ଜୀବନଚର୍ଯ୍ୟା

ନିୟମିତ ଏହାକୁ ପିଇଲେ ଜିନ୍‌ରେ ଆସେ ପରିବର୍ତ୍ତନ…

ଦୈନଦିନ ଜୀବନରେ କେତେକ ଖାଦ୍ୟାଭାସ ଦ୍ୱାରା ଶରୀର ଉପରେ ନକାରାତ୍ମକ ପ୍ରଭାବ ପଡ଼ିଥାଏ। ନିୟମିତ ମଦ୍ୟପାନ କଲେ, ଏହା କୋଷରେ ଥିବା ଡିଏନ୍‌ଏ ସଂରଚନାକୁ ବିଶୃଙ୍ଖଳିତ କରେ। ଏହାଯୋଗୁ କର୍କଟ ରୋଗ ସୃଷ୍ଟି ହୋଇଥାଏ ବୋଲି ଗବେଷକ ସୂଚିତ କରିଛନ୍ତି। ସୁରାସାର…

କୋଲେଷ୍ଟରଲ କମାଏ ଏହି ରସ…

ସକାଳେ ଚାମୁଚେ ଅଁଳାରସ ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏହା ରକ୍ତ ସଞ୍ଚାଳନ ବୃଦ୍ଧି କରିବା ସହିତ କୋଲେଷ୍ଟରଲ ସ୍ତର ହ୍ରାସ କରେ। ଫଳରେ ରକ୍ତଚାପରୁ ମିଳିଥାଏ ମୁକ୍ତି। ପିପ୍‌ପଳୀ ସହିତ ସୈନ୍ଧବ ଲୁଣ ଏକତ୍ର ଚୂର୍ଣ୍ଣ କରି ସେଥିରେ…

କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଆପଣାନ୍ତୁ ଏହି ସହଜ ଉପାୟ…

ସକାଳୁ କିଛି ସମୟ ବ୍ୟାୟାମ କରିବା ପରେ କିଛି ଅଙ୍ଗୁର ଖାଇଲେ ସ୍ବାସ୍ଥ୍ୟ ଲାଗି ଖୁବ୍‌ ଭଲ। ନିୟମିତ ଏପରିକଲେ କିଡ୍‌ନୀ ଷ୍ଟୋନରୁ ମୁକ୍ତି ମିଳିଥାଏ। ଅଙ୍ଗୁରରେ ପୋଟାସିୟମ ସହିତ ପ୍ରଚୁର ପରିମାଣରେ ଜଳୀୟ ଅଂଶ ଅଛି। ଏଥିରେ ଆଲୁବୁମିନ୍‌ ଓ…

ଅବସାଦରୁ ଦୂରେଇ ରହିବା ପାଇଁ ସପ୍ତାହରେ ଥରେ କରନ୍ତୁ ଏପରି…

ପରିବର୍ତ୍ତିତ ଜୀବନଶୈଳୀରେ କେତେକ ମାନସିକ ଅବସାଦର ଶିକାର ହୋଇଥାନ୍ତି। ତେବେ ଏଥିରୁ ଦୂରେଇ ରହିବାର ରହିଛି ସହଜ ଉପାୟ। କାନ୍ଦିଲେ ମନରୁ ଅବସାଦ ଦୂର ହୋଇ ମାନସିକ ଶାନ୍ତି ମିଳିଥାଏ। କାନ୍ଦିବା ସମୟରେ ଶରୀରରେ ଆଣ୍ଡ୍ରୋନୋକ୍ରାଟିକୋଟ୍ରାପିକ୍‌ ଓ ଲ୍ୟୁସିନ୍‌ ନାମକ ହରମୋନ୍‌…

ସୁସ୍ଥ ଦାନ୍ତ ପାଇଁ…

ସୁସ୍ଥ ଓ ସୁନ୍ଦର ଦାନ୍ତ ସମସ୍ତଙ୍କୁ ପସନ୍ଦ। କାରଣ ଏହା ମୁଖମଣ୍ଡଳର ସୌନ୍ଦଯ୍ୟ ବୃଦ୍ଧି କରିଥାଏ। ଦାନ୍ତ ଅସୁସ୍ଥ ହେଲେ ଏହା ସମ୍ପୂର୍ଣ୍ଣ ଶରୀରକୁ ଅସୁସ୍ଥ କରିଦିଏ ବୋଲି ଡାକ୍ତର କୁହନ୍ତି। ଅଳ୍ପ ସାବଧାନତା ହିଁ ଆମ ଦାନ୍ତକୁ ସୁସ୍ଥ ରଖିଥାଏ।…

ଖରାଦିନେ କାହିଁକି ପିଅନ୍ତି ମାଠିଆ ପାଣି

ଗରମରେ ଥଣ୍ଡା ପାଣି ପିଇବାକୁ ମନ ହୁଏ। ଏଥିପାଇଁ ଘରେ ଲୋକେ ଫ୍ରିଜ ବ୍ୟବହାର କରିଥାନ୍ତି। ଫ୍ରିଜ ପାଣି ପାଟିକୁ ଭଲ ଲାଗିଥାଏ ହେଲେ ପେଟ ଗରମ ହୋଇଥାଏ। ଏହା ଶରୀରକୁ କ୍ଷତି ପହଞ୍ଚାଇ ଥାଏ। କିନ୍ତୁ ମାଠିଆ ପାଣି ଶରୀର…

ହରମୋନସ୍ତର ନିୟନ୍ତ୍ରଣ ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସ୍‌….

ବାୟୁପ୍ରଦୂଷଣ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କର ହରମୋନସ୍ତରରେ ଅନିୟମିତତା ଦେଖାଦେଇଥାଏ। ତେବେ ସହଜ ଘରୋଇ ଚିକିତ୍ସାରେ ଏଥିରୁ ମୁକ୍ତି ମିଳିପାରେ। ସକାଳୁ ନିତ୍ୟକର୍ମ ପରେ ଅଧାଗ୍ଲାସ ମିଶ୍ରି ପାଣି ପିଇଲେ ପେଟ ଥଣ୍ଡା ରହିବା ସହିତ ଶରୀରର ଅନେକ ଉପକାର…

ମାନସିକ ଶାନ୍ତି ଆଣିଥାଏ ଏହି ବ୍ୟାୟାମ…

ଆଖି ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ପ୍ରତିଦିନ ଆଖିର ବ୍ୟାୟାମ କଲେ ସୁଫଳ ମିଳିଥାଏ। ଦୁଇହାତ ପାପୁଲିକୁ ଘଷି ଘଷି ଗରମ କରି ବନ୍ଦ ଆଖି ଉପରେ ପାପୁଲିକୁ ହାଲ୍‌କା ଭାବେ ରଖିଲେ ମିଳିଥାଏ ଅନେକ ଉପକାର। ଏହି ସମୟରେ ଧୀରେ ଧୀରେ…

ହାତରୁ ଲୁଣ ପଡ଼ିଗଲେ ହୋଇଥାଏ ଏହି କ୍ଷତି

ଲୁଣ ବିନା ଖାଦ୍ୟର ସ୍ବାଦ ନାହିଁ। କିନ୍ତୁ ଜାଣିଛନ୍ତି ଲୁଣ ହାତରୁ ପଡ଼ିଗଲେ ଜୀବନରେ କ’ଣ ସମସ୍ୟା ସୃଷ୍ଟି ହୋଇଥାଏ। ବାସ୍ତୁଶାସ୍ତ୍ର ଅନୁସାରେ, ଲୁଣକୁ ଠିକ୍‌ ଭାବେ ନ ରଖିଲେ ଏହା ଆମ ଜୀବନରେ କୁପ୍ରଭାବ ପକାଇଥାଏ। ଦିଲ୍ଲୀର ବାସ୍ତୁ ବିଶେଷଜ୍ଞ…

ସମର ଫ୍ୟାଶନରେ ‘ଅରେଞ୍ଜ୍‌’ ଟ୍ରେଣ୍ଡ

ଭୁବନେଶ୍ୱର,୨୨।୪(ବ୍ୟୁରୋ)-ଫ୍ୟାଶନର ପରିଭାଷା ଦିନକୁ ଦିନ ପରିବର୍ତ୍ତନ ହେଉଥିବା ବେଳେ ଏଥିରେ ପ୍ରତିଦିନ ନୂଆ ନୂଆ ଷ୍ଟାଇଲ୍‌ ଓ ଷ୍ଟେଟ୍‌ମେଣ୍ଟ ଦେଖିବାକୁ ମିଳୁଛି। ଆଗରୁ କେବଳ କଳା, ଧଳା ଓ ଗାଢ଼ ରଙ୍ଗର ମୋହରେ ଥିବା ଫ୍ୟାଶନ ଇଣ୍ଡଷ୍ଟ୍ରୀ ଏବେ ରଙ୍ଗ ଉପରେ…

ମେଦବହୁଳତାରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ଦିନକୁ ଏଥିରୁ ଖାଆନ୍ତୁ ଚାମଚେ…

ପ୍ରତିଦିନ ଶରୀର ଲାଗି ଫ୍ୟାଟ ଆବଶ୍ୟକ ହୋଇଥାଏ। ଶରୀରର ଆବଶ୍ୟକତା ପୂରଣ ଲାଗି ପ୍ରତିଦିନ ଖାଦ୍ୟରେ ଗୋଟିଏ ଚାମଚେ ଗୁଆଘିଅ ସାମିଲ କଲେ ବେଶ୍‌ ସୁଫଳ ମିଳିଥାଏ। ଗୁଆଘିଅ ଖାଇବା ଦ୍ୱାରା ମେଦବହୁଳତା ସମସ୍ୟାରୁ ମିଳିଥାଏ ମୁକ୍ତି ମିଳେ ବୋଲି ଆୟୁବେର୍ଦରେ…

ଆଜ୍‌ମାରୁ ଦୂରେଇ ରହିବା ପାଇଁ ସକାଳେ ୧୫ ମିନିଟ୍‌ ଏପରି କରନ୍ତୁ…

ଆଜ୍‌ମା ସମସ୍ୟାରୁ ଦୂରେଇ ରହିବା ପାଇଁ ପ୍ରତିଦିନ ସକାଳେ ୧୫ ମିନିଟ୍‌ କଅଁଳ ଖରାରେ ବସିଲେ ସୁଫଳ ମିଳିଥାଏ। ଏଥିରେ ଭିଟାମିନ୍‌-ଡି ରହିଥାଏ। ଭିଟାମିନ୍‌-ଡି’ ଅନେକ ରୋଗର ଚିକିତ୍ସାରେ ପ୍ରଭାବଶାଳୀ ସାବ୍ୟସ୍ତ ହୋଇଥାଏ। ପ୍ରାକୃତିକ ଭାବେ ଭିଟାମିନ୍‌-ଡି’ ସୂର୍ଯ୍ୟକିରଣରୁ ମିଳିଥାଏ। ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri