ଘରେ ମନିପ୍ଲାଣ୍ଟ ଲଗାଉଥିଲେ ଜାଣିନିଅନ୍ତୁ ଏହି କଥା…
ଘରକୁ ସୁନ୍ଦର କରିବା ପାଇଁ ଲୋକେ ନିଜ ଘରେ ବିଭିନ୍ନ ପ୍ରକାରର ସୁନ୍ଦର ଗଛମାନ ଲଗାଇଥାନ୍ତି। ହେଲେ ଆପଣ ଜାଣିଛନ୍ତି କି, ବାସ୍ତୁ ଶାସ୍ତ୍ର ଅନୁସାରେ ଏଭଳି ଏକ ଗଛ ଅଛି ଯେଉଁଥିରେ ଘରର ସୁନ୍ଦରତା ବଢ଼ିବା ସହ ଆର୍ଥିକସ୍ଥିତି ମଧ୍ୟ…
ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଆପଣାନ୍ତୁ ଏହି ଉପାୟ
ଖରାଦିନରେ ତ୍ୱଚାରେ ନାନା ସମସ୍ୟା ଦେଖା ଦେଇଥାଏ। ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ କିଛି ଉପାୟ। ପ୍ରଚୁର ପାଣି ପିଅନ୍ତୁ : ଖରାଦିନେ ଅଧିକ ସମୟ ବାହାରେ ବୁଲିଲେ ଶରୀରରୁ ଜଳୀୟଅଂଶ କମିଯାଇଥାଏ। ଫଳରେ ପାଣି ପିଇବା ନିହାତି ଜରୁରୀ।…
ଫୁସ୍ଫୁସ୍ର କାର୍ଯ୍ୟକୁ ସ୍ବାଭାବିକ କରେ ଏହି ପାଣି…
ସକାଳେ ଗୁଡ଼ପାଣି ସ୍ବାସ୍ଥ୍ୟ ପାଇଁ ବେଶ୍ ଉପକାରୀ। ଏହାକୁ ପିଇଲେ ଫୁସ୍ଫୁସ୍ର କାର୍ଯ୍ୟ ସ୍ବାଭାବିକ ହୋଇଥାଏ। ବାୟୁ ପ୍ରଦୂଷଣରେ ଏହା ଶରୀର ପାଇଁ ଏକ ସୁରକ୍ଷା ବଳୟ ସୃଷ୍ଟି କରିଥାଏ। ଏହାଦ୍ୱାରା ପାଚନ କ୍ରିୟା ମଧ୍ୟ ସ୍ବାଭାବିକ ହୋଇଥାଏ। ଅଧାକପ୍ ଗୁଡ଼ପାଣି…
ଡାଇବେଟିସ୍ ଉପଚାର ଏବେ ହାତ ପାଆନ୍ତାରେ…
ପ୍ରତିଦିନ ସକାଳେ ଅଧା କପ୍ ବିଟ୍ ରସ ପିଇଲେ ଅନେକ ଉପକାର ମିଳିଥାଏ। ବିଟ୍ ରସ କୋଲେଷ୍ଟରଲସ୍ତର ହ୍ରାସ କରିଥାଏ। ଫଳରେ ହାର୍ଟ ଆଟାକ୍ ସମସ୍ୟାରୁ ମୁକ୍ତି ମିଳିଥାଏ। ଏହା ରକ୍ତ ସଞ୍ଚାଳନ ସ୍ବାଭାବିକ କରିଥାଏ। ଏହାଦ୍ୱାରା ଉଚ୍ଚରକ୍ତ ଚାପ ଓ…
ଖରାଦିନ ପାଇଁ ଉପକାରୀ ‘ପୁଦିନା’
ନିୟମିତ ରୂପେ ଆମେ ଖାଦ୍ୟରେ ପୁଦିନାର ବ୍ୟବହାର କରିଥାଉ। ଏହା ଖାଦ୍ୟର ସ୍ବାଦକୁ ଆହୁରି ବଢ଼ାଇ ଦେଇଥାଏ। ପୁଦିନାର ବହୁତ ଉପକାରୀ ଗୁଣ ବିଷୟରେ ସମେସ୍ତ ପ୍ରାୟ ଜାଣିଥିବେ। ଏହାକୁ ଖାଦ୍ୟରୂପେ ବ୍ୟବହାର କଲେ ଆପଣଙ୍କୁ ଅନାବଶ୍ୟକ ଔଷଧ ଖାଇବାକୁ ପଡ଼ିବ…
ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଯେଉଁଠି ପିଆଯାଏ ସାପ ରକ୍ତ
ସବୁଠାରୁ ଭୟଙ୍କର ଜୀବ ମଧ୍ୟରେ ସାପ ଅନ୍ୟତମ। ଯେକେହି ଏହାକୁ ଦେଖିବା ମାତ୍ରେ ଡରିଯାଇଥାନ୍ତି। ମାତ୍ର ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାରେ କୋବ୍ରା ରକ୍ତ ପିଇବାର ପରମ୍ପରା ରହିଛି। ଏହା ପଛରେ କାରଣ ମଧ୍ୟ ରହିଛି। ଏହି ରକ୍ତ ପିଇବା ଦ୍ୱାରା ପୁଅମାନେ…
ଓଜନ କମ୍ କରିବା ପାଇଁ ମହିଳା କରିଥିଲେ ଏମିତି କିଛି, ଯେଉଁଥିରେ ସବୁଦିନ ପାଇଁ ଅକାମୀ ହୋଇଗଲା ଏହି ଅଙ୍ଗ
ବର୍ତ୍ତମାନ ସମୟରେ ମେଦବହୁଳତା ଏକ ଜଟିଳ ସମସ୍ୟା ପାଲଟିଛି। ଏହି ସମସ୍ୟା ଦେଇ ଗତିକରୁଛନ୍ତି ବିଶ୍ୱର ଅଧିକାଂଶ ଲୋକ। ତେବେ ଏଥିରୁ ମୁକ୍ତି ପାଇବା ପାଇଁ ଯିଏ ଯାହା କହିଥାଏ, ଆମେ କରିଥାଉ। କେହି କେହି ଏଥିରୁ ମୁକ୍ତି ପାଇବା ପାଇଁ…
କିଡ୍ନୀ ଷ୍ଟୋନ ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସ୍…
ସକାଳୁ ଲେମ୍ବୁପାଣି ପିଇଲେ ଅନେକ ଉପକାର ମିଳିଥାଏ । ଲେମ୍ବୁପାଣିରେ ପୋଟାସିୟମ୍, ଫୋଲେଟ୍, ଆଣ୍ଟି ଅକ୍ସିଡାଣ୍ଟ, ଭିଟାମିନ୍ ସି ଆଦି ତତ୍ତ୍ୱ ରହିଥାଏ। ଲେମ୍ବୁପାଣିରେ ଥିବା କ୍ୟାଲସିୟମ୍ ଅକ୍ସାଲେଟ୍ କିଡ୍ନୀ ଷ୍ଟୋନ ସମସ୍ୟା ଦୂର କରିଥାଏ। ତେଣୁ ସକାଳେ ଏଥିରୁ ଅଧାଗ୍ଲାସ…
ହାର୍ଟ ଷ୍ଟ୍ରୋକରୁ ଦୂରେଇ ରହିବାକୁ ଚାହୁଁଛନ୍ତି ; ସପ୍ତାହରେ ୨ ଥର ପିଅନ୍ତୁ ଏହି ଜୁସ୍…
ଖାଦ୍ୟପେୟରେ ଅନିୟମିତତାଯୋଗୁ କେତେକଙ୍କଠାରେ ହାର୍ଟ ଆଟାକ୍ ସମସ୍ୟା ଦେଖାଦେଇଥାଏ। ତେବେ ସପ୍ତାହରେ ୨-୩ଥର ଡାଳିମ୍ବ ଜୁସ୍ ପିଇଲେ ଏହା ରକ୍ତ ସଞ୍ଚାଳନକୁ ସ୍ବାଭାବିକ କରିଥାଏ। ଏହା କୋଲେଷ୍ଟ୍ରରଲସ୍ତରକୁ କମାଇଥାଏ। ଡାଳିମ୍ବ ରସ ପିଇବା ଦ୍ୱାରା ରକ୍ତ ସଞ୍ଚାଳନ ଠିକ୍ ହୁଏ। ଫଳରେ…
ହରମୋନସ୍ତର ନିୟନ୍ତ୍ରଣ କରେ ଏହି ପାଣି…
ବ୍ୟସ୍ତବହୁଳ ଜୀବନଶୈଳୀରେ କେତେକଙ୍କଠାରେ ହରମୋନ ସମସ୍ୟା ଦେଖାଦେଇଥାଏ। ତେବେ ଏହି ସମସ୍ୟାରୁ ସହଜରେ କେତେକ ଘରୋଇ ଉପଚାର ଦ୍ୱାରା ମୁକ୍ତି ମିଳିଥାଏ। ସକାଳୁ ଜୁଆଣି ପାଣି ପିଇଲେ ହରମୋନସ୍ତର ନିୟନ୍ତ୍ରିତ ହୋଇଥାଏ। ଏହା ପେଟ ଥଣ୍ଡା ରହିବା ସହିତ ପାଚନ କ୍ରିୟା…
ବଡବିଲ୍ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ
ବଡ଼ବିଲ, ୨୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଭଦ୍ରାସାହିରୁ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ହାଇଓ୍ବାକୁ ପୋଲିସ ବୁଧବାର ରାତିରେ ଝାଡଖଣ୍ଡରୁ ଜବତ କରିଛି। ଏହି ଘଟଣାର ମାଷ୍ଟରମାଇଣ୍ଡ୍ ସହ ଅନ୍ୟ ଦୁଇ ଦଲାଲଙ୍କୁ ପୋଲିସ ଗିରଫ…
ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମହିଳାଙ୍କ ପାଇଁ ରହିବ ସ୍ବତନ୍ତ୍ର ମତଦାନ କେନ୍ଦ୍ର
ମୁମ୍ବାଇ,୨୮।୩: ଆସନ୍ତା ମାସରେ ହେବାକୁ ଥିବା ଲୋକ ସଭା ନିର୍ବାଚନରେ ମହିଳାମାନଙ୍କୁ ଅଧିକ ମାତ୍ରାରେ ସାମିଲ କରିବା ଲାଗି ମହାରାଷ୍ଟ୍ର ସରକାର ଏକ ଅଭିନବ ଉପାୟ ଚିନ୍ତା କରିଛନ୍ତି। ଏଥର ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମତଦାନ ଲାଗି ମହିଳାମାନଙ୍କ…
Archives


