ଜୀବନଚର୍ଯ୍ୟା

ସୁସ୍ଥ ଦାନ୍ତ ପାଇଁ…

ସୁସ୍ଥ ଓ ସୁନ୍ଦର ଦାନ୍ତ ସମସ୍ତଙ୍କୁ ପସନ୍ଦ। କାରଣ ଏହା ମୁଖମଣ୍ଡଳର ସୌନ୍ଦଯ୍ୟ ବୃଦ୍ଧି କରିଥାଏ। ଦାନ୍ତ ଅସୁସ୍ଥ ହେଲେ ଏହା ସମ୍ପୂର୍ଣ୍ଣ ଶରୀରକୁ ଅସୁସ୍ଥ କରିଦିଏ ବୋଲି ଡାକ୍ତର କୁହନ୍ତି। ଅଳ୍ପ ସାବଧାନତା ହିଁ ଆମ ଦାନ୍ତକୁ ସୁସ୍ଥ ରଖିଥାଏ।…

ଖରାଦିନେ କାହିଁକି ପିଅନ୍ତି ମାଠିଆ ପାଣି

ଗରମରେ ଥଣ୍ଡା ପାଣି ପିଇବାକୁ ମନ ହୁଏ। ଏଥିପାଇଁ ଘରେ ଲୋକେ ଫ୍ରିଜ ବ୍ୟବହାର କରିଥାନ୍ତି। ଫ୍ରିଜ ପାଣି ପାଟିକୁ ଭଲ ଲାଗିଥାଏ ହେଲେ ପେଟ ଗରମ ହୋଇଥାଏ। ଏହା ଶରୀରକୁ କ୍ଷତି ପହଞ୍ଚାଇ ଥାଏ। କିନ୍ତୁ ମାଠିଆ ପାଣି ଶରୀର…

ହରମୋନସ୍ତର ନିୟନ୍ତ୍ରଣ ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସ୍‌….

ବାୟୁପ୍ରଦୂଷଣ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କର ହରମୋନସ୍ତରରେ ଅନିୟମିତତା ଦେଖାଦେଇଥାଏ। ତେବେ ସହଜ ଘରୋଇ ଚିକିତ୍ସାରେ ଏଥିରୁ ମୁକ୍ତି ମିଳିପାରେ। ସକାଳୁ ନିତ୍ୟକର୍ମ ପରେ ଅଧାଗ୍ଲାସ ମିଶ୍ରି ପାଣି ପିଇଲେ ପେଟ ଥଣ୍ଡା ରହିବା ସହିତ ଶରୀରର ଅନେକ ଉପକାର…

ମାନସିକ ଶାନ୍ତି ଆଣିଥାଏ ଏହି ବ୍ୟାୟାମ…

ଆଖି ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ପ୍ରତିଦିନ ଆଖିର ବ୍ୟାୟାମ କଲେ ସୁଫଳ ମିଳିଥାଏ। ଦୁଇହାତ ପାପୁଲିକୁ ଘଷି ଘଷି ଗରମ କରି ବନ୍ଦ ଆଖି ଉପରେ ପାପୁଲିକୁ ହାଲ୍‌କା ଭାବେ ରଖିଲେ ମିଳିଥାଏ ଅନେକ ଉପକାର। ଏହି ସମୟରେ ଧୀରେ ଧୀରେ…

ହାତରୁ ଲୁଣ ପଡ଼ିଗଲେ ହୋଇଥାଏ ଏହି କ୍ଷତି

ଲୁଣ ବିନା ଖାଦ୍ୟର ସ୍ବାଦ ନାହିଁ। କିନ୍ତୁ ଜାଣିଛନ୍ତି ଲୁଣ ହାତରୁ ପଡ଼ିଗଲେ ଜୀବନରେ କ’ଣ ସମସ୍ୟା ସୃଷ୍ଟି ହୋଇଥାଏ। ବାସ୍ତୁଶାସ୍ତ୍ର ଅନୁସାରେ, ଲୁଣକୁ ଠିକ୍‌ ଭାବେ ନ ରଖିଲେ ଏହା ଆମ ଜୀବନରେ କୁପ୍ରଭାବ ପକାଇଥାଏ। ଦିଲ୍ଲୀର ବାସ୍ତୁ ବିଶେଷଜ୍ଞ…

ସମର ଫ୍ୟାଶନରେ ‘ଅରେଞ୍ଜ୍‌’ ଟ୍ରେଣ୍ଡ

ଭୁବନେଶ୍ୱର,୨୨।୪(ବ୍ୟୁରୋ)-ଫ୍ୟାଶନର ପରିଭାଷା ଦିନକୁ ଦିନ ପରିବର୍ତ୍ତନ ହେଉଥିବା ବେଳେ ଏଥିରେ ପ୍ରତିଦିନ ନୂଆ ନୂଆ ଷ୍ଟାଇଲ୍‌ ଓ ଷ୍ଟେଟ୍‌ମେଣ୍ଟ ଦେଖିବାକୁ ମିଳୁଛି। ଆଗରୁ କେବଳ କଳା, ଧଳା ଓ ଗାଢ଼ ରଙ୍ଗର ମୋହରେ ଥିବା ଫ୍ୟାଶନ ଇଣ୍ଡଷ୍ଟ୍ରୀ ଏବେ ରଙ୍ଗ ଉପରେ…

ମେଦବହୁଳତାରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ଦିନକୁ ଏଥିରୁ ଖାଆନ୍ତୁ ଚାମଚେ…

ପ୍ରତିଦିନ ଶରୀର ଲାଗି ଫ୍ୟାଟ ଆବଶ୍ୟକ ହୋଇଥାଏ। ଶରୀରର ଆବଶ୍ୟକତା ପୂରଣ ଲାଗି ପ୍ରତିଦିନ ଖାଦ୍ୟରେ ଗୋଟିଏ ଚାମଚେ ଗୁଆଘିଅ ସାମିଲ କଲେ ବେଶ୍‌ ସୁଫଳ ମିଳିଥାଏ। ଗୁଆଘିଅ ଖାଇବା ଦ୍ୱାରା ମେଦବହୁଳତା ସମସ୍ୟାରୁ ମିଳିଥାଏ ମୁକ୍ତି ମିଳେ ବୋଲି ଆୟୁବେର୍ଦରେ…

ଆଜ୍‌ମାରୁ ଦୂରେଇ ରହିବା ପାଇଁ ସକାଳେ ୧୫ ମିନିଟ୍‌ ଏପରି କରନ୍ତୁ…

ଆଜ୍‌ମା ସମସ୍ୟାରୁ ଦୂରେଇ ରହିବା ପାଇଁ ପ୍ରତିଦିନ ସକାଳେ ୧୫ ମିନିଟ୍‌ କଅଁଳ ଖରାରେ ବସିଲେ ସୁଫଳ ମିଳିଥାଏ। ଏଥିରେ ଭିଟାମିନ୍‌-ଡି ରହିଥାଏ। ଭିଟାମିନ୍‌-ଡି’ ଅନେକ ରୋଗର ଚିକିତ୍ସାରେ ପ୍ରଭାବଶାଳୀ ସାବ୍ୟସ୍ତ ହୋଇଥାଏ। ପ୍ରାକୃତିକ ଭାବେ ଭିଟାମିନ୍‌-ଡି’ ସୂର୍ଯ୍ୟକିରଣରୁ ମିଳିଥାଏ। ଏହା…

ଶୋଇବା ପୂର୍ବରୁ ପିଅନ୍ତୁ ଉଷୁମ ପାଣି, ମିଳିବ ଏହି ଫାଇଦା

ଗରମଦିନରେ ଥଣ୍ଡାପାଣି ସମସ୍ତଙ୍କର ପ୍ରିୟ ହୋଇଥାଏ। କିନ୍ତୁ ଉଷୁମ ପାଣି ଦେହକୁ ସୁସ୍ଥ ରଖିଥାଏ। ଉଷୁମ ପାଣି ପିଇଲେ ଶରୀରରୁ ବ୍ୟାକ୍ଟେରିଆ ମରି ଯାଇଥାନ୍ତି। ଅଧିକାଂଶ ଲୋକ ସୁସ୍ଥ ରହିବାକୁ ସକାଳେ ଉଷୁମ ପାଣି ପିଇଥାନ୍ତି। କିନ୍ତୁ ସକାଳ ଅପେକ୍ଷା ରାତିରେ…

କୋଲେଷ୍ଟରଲ କମାଇବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାକପ୍‌…

ସକାଳେ ନିତ୍ୟକର୍ମ ସାରି ଡାଲଚିନି ଚା‘ ପିଇଲେ ଏହା ଶରୀର ପାଇଁ ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଏହା ରକ୍ତ ଶର୍କରାକୁ ନିୟନ୍ତ୍ରଣ କରିବା ସହିତ କୋଲେଷ୍ଟରଲସ୍ତର କମାଏ। ଏହା ସହିତ ଏହି ଚା’ ପାଚନତନ୍ତ୍ରକୁ ସ୍ବାଭାବିକ କରି ରୋଗ ପ୍ରତିଷେଧକ…

ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଅଭ୍ୟାସକରି ପ୍ରତିଦିନ ସକାଳେ ଖାଲିପାଦରେ ଘାସରେ ଚାଲିଲେ ଅନେକ ଉପକାର ମିଳିଥାଏ। ଘାସ ଉପରେ ପଡ଼ିଥିବା କାକର ପାଦରେ ଲାଗିଲେ ମସ୍ତିଷ୍କର କାର୍ଯ୍ୟକାରୀତା ବୃଦ୍ଧି ପାଇଥାଏ। ଫଳରେ ଚିନ୍ତା ଓ ବିଚାର ଶକ୍ତି ବିକଶିତ ହୋଇପାରିଥାଏ।…

ଏସିଡିଟି ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳୁ ଏଥିରୁ ପିଅନ୍ତୁ ଅଧାଗ୍ଲାସ…

ଥଣ୍ଡା କ୍ଷୀର ପିଇଲେ ଅନେକ ସୁଫଳ ମିଳିଥାଏ। ଏହା ଦ୍ୱାରା ଏସିଡିଟି ସମସ୍ୟା ଦୂର ହୁଏ। ଏହା ପାଚନ କ୍ରିୟାକୁ ସ୍ବାଭାବିକ କରିବା ସହିତ ହାଇଡ୍ରୋକ୍ଲୋରିକ୍‌ ଏସିଡ୍‌ କ୍ଷରଣକୁ ନିୟନ୍ତ୍ରିତ କରିଥାଏ। ଥଣ୍ଡା କ୍ଷୀର ପ୍ରତିଦିନ ସକାଳେ ଅଧାଗ୍ଲାସ ପିଇଲେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?