ମେଦବହୁଳତାରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ଦିନକୁ ଏଥିରୁ ଖାଆନ୍ତୁ ଚାମଚେ…
ପ୍ରତିଦିନ ଶରୀର ଲାଗି ଫ୍ୟାଟ ଆବଶ୍ୟକ ହୋଇଥାଏ। ଶରୀରର ଆବଶ୍ୟକତା ପୂରଣ ଲାଗି ପ୍ରତିଦିନ ଖାଦ୍ୟରେ ଗୋଟିଏ ଚାମଚେ ଗୁଆଘିଅ ସାମିଲ କଲେ ବେଶ୍ ସୁଫଳ ମିଳିଥାଏ। ଗୁଆଘିଅ ଖାଇବା ଦ୍ୱାରା ମେଦବହୁଳତା ସମସ୍ୟାରୁ ମିଳିଥାଏ ମୁକ୍ତି ମିଳେ ବୋଲି ଆୟୁବେର୍ଦରେ…
ଆଜ୍ମାରୁ ଦୂରେଇ ରହିବା ପାଇଁ ସକାଳେ ୧୫ ମିନିଟ୍ ଏପରି କରନ୍ତୁ…
ଆଜ୍ମା ସମସ୍ୟାରୁ ଦୂରେଇ ରହିବା ପାଇଁ ପ୍ରତିଦିନ ସକାଳେ ୧୫ ମିନିଟ୍ କଅଁଳ ଖରାରେ ବସିଲେ ସୁଫଳ ମିଳିଥାଏ। ଏଥିରେ ଭିଟାମିନ୍-ଡି ରହିଥାଏ। ଭିଟାମିନ୍-ଡି’ ଅନେକ ରୋଗର ଚିକିତ୍ସାରେ ପ୍ରଭାବଶାଳୀ ସାବ୍ୟସ୍ତ ହୋଇଥାଏ। ପ୍ରାକୃତିକ ଭାବେ ଭିଟାମିନ୍-ଡି’ ସୂର୍ଯ୍ୟକିରଣରୁ ମିଳିଥାଏ। ଏହା…
ଶୋଇବା ପୂର୍ବରୁ ପିଅନ୍ତୁ ଉଷୁମ ପାଣି, ମିଳିବ ଏହି ଫାଇଦା
ଗରମଦିନରେ ଥଣ୍ଡାପାଣି ସମସ୍ତଙ୍କର ପ୍ରିୟ ହୋଇଥାଏ। କିନ୍ତୁ ଉଷୁମ ପାଣି ଦେହକୁ ସୁସ୍ଥ ରଖିଥାଏ। ଉଷୁମ ପାଣି ପିଇଲେ ଶରୀରରୁ ବ୍ୟାକ୍ଟେରିଆ ମରି ଯାଇଥାନ୍ତି। ଅଧିକାଂଶ ଲୋକ ସୁସ୍ଥ ରହିବାକୁ ସକାଳେ ଉଷୁମ ପାଣି ପିଇଥାନ୍ତି। କିନ୍ତୁ ସକାଳ ଅପେକ୍ଷା ରାତିରେ…
କୋଲେଷ୍ଟରଲ କମାଇବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାକପ୍…
ସକାଳେ ନିତ୍ୟକର୍ମ ସାରି ଡାଲଚିନି ଚା‘ ପିଇଲେ ଏହା ଶରୀର ପାଇଁ ବେଶ୍ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଏହା ରକ୍ତ ଶର୍କରାକୁ ନିୟନ୍ତ୍ରଣ କରିବା ସହିତ କୋଲେଷ୍ଟରଲସ୍ତର କମାଏ। ଏହା ସହିତ ଏହି ଚା’ ପାଚନତନ୍ତ୍ରକୁ ସ୍ବାଭାବିକ କରି ରୋଗ ପ୍ରତିଷେଧକ…
ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…
ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଅଭ୍ୟାସକରି ପ୍ରତିଦିନ ସକାଳେ ଖାଲିପାଦରେ ଘାସରେ ଚାଲିଲେ ଅନେକ ଉପକାର ମିଳିଥାଏ। ଘାସ ଉପରେ ପଡ଼ିଥିବା କାକର ପାଦରେ ଲାଗିଲେ ମସ୍ତିଷ୍କର କାର୍ଯ୍ୟକାରୀତା ବୃଦ୍ଧି ପାଇଥାଏ। ଫଳରେ ଚିନ୍ତା ଓ ବିଚାର ଶକ୍ତି ବିକଶିତ ହୋଇପାରିଥାଏ।…
ଏସିଡିଟି ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳୁ ଏଥିରୁ ପିଅନ୍ତୁ ଅଧାଗ୍ଲାସ…
ଥଣ୍ଡା କ୍ଷୀର ପିଇଲେ ଅନେକ ସୁଫଳ ମିଳିଥାଏ। ଏହା ଦ୍ୱାରା ଏସିଡିଟି ସମସ୍ୟା ଦୂର ହୁଏ। ଏହା ପାଚନ କ୍ରିୟାକୁ ସ୍ବାଭାବିକ କରିବା ସହିତ ହାଇଡ୍ରୋକ୍ଲୋରିକ୍ ଏସିଡ୍ କ୍ଷରଣକୁ ନିୟନ୍ତ୍ରିତ କରିଥାଏ। ଥଣ୍ଡା କ୍ଷୀର ପ୍ରତିଦିନ ସକାଳେ ଅଧାଗ୍ଲାସ ପିଇଲେ ଏହା…
ଘରେ ମନିପ୍ଲାଣ୍ଟ ଲଗାଉଥିଲେ ଜାଣିନିଅନ୍ତୁ ଏହି କଥା…
ଘରକୁ ସୁନ୍ଦର କରିବା ପାଇଁ ଲୋକେ ନିଜ ଘରେ ବିଭିନ୍ନ ପ୍ରକାରର ସୁନ୍ଦର ଗଛମାନ ଲଗାଇଥାନ୍ତି। ହେଲେ ଆପଣ ଜାଣିଛନ୍ତି କି, ବାସ୍ତୁ ଶାସ୍ତ୍ର ଅନୁସାରେ ଏଭଳି ଏକ ଗଛ ଅଛି ଯେଉଁଥିରେ ଘରର ସୁନ୍ଦରତା ବଢ଼ିବା ସହ ଆର୍ଥିକସ୍ଥିତି ମଧ୍ୟ…
ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଆପଣାନ୍ତୁ ଏହି ଉପାୟ
ଖରାଦିନରେ ତ୍ୱଚାରେ ନାନା ସମସ୍ୟା ଦେଖା ଦେଇଥାଏ। ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ କିଛି ଉପାୟ। ପ୍ରଚୁର ପାଣି ପିଅନ୍ତୁ : ଖରାଦିନେ ଅଧିକ ସମୟ ବାହାରେ ବୁଲିଲେ ଶରୀରରୁ ଜଳୀୟଅଂଶ କମିଯାଇଥାଏ। ଫଳରେ ପାଣି ପିଇବା ନିହାତି ଜରୁରୀ।…
ଫୁସ୍ଫୁସ୍ର କାର୍ଯ୍ୟକୁ ସ୍ବାଭାବିକ କରେ ଏହି ପାଣି…
ସକାଳେ ଗୁଡ଼ପାଣି ସ୍ବାସ୍ଥ୍ୟ ପାଇଁ ବେଶ୍ ଉପକାରୀ। ଏହାକୁ ପିଇଲେ ଫୁସ୍ଫୁସ୍ର କାର୍ଯ୍ୟ ସ୍ବାଭାବିକ ହୋଇଥାଏ। ବାୟୁ ପ୍ରଦୂଷଣରେ ଏହା ଶରୀର ପାଇଁ ଏକ ସୁରକ୍ଷା ବଳୟ ସୃଷ୍ଟି କରିଥାଏ। ଏହାଦ୍ୱାରା ପାଚନ କ୍ରିୟା ମଧ୍ୟ ସ୍ବାଭାବିକ ହୋଇଥାଏ। ଅଧାକପ୍ ଗୁଡ଼ପାଣି…
ଡାଇବେଟିସ୍ ଉପଚାର ଏବେ ହାତ ପାଆନ୍ତାରେ…
ପ୍ରତିଦିନ ସକାଳେ ଅଧା କପ୍ ବିଟ୍ ରସ ପିଇଲେ ଅନେକ ଉପକାର ମିଳିଥାଏ। ବିଟ୍ ରସ କୋଲେଷ୍ଟରଲସ୍ତର ହ୍ରାସ କରିଥାଏ। ଫଳରେ ହାର୍ଟ ଆଟାକ୍ ସମସ୍ୟାରୁ ମୁକ୍ତି ମିଳିଥାଏ। ଏହା ରକ୍ତ ସଞ୍ଚାଳନ ସ୍ବାଭାବିକ କରିଥାଏ। ଏହାଦ୍ୱାରା ଉଚ୍ଚରକ୍ତ ଚାପ ଓ…
ଖରାଦିନ ପାଇଁ ଉପକାରୀ ‘ପୁଦିନା’
ନିୟମିତ ରୂପେ ଆମେ ଖାଦ୍ୟରେ ପୁଦିନାର ବ୍ୟବହାର କରିଥାଉ। ଏହା ଖାଦ୍ୟର ସ୍ବାଦକୁ ଆହୁରି ବଢ଼ାଇ ଦେଇଥାଏ। ପୁଦିନାର ବହୁତ ଉପକାରୀ ଗୁଣ ବିଷୟରେ ସମେସ୍ତ ପ୍ରାୟ ଜାଣିଥିବେ। ଏହାକୁ ଖାଦ୍ୟରୂପେ ବ୍ୟବହାର କଲେ ଆପଣଙ୍କୁ ଅନାବଶ୍ୟକ ଔଷଧ ଖାଇବାକୁ ପଡ଼ିବ…
ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଯେଉଁଠି ପିଆଯାଏ ସାପ ରକ୍ତ
ସବୁଠାରୁ ଭୟଙ୍କର ଜୀବ ମଧ୍ୟରେ ସାପ ଅନ୍ୟତମ। ଯେକେହି ଏହାକୁ ଦେଖିବା ମାତ୍ରେ ଡରିଯାଇଥାନ୍ତି। ମାତ୍ର ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାରେ କୋବ୍ରା ରକ୍ତ ପିଇବାର ପରମ୍ପରା ରହିଛି। ଏହା ପଛରେ କାରଣ ମଧ୍ୟ ରହିଛି। ଏହି ରକ୍ତ ପିଇବା ଦ୍ୱାରା ପୁଅମାନେ…
Archives


