ଜୀବନଚର୍ଯ୍ୟା

ରକ୍ତ ଶର୍କରା ଅଂଶ କମ୍‌ କରେ କଞ୍ଚାଲଙ୍କା

କଞ୍ଚାଲଙ୍କାରେ ରହିଛି ପ୍ରଚୁର ପରିମାଣରେ ଭିଟାମିନ୍‌ ଏ ଓ ସି। ଯାହା ଆମର ଦୃଷ୍ଟିଶକ୍ତି ବଢାଇବାରେ ସାହାଯ୍ୟ କରିଥାଏ। ଆଜିକାଲି ଅଧିକାଂଶ ଲୋକେ ଲାଲ ଲଙ୍କାକୁ ଖାଦ୍ୟରେ ସାମିଲ କରୁଥିବା ଦେଖାଯାଏ। ଯାହା ସ୍ବାସ୍ଥ୍ୟ ପାଇଁ ହାନିକାରକ। ନିକଟରେ ଏକ ଗବେଷଣାରୁ…

ଏହି ଶାଗ ଖାଆନ୍ତୁ ଉଚ୍ଚ ରକ୍ତଚାପରୁ ଦୂରେଇ ରୁହନ୍ତୁ…

ସଜନା ଶାଗରେ ଅନେକ ଉପକାରୀ ପୋଷକତତ୍ତ୍ୱ ରହିଛି । ସପ୍ତାହରେ ୨-୩ଥର ସଜନା ଶାଗ ଭଜା ଖାଇଲେ ଏହା କୋଲେଷ୍ଟରଲସ୍ତରକୁ ନିୟନ୍ତ୍ରିତ କରିବା ସହିତ ଉଚ୍ଚରକ୍ତଚାପ ସମସ୍ୟା ଦୂର କରେ। ସେହି ପ୍ରତିଦିନ ସକାଳେ ସଜନା ପତ୍ର ରସ ୨ ଚାମୁଚ…

ଏସିଡିଟି ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ଏହି ଜୁସ୍‌ ପିଅନ୍ତୁ ଅଧାକପ୍‌…

ସକାଳେ ଅଧାକପ୍‌ ତରଭୁଜ ଜୁସ୍‌ ପିଇଲେ ଅନେକ ଲାଭ ମିଳିଥାଏ। ଏଥିରେ ଓମେଗା ୩ ଏସିଡ୍‌ ପ୍ରଚୁର ପରିମାଣରେ ରହିଥାଏ। ତରଭୁଜ ଏସିଡିଟି ସମସ୍ୟାରୁ ମୁକ୍ତି ଦେବା ସହିତ ପାଚନ ପ୍ରକ୍ରିୟା ନିୟନ୍ତ୍ରଣ କରେ। ଏହି ଜୁସ୍‌କୁ ନିୟମିତ ପିଇଲେ ହାର୍ଟ…

ସ୍ବାସ୍ଥ୍ୟ ସମସ୍ୟା ଦୂର କରେ ଗୁଜୁରାତି

ଗୁଜୁରାତି ପ୍ରାୟ ସମସ୍ତଙ୍କ ରୋଷେଇ ଘରେ ଥାଏ। ଖାଦ୍ୟକୁ ସ୍ବାଦିଷ୍ଟ ଏବଂ ସୁଗନ୍ଧିତ କରିବା ପାଇଁ ଗୁଜୁରାତିର ବ୍ୟବହାର କରାଯାଇଥାଏ। ଏହା ମୁଖ ଦୁର୍ଗନ୍ଧ ମଧ୍ୟ ଦୂର କରେ। ଏଥିସହିତ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦୂର କରିଥାଏ। ଜାଣନ୍ତୁ ଏ ସମ୍ପର୍କରେ……

ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଯାଉଛନ୍ତି କି? ଏସବୁ ଦିଗ ପ୍ରତି ଧ୍ୟାନ ଦେଲେ ହୋଇଯିବେ ଉତ୍ତୀର୍ଣ୍ଣ

ଅନେକଙ୍କ ପାଖରେ ଟ୍ୟାଲେଣ୍ଟ ଥାଇ ସୁଦ୍ଧା ବେଳେବେଳେ କେତେକ ସ୍ଥାନରେ ଫେଲ୍‌ ହୋଇଥାନ୍ତି। ବିଶେଷକରି ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଯାଉଥିଲେ ମନରେ ଭୟ ରହିଥାଏ। ଏହାକୁୁ ସାମ୍ନା କରିବା ପାଇଁ କେତେକ ଦିଗ ପ୍ରତି ଧ୍ୟାନ ଦେଲେ ସହଜରେ ହୋଇଯିବେ…

ଲିଭର୍‌କୁ ସୁରକ୍ଷିତ ରଖେ ଏହି ପତ୍ର…

ଭୃସଙ୍ଗପତ୍ର ସ୍ବାସ୍ଥ୍ୟ ପାଇଁ ଲାଭକାରୀ । ପ୍ରତିଦିନ ସକାଳେ ଅଧାକପ୍‌ ଭୃସଙ୍ଗପତ୍ର ରସ ପିଇଲେ ଲିଭର ବିଭିନ୍ନ ସଂକ୍ରମଣରୁ ଦୂରେଇ ରୁହେ। ଏହାର କାର୍ଯ୍ୟକୁ ଭୃସଙ୍ଗପତ୍ର ରସ ସ୍ବାଭାବିକ କରେ। ଭୃସଙ୍ଗପତ୍ର ରସ ନିୟମିତ ପିଇଲେ ମଧୁମେହରୁ ମୁକ୍ତି ମିଳେ। ଏହା…

ଖରାଦିନେ ଖାଆନ୍ତୁ ଏହି ଖାଦ୍ୟ, କମ୍‌ ହେବ ରକ୍ତଚାପ

ବର୍ତ୍ତମାନ ଅଧିକାଂଶ ଲୋକ ରକ୍ତଚାପ ରୋଗରେ ପୀଡ଼ିତ। ଉଚ୍ଚ ରକ୍ତଚାପ ଶରୀରର ରକ୍ତପ୍ରବାହ ଉପରେ କୁପ୍ରଭାବ ପକାଇଥାଏ। ଯେଉଁ ବ୍ୟକ୍ତିଙ୍କର ଏପରି ସମସ୍ୟା ରହିଛି, ସେମାନଙ୍କୁ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ରଖିବା ପାଇଁ ଡାକ୍ତରମାନେ ପରାମର୍ଶ ଦେଇଥାନ୍ତି। ବିଶେଷକରି ଖରାଦିନେ ରକ୍ତଚାପ…

ସୁସ୍ଥ ଶିଶୁ ପାଇଁ…

ଗର୍ଭାବସ୍ଥାରେ ମହିଳାମାନେ ଉତ୍ତମ ଖାଦ୍ୟପେୟ ସହିତ ସ୍ବାସ୍ଥ୍ୟର ସଠିକ୍‌ ଯତ୍ନ ନେବାର ଆବଶ୍ୟକତା ପଡ଼ିଥାଏ। ଏହି ସମୟରେ ସାମାନ୍ୟ ତ୍ରୁଟି ମା’ ଓ ଛୁଆ ଉଭୟଙ୍କୁ କ୍ଷତି ପହଞ୍ଚାଇଥାଏ। ରକ୍ତ ଶର୍କରା, ବ୍ଲଡ୍‌ ପ୍ରେସର ଓ ଶରୀରର ଓଜନ ଆଦି ଦିଗ…

ନିୟମିତ ଏହାକୁ ପିଇଲେ ଜିନ୍‌ରେ ଆସେ ପରିବର୍ତ୍ତନ…

ଦୈନଦିନ ଜୀବନରେ କେତେକ ଖାଦ୍ୟାଭାସ ଦ୍ୱାରା ଶରୀର ଉପରେ ନକାରାତ୍ମକ ପ୍ରଭାବ ପଡ଼ିଥାଏ। ନିୟମିତ ମଦ୍ୟପାନ କଲେ, ଏହା କୋଷରେ ଥିବା ଡିଏନ୍‌ଏ ସଂରଚନାକୁ ବିଶୃଙ୍ଖଳିତ କରେ। ଏହାଯୋଗୁ କର୍କଟ ରୋଗ ସୃଷ୍ଟି ହୋଇଥାଏ ବୋଲି ଗବେଷକ ସୂଚିତ କରିଛନ୍ତି। ସୁରାସାର…

କୋଲେଷ୍ଟରଲ କମାଏ ଏହି ରସ…

ସକାଳେ ଚାମୁଚେ ଅଁଳାରସ ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏହା ରକ୍ତ ସଞ୍ଚାଳନ ବୃଦ୍ଧି କରିବା ସହିତ କୋଲେଷ୍ଟରଲ ସ୍ତର ହ୍ରାସ କରେ। ଫଳରେ ରକ୍ତଚାପରୁ ମିଳିଥାଏ ମୁକ୍ତି। ପିପ୍‌ପଳୀ ସହିତ ସୈନ୍ଧବ ଲୁଣ ଏକତ୍ର ଚୂର୍ଣ୍ଣ କରି ସେଥିରେ…

କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଆପଣାନ୍ତୁ ଏହି ସହଜ ଉପାୟ…

ସକାଳୁ କିଛି ସମୟ ବ୍ୟାୟାମ କରିବା ପରେ କିଛି ଅଙ୍ଗୁର ଖାଇଲେ ସ୍ବାସ୍ଥ୍ୟ ଲାଗି ଖୁବ୍‌ ଭଲ। ନିୟମିତ ଏପରିକଲେ କିଡ୍‌ନୀ ଷ୍ଟୋନରୁ ମୁକ୍ତି ମିଳିଥାଏ। ଅଙ୍ଗୁରରେ ପୋଟାସିୟମ ସହିତ ପ୍ରଚୁର ପରିମାଣରେ ଜଳୀୟ ଅଂଶ ଅଛି। ଏଥିରେ ଆଲୁବୁମିନ୍‌ ଓ…

ଅବସାଦରୁ ଦୂରେଇ ରହିବା ପାଇଁ ସପ୍ତାହରେ ଥରେ କରନ୍ତୁ ଏପରି…

ପରିବର୍ତ୍ତିତ ଜୀବନଶୈଳୀରେ କେତେକ ମାନସିକ ଅବସାଦର ଶିକାର ହୋଇଥାନ୍ତି। ତେବେ ଏଥିରୁ ଦୂରେଇ ରହିବାର ରହିଛି ସହଜ ଉପାୟ। କାନ୍ଦିଲେ ମନରୁ ଅବସାଦ ଦୂର ହୋଇ ମାନସିକ ଶାନ୍ତି ମିଳିଥାଏ। କାନ୍ଦିବା ସମୟରେ ଶରୀରରେ ଆଣ୍ଡ୍ରୋନୋକ୍ରାଟିକୋଟ୍ରାପିକ୍‌ ଓ ଲ୍ୟୁସିନ୍‌ ନାମକ ହରମୋନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?