ଜୀବନଚର୍ଯ୍ୟା

ଏଭଳି ପୁଅ ମରିଯିବା ଭଲ

ଆଚାର୍ଯ୍ୟ ଚାଣକ୍ୟଙ୍କ ଉପଦେଶକୁ ଅନେକ ମାନନ୍ତି। ଜଣେ ବୁଦ୍ଧିମାନ ବ୍ୟକ୍ତି, ତର୍କରେ ପ୍ରବୀଣ ଏବଂ ତାଙ୍କର ନୀତିଗତ ନିଷ୍ପତ୍ତି ନେଉଥିବା ବ୍ୟକ୍ତିଭାବେ ତାଙ୍କୁ ଗଣାଯାଏ। ସେ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ଦିଗ ବିଷୟରେ ବର୍ଣ୍ଣନା କରିଛନ୍ତି।…

ମୁଖ୍ୟ ଦ୍ୱାରରେ ଶୁଭ କଳସ ରଖୁଛନ୍ତି କି, ଜାଣି ରଖନ୍ତୁ ନିୟମ…

କୁହାଯାଏ, ଘରୁ ବାହାରିବା ସମୟରେ ଶୁଭ କଳସ ବା ଜଳପୂର୍ଣ୍ଣ କୁମ୍ଭ ଦେଖିକି ଗଲେ କାର୍ଯ୍ୟସିଦ୍ଧି ହୋଇଥାଏ। ସେଥିପାଇଁ ଅନେକେ ଘରର ମୁଖ୍ୟଦ୍ୱାର ନିକଟରେ ଶୁଭ କଳସ ରଖିଥାନ୍ତି। ତେବେ ଏହି ଶୁଭ କଳସ ରଖିବାକୁ ନେଇ ମଧ୍ୟ କିଛିଟା ନିୟମ…

ଘର ବାହାରେ ଓଲଟା ଚପଲ ଦେଖିଲେ ତୁରନ୍ତ କରନ୍ତୁ ସିଧା, ନଚେତ…

ଘରେ ଓଲଟା ଚପଲ ଦେଖିଲେ ଆମକୁ ଅନେକ ପାଟି କରିଥାନ୍ତି। ଏପରିକି ଓଲଟା ଚପଲକୁ ସିଧା କରିଦେବାକୁ କହିଥାନ୍ତି। ତେବେ କ’ଣ ଆପଣ ଜାଣନ୍ତି ଏହା ପଛରେ ଥିବା କାରଣ କ’ଣ। କୁହାଯାଏ ଘରେ ଓଲଟା ଚପଲ ଥିଲେ ଝଗଡ଼ା ହୋଇପାରେ।…

ଜୀବନରେ ସୁଖଶାନ୍ତି ଚାହାନ୍ତି କି? ଜାଣି ରଖନ୍ତୁ ଚାଣକ୍ୟ କହିଥିବା ୫ ଉପାୟ…

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ସମସ୍ୟା ଏବଂ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ଆଜି ଏସବୁ ନୀତି ଲୋକଙ୍କ ମାର୍ଗଦର୍ଶନ କରିଆସୁଛି। ବିଶେଷକରି ଜୀବନକୁ ସହଜ ଏବଂ ସରଳ କରିବାକୁ ନେଇ ଚାଣକ୍ୟ…

ସାବଧାନ, ଫୋନ୍‌ କଭର୍‌ରେ ରଖୁଛନ୍ତି କି ନୋଟ୍‌? ହୋଇପାରେ ବିସ୍ଫୋରଣ…

ଅନେକ ଲୋକଙ୍କର ମୋବାଇଲ କଭରରେ ଟଙ୍କା ରଖିବାର ଅଭ୍ୟାସ ଥାଏ, କିନ୍ତୁ ଖରାଦିନେ ଏହି ଖରାପ ଅଭ୍ୟାସ ଆପଣଙ୍କର ବହୁତ କ୍ଷତି କରିପାରେ। ଯଦି ଆପଣ ମଧ୍ୟ ଏପରି ଭୁଲ କରନ୍ତି, ତେବେ ସାବଧାନ ରୁହନ୍ତୁ, କାରଣ ଏହା କରିବା ଦ୍ୱାରା…

କେବେବି ପିଅନ୍ତୁ ନାହିଁ ଥଣ୍ଡା ପାଣି

ଏବେ ତ ଗ୍ରୀଷ୍ମଋତୁ। ଲସି, ସର୍ବତ ବ୍ୟତୀତ ଥଣ୍ଡା ପାଣିର ଚାହିଦା କିଛି କମ ନୁହେଁ। କେତେକେ ଅତ୍ୟଧିକ ଥଣ୍ଡା ପାଣି ପିଇବାକୁ ପସନ୍ଦ କରିଥାଆନ୍ତି। ହେଲେ ଏହା ଅଭ୍ୟାସରେ ପରିଣତ ହୋଇଗଲେ ତାହା ଶରୀର ପାଇଁ କ୍ଷତିକାରକ ସାବ୍ୟସ୍ତ ହୋଇଥାଏ।…

ଖରାପ ସମୟ ଚାଲିଛି କି?

ଚନ୍ଦ୍ରଗୁପ୍ତ ମୋର୍ଯ୍ୟଙ୍କ ମହାମନ୍ତ୍ରୀ ଥିଲେ ଆଚାର୍ଯ୍ୟ ଚାଣକ୍ୟ। ସେ ନିଜର ଚିନ୍ତାଧାରା ଏବଂ କୁଶଳ ରଣନୀତି ଯୋଗୁ ଚନ୍ଦ୍ରଗୁପ୍ତଙ୍କୁ ସୁଶାସକ ଭାବେ ପ୍ରତିଷ୍ଠିତ କରାଇବାରେ ସହାୟତା କରିଥିଲେ। ଚାଣକ୍ୟ ରାଜନୀତି ସହ କୁଟନୀତିରେ ପାରଙ୍ଗମ ଥିଲେ। ସେ ଜୀବନରେ ନିଜର ଅଭିଜ୍ଞତା…

ଚମକାଇଲା ନୂଆ ଅଧ୍ୟୟନ, ପୁରୁଷଙ୍କ ତୁଳନାରେ ମହିଳାଙ୍କର ଶୁଣିବା କ୍ଷମତା ପ୍ରଖର

ପ୍ରାୟତଃ ଆପଣ ଲୋକମାନଙ୍କୁ ମଜାରେ କହିବାର ଶୁଣିଥିବେ ଯେ ମହିଳାଙ୍କ କାନ ବହୁତ ପ୍ରଖର ଥାଏ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ ମଜାରେ କୁହାଯାଇଥିବା ଏହି କଥାଟି ସମ୍ପୂର୍ଣ୍ଣ ସତ୍ୟ। ପ୍ରକୃତରେ, ସାଇଣ୍ଟିଫିକ ରିପୋର୍ଟରେ ପ୍ରକାଶିତ ଏକ ଅଧ୍ୟୟନରୁ…

ମାଟିରେ ଗାଧୋଇବାର ଫାଇଦା କ’ଣ? ଜାଣନ୍ତୁ ଖରାଦିନେ ଏହା କେତେ ଉପକାରୀ

ଗ୍ରୀଷ୍ମ ଋତୁରେ ମାଟିରେ ସ୍ନାନ କରିବା ଏକ ପ୍ରାଚୀନ ଆୟୁର୍ବେଦିକ ଚିକିତ୍ସା। ଏହାକୁ ସ୍ବାସ୍ଥ୍ୟ ପାଇଁ ବହୁତ ଲାଭଦାୟକ ବୋଲି ବିବେଚନା କରାଯାଏ। ମାଟିରେ ଥିବା ଖଣିଜ ପଦାର୍ଥ ଶରୀରକୁ ବିଷମୁକ୍ତ କରିବା ସହିତ ଚର୍ମକୁ ସଫା କରିବାରେ ସହାୟକ ହୋଇପାରେ।…

ଜାଣନ୍ତୁ କାହିଁକି ପାଳନ କରାଯାଏ ବିଶ୍ୱ ଅଟିଜିମ୍‌ ଦିବସ

ଅଟିଜିମ୍‌ ଏକ ମସ୍ତିଷ୍କ ସମ୍ବନ୍ଧୀୟ ରୋଗ। ଏହି ସମସ୍ୟା କେବଳ ଭାରତରେ ନୁହେଁ ବରଂ ବିଶ୍ବସ୍ତରରେ ମଧ୍ୟ ଏକ ଚିନ୍ତାଜନକ ବିଷୟ ଭାବେ ଉଭା ହୋଇଛି। ଅଟିଜିମ୍‌ ହେଉଛି ଏମିତି ଏକ ସମସ୍ୟା, ଯାହାର କୌଣସି ଚିକିତ୍ସା ନଥାଏ। ଏପରି ପରିସ୍ଥିତିରେ,…

ଆପଣଙ୍କର ଏହି ୧୦ ଅଭ୍ୟାସ ଅଛି କି? ଯୁବାବସ୍ଥାରେ ବୃଦ୍ଧ ପରି ଆସିବେ ନଜର, ତୁରନ୍ତ କରନ୍ତୁ ଉପଚାର

ବୟସ ବଢ଼ିବା ସହ ବାର୍ଦ୍ଧକ୍ୟ ଆସିବା ସ୍ବାଭାବିକ କଥା। ହେଲେ ବହୁତ ଲୋକ ଏଭଳି ଅଛନ୍ତି ଯେଉଁମାନେ କମ୍‌ ବୟସରେ ବୟସାଧିକ ଭଳି ନଜର ଆସନ୍ତି। ଏହାର କାରଣ ହେଉଛି ଲୋକଙ୍କ ଅଭ୍ୟାସ। ଜାଣତରେ ହେଉ ଅବା ଅଜଣାତରେ ଲୋକ ପ୍ରତିଦିନ…

ଓ୍ବିଣ୍ଡ ଚାଇମ୍‌ ଲଗାଉଥିଲେ…

ଓ୍ବିଣ୍ଡ ଚାଇମ୍‌ କେବଳ ଘରର ଶୋଭା ବଢାଏ ନାହିଁ ଏହା ଅନେକ ବାସ୍ତୁଦୋଷକୁ ବି ଠିକ୍‌ କରିଥାଏ ବୋଲି ବିଶ୍ୱାସ ରହିଛି। ତେବେ କେଉଁ କଲର୍‌ର ଓ୍ବିଣ୍ଡ ଚାଇମ୍‌ ଘରର କି ଉପକାର କରିଥାଏ, ଜାଣନ୍ତୁ ସେ ସମ୍ପର୍କରେ… ବାସ୍ତୁଶାସ୍ତ୍ର ଅନୁଯାୟୀ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri