Horoscope: କୁଣ୍ଡଳୀରେ ଚାକିରି ଯୋଗ କେମିତି ଲାଗେ, ଏହି ରାଶିରେ ହୁଏ ରାଜଯୋଗ
ଯଦି ଆପଣ ଚାକିରି ପାଇବା ପାଇଁ କଠିନ ଚେଷ୍ଟା କରୁଛନ୍ତି ଏବଂ କଠିନ ପରିଶ୍ରମ ପରେ ମଧ୍ୟ ତାହା ପାଇପାରୁନାହାଁନ୍ତି, ତେବେ ଆପଣଙ୍କ କୁଣ୍ଡଳୀରେ ଚାକିରି ପାଇବାର ସମ୍ଭାବନା ଅଛି କି ନାହିଁ ତାହା ଜାଣିବା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଯଦି…
ବ୍ଲାକ୍ ହେଡ୍ସ ନେଇ ଚିନ୍ତିତ କି : ଜାଣନ୍ତୁ…
କେତେକ ଲୋକଙ୍କ ନାକ ଏବଂ ଗାଲରେ ଅଧିକ ପରିମାଣରେ ବ୍ଲାକ୍ ହେଡ୍ସ ଦେଖାଯାଇଥାଏ। ବ୍ଲାକ୍ ହେଡ୍ସ ସେତେବେଳେ ହୁଏ ଯେତେବେଳେ ବାହାରର ଧୂଳି,ପ୍ରଦୂଷଣ ଆଦି ନାକର ଚାରିପଟେ ଅପରିଷ୍କାର ଜମା ହୋଇ ରହିଥାଏ। ଯଦି ଆପଣଙ୍କ ମୁହଁରେ ଅଧିକ ପରିମାଣରେ ବ୍ଲାକ୍…
ସାଧାରଣ ଖାଇବା ତେଲରେ ଥିବା ଉପାଦାନ ସ୍ତନ କର୍କଟ ସହ ଜଡ଼ିତ: ଗବେଷଣାରୁ ମିଳିଲା ନୂଆ ତଥ୍ୟ
ନୂଆଦିଲ୍ଲୀ,୧୭।୪: ସାଧାରଣ ଖାଇବା ତେଲରେ ବ୍ୟବହୃତ ଏକ ପ୍ରମୁଖ ଉପାଦାନ, ଲିନୋଲେଇକ ଏସିଡ (Linoleic Acid), ଆକ୍ରମଣାତ୍ମକ ସ୍ତନ କର୍କଟର ଆଶଙ୍କା ବଢ଼ାଇପାରେ ବୋଲି ସାମ୍ପ୍ରତିକ ଗବେଷଣାରୁ ଜଣାପଡ଼ିଛି। ବ୍ରିଟେନର ଖ୍ୟାତନାମା କର୍କଟ ବିଶେଷଜ୍ଞଙ୍କ ଏକ ଅଧ୍ୟୟନରେ ଦାବି କରାଯାଇଛି ଯେ…
ଏହି ରାଶିର ଲୋକମାନେ ହୁଅନ୍ତି ଅଧିକ ଧନୀ, କେବେ ବି ଅଭାବ ରହେନି…
ଅନେକ ଲୋକ ବିଶ୍ୱାସ କରନ୍ତି ଯେ କିଛି ରାଶିର ବ୍ୟକ୍ତି ଅନ୍ୟମାନଙ୍କ ତୁଳନାରେ ଅଧିକ ଧନୀ ହେବାର ସମ୍ଭାବନା ରଖନ୍ତି। ତେବେ, କେଉଁ ରାଶିର ଲୋକ ଅଧିକ ଧନୀ ହୋଇଥାନ୍ତି? ବୃଷ ରାଶି ଶୁକ୍ର ଗ୍ରହ ଦ୍ୱାରା ପରିଚାଳିତ ବୃଷ ରାଶିର…
ଏସବୁ ଖାଦ୍ୟ ଖାଇବା ପରେ ପାଣି ପିଇବା ଆଦୌ ଠିକ୍ ନୁହେଁ, ଜାଣନ୍ତୁ…
ଶରୀରକୁ ସୁସ୍ଥ ରଖିବାରେ ପାଣିର ଭୂମିକା ଯଥେଷ୍ଟ ରହିଥାଏ। କୁହାଯାଏ, ଜଣେ ସୁସ୍ଥ ବ୍ୟକ୍ତିଙ୍କୁ ପ୍ରତିଦିନ ୬ରୁ ୧୦ ଗ୍ଲାସ ପାଣି ପିଇବା ନିହାତି ଆବଶ୍ୟକ। କିନ୍ତୁ ଜରୁରୀ ନୁହେଁ, ସବୁ ଲୋକଙ୍କୁ ସମାନ ମାତ୍ରାର ପାଣି ପିଇବା ଦରକାର। ଶରୀରର…
ବଳକା ତେଲ ସ୍ବାସ୍ଥ୍ୟ ପାଇଁ କେତେ ଭଲ
ଚଟପଟା ଖାଦ୍ୟ ସଭିଙ୍କୁ ବେଶ୍ ପସନ୍ଦ। ଛୋଟଠାରୁ ବଡ଼ ସମସ୍ତେ ଏହାକୁ ଆଗ୍ରହରେ ଖାଇ ଥାଆନ୍ତି। ଏପଟେ ଭାରତୀୟ ଖାଦ୍ୟରେ ତେଲର ଭୂମିକା ମଧ୍ୟ ଯଥେଷ୍ଟ ଅଧିକ। ପକୁଡ଼ି ତିଆରିଠୁ ନେଇ ଛୁଙ୍କ ଲଗାଇବା ପର୍ଯ୍ୟନ୍ତ ସବୁଥିରେ ତେଲର ବ୍ୟବହାର ହୁଏ।…
ଯେତେ ରୋଜଗାର କଲେ ଅଣ୍ଟୁ ନାହିଁ କି? ଜାଣନ୍ତୁ କ’ଣ …
ଯେତେ ରୋଜଗାର କଲେ ଅଣ୍ଟୁ ନାହିଁ କି ? ଘରେ ସବୁ ବେଳେ ଦେଖାଯାଉଛି କି ଅଭାବ ତେବେ ନିଶ୍ଚୟ ଜାଣନ୍ତୁ ଏ ବିଷୟରେ। ଆର୍ଥିକ ସମସ୍ୟା ଦୂର କରିବାକୁ ଚାହୁଁଥିଲେ ଜାଣନ୍ତୁ କ’ଣ କୁହେ ବାସ୍ତୁ ଶାସ୍ତ୍ର। ଉତ୍ତର ଦିଗକୁ…
ଖାଲି ପେଟରେ ଏମିତି ଖାଆନ୍ତୁ ଭୃଶଙ୍ଗ ପତ୍ର:୫ ରୋଗରୁ ମିଳିବ ମୁକ୍ତି
ଅଧିକାଂଶ ଲୋକ ଖାଦ୍ୟକୁ ସ୍ବାଦିଷ୍ଟ କରିବା ପାଇଁ ଭୃଶଙ୍ଗ ପତ୍ର ବ୍ୟବହାର କରନ୍ତି। କିନ୍ତୁ ଆୟୁର୍ବେଦିକ ଦୃଷ୍ଟିକୋଣରୁ ଏହାର ଅନେକ ସ୍ବାସ୍ଥ୍ୟ ଲାଭ ଅଛି। ଏହାକୁ ସେବନ କରିବା ଦ୍ୱାରା ଶରୀରକୁ ଅନେକ ଲାଭ ମିଳିଥାଏ। ସକାଳେ ଖାଲି ପେଟରେ ନିୟମିତ…
ମହିଳାଙ୍କ ଅନେକ ସମସ୍ୟାର ସମାଧାନ କରେ ଗୁଡ଼ ପାଣି
ସକାଳେ ଗୁଡ଼ପାଣି ପିଇଲେ ପାଚନ କ୍ରିୟା ସ୍ବାଭାବିକ ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ ପୋଟାସିୟମ ଏବଂ ସୋଡିୟମ ରହିଥାଏ। ଫଳରେ ରକ୍ତଚାପ ନିୟନ୍ତ୍ରଣ କରିବାରେ ଗୁଡ଼ପାଣି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଅଧାଗ୍ଲାସେ ଗୁଡ଼ପାଣି ନିୟମିତ ପିଇଲେ ଲିଭର ସମସ୍ୟା ଦୂର…
କାର୍ଯ୍ୟଦକ୍ଷତା ବୃଦ୍ଧି କରେ ମନ ପସନ୍ଦର ସଙ୍ଗୀତ
ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ନିଜ ମନ ପସନ୍ଦର ସଙ୍ଗୀତ ଶୁଣନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ ସର୍ଭେରୁ ସେମାନେ ଏପରି ତଥ୍ୟ ଜାଣିବାକୁ ପାଇଛନ୍ତି। ପ୍ରତିଦିନ…
ଆଣ୍ଠୁଗଣ୍ଠି ସମସ୍ୟାରୁ ଉପଶମ ଦିଏ ଅଙ୍ଗୁର
ଆଜିକାଲି ଆଣ୍ଠୁଗଣ୍ଠି ସମସ୍ୟା ଏକ ସାଧାରଣ କଥା ପାଲଟି ଗଲାଣି କହିଲେ ଭୁଲ ହେବ ନାହିଁ। ବିଶେଷଭାବରେ ବୟସ ବଢ଼ିଲେ ଏହି ସମସ୍ୟା ଦେଖାଦେଇଥାଏ। ହେଲେ ଏବେ ଅସନ୍ତୁଳିତ ଜୀବନଶୈଳୀ ପାଇଁ ଯୁବପିଢ଼ି ମଧ୍ୟ ଏହାର ସମ୍ମୁଖୀନ ହେଉଛନ୍ତି। ତେବେ ଏଭଳି…
ବିଜ୍ଞାନର ଉନ୍ନତିରେ ଜର୍ମାନୀ ବୈଜ୍ଞାନିକଙ୍କ ଭୂମିକା
ମଧ୍ୟଯୁଗୀୟ ୟୁରୋପରେ ନିରୀକ୍ଷଣ, ପରୀକ୍ଷଣ ଓ ଗହନ ଗଣିତର ପରମ୍ପରା ନଥିଲା। ପଠନ ଓ ଅନୁଶୀଳନ ବୈଜ୍ଞାନିକ ଗତିବିଧିର ମାନଦଣ୍ଡ ଥିଲା। ପଣ୍ଡିତମାନେ ମୁଖ୍ୟତଃ ଦାର୍ଶନିକ ପୁସ୍ତକ ବା ଧର୍ମଗ୍ରନ୍ଥ ପଢ଼ାପଢ଼ି ଓ ତର୍ଜମା କରୁଥିଲେ ଏବଂ ବିଜ୍ଞାନର ଯାତ୍ରା ଏଇ…
Archives


