ଜୀବନଚର୍ଯ୍ୟା

ମାଛ କଣ୍ଟା ଲାଗିଥିଲେ କ’ଣ କରିବେ

ମାଛ ଖାଇବା ସମୟରେ ଅସାବଧାନତା ବଶତଃ ବେଳେବେଳେ ତଣ୍ଟିରେ କଣ୍ଟା ଲାଗିଯାଇଥାଏ। ଏଥିପାଇଁ ଅନେ କଷ୍ଟ ହୋଇଥାଏ। ଫଳରେ ଆମକୁ ଡାକ୍ତରଙ୍କ ପାଖକୁ ଯିବାକୁ ପଡ଼ିଥାଏ। କିନ୍ତୁ ଏମିତି କିଛି ଘରୋଇ ଉପଚାର ଅଛି ଯାହାକୁ ପ୍ରୟୋଗ କଲେ ଆଉ ଡାକ୍ତରଙ୍କ…

ଏସବୁ ଖାଇଲେ ନିିୟନ୍ତ୍ରଣରେ ରହିବ ଡାଇବେଟିସ୍‌: ସ୍ବାସ୍ଥ୍ୟ ବିଶେଷଜ୍ଞ

ଡାଇବେଟିସ୍‌ ବା ମଧୁମେହ ରୋଗୀ ଯେହେତୁ ନିଜର ବ୍ଲଡ୍‌ ସୁଗାରକୁ ନିୟନ୍ତ୍ରଣ କରିବାରେ ସକ୍ଷମ ହୋଇପାରି ନ ଥାନ୍ତି ସେଥିପାଇଁ ତାଙ୍କୁ ଖାଦ୍ୟ ପାନୀୟ ପ୍ରତି ଅଧିକ ସଚେତନ ରହିବାକୁ ପଡ଼ିବ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ। ଡାଇବେଟିସ୍‌ ଯୋଗୁ ଶରୀରରେ ଉପଯୁକ୍ତ…

ଭାରତ ଆସିଲା ଓଜନ କମାଇବା ଇଞ୍ଜେକ୍‌ଶନ୍‌

ନୂଆଦିଲ୍ଲୀ,୨୧ା୩: ଆମେରିକୀୟ ମଲ୍ଟି ନ୍ୟାଶନାଲ ଫାର୍ମାସ୍ୟୁଟିକାଲ କମ୍ପାନୀ ଏଲି ଲିଲୀ ପକ୍ଷରୁ ଗୁରୁବାର ଭାରତରେ ମେଦ ବହୁଳତା ଏବଂ ଟାଇପ୍‌ ୨ ମଧୁମେହ ପାଇଁ ‘ମୌନଜାରୋ’ ନାମକ ଇଞ୍ଜେକ୍‌ଶନ୍‌କୁ ଲଞ୍ଚ୍‌ କରାଯାଇଛି। ଏହି ଔଷଧକୁ ଭାରତର କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ…

କେଶ ଝଡ଼ିବା ସମସ୍ୟାରୁ ମୁକ୍ତି ଚାହୁଁଥିଲେ ଆପଣାନ୍ତୁ ଏହି ସହଜ ଉପାୟ, ସପ୍ତାହକ ମଧ୍ୟରେ…

ଆଜିକାଲି ଅଧିକାଂଶ ଲୋକ କେଶ ଝଡ଼ିବା ସମସ୍ୟାରେ ପୀଡ଼ିତ। ଏଥିପାଇଁ ଅନେକ କାରଣ ଦାୟୀ ହୋଇପାରେ। ତଥାପି ବିଶେଷଜ୍ଞମାନେ ସ୍ବାସ୍ଥ୍ୟକର ଖାଦ୍ୟପେୟ, ସ୍ବାସ୍ଥ୍ୟକର ଜୀବନଶୈଳୀ, ବ୍ୟସ୍ତବହୁଳ ଜୀବନରେ ବଢ଼ୁଥିବା ଚାପ ଏବଂ ବଢ଼ୁଥିବା ପ୍ରଦୂଷଣକୁ କେଶ ଝଡ଼ିବାର ମୁଖ୍ୟ କାରଣ ବୋଲି…

ବାସି ମୁହଁରେ ପାଣି ପିଇଲେ ମିଳିଥାଏ ଏହି ୪ ବଡ଼ ଲାଭ, ପ୍ରଭାବ ଜାଣିଲେ…

ସକାଳର ଏମିତି କିଛି ଅଭ୍ୟାସ, ଅନେକ ଦିଗରେ ସ୍ବାସ୍ଥ୍ୟକୁ ପ୍ରଭାବିତ କରେ। ଯଦି ଖାଦ୍ୟ ଠିକ୍‌ ଥାଏ, ତେବେ ସ୍ବାସ୍ଥ୍ୟ ଭଲ ରହିଥାଏ; କିନ୍ତୁ ଯଦି  ସଠିକ୍‌ ଅଭ୍ୟାସ ଗ୍ରହଣ କରା ନ ଯାଏ ତେବେ ଏହା କେବଳ ଗୋଟିଏ ନୁହେଁ…

ଡାଏଟ୍‌ରେ ସାମିଲ୍‌ କରନ୍ତୁ ଏହି ୫ ଚଟଣି, ସ୍ବାଦ ସହିତ ସ୍ବାସ୍ଥ୍ୟ ପାଇଁ ଉପକାରୀ

ଆମ ଭାରତୀୟ ଖାଦ୍ୟରେ ଚଟଣି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ। ଏହା କେବଳ ଖାଦ୍ୟର ସ୍ବାଦ ବୃଦ୍ଧି କରେ ତାହା ନୁହେଁ ବରଂ ସ୍ବାସ୍ଥ୍ୟ ପାଇଁ ମଧ୍ୟ ଲାଭଦାୟକ। ଆପଣ ମଧ୍ୟ ଅନେକ ପ୍ରକାରର ଚଟଣି ବିଷୟରେ ଶୁଣିଥିବ। ଅଧିକାଂଶ…

ପିଲାଙ୍କର ପଢ଼ାରେ ଜମା ମନ ଲାଗୁନାହିଁ କି? ଆପଣାନ୍ତୁ ଏଭଳି କିଛି ଉପାୟ …

କିଛି ପିଲାଙ୍କର ପାଠରେ ବେଶ୍‌ ଆଗ୍ରହ ଥାଏ ତ ଆଉ କିଛି ପିଲାଙ୍କର ପଢ଼ାରେ ଜମା ମନ ଲାଗେନି। ପାଠ ନାଁ ଶୁଣିଲେ ସେମାନେ ମୁହଁ ଶୁଖାଇ ଦିଅନ୍ତି। ବହି ଖୋଲି ବସିଲେ ବି ଧ୍ୟାନ ସେମାନଙ୍କର ଅନ୍ୟତ୍ର ଥାଏ। ହେଲେ…

ବଜାରରୁ ଆଣିଥିବା ପନିର ଅସଲି କି ନକଲି କିଭଳି ଜାଣିବେ? ଆପଣାନ୍ତୁ ଏଭଳି ସହଜ ଉପାୟ…

ଆଜିକାଲି ସମୟରେ ବଜାରରେ ଚାଉଳଠାରୁ ଆରମ୍ଭ କରି ଅନେକ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ନକଲି ମିଳୁଛି। ଫଳରେ ଲୋକେ ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେଭଳି ଗୋଟିଏ ଜିନିଷ ହେଲା ପନିର। ବଜାରରେ ନକଲି ପନିର ମିଳୁଥିବାରୁ ଲୋକେ କିଭଳି ଅସଲି…

ଖାଇବା ପରେ ୧୦ମିନିଟ୍‌ ପର୍ଯ୍ୟନ୍ତ ଚୋବାନ୍ତୁ ପାନପତ୍ର, ଅନେକ ସମସ୍ୟାରୁ ମିଳିବ ମୁକ୍ତି

ଅଧିକାଂଶ ଭାରତୀୟ ଖାଦ୍ୟ ପରେ କିଛି ମିଠା ଖାଇବାକୁ ପସନ୍ଦ କରନ୍ତି। ତଥାପି ମିଠା ସ୍ବାସ୍ଥ୍ୟ ପାଇଁ ଭଲ ନୁହେଁ। ଏପରି ପରିସ୍ଥିତିରେ, ସୁସ୍ଥ ଉପାୟରେ ମିଠା ପ୍ରତି ଆପଣଙ୍କର ଇଚ୍ଛାକୁ କମ୍‌ କରିବା ପାଇଁ, ଆପଣ ପ୍ରତ୍ୟେକ ଖାଦ୍ୟ ପରେ…

ମୋଟାପଣ ଦୂର କରିବା ପାଇଁ ଗ୍ରୀନ୍‌ ଟି, ଜାଣନ୍ତୁ ଦିନକୁ କେତେଥର ପିଇବା ଉଚିତ

ଗ୍ରୀନ୍‌-ଟି ସ୍ବାସ୍ଥ୍ୟ ପାଇଁ ବହୁତ ଲାଭଦାୟକ ବୋଲି ବିବେଚନା କରାଯାଏ। ଏହାକୁ ନିୟମିତ ଭାବରେ ସେବନ କରିବା ଦ୍ୱାରା ଆପଣଙ୍କ ସ୍ବାସ୍ଥ୍ୟରେ ଉନ୍ନତି, ଆପଣଙ୍କ ଚର୍ମକୁ ଉଜ୍ଜ୍ୱଳ କରିବା, ବାର୍ଦ୍ଧକ୍ୟ ଲକ୍ଷଣକୁ ହ୍ରାସ କରିବା, ମସ୍ତିଷ୍କ ସ୍ବାସ୍ଥ୍ୟରେ ଉନ୍ନତି ଆଣିବା ସହିତ…

ତରଭୁଜ ଖାଉଥିଲେ ସାବଧାନ

ଖରାଦିନେ ତରଭୁଜ ଖାଇବାକୁ ପ୍ରାୟ ସମସ୍ତେ ପସନ୍ଦ କରିଥା’ନ୍ତି। ଏଥିରେ ଭରପୂର ମାତ୍ରାରେ ଭିଟାମିନ, ମିନେରାଲ୍ସ ଏବଂ ଆଣ୍ଟିଅକ୍ସିଡାଣ୍ଟ ରହିଥାଏ। ଗବେଷକଙ୍କ କହିବାନୁଯାୟୀ ଜଣେ ବ୍ୟକ୍ତି ଗୋଟିଏ ଦିନରେ ୩୦୦ ଗ୍ରାମ ତରଭୁଜ ଖାଇବା ଉଚିତ। ଏହା ସ୍ବାସ୍ଥ୍ୟ ଉପଯୋଗୀ ମଧ୍ୟ…

ଆର୍ଟିଫିସିଆଲ୍‌ ଜୁଏଲେରି ପିନ୍ଧୁଥିଲେ

ଦିନକୁ ଦିନ ବଢୁଥିବା ସୁନା ଦରକୁ ଅଖିଆଗରେ ରଖି ବର୍ତ୍ତମାନ ଆର୍ଟିଫିସିଆଲ୍‌ ଜୁଏଲେରିର ଡିମାଣ୍ଡ ବଢୁଥିବା ଦେଖିବାକୁ ମିଳୁଛି। ବଜେଟକୁ ସୁହାଇଲା ଭଳି ଦାମ୍‌ରେ ଭଳିକି ଭଳି ଡିଜାଇନ୍‌ ମାର୍କେଟ୍‌ରେ ଉପଲବ୍ଧ ହେଉଥିବାରୁ ଏହା ଏବେ ଟ୍ରେଣ୍ଡ୍‌ରେ ରହିଛି । ହେଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri