ଜୀବନଚର୍ଯ୍ୟା

ଆଖି ସମସ୍ୟାରୁ ଦୂରେଇ ରଖେ ଏହି ପତ୍ର ରସ…

ବିଭିନ୍ନ ପ୍ରକାର ଆଖି ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳୁ ଖାଲିପେଟରେ ଧନିଆ ପତ୍ର ଜୁସ୍‌ ପିଇଲେ ମିଳିଥାଏ ସୁଫଳ । ଏହା ଶରୀରରେ କୋଲେଷ୍ଟରଲସ୍ତର ହ୍ରାସ କରିବାରେ ମହୋଷଧି ଭଳି କାମ କରିଥାଏ। ହୃଦ୍‌ ସମସ୍ୟାରେ ଏହାକୁ ବ୍ୟବହାର କରିବା…

ଓଜନ ହ୍ରାସ ପାଇଁ ଖାଆନ୍ତୁ ରୁଟି

ଓଜନ ବୃଦ୍ଧି ହେଲେ ସଭିଏଁ ସାଧାରଣତଃ ବ୍ୟସ୍ତ ଓ ଚିନ୍ତିତ ହୋଇଯାଆନ୍ତି। ତେଣୁ ଓଜନ ହ୍ରାସ ପାଇଁ ବିଭିନ୍ନ ଉପାୟ ଅବଲମ୍ବନ କରିବାକୁ ପଡ଼ିଥାଏ। ଶରୀରରେ କାର୍ବୋହାଇଡ୍ରେଟ୍‌ର ମାତ୍ରା ଅଧିକ ହେଲେ ଶରୀରର ଓଜନ ବୃଦ୍ଧି ପାଇଥାଏ। ତେଣୁ ଲୋକେ କାର୍ବୋହାଇଡ୍ରେଟ୍‌ର…

କାହିଁକି ପିଇବେ ଉଷୁମ ଲେମ୍ବୁ ପାଣି…

ଏବେ କେତେକଙ୍କଠାରେ ମେଦବହୁଳତା ସମସ୍ୟା ଦେଖାଯାଉଛି। ପରିବର୍ତ୍ତିିତ ଜୀବନ ଶୈଳୀ ଏବଂ ଖାଦ୍ୟପେୟରେ ଅନିୟମିତତା ଏହାର ମୁଖ୍ୟ କାରଣ। ତେବେ ଉଷୁମ ପାଣିରେ ଫାଳେ ଲେମ୍ବୁ ରସ ମିଶାଇ ଦିନରେ ୩-୪ଥର ପିଇଲେ ପେଟ ପାଖରେ ଥିବା ଚର୍ବି କମ୍‌ ହେବାରେ…

ଡାଇବେଟିସ୍‌ରୁ ଦୂରେଇ ରଖେ ଏହି ପତ୍ର ରସ…

ପରିବର୍ତ୍ତିତ ଜୀବନଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ଡାଇବେଟିସ୍‌ ସମସ୍ୟା ଦେଖାଦେଇଥାଏ। ତେବେ କିଛି ଘରୋଇ ଚିକିତ୍ସା ଦ୍ୱାରା ଏଥିରୁ ସହଜରେ ମୁକ୍ତି ମିଳିପାରେ। ପ୍ରତିଦିିନ ସକାଳେ କଲରା ପତ୍ର ରସ୍‌ ଦୁଇ ଚାମୁଚ ପିଇଲେ ଡାଇବେଟିସ୍‌ ଦୂର ହୁଏ…

ସକାଳେ ପିଇଲେ ଗ୍ଲାସେ ତମ୍ବାପାତ୍ର ପାଣି ମିଳିବ କ’ଣ…

ସକାଳେ ନିତ୍ୟକର୍ମ ସାରି ଗ୍ଲାସେ ତମ୍ବାପାତ୍ର ପାଣି ପିଇଲେ ଅନେକ ଉପକାର ହୋଇଥାଏ। ରାତିରେ ତମ୍ବାପାତ୍ରରେ ପାଣି ରଖି ଏହାକୁ ସକାଳୁ ପିଇବା ଉଚିତ। ଏହି ପାଣିରେ ତମ୍ବା ଆୟନ ଚାର୍ଜ ହୋଇଯାଇଥାଏ। ତମ୍ବା ଅଣୁଜୀବ ନିରୋଧୀ। ଏଥିରେ ଆଣ୍ଟି ଅକ୍ସିଡାଣ୍ଟ…

ରୋଷେଇ ଘରୁ ଦୁର୍ଗନ୍ଧ ଆସିଲେ ଆପଣାନ୍ତୁ କିଛି ଘରୋଇ ଉପଚାର

ରୋଷେଇ ଘରକୁ ସବୁବେଳେ ସଫାସୁତୁରା ରଖିବା ଉଚିତ୍‌। କାରଣ ରୋଷେଇ ଘରେ ଜୀବାଣୁ ବ୍ୟାପିଲେ ଏହା ଆମ ଖାଦ୍ୟରେ ମିଶି ଆମ ପେଟ ଭିତରକୁ ଚାଲି ଯାଇଥାଏ। ବେଳେ ବେଳେ ଦେଖାଯାଏ ଯେ ରୋଷେଇ ଘର ଯେତେ ସଫା ରଖିଲେ ବି…

ହୃଦରୋଗ ଦୂରେଇବା ପାଇଁ ସକାଳୁ ପିଅନ୍ତୁ…

ଆଧୁନିକ ଜୀବନଶୈଳୀ ଏବେ ଅଧିକାଂଶ ବ୍ୟକ୍ତିଙ୍କୁ ରୋଗାକ୍ରାନ୍ତ କରି ପକାଇଛି। ଖାଦ୍ୟ ପାନୀୟରେ ଅନିୟମିତତାହିଁ ଏବେ ହୃଦରୋଗ ଭଳି ମାରାତ୍ମକ ସମସ୍ୟା ସୃଷ୍ଟି କରିଛି। ଶରୀରରେ କୋଲେଷ୍ଟ୍ରଲ, କ୍ୟାଲୋରୀ, ସୋଡିୟମ ଆଦିର ମାତ୍ରା ଠିକ୍‌ ରଖିଲେ ହୃଦରୋଗକୁ ସହଜରେ ଦୂରେଇ ଦେଇ…

ଭାରୀ ଉପକାରୀ ଦେଶୀ ଘିଅ

ଆମ ମନରେ ଏକ ଧାରଣା ବସା ବାନ୍ଧି ରହିଯାଇଛି ଯେ, ଦେଶୀ ଘିଅ ନିୟମିତ ଭାବେ ଖାଇବା ଦ୍ୱାରା ଶରୀର ଓଜନ କ୍ଷିପ୍ର ଗତିରେ ବଢ଼ିବା ସହ ଏହା ଶରୀର ପାଇଁ କ୍ଷତିକାରକ ହୋଇଥାଏ।  ହେଲେ ଆମର ଏଭଳି ଧାରଣା ସମ୍ପୂର୍ଣ୍ଣ…

ରକ୍ତହୀନତାରୁ ଦୂରେଇ ରହିବାକୁ ଚାହୁଁଛନ୍ତି…

ଗୁଡରେ ଅନେକ ଉପକାରୀ ପୋଷକ ତତ୍ତ୍ୱ ରହିଛି। ଏହା ରକ୍ତ ପରିଷ୍କାର କରିବା ସହିତ ଶରୀରରେ ମେଟାବୋଲିଜିମ୍‌ ପ୍ରକିୟାକୁ ନିୟନ୍ତ୍ରଣ କରିଥାଏ। କ୍ଷୀରରେ ଗୁଡ ମିଶାଇ ଖାଇଲେ ଅନେକ ଫାଇଦା ମିଳେ। ଏସିଡିଟି ସମସ୍ୟା ଗୁଡ ଦୂର କରେ। ଖାଇସାରିବା ପରେ…

ହାର୍ଟ ଆଟାକ୍‌ରୁ ଦୂରେଇ ରଖେ ଏହି ଧୁଆଁ…

ପରିବର୍ତ୍ତିିତ ଜୀବନ ଶୈଳୀରେ କେତେକଙ୍କ ଠାରେ ହାର୍ଟ ଆଟାକ୍‌ ସମସ୍ୟା ଦେଖାଦେଇଥାଏ। ତେବେ ଏହାର ନିରାକରଣ କିଛି ଘରୋଇ ଉପଚାର ଦ୍ୱାରା ମଧ୍ୟ ସମ୍ଭବ। ଘରେ ସବୁଦିନ ଝୁଣା ଧୁଆଁ ଦେଲେ ଏହା ମନରେ ସକାରାତ୍ମକ ପ୍ରଭାବ ପକାଇବା ସହିତ ହରମୋନ୍‌ସ୍ତରକୁ…

ରକ୍ତ ଶର୍କରା ଅଂଶ କମ୍‌ କରେ କଞ୍ଚାଲଙ୍କା

କଞ୍ଚାଲଙ୍କାରେ ରହିଛି ପ୍ରଚୁର ପରିମାଣରେ ଭିଟାମିନ୍‌ ଏ ଓ ସି। ଯାହା ଆମର ଦୃଷ୍ଟିଶକ୍ତି ବଢାଇବାରେ ସାହାଯ୍ୟ କରିଥାଏ। ଆଜିକାଲି ଅଧିକାଂଶ ଲୋକେ ଲାଲ ଲଙ୍କାକୁ ଖାଦ୍ୟରେ ସାମିଲ କରୁଥିବା ଦେଖାଯାଏ। ଯାହା ସ୍ବାସ୍ଥ୍ୟ ପାଇଁ ହାନିକାରକ। ନିକଟରେ ଏକ ଗବେଷଣାରୁ…

ଏହି ଶାଗ ଖାଆନ୍ତୁ ଉଚ୍ଚ ରକ୍ତଚାପରୁ ଦୂରେଇ ରୁହନ୍ତୁ…

ସଜନା ଶାଗରେ ଅନେକ ଉପକାରୀ ପୋଷକତତ୍ତ୍ୱ ରହିଛି । ସପ୍ତାହରେ ୨-୩ଥର ସଜନା ଶାଗ ଭଜା ଖାଇଲେ ଏହା କୋଲେଷ୍ଟରଲସ୍ତରକୁ ନିୟନ୍ତ୍ରିତ କରିବା ସହିତ ଉଚ୍ଚରକ୍ତଚାପ ସମସ୍ୟା ଦୂର କରେ। ସେହି ପ୍ରତିଦିନ ସକାଳେ ସଜନା ପତ୍ର ରସ ୨ ଚାମୁଚ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri