ଜୀବନଚର୍ଯ୍ୟା

ହାତର ଶୋଭା ବଢ଼ାଏ ଷ୍ଟାଇଲିଶ୍‌ ରିଙ୍ଗ୍‌

ସୁନ୍ଦର ଦେଖାଯିବାକୁ କିଏ ବା ଇଚ୍ଛା ନ କରେ? ଯୁବତୀ ହୁଅନ୍ତୁ କି ମହିଳା ସମସ୍ତେ ମେକ୍‌ଅପ୍‌ ସହିତ ଶୃଙ୍ଗାର କରିଥାନ୍ତି। ଖାସ୍‌କରି ଯୁବତୀମାନେ ଶୃଙ୍ଗାରକୁ ବଢ଼ାଇବା ପାଇଁ ବିଭିନ୍ନ ପ୍ରକାର ଆସେସରିଜ୍‌ ବ୍ୟବହାର କରିଥାନ୍ତି। ଏଥିପାଇଁ କେତେକ ବିଷୟ ପ୍ରତି…

ଦାଗ ଦୂରକରିବ ପୁଦିନା

ପୁଦିନାରେ ବିଭିନ୍ନ ପ୍ରକାର ଔଷଧୀୟ ଗୁଣ ରହିବା ସହ ଏହା ମଧ୍ୟ ସୌନ୍ଦର୍ଯ୍ୟ ପାଇଁ ଲାଭକାରୀ ହୋଇଥାଏ। ତ୍ୱଚାରେ ଥିବା ଦାଗ ଦୂର କରିବାକୁ ଏହା କାମ ଦେଇଥାଏ। ପୁଦିନାରେ ଥିବା ଆଣ୍ଟି ବ୍ୟାକ୍ଟେରିଆ ଗୁଣ କାରଣରୁ ଏହା ତ୍ୱଚାକୁ ସଫା…

ପିଲାମାନଙ୍କ ବ୍ୟବହାରିକ ସମସ୍ୟା

  ପିଲାମାନେ ହେଉଛନ୍ତି ଆମ ସମାଜର ଅମୂଲ୍ୟ ସମ୍ପଦ। ସେମାନେ ହେଉଛନ୍ତି ଆମର ଭବିଷ୍ୟତ। ଯେତେବେଳେ ପିଲା ମାନଙ୍କର ବୟସ ବଢ଼ିଥାଏ, ସେମାନଙ୍କ ବ୍ୟବହାରରେ ଅନେକ ପରିବର୍ତ୍ତନ ଦେଖାଦେଇଥାଏ। କିନ୍ତୁ ବେଳେବେଳେ ସେମାନଙ୍କଠାରେ ଅନେକ ଗୁରୁତର ବ୍ୟବହାରଜନିତ ସମସ୍ୟା ଦେଖାଦେଇଥାଏ। ପିଲାମାନେ…

ଏହି ବ୍ଲଡ୍‌ ଗ୍ରୁପ୍‌ ଲୋକଙ୍କୁ ଡାଇବେଟିସ୍‌ ହେବା ଆଶଙ୍କା ଅଧିକ…

ଡାଇବେଟିସ୍‌ ପରିବର୍ତ୍ତିତ ଜୀବନଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ ହୋଇଥାଏ। ତେବେ କେତେକଙ୍କଠାରେ ଏହା ଦେଖାଯାଇ ନ ଥାଏ। ଅପରପକ୍ଷରେ କେତେକଙ୍କ ଠାରେ ଏହା ଗୁରୁତର ସମସ୍ୟା ସୃଷ୍ଟି କରିଥାଏ। ଏଥି ପାଇଁ ବ୍ଲଡ୍‌ ଗ୍ରୁପ୍‌ ମଧ୍ୟ ଦାୟୀ ବୋଲି ଚିକିତ୍ସା…

ଫ୍ରିଜ୍‌ରେ ଆଳୁ ରଖୁଥିଲେ ସାବଧାନ, ହୋଇପାରେ କ୍ୟାନସର

ଆଳୁର ସେବନ ସଭିଙ୍କୁ ପସନ୍ଦ। ଅଧିକାଂଶ ବ୍ୟଞ୍ଜନରେ ଏହାର ବ୍ୟବହାର କରାଯାଇଥାଏ। କିନ୍ତୁ କିଛି ଲୋକ ଏହାକୁ ଫ୍ରିଜ୍‌ରେ ରଖିଦିଅନ୍ତି; ଯାହା ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ ହାନିକାରକ। କାରଣ ଆଳୁ ଫ୍ରିଜ୍‌ରେ ରହିବା ପରେ କମ୍‌ ତାପମାତ୍ରା ଯୋଗୁ ଏଥିରେ ମହଜୁଦ୍‌…

ମଶାଙ୍କ ଜିନ୍‌ରୁ ମ୍ୟାଲେରିଆ ଚିକିତ୍ସା

ଗିଲୋଙ୍ଗ୍‌ ସ୍ଥିତ କମନ୍‌ୱେଲ୍‌ଥ ସାଇଣ୍ଟିିଫିକ୍‌ ଆଣ୍ଡ୍‌ ଇଣ୍ଡଷ୍ଟ୍ରିଆଲ୍‌ ଅର୍ଗାନାଇଜେସନ୍‌ର ବୈଜ୍ଞାନିକମାନେ ମଶାଙ୍କ ଶରୀରରେ ବାଗୋ ନାମକ ଏକ ପ୍ରୋଟିନ୍‌ର ସନ୍ଧାନ କରିଛନ୍ତି। ଏହାପୂର୍ବରୁ ମହୁମାଛିଙ୍କ ଶରୀରରେ ଏହି ପ୍ରୋଟିନ୍‌ ମିଳିଥିଲା। ମଶାଙ୍କୁ ଏହି ପ୍ରୋଟିନ୍‌ ସଂକ୍ରମିତ କୋଷିକାଠାରୁ ରକ୍ଷାକରିଥାଏ ଏବଂ ଆକ୍ରମଣକାରୀ…

ହୃଦ୍‌ଘାତ ହେଲେ ଶରୀରର ପ୍ରଥମେ କେଉଁ ସ୍ଥାନରେ ହୋଇଥାଏ ଯନ୍ତ୍ରଣା ଜାଣନ୍ତୁ

ହୃଦ୍‌ଘାତରେ ଆଜିକାଲି ଅଧିକାଂଶ ଶିକାର ହେଉଛନ୍ତି। ଏପରିକି ଏହି ସମସ୍ୟା କମ୍‌ ବୟସ ପିଲାଙ୍କଠାରେ ମଧ୍ୟ ଦେଖାଦେଉଛି। ଭାରତରେ ହୃଦ୍‌ଘାତରେ ମୃତ ବ୍ୟକ୍ତିଙ୍କ ସଂଖ୍ୟା ଢେର ଅଧିକ। ଡାକ୍ତରଙ୍କ କହିବା ଅନୁସାରେ, ହୃଦ୍‌ଘାତରେ ଆକ୍ରାନ୍ତ ହେବା ପୂର୍ବରୁ ଶରୀରର ୩ଟି ସ୍ଥାନରେ…

ସ୍ବା ସ୍ଥ୍ୟ ସୂ ଚ ନା

ରୋଗ ବିଷୟରେ ଡାକ୍ତର ଆପଣଙ୍କୁ ଯାହା ପଚାରୁଛନ୍ତି ନିଃସଙ୍କୋଚରେ ସମସ୍ତ ପ୍ରଶ୍ନର ଠିକ୍‌ ଉତ୍ତର ଦିଅନ୍ତୁ। କାରଣ ଯଦି କୌଣସି ବିଷୟକୁ ଆପଣ ପ୍ରକାଶ ନ କରନ୍ତି ତେବେ ତାହା ଆପଣଙ୍କ ପାଇଁ ସମସ୍ୟା ଡାକି ଆଣିଥାଏ। ଡାକ୍ତର ପରାମର୍ଶକୁ ଠିକ୍‌…

ସ୍ବାସ୍ଥ୍ୟୋପକାରୀ ଫଳ ଚୋପା

ତଟକା ଫଳମୂଳ ତଥା ପନିପରିବା ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା କହିବା ବାହୁଲ୍ୟ। ଏହାର ଚୋପାରେ ମଧ୍ୟ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ସେ ସମ୍ପର୍କରେ ଟିପ୍ସ… ଆଳୁ ଚୋପା: ଆଳୁରେ ଅଧିକ ପରିମାଣରେ ଷ୍ଟାର୍ଚ ରହିଛି, ଯାହା ଚର୍ମକୁ…

ରୋଗ ପ୍ରତିରୋଧକ ଶକ୍ତି ଓ ଡାଇବେଟିସ

ଡାଇବେଟିସ ଏପରି ଏକ ସମସ୍ୟା ଯାହା ଥରେ ଦେଖାଦେଲେ ତାହା ପରୋକ୍ଷରେ କେତେକ ରୋଗକୁ ଆମନ୍ତ୍ରଣ କରିଥାଏ। ଯଦି ଦୀର୍ଘ ମାସ ଧରି ଆପଣଙ୍କର ସୁଗାର ସ୍ତର ଅସନ୍ତୁଳିତ ରହିଲା ତେବେ ତାହା ଭବିଷ୍ୟତରେ ଅନେକ ସମସ୍ୟା ସୃଷ୍ଟିକରିବା ଯଥେଷ୍ଟ ଆଶଙ୍କା…

ଆକ୍ୟୁଟ୍‌ ଏନ୍‌ସେଫାଲାଇଟିସ ସିଣ୍ଡ୍ରୋମ

ଜୀବାଣୁଜନିତ ଏଇଏସ୍‌ ଯେକୌଣସି ଋତୁରେ ହୋଇପାରେ। ଭୂତାଣୁ ମଧ୍ୟରେ ଜାପାନୀ ଜ୍ୱର, ହରପିସ୍‌, ହାଡ଼ଫୁଟି, ମିଜିଲ୍ସ, ଗାଲୁଆ, ଡେଙ୍ଗୁ ଜ୍ୱର ଇତ୍ୟାଦି ମୁଖ୍ୟ ଭୂମିକା ନିଭେଇଥାନ୍ତି । ଜୀବାଣୁ ମଧ୍ୟରେ ଲେପ୍ଟୋସ୍ପାଇରା ଏବଂ ଯକ୍ଷ୍ମା, କୀଟାଣୁ ଭିତରେ ଆମୋଇବା, ଟକ୍ସୋପ୍ଲାଜମା, ସ୍କ୍ରବଟାଇଫସ୍‌…

ଦୈନନ୍ଦିନ ଜୀବନଶୈଳୀ ଓ ମସ୍ତିଷ୍କର କାର୍ଯ୍ୟଧାରା

ସନ୍ତୁଳିତ ଜୀବନଶୈଳୀ ଆମକୁ କେତେକାଂଶରେ ସୁସ୍ଥ ରଖିଥାଏ। ଯଦି ଜଣେ ବ୍ୟକ୍ତି ନିଜର ଜୀବନଶୈଳୀକୁ ଠିକ୍‌ ଭାବରେ ଆଗେଇ ନିଅନ୍ତି ତେବେ ତାଙ୍କର ମସ୍ତିଷ୍କ ଆହୁରି ସକ୍ରିୟ ରହିଥାଏ ବୋଲି ଗବେଷଣାରୁ ଜଣାପଡିଛି। ‘ଦୈନନ୍ଦିନ ଜୀବନଶୈଳୀ ଓ ମସ୍ତିଷ୍କର କାର୍ଯ୍ୟଧାରା’ ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?