ଜୀବନଚର୍ଯ୍ୟା

ନିଃସଙ୍ଗତା ଦୂର କରିବ ରୋବୋ

ରୋବୋର ବ୍ୟବହାର ଦିନକୁ ଦିନ ବଢ଼ିଚାଲିଛି। ଏଣିକି ଏହାକୁ ନିଃସଙ୍ଗତା ଦୂର କରିବା ପାଇଁ ବ୍ୟବହାର କରାଯାଇପାରିବ। ଜାପାନର ବୈଜ୍ଞାନିକମାନେ ଏପରି ଏକ ଅତ୍ୟାଧୁନିକ ଜ୍ଞାନକୌଶଳ ବିଶିଷ୍ଟ ରୋବୋ ପ୍ରସ୍ତୁତ କରିଛନ୍ତି। ନିଃସଙ୍ଗତା ପରି ସମସ୍ୟା ସହ ଜଡିତ ଥିଲେ ଏହି…

ହୃଦ୍‌ରୋଗୀ ଓ ଖାଦ୍ୟ

ହୃଦ୍‌ରୋଗରେ ଆକ୍ରାନ୍ତ ହେଲେ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଔଷଧ ଖାଇବାକୁ ପଡ଼ିଥାଏ। ତା’ସହ ନିୟମିତ ସମୟ ଅନ୍ତରାଳରେ ଚେକ୍‌ଅପ୍‌ ପ୍ରତି ନଜର ଦେବାକୁ ପଡ଼େ। ଏହାବ୍ୟତୀତ ଜଣେ ହୃଦ୍‌ରୋଗୀ ନିଜର ଖାଦ୍ୟପେୟ ପ୍ରତି ଯଥେଷ୍ଟ ସଚେତନ ରହିବା ଆବଶ୍ୟକ। ବିଶେଷଭାବେ ଲହୁଣି,…

ସୁନିଦ୍ରା ଅନ୍ତରାଳେ…

ପ୍ରତିଦିନ ଆମେ ଯଦି ଆବଶ୍ୟକ ମୁତାବକ ନ ଶୋଇବା ତେବେ ନିଦ୍ରାଜନିତ ସମସ୍ୟାର ସମ୍ମୁଖୀନ ହେବା। କେବଳ ସେତିକି ନୁହେଁ ଏହା ପରୋକ୍ଷରେ କେତେକ ରୋଗକୁ ଡାକିଆଣେ। ତେବେ କେତୋଟି ବିଷୟ ପ୍ରତି ଧ୍ୟାନ ଦେଲେ ଆମେ ଆରାମରେ ଶୋଇପାରିବା। ପ୍ରଥମତଃ…

ଭାରତ: ବିଶ୍ୱର ସାପକାମୁଡ଼ା ରାଜଧାନୀ

”ଭାରତକୁ ବିଶ୍ୱର ସାପ କାମୁଡା ରାଜଧାନୀ ବୋଲି କୁହାଯାଉଛି। କାରଣ ଅନ୍ୟ ଦେଶଗୁଡିକ ତୁଳନାରେ ପ୍ରତିବର୍ଷ ଏଠାରେ ମୃତ୍ୟୁବରଣ କରିଥାନ୍ତି ସର୍ବାଧିକ ବ୍ୟକ୍ତି। ଏକ ସମୀକ୍ଷା ଅନୁଯାୟୀ ଭାରତରେ ପ୍ରତିବର୍ଷ ସାପକାମୁଡାରେ ଆକ୍ରାନ୍ତ ହୋଇଥାନ୍ତି ପାଖାପାଖି ୮୧ ହଜାର ଲୋକ ଓ…

କୋଲେଷ୍ଟରଲ୍‌ସ୍ତର କମାଏ ଏହି ଜୁସ୍‌…

ଗହମ ଗଛରୁ ପ୍ରସ୍ତୁତ ଜୁସ୍‌ ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ କ୍ଲୋରୋଫିଲ୍‌ ରହିଥାଏ। ରକ୍ତହୀନତା ରୋଗୀ ଏହାକୁ ନିୟମିତ ପାନ କଲେ ଶରୀରରେ ରକ୍ତର ପରିମାଣ ବଢ଼ିଥାଏ ବୋଲି ଚିକିତ୍ସା ବିଜ୍ଞାନୀ ପରାମର୍ଶ ଦେଇଥାନ୍ତି। କ୍ଲୋରୋଫିଲ୍‌…

ଶୀଘ୍ର କ୍ଷତ ଉପଶମ କରେ ଇଲେକ୍ଟ୍ରୋସ୍ପିନିଂ ଡିଭାଇସ୍‌

ଇସ୍ରାଏଲର ନାନୋମେଡିକ କମ୍ପାନୀ ବିଶ୍ୱର ପ୍ରଥମ ଇଲେକ୍ଟ୍ରୋସ୍ପିନିଂ ଯନ୍ତ୍ର ବିକାଶ କରିଛି । କ୍ଷତ ସ୍ଥାନରେ ଏହି ଡିଭାଇସରେ ଥିବା ଇଲେକ୍ଟ୍ରୋସ୍ପୁନ ମାଟେରିଆଲ ଉପଯୋଗ କରି କ୍ଷତ ଉପଶମ କରିବାରେ ସାହାଯ୍ୟ କରେ। ଏହିି ଯନ୍ତ୍ର ବିଦ୍ୟୁତ ବ୍ୟବହାର କରି ଅତିସୂକ୍ଷ୍ମ…

ଡେଙ୍ଗୁ ଭଲ କରେ ଅମୃତଭଣ୍ଡା ପତ୍ର ଜୁସ୍‌

ବର୍ଷାଋତୁରେ ଡେଙ୍ଗୁ ବ୍ୟାପିବାର ଯଥେଷ୍ଟ ସମ୍ଭାବନା ତଥା ଭୟ ରହିଥାଏ। ଏପରିକି ବେଳେବେଳେ ଡେଙ୍ଗୁ ଜୀବନ ମଧ୍ୟ ନେଇଯାଇଥାଏ। ତେବେ ଏହି ମାରାତ୍ମକ ରୋଗରୁ ମୁକ୍ତି ପାଇବା ପାଇଁ ଘରୋଇ ଉପଚାର କଲେ ଫାଇଦା ମିଳିଥାଏ। ଜାଣନ୍ତୁ ଏହାର ଲକ୍ଷଣ ଏବଂ…

ୟୁଥ୍‌ ଫ୍ୟାଶନ ଛତା

ବର୍ଷା ହେଲେ ସବୁଠୁ ଆଗ ଖୋଜାପଡ଼େ ଛତା। କିନ୍ତୁ ବର୍ତ୍ତମାନ ଛତା କେବଳ ବର୍ଷାରୁ ସୁରକ୍ଷା ଦେବାରେ ସୀମିତ ହୋଇ ରହିନାହିଁ। କାରଣ ଏବେ ମାର୍କେଟରେ ବିଭିନ୍ନ ରଙ୍ଗ ଏବଂ ଡିଜାଇନ୍‌ର ଛତା ମିଳୁଛି, ଯାହାକି ପାଲଟିଛି ଯୁବପିଢ଼ିଙ୍କ ଲାଗି ଷ୍ଟାଇଲ୍‌…

ପ୍ରଥମ ଦରମା ଖର୍ଚ୍ଚ କରିବାକୁ ନେଇ ଚିନ୍ତିତ କି? ଏସବୁ ଟିପ୍ସ ଜାଣିରଖନ୍ତୁ

ଭବିଷ୍ୟତ ପାଇଁ ପ୍ରତ୍ୟେକଙ୍କୁ ଚାକିରିଟିଏ ନିତାନ୍ତ ଆବଶ୍ୟକ। ତେବେ ଚାକିରିର ପ୍ରଥମ ଦରମା ଯେତିକି ଖୁସି ଦେଇଥାଏ, ତାହାକୁ ଖର୍ଚ୍ଚ କରିବା ପାଇଁ ମଧ୍ୟ ସେତିକି ଚିନ୍ତାରେ ପକାଇଥାଏ। ପ୍ରଥମ ଦରମାକୁ କିପରି ଖର୍ଚ୍ଚ କରିବେ ସେ ନେଇ ଅନେକେ ଚିନ୍ତାରେ…

ଦିନସାରା ଫ୍ରେଶ୍‌ ଲାଗିବା ପାଇଁ କରନ୍ତୁ ଏପରି…

ଗାଧୋଇବା ପରେ ପୁରା ଦିନ ଫ୍ରେଶ୍‌ ଲାଗେ ବୋଲି ଅଧିକାଂଶ ଲୋକଙ୍କର ରହିଛି ବିଶ୍ୱାସ। ତେବେ କିଛି ଲୋକ ଗାଧୋଇବା ପରେ ମଧ୍ୟ ଫ୍ରେଶ୍‌ ଅନୁଭବ କରନ୍ତି ନାହିଁ । ଗାଧୋଇବା ଅଭ୍ୟାସରେ କିଛି ପରିବର୍ତ୍ତନ ଆଣିଲେ ଦିନସାରା ଫ୍ରେଶ୍‌ ଲାଗିବ…

ଅର୍ଶ, ପେଟ ଦରଜ ଦୂର କରେ ଡାଳିମ୍ବ ଚୋପା

ସାଧାରଣତଃ ଆମେ ଫଳ ଖାଇସାରିବା ପରେ ଏହାର ଚୋପା ଫିଙ୍ଗି ଦେଇଥାଉ। ଯେଉଁଥିରେ କି ଔଷଧୀୟ ଗୁଣ ଭରି ରହିଥାଏ। ଏହି ଯେମିତି ଡାଳିମ୍ବ ଖାଇ ଆମେ ଚୋପା ଫିଙ୍ଗି ଦେଉ। କିନ୍ତୁ ଡାଳିମ୍ବ ଚୋପାରେ ଅନେକ ଔଷଧୀୟ ଗୁଣ ରହିଛି।…

ହାଡ଼ ମଜଭୁତ କରେ କଞ୍ଚା ପନିର

ପନିର ଖାଇଲେ ଶରୀରରେ ଚର୍ବି ଅଂଶ ବୃଦ୍ଧି ପାଇଥାଏ ବୋଲି ଅଧିକାଂଶ ଲୋକଙ୍କ ମନରେ ଧାରଣା ଅଛି। ହେଲେ କଞ୍ଚା ପନିର ଶରୀର ପାଇଁ ଖୁବ୍‌ ଉପକାରୀ ବୋଲି ଗବେଷକମାନେ କହିଛନ୍ତି। ବିଶେଷ କରି ସକାଳ ଜଳଖିଆରେ ଖଣ୍ଡେ କଞ୍ଚା ପନିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?