କଦଳୀପତ୍ରରେ ଖାଇଲେ ମିଳିଥାଏ ଏହି ଉପକାର
କଦଳୀପତ୍ରରେ ଖାଇବା ଆମର ଏକ ପରମ୍ପରା ରହିଆସିଛି। ସାଧାରଣତଃ କଦଳୀପତ୍ରକୁ ଶୁଭ ବୋଲି ଧରାଯାଏ। ଏହି ପତ୍ର କେବଳ ଶୁଭ ନୁହେଁ, ଏଥିରେ ଖାଇଲେ ବହୁ ଉପକାର ମଧ୍ୟ ମିଳିଥାଏ। କଦଳୀ ପତ୍ରକୁ ସଫା କରିବା ପାଇଁ ପଡ଼େ ନାହିଁ। କେବଳ…
ମୁହଁରେ ରିଙ୍କିଲ୍ସ୍ ହୋଇଯାଇଛି କି? ଆପଣାନ୍ତୁ ଏହି ଉପାୟ
ସାଧାରଣତଃ କେତେକ ଲୋକଙ୍କ କ୍ଷେତ୍ରରେ କମ୍ ବୟସରେ ମଧ୍ୟ ମୁହଁରେ ରିଙ୍କିଲ୍ସ ଆସିଯାଇଥାଏ। ଯେପରିକି ଚର୍ମ କୁଞ୍ଚନ, ଚର୍ମ ଢିଲା ହେବା, ଚମକ ହ୍ରାସ ପାଇବା ଇତ୍ୟାଦି। ବିଶେଷ କରି ମହିଳାମାନେ ଏହାକୁ ନେଇ ବହୁ ଚିନ୍ତିତ ମଧ୍ୟ ହୋଇଥାନ୍ତି। ୩୦…
ରକ୍ତଦାନ କଲେ ଶରୀରରୁ ରକ୍ତ କମେ ନାହିଁ : ମନରୁ ଦୂର କରନ୍ତୁ ଏହି ଭ୍ରମ
କୁହାଯାଏ ରକ୍ତଦାନ ମହାପୁଣ୍ୟ। ତଥାପି ଏହାକୁ ନେଇ ଲୋକଙ୍କ ମନରେ ଭ୍ରମଧାରଣା ରହିଛି। ରକ୍ତଦାନ କଲେ ଶରୀରରୁ ରକ୍ତ କମିଯାଏ ବୋଲି ଅନେକଙ୍କ ଧାରଣା। କିଛି ଲୋକ ଭାବନ୍ତି ରକ୍ତଦାନ କଲେ ଶରୀର ଦୁର୍ବଳ ହୋଇଯିବ। ଆଜି ଅର୍ଥାତ ଜୁନ୍ ୧୪…
ଛୋଟ ଛୋଟ କଥାକୁ ନେଇ ଅଧିକ ଚିନ୍ତା କରୁଛନ୍ତି କି? ହୋଇପାରେ ଏହସବୁ ସମସ୍ୟା…
ଅନେକ ବ୍ୟକ୍ତି ଅଛନ୍ତି ଯେଉଁମାନେ ଛୋଟ ଛୋଟ ସମସ୍ୟାକୁ ନେଇ ଅଧିକ ଚିନ୍ତିତ ହୋଇପଡନ୍ତି। ତେବେ ଏହାର ପ୍ରଭାବ ଶରୀର ଉପରେ ପଡିଥାଏ। ଏହା ବେଳେବେଳେ ଗମ୍ଭୀର ସ୍ବାସ୍ଥ୍ୟ ସମସ୍ୟାର ଲକ୍ଷଣ ହୋଇଥାଏ। ତେବେ ଜାଣନ୍ତୁ ସେ ସମ୍ପର୍କରେ -ଅନେକ ସମୟରେ…
କର୍ମଜୀବୀ ମହିଳା ସୁସ୍ଥ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ
ସୁସ୍ଥ ରହିବା ପାଇଁ ପ୍ରତିଦିନ ବ୍ୟାୟାମ କରିବା ଆବଶ୍ୟକ। ଏ କଥା ପ୍ରାୟ ସମସ୍ତେ ଜାଣନ୍ତି। ମାତ୍ର କର୍ମଜୀବୀ ମହିଳାଙ୍କ କ୍ଷେତ୍ରରେ ଏସବୁ ସମ୍ଭବ ହୋଇ ନ ଥାଏ। ହେଲେ ସେମାନେ ନିଜ ଜୀବନଶୈଳୀରେ କିଛିଟା ପରିବର୍ତ୍ତନ ଆଣି ନିଜକୁ ଫିଟ୍…
ମ୍ୟାଲେରିଆ ଚିହ୍ନଟ କରିବେ କୁକୁର
ବ୍ରିଟେନ୍ ଏବଂ ଗାମ୍ବିଆର ବୈଜ୍ଞାନିକଙ୍କ ମତରେ, ପ୍ରଥମଥର ଏଭଳି ଏକ ଉପାୟର ସନ୍ଧାନ ହୋଇଛି, ଯଦ୍ଦ୍ବାରା କୁକୁରମାନେ ମ୍ୟାଲେରିଆ ଭଳି ରୋଗର ଚିହ୍ନଟ କରିବାରେ ସାହାଯ୍ୟ କରିପାରିବେ। ବୈଜ୍ଞାନିକଙ୍କ ଅନୁସାରେ, କୁକୁରଙ୍କୁ ସଂକ୍ରମିତ ବ୍ୟକ୍ତିର ପୋଷାକ ଶୁଙ୍ଘି ମ୍ୟାଲେରିଆ ଚିହ୍ନଟ କରିବାର…
ସକାଳେ ପିଇଲେ କପେ ଲବଙ୍ଗ ଚା’…
ଲବଙ୍ଗର ଅନେକ ଔଷଧୀୟ ଗୁଣ ରହିଛି। ବର୍ଷାଦିନେ ସକାଳୁ କପେ ଲବଙ୍ଗ ଚା’ ପିଇଲେ ଏହା ଶରୀର ଲାଗି ହିତକର ହୋଇଥାଏ । କିଛି ପାଣିରେ ତୁଳସୀ ପତ୍ର, ପୋଦିନା ପତ୍ର ଓ ଲବଙ୍ଗ ପକାଇ ନାଲି ଚା’ କରି ପିଇଲେ…
ନିଦ ଔଷଧ ଖାଉଛନ୍ତି କି? ହୋଇଯାନ୍ତୁ ସାବଧାନ
ନିଦ ଔଷଧ ସେବନକାରୀଙ୍କୁ ଏଣିକି ସତର୍କ ରହିବାକୁ ପଡ଼ିବ। ଏକ ଗବେଷଣାରୁ ଜଣାପଡ଼ିଛି, ଯେଉଁମାନେ ନିଦ ହେବାକୁ ପାୱାର୍ଫୁଲ୍ ଔଷଧ ସେବନ କରୁଛନ୍ତି, ସେମାନଙ୍କଠାରେ ଆଲଝେମିୟର୍ ଆଶଙ୍କା ଅନେକ ଗୁଣ ବଢ଼ିଯାଏ। ଗବେଷକଙ୍କ ଅନୁସାରେ, ଯେଉଁମାନେ ନିଦ ହେବାକୁ ସାମାନ୍ୟ ମାତ୍ରାଠୁ…
ଚିକେନ ୟୋଗା
ଆଜିକାଲି ଯୁବଗୋଷ୍ଠୀ ଖାଇବାରେ ସବୁବେଳେ କିଛି ନା କିଛି ନୂଆ ଚାହୁଁଥିବା ବେଳେ ସ୍ବାଦକୁ ମଧ୍ୟ ଗୁରୁତ୍ୱ ଦେଉଛନ୍ତି। ଏମାନଙ୍କ ପସନ୍ଦକୁ ଦୃଷ୍ଟିରେ ରଖି ହୋଟେଲରେ ମଧ୍ୟ ବିଭିନ୍ନ ଡିସ୍ ପ୍ରସ୍ତୁତ କରାଯିବା ସହ ସ୍ବତନ୍ତ୍ର ନାଁ ମଧ୍ୟ ଦିଆଯାଉଛି। ଏହିଭଳି…
ଖରାଦିନେ ପସନ୍ଦ ଆସୁଥିବା ‘ଆଇସ୍ଡ ଟି’ ସ୍ବାସ୍ଥ୍ୟପକ୍ଷେ କ୍ଷତିକାରକ
ପ୍ରାୟ ସମସ୍ତଙ୍କୁ ଚା ପିଇବାକୁ ଅଧିକ ପସନ୍ଦ ହୋଇଥାଏ। ତେବେ କେତେକ ବ୍ୟକ୍ତି ଏପରି ଅଛନ୍ତି, ଯେଉଁମାନଙ୍କ ଦିନଚର୍ଯ୍ୟା ଚା’ରୁ ଆରମ୍ଭ ହୋଇଥାଏ। ଚା’ ନ ମିଳିଲେ ସେମାନଙ୍କ ମୁଣ୍ଡ ବିନ୍ଧିବା ଭଳି ସମସ୍ୟା ମଧ୍ୟ ସୃଷ୍ଟି ହୋଇଥାଏ। ତେବେ ଗରମ…
ସ୍ବାସ୍ଥ୍ୟ ପାଇଁ ବରଦାନ ସେଓ: ନିୟମିତ କରନ୍ତୁ ସେବନ, ଏସବୁ ରୋଗରୁ ପାଇବେ ମୁକ୍ତି
ସୁସ୍ଥ ରହିବାକୁ ସମସ୍ତେ ଚାହାନ୍ତି। ମାତ୍ର ବର୍ତ୍ତମାନର ଜୀବନଶୈଳୀରେ ସେସବୁ ସମ୍ଭବ ହୋଇପାରୁନାହିଁ। କେଉଁଠି ନା କେଉଁଠି ଅବହେଳା କାରଣରୁ ଅଧିକାଂଶ ଲୋକ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାରେ ଆକ୍ରାନ୍ତ ହେଉଛନ୍ତି। ତେବେ ନିଜକୁ ସୁସ୍ଥ ରଖିବା ପାଇଁ ଚାହୁଁଥିଲେ ପ୍ରତିଦିନ ସକାଳେ…
ଶହେରୁ ଅଧିକ ରୋଗରୁ ରଖେ ଦୂରେଇ…
ଗପସପ କରିବାକୁ ସମସ୍ତଙ୍କୁ ଭଲ ଲାଗେ। ବିଶେଷ କରି ଏଭଳି ଗୁଣ ମହିଳାମାନଙ୍କର କ୍ଷେତ୍ରରେ ଅଧିକ ଦେଖିବାକୁ ମିଳିଥାଏ। ଗପସପ ଦ୍ୱାରା ମାନସିକ ଶାନ୍ତି ମିଳିବା ସହିତ ଶହେରୁ ଅଧିକ ପ୍ରକାର ରୋଗ ଭଲ ହୋଇଥାଏ ବୋଲି ଏକ ଗବେଷଣାରୁ ଜଣାପଡିଛି…
Archives


