ଅନ୍ୟ ଉପରେ ସହଜରେ ବିଶ୍ୱାସ କରୁଛନ୍ତି କି? ମନେରଖନ୍ତୁ…
ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ବିଷୟରେ ଉଲ୍ଲେଖ କରାଯାଇଛି। ଏହାକୁ ମାନିଲେ ଯେକେହି ସଫଳ ଏବଂ ସୁଖୀ ଜୀବନ ଅତିବାହିତ କରିପାରିବ। ସେଭଳି ଗୋଟିଏ ବିଷୟ ହେଲା ବିଶ୍ୱାସ। ଚାଣକ୍ୟ କୁହନ୍ତି କାହା...
ବଢୁଛି କଫି କ୍ରେଜ୍
ଦୁନିଆର ସବୁଠାରୁ ଲୋକପ୍ରିୟ ପାନୀୟ ମଧ୍ୟରୁ କଫି ଅନ୍ୟତମ। କଫି ପ୍ରେମୀମାନେ ଦୁନିଆର ପ୍ରତ୍ୟେକ କୋଣରେ ଦେଖିବାକୁ ମିଳେ। ଭାରତ ଭଳି ଦେଶରେ କଫି ଏବଂ ଚା’ ବିନା ସକାଳ ଆରମ୍ଭ ଯେମିତି ହୁଏ ନାହିଁ। ପ୍ରତିବର୍ଷ ଅକ୍ଟୋବର ୧ରେ...
ରକ୍ତ ଦାନ, ମହତ କାମ: ସ୍ବେଚ୍ଛାକୃତ ରକ୍ତଦାନ ପାଇଁ ଆଗେଇ ଆସନ୍ତୁ
ରକ୍ତ ଦାନ ହେଉଛି ଏକ ମହତ କାମ। କାରଣ ରକ୍ତ ଦାନ କରି ଜଣେ ଅନ୍ୟ ଜଣଙ୍କର ଜୀବନ ରକ୍ଷା କରିପାରିବେ। ପ୍ରତିବର୍ଷ ଅକ୍ଟୋବର ୧ରେ ସାରା ଦେଶରେ ‘ଜାତୀୟ ସ୍ବେଚ୍ଛାକୃତ ରକ୍ତ ଦାନ ଦିବସ’ ପାଳନ କରାଯାଏ। ଏହି...
ଚିନାବାଦାମ ଖାଉଥିଲେ
ଚିନାବାଦାମ ଖାଇବା ଅନେକଙ୍କର ପସନ୍ଦ। ତେବେ ଭଜା ଚିନାବାଦାମ ତୁଳନାରେ ସିଝା ଚିନାବାଦାମ ଖାଇଲେ ଶରୀରକୁ ଅନେକ ଉପକାର ମିଳିଥାଏ। ପ୍ରଥମତଃ ଭଜା ଚିନାବାଦାମ ତୁଳନାରେ ଏହା ସେତେ ବେଶୀ ଗ୍ୟାସ ସମସ୍ୟା ସୃଷ୍ଟି କରେନାହିଁ। ଦ୍ୱିତୀୟତଃ ଚିନାବାଦାମକୁ ସିଝାଇ...
ଫଟୋ ବି ବଦଳାଇପାରେ ଭାଗ୍ୟ: ଜାଣନ୍ତୁ କେମିତି…
ପ୍ରତ୍ୟେକ ବ୍ୟକ୍ତିଙ୍କର ସମସ୍ୟା ଭିନ୍ନ ଭିନ୍ନ ହୋଇଥାଏ। କାହାର ଚାକିରିକୁ ନେଇ ଟେନ୍ସନ୍ ରହିଥାଏ ତ କାହାର ବିଜ୍ନେସ୍କୁ ନେଇ। ପୁଣି କିଏ ପଇସାପତ୍ର ପାଇଁ ଅବସାଦରେ ରହିଥାଏ ତ କାହାର ପାରିବାରିକ ସମସ୍ୟା ମୁଣ୍ଡବିନ୍ଧାର କାରଣ ସାଜିଥାଏ। କିନ୍ତୁ...
ଟେନ୍ସନ୍ରେ ରହୁଛନ୍ତି କି? ଦେଖାଦେଇପାରେ ଏହି ବଡ଼ ସମସ୍ୟା…
ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ନିଜ ଜୀବନଶୈଳୀ ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବା ଦରକାର। କାରଣ ନିଜକୁ ସୁସ୍ଥ ରଖିବା ପଛରେ ଏହା ଅନେକାଂଶରେ ସାହାଯ୍ୟ କରିଥାଏ। ଯଦି ଜଣେ ବ୍ୟକ୍ତି ଉନ୍ନତ ଜୀବନଶୈଳୀ ଅନୁସରଣ କରନ୍ତି, ତେବେ ତାଙ୍କର ହୃତ୍ପିଣ୍ଡ...
ସୁସ୍ଥ ହୃତ୍ପିଣ୍ଡ, ନୀରୋଗ ଶରୀର
ମଣିଷ ଶରୀରରେ ହୃତ୍ପିଣ୍ଡ ମୁଖ୍ୟତଃ ଏକ ମାଂସପେଶୀୟ ଅଙ୍ଗ। ଏହାର ଆକାର ହାତର ମୁଠା ସହ ପ୍ରାୟ ସମାନ। ଓଜନ ୨୫୦-୩୫୦ ଗ୍ରାମ୍, ଲମ୍ବ ୧୨ ସେମି, ଚଉଡ଼ା ୮ ସେମି ଓ ମୋଟେଇ ପାଖାପାଖି ୬ ସେମି। ଏହା...
ଜଳାତଙ୍କ କ’ଣ, ଏହା କିପରି ବ୍ୟାପେ ଜାଣନ୍ତୁ…
‘ଓ୍ବାଲର୍ଡ ରାବିଜ୍ ଡେ’ ବା ବିଶ୍ୱ ଜଳାତଙ୍କ ଦିବସ ପ୍ରତିବର୍ଷ ସେପ୍ଟେମ୍ବର ୨୮ ତାରିଖରେ ପାଳନ କରାଯାଇଥାଏ। ଏହି ଦିନ ଜଳାତଙ୍କର ପ୍ରତିଷେଧକ ଟିକା ଉଦ୍ଭାବନ କରିଥିବା ଲୁଇ ପାଶ୍ଚରଙ୍କ ପରଲୋକ ଘଟିଥିଲା। ଏହି ଦିବସରେ ବିଭିନ୍ନ ଗଣମାଧ୍ୟମ ଏବଂ...
ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?
ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।
ଏସବୁ ଗୁଣକୁ କାଢ଼ି ଫୋପାଡି ଦେଲେ ରାତାରାତି ହୋଇଯିବେ…
ମହାନ ଆଚାର୍ଯ୍ୟ ତଥା ପଣ୍ଡିତ ଚାଣକ୍ୟଙ୍କ ନୀତିଶାସ୍ତ୍ର ବିଭିନ୍ନ ବିଷୟ ଉପରେ ପ୍ରଚାର କରିବା ସହିତ ସଠିକ୍ ମାର୍ଗଦର୍ଶନ କରାଇଥାଏ। ସେ ବ୍ୟକ୍ତିଗତ ହେଉ କି ସାମାଜିକ ଏବଂ ରାଜନୈତିକ ଜୀବନ ପାଇଁ ଚାଣକ୍ୟଙ୍କ ନୀତି ମାର୍ଗଦର୍ଶନ କରିଥାଏ। ଏହି...
ସନ୍ତୁଳିତ ରହିବ ଡାଇବେଟିସ୍
ଆଜିକାଲି ଡାଇବେଟିସ୍ ଏକ ସାଧାରଣ ସ୍ବାସ୍ଥ୍ୟ ସମସ୍ୟା ପାଲଟିଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ଡାଇବେଟିସ୍ ଯଦି ଜଟିଳ ଆକାର ଧାରଣ କରେ ଏବଂ ରକ୍ତରେ ସୁଗାର ପରିମାଣ ଅଧିକାଂଶ ସମୟ ଅସନ୍ତୁଳିତ ରହେ, ତେବେ ଏହାର ପ୍ରଭାବ...
Archives


