ଜୀବନଚର୍ଯ୍ୟା

ଘରକୁ ଥଣ୍ଡା ରଖିବାକୁ ହେଲେ…

ରାଦିନେ ଗରମ ବଢ଼ିବା ସହ ତାପମାତ୍ରା ବଢ଼ିଚାଲିଛି। ଏମିତିରେ ଘରେ ରହିବା କଷ୍ଟକର ହୋଇପଡୁଛି। ପ୍ରାୟ ଲୋକ ଏଥିଲାଗି ଘରେ ଏସି ଲଗାଉଛନ୍ତି; ଯାହା ସ୍ବାସ୍ଥ୍ୟ ପାଇଁ ହାନିକାରକ। ତେଣୁ ଘରେ କିଛି ପ୍ରାକୃତିକ ଉପାୟ ଅବଲମ୍ବନ କରନ୍ତୁ ଯାହାର ଭଲ…

ମସଲା କୋଲ୍ଡଡ୍ରିଙ୍କ୍‌ସ

ଆବଶ୍ୟକ ସାମଗ୍ରୀ – କୋକ୍‌ ୨ ଗ୍ଲାସ୍‌, ଚାହାଗୁଣ୍ଡ ୧ ଚାମଚ, ଚାଟ୍‌ ମସଲା ୧ ଚାମଚ, ଅଳ୍ପ ପରିମାଣରେ ପୋଦିନା, ଲେମ୍ବୁ ୨ ଖଣ୍ଡ, ଭଜା ହୋଇଥିବା ଜିରା ୧ ଚତୁର୍ଥାଂଶ, ଲେମ୍ବୁରସ ଅଧା ଚାମଚ, ଏକ ପାତ୍ର ଆଇସ୍‌…

ବାହାଘର ପାର୍ଟି ଓ ବିବାହ ଲାଗି ଡିଜାଇନ ଚୁଡ଼ି

ମହିଳାଙ୍କ ଚୁଡ଼ିର ଖନ୍‌ଖନ୍‌ ଶଦ୍ଦ କାହାର ବା ଧ୍ୟାନ ଆକର୍ଷଣ ନ କରେ! ଖାଲି ସେତିକି ନୁହେଁ, ଏହା ମହିଳାଙ୍କ ଷୋଳ ଶିଙ୍ଗାର ସହ ସମାନ। ଯଦି କୌଣସି ଫଙ୍କ୍‌ଶନ ଯିବାର ଥାଏ,ନିଜର ଲୁକ୍ସକୁ ନେଇ ଚିନ୍ତିତ ରହୁଛନ୍ତି,ତେବେ ଏଠାରେ ଆପଣଙ୍କୁ…

ଗୃହିଣୀଙ୍କ ପାଇଁ …

ବିରିୟାନୀ କିମ୍ବା ପଲାଉ କରିବା ସମୟରେ ପିଆଜ ଜଲ୍‌ଦି ଫ୍ରାଏ ହେବା ଲାଗି ସେଥିରେ ଅଳ୍ପ ପରିମାଣରେ ଚିନି ପକାନ୍ତୁ, ଦେଖିବେ ପିଆଜ ଶୀଘ୍ର ଫ୍ରାଏ ହେବା ସହ କ୍ରିସ୍ପି ହୋଇଥାଏ। ଅଦାକୁ ଛୁରି ସାହାଯ୍ୟରେ ଚୋପା ଛଡ଼ାଇବା ଲାଗି ସମୟ…

ଯଦି ସ୍ତ୍ରୀ-ସ୍ବାମୀ ଉଭୟ କର୍ମଜୀବୀ: ତେବେ କେତୋଟି ବିଷୟ ପ୍ରତି ବିଶେଷ ଧ୍ୟାନଦେବାକୁ ପଡ଼ିଥାଏ, ଜାଣନ୍ତୁ ସେ ସମ୍ପର୍କରେ…

ସେଦିନ ସୁନୀତା ମନ ମାରି ବସିଥାଏ। ଗତ କିଛିଦିନ ହେବ ଠିକ୍‌ ସମୟରେ ଅଫିସ୍‌ ଯାଇପାରୁନି। ସକାଳୁ ସକାଳୁ ସ୍ବାମୀ ତାଙ୍କ କାମରେ ବାହାରି ଯାଉଛନ୍ତି। କାମ କିପରି ହେବ ତାକୁ ନେଇ ସେ ଟେନ୍‌ସନରେ ପଡ଼ିଯାଇଛି। ଏହି ସମୟରେ କଲିଂ…

ଆମ୍ବ ଦେବ ସୁନ୍ଦର ତ୍ୱଚା: ଏଥିରେପ୍ରସ୍ତୁତ ଫେସ୍‌ପ୍ୟାକ୍‌ ଆପଣଙ୍କୁ ସୁନ୍ଦର, ସଫା ଦେଖାଯିବାରେ କରିବ ସାହାଯ୍ୟ

ଖରାଦିନ ଆରମ୍ଭ ହେଉ ହେଉ ଫଳ ରାଜା ଆମ୍ବ ଆସିଯାଏ। ଆମ୍ବରେ ପ୍ରସ୍ତୁତ ଫେସ୍‌ପ୍ୟାକ୍‌ ଆପଣଙ୍କୁ ସୁନ୍ଦର ଏବଂ ସଫା ଦେଖାଯିବାରେ ସାହାଯ୍ୟକରେ। ତେବେ ଆସନ୍ତୁ, ଜାଣିବେ ଆମ୍ବରେ ପ୍ରସ୍ତୁତ ଫେସ୍‌ପ୍ୟାକ୍‌ ସମ୍ପର୍କରେ …. ଆମ୍ବ ଦହି ଫେସ୍‌ପ୍ୟାକ୍‌ ଯଦି ଆପଣଙ୍କ…

ସକାଳ ଜଳଖିଆରେ ସାମିଲ କରନ୍ତୁ ନାହିଁ ଏସବୁ ଖାଦ୍ୟ

ସକାଳ ଜଳଖିଆ ଶରୀର ପାଇଁ ନିହାତି ଆବଶ୍ୟକ। ତାହା ପୁଣି ଉପଯୁକ୍ତ କ୍ୟାଲୋରୀର ହୋଇଥିଲେ ଭଲ। ଏମିତି କିଛି ଖାଦ୍ୟ ଅଛି ଯାହା ପାଟିକୁ ସ୍ବାଦ ଲାଗୁଥିଲେ ମଧ୍ୟ ଶରୀର ପାଇଁ ଆଦୌ ଗ୍ରହଣୀୟ ନୁହେଁ। ସେଥିପାଇଁ ସକାଳର ଖାଦ୍ୟ ଖାଇବା…

ଲଗାତର ମୁଣ୍ଡବିନ୍ଧୁଛି କି? ହୋଇପାରେ ବିପଜ୍ଜନକ

ମାଇଗ୍ରେନ୍‌ ସାମାନ୍ୟ ଭାବରେ ହେଉଥିବା ଏକ ପ୍ରକାର ମୁଣ୍ଡବିନ୍ଧା। ମାଇଗ୍ରେନ୍‌ ଗ୍ରସ୍ତ ଲୋକଙ୍କର ନିୟମିତ ମୁଣ୍ଡ ବିନ୍ଧିଥାଏ। ଅଧିକାଂଶ ସମୟରେ ଏହି ଯନ୍ତ୍ରଣା କାନ ଏବଂ ଆଖି ପଛ ପାଖରେ ହୋଇଥାଏ। ତେବେ ଏହାକୁ ଅଣଦେଖା ନ କରି ପ୍ରାରମ୍ଭିକ ପର୍ଯ୍ୟାୟରୁ…

ପେଟ ଚର୍ବି କମ୍‌ କରିବାକୁ ଆପଣାନ୍ତୁ ଏହି ଉପାୟ

ଜଣେ ପୁରୁଷ ବା ମହିଳା ଯେତେ ସୁନ୍ଦର ହୋଇଥାନ୍ତୁ ନା କାହିଁକି ପେଟର ଚର୍ବି, ମୋଟାପଣ ଶରୀରର ସବୁ ସୌନ୍ଦର୍ଯ୍ୟକୁ ନଷ୍ଟ କରିଥାଏ। ଆହୁରି ମଧ୍ୟ ପେଟୁଆ ଲୋକ କୌଣସି କାର୍ଯ୍ୟ କରିବାକୁ ସକ୍ଷମ ହୋଇ ପାରି ନ ଥାନ୍ତି। ଆଜିକାଲିର…

କଫଜନିତ ସମସ୍ୟା ନେଇ ଚିନ୍ତିତ କି ?

ଯଦି ହଁ, ତେବେ ଏହାର କେତେକ ଘରୋଇ ଉପଚାର ରହିଛି। ଅଧା ଚାମଚ ପିଆଜ ରସରେ ଏକ ଚାମଚ ମହୁ ମିଶାଇ ପିଇଲେ ଏହି ସମସ୍ୟ ଦୂର ହୋଇଥାଏ। ଅନ୍ୟପକ୍ଷରେ ଦୁଇ ଚାମଚ ଲେମ୍ବୁ ରସରେ ଏକ ଚାମଚ ମହୁ ମିଶାଇ…

ସାଇନସ ସମସ୍ୟାର ଘରୋଇ ଉପଚାର

ସାଇନସ୍‌ ଏକ ଶ୍ୱାସଜନିତ ସମସ୍ୟା। ସାଧାରଣତଃ ବ୍ୟାକ୍ଟେରିଆ, ଫଙ୍ଗଲ ଇନଫେକଶନ, ନାକରେ ହାଡ ବଢ଼ି ତେଢ଼ା ହୋଇଯିବା, ପ୍ରଦୂଷଣ ଯୋଗୁଁ ଏହା ହୋଇଥାଏ। ବିଶେଷଭାବରେ ଥଣ୍ଡା ପବନ, ଧୂଳି, ଧୂଅଁା ସଂସ୍ପର୍ଶରେ ଆସିଲେ ଏହି ସମସ୍ୟା ଆହୁରି ବଢ଼ିଯାଇଥାଏ। ଏହାର କେତେକ…

ସ୍ମାର୍ଟ ଓ୍ବିଣ୍ଡୋ

ଘର ଭିତରକୁ ପବନ ଯାତାୟାତ ପାଇଁ ଘରେ ଝରକା ଲଗାଯାଇଥାଏ। ହେଲେ ଖରାଦିନେ ଉତପ୍ତ ବାୟୁ ଏହା ଭିତର ଦେଇ ଘରକୁ ଆସିଥାଏ। ନିକଟରେ ୟୁନିଭର୍ସିଟି ଅଫ ଓ୍ବାଶିଂଟନର ବୈଜ୍ଞାନିକମାନେ ଏପରି ଏକ ଝରକା ପ୍ରସ୍ତୁତ କରିଛନ୍ତି ଯାହାକୁ ଆପଣ ଖରାଦିନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri