଟ୍‌ପଟା ମକା ଚାଟ୍‌

ବର୍ଷା ଦିନ ଆସିଲାଣି, ଘରେ ଛୁଆ ହୁଅନ୍ତୁ କି ବୟସ୍କ ସମସ୍ତେ ଗରମ ଗରମ ଓ ଚଟପଟା ଜିନିଷ ଖାଇବାକୁ ପସନ୍ଦ କରନ୍ତି। ପକୋଡି ସବୁବେଳେ ଖାଉଛେ ହେଲେ ଆଜି ଆମେ ଆପଣଙ୍କୁ ଏକ ନୂଆ ଡିସ୍‌ ବିଷୟରେ କହିବାକୁ ଯାଉଛୁ।…

ତଣ୍ଟିରେ ମାଛକଣ୍ଟା ଲାଗିଥିଲେ ସହଜରେ ବାହାରିବାର ଉପାୟ ଜାଣନ୍ତୁ

ମାଛ ଖାଇବା ସମୟରେ ଅସାବଧାନତା ବଶତଃ ବେଳେବେଳେ ତଣ୍ଟିରେ କଣ୍ଟା ଲାଗିଯାଇଥାଏ। ଏଥିପାଇଁ ଜୀବନ ଚାଲିଯିବାର ମଧ୍ୟ ଭୟ ରହିଥାଏ। ଫଳରେ ଆମକୁ ଡାକ୍ତରଙ୍କ ପାଖକୁ ଯିବାକୁ ପଡ଼ିଥାଏ। କିନ୍ତୁ ଏମିତି କିଛି ଘରୋଇ ଉପଚାର ଅଛି ଯାହାକୁ ପ୍ରୟୋଗ କଲେ…

ଓଜନ କମ୍‌ ସାଙ୍ଗକୁ ଚିନ୍ତା ଦୂର କରିଥାଏ ନୃତ୍ୟ

ଓଜନ କମ୍‌ କରିବା ପାଇଁ ନୃତ୍ୟ ସବୁଠାରୁ ଭଲ ଥେରାପି, ଏ କଥା ଅଧିକାଂଶ ଲୋକେ ଜାଣନ୍ତି। ଏଥିସହିତ ରକ୍ତସଞ୍ଚାଳନ ମଧ୍ୟ ଠିକ୍‌ ହୋଇଥାଏ। ଏହା ଏପରି ଏକ ବ୍ୟାୟାମ ଯାହାକି ଜଣେ ବ୍ୟକ୍ତିକୁ ଶାରୀରିକ ଓ ମାନସିକ ଭାବେ ଫିଟ୍‌…

ସକାଳେ ଗ୍ଲାସେ କମଳା ରସ…

ସକାଳେ ଗ୍ଲାସେ କମଳା ରସ ପିିଇଲେ ଅନେକ ଫାଇଦା ମିଳିଥାଏ । ଏଥିରେ ଲୌହ, କ୍ୟାଲସିୟମ୍‌, ପୋଟାସିୟମ, ଖଣିଜ, ଭିଟାମିନ ‘ଏ’ , ‘ବି ’ ଓ ‘ସି’ ଆଦି ପୋଷକ ତତ୍ତ୍ୱ ରହିଛି। କମଳା ରସ ଶରୀରକୁ ଫୂର୍ତ୍ତି ରଖିଥାଏ।…

ଓଜନ ନିୟନ୍ତ୍ରଣ କରିବ ଟମାଟୋ

ଟମାଟୋ ଖାଇଲେ ଅନେକ ଫାଇଦା ମିଳିଥାଏ। ଏହାକୁ ଲୋକେ ତରକାରୀ ହେଉ ଅବା ସାଲାଡ୍‌ ଭାବେ ସେବନ କରିପାରିବେ। ଏକ ଗବେଷଣାରୁ ଜଣାପଡ଼ିଛି, ଟମାଟୋ ଖାଇବା ଦ୍ୱାରା କ୍ୟାନସର୍‌ରୁ ରକ୍ଷା ମିଳିଥାଏ। ଗବେଷଣା ଅନୁସାରେ, ସପ୍ତାହକୁ ଅତିକମ୍‌ରେ ୧୦ଥର ଟମାଟୋ ସେବନ…

ଜାତୀୟସ୍ତରରେ ପୁଣି ଜଣେ

ପାଶ୍ଚାତ୍ୟ ବେଶଭୂଷାର ଚାହିଦା ଦିନକୁ ଦିନ ବଢିବାରେ ଲାଗିଛି। ଏପରି ଅବସ୍ଥାରେ ଫ୍ୟାଶନ ଡିଜାଇନର ନୂଆ ଟ୍ରେଣ୍ଡ ନେଇ ଯୁବ ପିଢି ବେଶ ଉତ୍ସାହିତ। ଏନେଇ ଦେଶର ବଡ଼ ବଡ ସହରରେ ଦୈନିକ ନୂଆ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଫ୍ୟାଶନ ଡିଜାଇନରେ…

ଚିକେନ୍‌ ପଟିଆଲା

ଖାଦ୍ୟ ପାଇଁ ରାଜ୍ୟ ତଥା ବାହାରେ ବେଶ୍‌ ପରିଚିତ ରେଶମ ସହର ବ୍ରହ୍ମପୁର। ଗ୍ରାହକଙ୍କ ଚାହିଦା ମୁତାବକ ଖାଦ୍ୟ ପ୍ରସ୍ତୁତି ପାଇଁ ସହରରେ ଖୋଲିଛି ଅନେକ ସ୍ବାଦିଷ୍ଠ ରେଷ୍ଟୁରାଣ୍ଟ। ସେଥିମଧ୍ୟରେ ଏକ ନିଆରା ଖାଦ୍ୟ ପ୍ରସ୍ତୁତକାରୀ ରେଷ୍ଟୁରାଣ୍ଟ ହେଉଛି ବ୍ରହ୍ମପୁର ଦଳୁଆ…

ସକାଳେ ଏଥିରୁ ଖାଆନ୍ତୁ ଫାଳେ, ମିଳିବ ବହୁ ଫାଇଦା…

ସେଓ ଖାଇବା ଦ୍ୱାରା ଅନେକ ରୋଗ ଦୂର ହୋଇଥାଏ । ଏହା ବିଭିନ୍ନ ପ୍ରକାର ପୋଷକତତ୍ତ୍ୱରେ ଭରପୂର। ସେଓ ସ୍ବାସ୍ଥ୍ୟ ପାଇଁ ହିତକର ହୋଇଥାଏ ଏବଂ ପାଚନ ତନ୍ତ୍ରକୁ ସୁସ୍ଥ ରଖିଥାଏ । ପ୍ରତିଦିନ ଫାଳେ ସେଓ ଖାଇଲେ ଏହା ଆର୍ଟ…

ଦିଆସିଲି ଆକାରର ଡିଭାଇସ୍‌ ଦୂର କରିବ ଅଣ୍ଟା ଦରଜ

ଅଧିକାଂଶ ଲୋକଙ୍କଠାରେ ଅଣ୍ଟା ଦରଜ ସମସ୍ୟା ଦେଖାଦେଇଥାଏ। ଏଥିରୁ ମୁକ୍ତି ପାଇବା ପାଇଁ ଅଷ୍ଟ୍ରେଲିଆର ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଦିଆସିଲି ଆକାରର ଏକ ଡିଭାଇସ୍‌ ବାହାର କରିଛନ୍ତି, ଯାହା ଅଣ୍ଟା ଦରଜ କମାଇବା ସହ କ୍ଷତିଗ୍ରସ୍ତ ମାଂସପେଶୀର ସହଜରେ ଚିକିତ୍ସା କରି ପାରିବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri