ଜୀବନଚର୍ଯ୍ୟା

ସ୍ବାସ୍ଥ୍ୟୋପକାରୀ ଗାଜର ପତ୍ର

ଗାଜରକୁ ସମସ୍ତେ ଅଳ୍ପ ବହୁତେ ଜାଣନ୍ତି। ଭୋଜିଭାତରେ ଏହାର ବହୁଳ ବ୍ୟବହାର ହୋଇଥାଏ। କିନ୍ତୁ ଏହାର ପତ୍ରର ବ୍ୟବହାର ବିଷୟରେ ଆମର ଧାରଣା କମ୍‌, ସାଧାରଣତଃ ଏହାର ପତ୍ରକୁ ବ୍ୟବହାର ନ କରି ନଷ୍ଟ କରିଥାଉ। କିନ୍ତୁ ପତ୍ରରେ ବହୁ ଔଷଧୀୟ…

ସମସ୍ତଙ୍କ ପାଇଁ ସୁରକ୍ଷିତ ରକ୍ତ

”ରକ୍ତରେ ରହିଛି ଅଲଗା ଅଲଗା ଗ୍ରୁପ୍‌। ସାଧାରଣ ଭାବେ ଦେଖିଲେ ମୁଖ୍ୟ ରକ୍ତ ପ୍ରଣାଳୀକୁ କୁହାଯାଏ ଏବିଓ। ଏହି ପ୍ରଣାଳୀ ଅନୁସାରେ ରକ୍ତ ଗ୍ରୁପ୍‌ ୪ ପ୍ରକାର, ଯଥା: ଏ, ବି, ଏବି ଏବଂ ଓ। ଆମ ଭିତରୁ କାହାର ରକ୍ତ…

କର୍କଟରୁ ଦୂରେଇ ରଖେ ଏହି ସହଜ ଉପାୟ…

ସକାଳେ କିଛି ସମୟ ବ୍ୟାୟାମ ପରେ ୭-୮ଟି ଚିନା ବାଦାମ ଖାଇଲେ ଅନେକ ଉପକାର ମିଳେ। ନିୟମିତ ଏପରି କଲେ କ୍ୟାନସରରୁ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି। ଚିନା ବାଦାମରେ ଓମେଗା-୩ ଫ୍ୟାଟି ଏସିଡ୍‌ ରହିଥାଏ। ଏହା ଏକ…

ରୁଟିରେ ଘିଅ ଲଗାଇ ଖାଇଲେ ମିଳେ ଏସବୁ ଲାଭ

ଅଧିକାଂଶ ଲୋକେ ତେଲିଆ ଖାଦ୍ୟ ଖାଇବାକୁ ପସନ୍ଦ କରି ଥାଆନ୍ତି। ହେଲେ ଏହା ସ୍ବାସ୍ଥ୍ୟ ପକ୍ଷେ କ୍ଷତିକାରକ ବୋଲି ଡାକ୍ତର କୁହନ୍ତି। ଆଉ କେତେଜଣ ରୁଟିରେ ରିଫାଇନ୍‌ ତେଲ ଲଗାଇ ଖାଇବାକୁ ମଧ୍ୟ ପସନ୍ଦ କରନ୍ତି। କିନ୍ତୁ ଏହା ଶରୀର ପାଇଁ…

କ୍ୟାନସର୍‌ ଦୂର କରେ କଲରା

ଅଧିକାଂଶ ଲୋକ କଲରା ଖାଇବାକୁ ପସନ୍ଦ କରି ନ ଥାନ୍ତି। କିନ୍ତୁ କଲରାର ଅନେକ ଉପକାରୀ ଗୁଣ ରହିଛି। ଏହାକୁ ଖାଇଲେ କିମ୍ବା ଏହାର ଜୁସ୍‌ ପିଇଲେ ଖାଲି ଡାଏବେଟିସ୍‌ ନୁହେଁ ପ୍ରାଣଘାତୀ କ୍ୟାନସର୍‌ ମଧ୍ୟ ଭଲ ହୋଇଥାଏ ବୋଲି ଆମେରିକାର…

ଆତ୍ମବିଶ୍ୱାସ ଫେରିପାଇବାକୁ ହେଲେ କ’ଣ କରିବେ..

* କୌଣସି କାର୍ଯ୍ୟରେ ଅସଫଳ ହେବା ପରେ ଭାଙ୍ଗି ନ ପଡି ସେଥିରୁ ଉଚିତ ଶିକ୍ଷା ଲାଭ କରି ଆଗକୁ ବଢିବା ଲାଗି ଚେଷ୍ଟା କରନ୍ତୁ । * କିଛି ଭୁଲ ହୋଇଯିବ ଭାବି ପଛଘୁଞ୍ଚା ଦେବା ଅପେକ୍ଷା କାମଟିକୁ ଆତ୍ମ…

ନାରୀ ଶୃଙ୍ଗାରରେ ‘ଖୋଷା’: ଓଡ଼ିଆଣୀର କେଶ ବିନ୍ୟାସରେ ଥାଏ ପରମ୍ପରାର କଥା; ପାଶ୍ଚାତ୍ୟ ନାରୀମାନେ ବି ଖୋଷା ମୋହରେ

କେଶ ବିନ୍ୟାସ ଭିତରେ ଖୋଷା ହେଉଛି ଏପରି ଏକ କେଶ ବିନ୍ୟାସ, ଯାହା ଆରମ୍ଭରୁ ଆଜିିଯାଏ ରହିଆସିଛି। ତେବେ ସମୟ ଓ ପୋଷାକ ପରିଚ୍ଛଦକୁ ନେଇ ଯାହା ବଦଳେଇ ଦେଇଛି ତାର ପରିପାଟୀ। ତେବେ ଏତିକି ଯେ, ଖୋଷା ଯେମିତି ଯେଉଁ…

ହାର୍ଟ ଆଟାକ୍‌ରୁ ଦୂରେଇ ରଖେ ଏହି ଫଳ ଚୋପା…

ଡାଳିମ୍ବ ଖାଇସାରି କେତେକ ଏହାର ଚୋପାକୁ ଫିଙ୍ଗି ଦେଇଥାନ୍ତି। ତେବେ ଏହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏହାକୁ ଜୁସ୍‌ କରି ନିୟମିତ ପିଇଲେ ହାର୍ଟ ଆଟାକ୍‌ ଓ କର୍କଟ ରୋଗରୁ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ…

ଗର୍ଭାବସ୍ଥାରେ ପିଉଛନ୍ତି କି ମୃଦୁପାନୀୟ? ପଡ଼ିପାରନ୍ତି ଏହି ସମସ୍ୟାରେ

ଗର୍ଭାବସ୍ଥାରେ ମହିଳାମାନେ ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନ ଦେବା ଉଚିତ୍‌। କାରଣ ସେମାନେ ଖାଉଥିବା ଖାଦ୍ୟର ପ୍ରଭାବ ପେଟରେ ବଢ଼ୁଥିବା ଶିଶୁ ଉପରେ ପଡ଼ିବ। ଅନେକ ମହିଳା ନିଜକୁ ଅବହେଳା କରି ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତି ନାହିଁ। ଫଳରେ ସେମାନେ…

ଖରାଦିନେ ଫୁଡ୍‌ ପଏଜନିଂ ଆଶଙ୍କା ଅଧିକ: ଜାଣନ୍ତୁ କିଭଳି ପାଇବେ ମୁକ୍ତି

ଖରାଦିନେ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ସେଥିମଧ୍ୟରୁ ଶରୀରରୁ ଜଳୀୟଅଂଶ ପରିମାଣ କମ୍‌ ହେବା, ଭାଇରାଲ ଫିଭର୍‌, ଷ୍ଟ୍ରୋକ, ଫୁଡ ପଏଜନିଂ ଆଦି ଅନ୍ୟତମ। ଏହି ସବୁ ସମସ୍ୟାରୁ ମୁକ୍ତି ପାଇବାକୁ ଚାହୁଁଥିଲେ ସାବଧାନତା ଅବଲମ୍ବନ କରନ୍ତୁ। ଗରମରେ ଖାଦ୍ୟ…

ଚାହୁଁଛନ୍ତି କି ଉଜ୍ଜ୍ୱଳ ତ୍ୱଚା: ତରଭୁଜ, କଦଳୀ ଲଗାଇ ବଢ଼ାନ୍ତୁ ମୁଁହର ସୌନ୍ଦର୍ଯ୍ୟ

ଖରାଦିନେ ତରଭୁଜ ଖାଇବାକୁ ପ୍ରାୟ ସମସ୍ତେ ପସନ୍ଦ କରିଥାନ୍ତି। ଏଥିରେ ଥିବା ପୋଷକତତ୍ୱ ଶରୀରକୁ ସୁସ୍ଥ ରଖିବା ସହିତ ଶକ୍ତି ଯୋଗାଇଥାଏ। ଏହା ଶରୀରରେ ଜଳୀୟଅଂଶର ମାତ୍ରା ବଢ଼ାଇବା ସହିତ ତ୍ୱଚାକୁ ମଧ୍ୟ ଉଜ୍ଜ୍ୱଳ ରଖିଥାଏ। ଏଥିସହ ଖରା ଯୋଗୁ ଉପୁଜୁଥିବା…

ବହୁ ରୋଗର ମହୌଷଧି ରାମବାଣ କିଓ୍ବି

କିଓ୍ବି ଚାଇନାର ଏକ ଫଳ। ଏହାକୁ ଚାଇନାର ଜାତୀୟ ଫଳ ଭାବେ ମାନ୍ୟତା ଦିଆଯାଇଛି। ଏହା ଅଙ୍ଗୁର ପରି ହୋଇଥିଲେ ମଧ୍ୟ ଆକାରରେ ବଡ଼। ଖାଇବାକୁ ସ୍ବାଦିଷ୍ଠ ଲାଗିଥାଏ। ଚାଇନାରେ ଏହି ଫଳକୁ ୟଙ୍ଗ ତାଓ କୁହାଯାଏ। ତେବେ ବିଭିନ୍ନ ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?