ଆଲର୍ଜି ସମସ୍ୟା ଥିଲେ..ଆପଣାନ୍ତୁ ଏହି ଟିପ୍ସ
ଭିଟାମିନ୍-ଇ ଆମ ଶରୀର ପାଇଁ ବେଶ୍ ଲାଭପ୍ରଦ। ବିଶେଷ ଭାବରେ ଏଥିରେ ତତ୍ତ୍ୱ ରହିଛି ଯାହା ଆଲର୍ଜି ଭଳି ସମସ୍ୟାରୁ କେତେକାଂଶରେ ରକ୍ଷା କରିଥାଏ। କେବଳ ସେତିକି ନୁହେଁ, ଏପରି ଖାଦ୍ୟ ଖାଇବା ଦ୍ୱାରା ଆମ ଶରୀରରେ ରୋଗ ପ୍ରତିରୋଧକ...
ଦୀର୍ଘାୟୁ ହେବାର ସହଜ ଉପାୟ
ଦୀର୍ଘାୟୁ ହେବାକୁ କିଏ ବା ନ ଚାହେଁ? ହେଲେ କେବଳ କହିଦେଲେ ତ ହେବ ନାହିଁ ଏଥିପାଇଁ କେତୋଟି ଦିଗ ପ୍ରତି ଧ୍ୟାନ ଦେବାକୁ ପଡିଥାଏ। ବିଶେଷଭାବରେ ଖାଦ୍ୟପେୟ ଏବଂ ଜୀବନଶୈଳୀ ପ୍ରତି ସତର୍କ ରହିବା ଦରକାର। ହେଲେ ଦୀର୍ଘାୟୁ...
ଆକ୍ୱାରିୟମ୍ ରଖୁଥିଲେ ଜାଣିରଖନ୍ତୁ ଏସବୁ ବାସ୍ତୁ ନିୟମ, ବଢ଼ିବ ଐଶ୍ୱର୍ଯ୍ୟ…
ଘରେ ଆକ୍ୱାରିୟମ୍ ରଖିଲେ ବହୁତ ଉନ୍ନତି ହୋଇଥାଏ ବୋଲି ବିଶ୍ୱାସ ରହିଛି। କିନ୍ତୁ ଏଥିପାଇଁ କିଛିଟା ବାସ୍ତୁ ନିୟମ ଜାଣିବା ବି ଜରୁରୀ… *ଆକ୍ୱାରିୟମ୍ରେ ସର୍ବଦା ୯ଟି ମାଛ ରଖିବା ଶୁଭ ହୋଇଥାଏ ବୋଲି ବାସ୍ତୁଶାସ୍ତ୍ରରେ କୁହାଯାଇଛି। ତନ୍ମଧ୍ୟରୁ ୮ଟି...
ସମ୍ପତ୍ତି ବଢାଇବାକୁ ଚାହୁଁଛନ୍ତିକି? ଆପଣାନ୍ତୁ ଏଭଳି ବାସ୍ତୁ ଉପାୟ…
ଧନପ୍ରାପ୍ତିର ଇଚ୍ଛା ସମସ୍ତଙ୍କର ଥାଏ। ସେଥିପାଇଁ କିଏ କେତେ ପରିଶ୍ରମ ବି କରିଥାନ୍ତି। ହେଲେ ଏମିତି କେତୋଟି ସହଜ ବାସ୍ତୁ ଉପାୟ ରହିଛି; ଯାହାକୁ ଆପଣାଇଲେ ଘରେ ଧନସମ୍ପତ୍ତି ବଢିଥାଏ ବୋଲି ବିଶ୍ୱାସ କରାଯାଏ… * ଧନର ଦେବତା କୁବେର...
ପିଲାମାନଙ୍କୁ ସବୁକ୍ଷେତ୍ର ସଫଳ କରିବାକୁ ଚାହୁଁଥିଲେ ଆପଣାନ୍ତୁ ଏହି ଟିପ୍ସ
ପିଲାଙ୍କର ସବୁକ୍ଷେତ୍ରରେ ସଫଳତା ନିମନ୍ତେ ଶିଷ୍ଟାଚାର ଓ ଅନୁଶାସନର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେବେ ପିଲାବେଳୁ ଅଭିଭାବକମାନେ ହିଁ ଏନେଇ ଧ୍ୟାନଦେବା ଦରକାର… ପିଲାଙ୍କ ବ୍ୟବହାର ଉପରେ ଦୃଷ୍ଟି ରଖନ୍ତୁ। ଭୁଲ୍ ବ୍ୟବହାର କଲେ ସେମାନଙ୍କୁ ବୁଝାନ୍ତୁ। ପିଲାମାନେ...
ଡିପ୍ଥେରିଆ: କାରଣ, ପ୍ରତିକାର
ଏବେ ଶିଶୁମାନଙ୍କର ଏକ ବିରଳ ରୋଗ ହେଲା ‘ଡିପ୍ଥେରିଆ’ ବା କଣ୍ଠ ଆଳତି। ସାର୍ବଜନୀନ ଟିକା ପ୍ରଦାନ ଦ୍ୱାରା ଏହା ବହୁମାତ୍ରାରେ କମିଯାଇଛି। ସମଗ୍ର ଦେଶରେ ଏ କ୍ଷେତ୍ରରେ ଓଡ଼ିଶା ଦ୍ୱିତୀୟ ସ୍ଥାନରେ ରହିଛି। ମାତ୍ର ଏବେ ଏଭଳି ସ୍ବାସ୍ଥ୍ୟ...
ବିଶାଳ ସୌର ଶିଖା ଓ ଚମତ୍କାର ମେରୁ ଆଲୋକ
ଏହି ବର୍ଷ ମେ ମାସ ଦ୍ୱିତୀୟ ସପ୍ତାହରେ ମହାକାଶରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଥିଲା। ଏହା ଥିଲା ବିଶାଳ ସୌର ଶିଖା ଏବଂ ଚମତ୍କାର ମେରୁ ଆଲୋକ। ସୌର ଶିଖା ହେଉଛି ସୂର୍ଯ୍ୟ ପୃଷ୍ଠରୁ ନିର୍ଗତ ଶକ୍ତିଶାଳୀ ବିଦ୍ୟୁତ୍...
୧୦୦ ବର୍ଷ ପରେ ଅଦ୍ଭୁତ ସଂଯୋଗ: ୩ ରାଶିର ବ୍ୟକ୍ତି ହେବେ ମାଲାମାଲ
ବିଶ୍ୱାସ କରାଯାଏ ଯେ, ମାତା ଗଙ୍ଗା ଜ୍ୟେଷ୍ଠ ଶୁକ୍ଲ ପକ୍ଷର ଦଶମୀ ତିଥିରେ ପୃଥିବୀକୁ ଅପତରଣ କରିଥିଲେ। ତେଣୁ ଏହି ଦିନ ଗଙ୍ଗା ଦଶହରା ବା ଗଙ୍ଗା ଦଶମୀ ଭାବରେ ପାଳନ କରାଯାଏ। ଏହି ଦିନ ମାତା ଗଙ୍ଗାଙ୍କୁ ପୂଜା...
ଟାଇଲ୍ସ ସଫା କରିବେ କିପରି
ଘର ହେଉ କି ବାଥ୍ରୁମ୍ର ଚଟାଣକୁ ଆକର୍ଷଣୀୟ କରିବା ପାଇଁ ଆଜିକାଲି ଟାଇଲ୍ସ ବ୍ୟବହାର କରାଯାଉଛି। ତେବେ ଏହାକୁ କିପରି ସଫାକରିବେ କେତୋଟି ଟିପ୍ସ… ଭିନେଗାର ଚଟାଣରେ ଲାଗିଥିବା ଟାଇଲ୍ସକୁ ସଫା କରିବାକୁ ହେଲେ ଭିନେଗାର ବ୍ୟବହାର କରନ୍ତୁ। ଏହାକୁ...
ଜମିଲାଣି ରଜ ଉତ୍ସାହ
ପାଖେଇ ଆସୁଛି ରଜ। ପିଠାପଣାରେ ମହକିବ ଗାଁଠୁ ସହର। ଝିଅ, ବୋହୂମାନେ ନୂଆ ନୂଆ ପୋଷାକ ପିନ୍ଧି ହାତରେ ମେହେନ୍ଦି, ଗୋଡ଼ରେ ଅଳତା ଲଗାଇ ସଜେଇ ହେବେ। ବିଭିନ୍ନ ସ୍ଥାନରେ ଚାଲିବ ରଜ ମହୋତ୍ସବ। ସାଂସ୍କୃତିକ ସା ସହ ରଜ...
ଷ୍ଟ୍ରୋକ୍ ଆଶଙ୍କା ଦୂର କରେ ମହୁ
ମହୁର ସ୍ବାଦ କାହାକୁ ବା ଭଲ ନ ଲାଗେ। ପିଲାଠୁ ବୁଢ଼ା ସମସ୍ତଙ୍କର ଏହା ପ୍ରିୟ। ଏହାର ସ୍ବାଦ ଯେମିତି, ଗୁଣ ବି ସେମିତି। ଏହାର ଓଷଧୀୟ ଗୁଣ ଆମକୁ ବିଭିନ୍ନ ରୋଗରୁ ରକ୍ଷା କରିବା ସହ ଶରୀରକୁ ସୁସ୍ଥ...
ଶୀତଳତାର ପାରମ୍ପରିକ ଉପାୟ
ରୁତୁଚକ୍ରର ପଟ ପରିବର୍ତ୍ତନରେ ଗ୍ରୀଷ୍ମ ରୁତୁ ଆମ ପୁରପଲ୍ଲୀରେ ଏକ ଅନନ୍ୟ ଆଗମନୀ। ଧୂସର ଧରଣୀ, ଥୁଣ୍ଟା ବରଗଛ, ମଧ୍ୟାହ୍ନର ଅହେତୁକ ନୀରବତା, ଝିଙ୍କାରୀ କଣ୍ଠର ସକରୁଣ ବିଳାପ, ଗାଁ ତୋଟାର ସୁଶୀତଳ ଛାଇ, ପାଚିଲା ଆମ୍ବର ବାସ୍ନା, ଗାଁ...
Archives


