ଏସବୁ ଖାଦ୍ୟ ଖାଇବା ପରେ ପାଣି ପିଇବା ଆଦୌ ଠିକ୍ ନୁହେଁ, ଜାଣନ୍ତୁ…
ଶରୀରକୁ ସୁସ୍ଥ ରଖିବାରେ ପାଣିର ଭୂମିକା ଯଥେଷ୍ଟ ରହିଥାଏ। କୁହାଯାଏ, ଜଣେ ସୁସ୍ଥ ବ୍ୟକ୍ତିଙ୍କୁ ପ୍ରତିଦିନ ୬ରୁ ୧୦ ଗ୍ଲାସ ପାଣି ପିଇବା ନିହାତି ଆବଶ୍ୟକ। କିନ୍ତୁ ଜରୁରୀ ନୁହେଁ, ସବୁ ଲୋକଙ୍କୁ ସମାନ ମାତ୍ରାର ପାଣି ପିଇବା ଦରକାର।...
କେଉଁ ଦିଗକୁ ମୁହଁ କରି ଭୋଜନ କରିବା ଶୁଭ? ଜାଣନ୍ତୁ ମିଳିବ କି ଫଳ…
ହିନ୍ଦୁ ଧର୍ମରେ ପ୍ରତ୍ୟେକ କଥା ପାଇଁ କିଛି ନା କିଛି ନିୟମ ରହିଛି। ଏପରିକି ଭୋଜନ କରିବା ସମୟରେ ମଧ୍ୟ ଆମକୁ କିଛିଟା ନିୟମ ମାନିବାକୁ ପଡିଥାଏ। ଯେମିତିକି କେତେବେଳେ ଖାଇବେ, କେଉଁ ଦିଗକୁ ମୁହଁ କରି ଖାଇବେ ଏମିତି...
କାରରେ ବସିଲେ ହେଉଛି କ୍ୟାନସର? ଖରାରେ ଥିବା କାର ବିପଜ୍ଜନକ!
ଏହି ଗ୍ରୀଷ୍ମ ଋତୁରେ ଆପଣ କାରରେ ବସି ଏସି ଟର୍ନ କରିବା ମାତ୍ରେ ଆପଣଙ୍କ ନାକକୁ ଏକ ଅଦ୍ଭୁତ ଗନ୍ଧ ଆସେ। ଆପଣ ଜାଣନ୍ତି କି ଉତ୍ତାପ ହେତୁ ଏହି ଗନ୍ଧ ଆସେ ନାହିଁ। ସୂର୍ଯ୍ୟକିରଣରେ ରଖାଯାଇଥିବା କାର କର୍କଟ...
ଆପଣଙ୍କ ସାଥୀ କନ୍ୟା ରାଶିର କି? କିଭଳି ତାଙ୍କର ବ୍ୟକ୍ତିତ୍ୱ, ସ୍ବଭାବ; ଜାଣନ୍ତୁ …
ରାଶିଚକ୍ରର ଷଷ୍ଠ ରାଶି ହେଉଛି କନ୍ୟା। ଏହାକୁ ସବୁ ରାଶିରୁ ସୁନ୍ଦର ରାଶି ବୋଲି କୁହାଯାଏ। କାରଣ ଏହି ରାଶିର ପ୍ରତିନିଧିତ୍ୱ କରନ୍ତି ଜଣେ କନ୍ୟା। ଏମାନେ ବହୁତ ପରିଶ୍ରମୀ। ସବୁ କାମକୁ ବେଶ ଭଲ ଭାବେ ପୂରଣ କରିବାର...
ଆପଣଙ୍କର ଅଛି କି ଏହି ୬ ଅଭ୍ୟାସ? ହୋଇଯିବେ ଦରିଦ୍ର; ଜାଣନ୍ତୁ କ’ଣ କହିଛନ୍ତି…
ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ ବଞ୍ଚିବାର କଳା ଶିଖାଇଥାଏ। ଏକ ଶ୍ଳୋକ ମାଧ୍ୟମରେ ଦରିଦ୍ର ନ ହେବା ପାଇଁ...
ଏହି ଭୁଲ୍ ଅଭ୍ୟାସ, ଏବେ ଅଧାରୁ ଅଧିକ ରୋଗର କାରଣ: ଜାଣନ୍ତୁ କ’ଣ ସେହି ଅଭ୍ୟାସ
ନୂଆଦିଲ୍ଲୀ,୯।୫: ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର)ର ମୁଖ୍ୟ ଭାରତୀୟଙ୍କ ଖାଦ୍ୟ ଅଭ୍ୟାସ ସମ୍ବନ୍ଧରେ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଅଧାରୁ ଅଧିକ ରୋଗର କାରଣ ହେଉଛି ଆମର ଭୁଲ ଖାଇବା ଅଭ୍ୟାସ ବୋଲି ଆଇସିଏମଆର ପକ୍ଷରୁ କୁହାଯାଇଛି। ଅସ୍ବାସ୍ଥ୍ୟକର...
ଆକର୍ଷଣୀୟ ଦେଖାଯିବାକୁ ଚାହୁଁଛନ୍ତି କି? ଆପଣାନ୍ତୁ ଏହି ଟିପ୍ସ
ବର୍ତ୍ତମାନ ସୂର୍ଯ୍ୟକିରଣ ପ୍ରଭାବରେ ତ୍ୱଚା ସମ୍ବନ୍ଧିତ ବିଭିନ୍ନ ସମସ୍ୟା ଦେଖାଦେଉଛି। ଏହା ଦୂରକରିବାକୁ ଅନେକେ ବ୍ୟୁଟି ପାର୍ଲର ଯିବାଠୁ ଆରମ୍ଭକରି ଦାମୀ ସୌନ୍ଦର୍ଯ୍ୟ ପ୍ରସାଧନ ବ୍ୟବହାର କରିବାକୁ ବି ପଛାଉନାହାନ୍ତି। ହେଲେ ଆପଣ ଚାହିଁଲେ କେତୋଟି ଘରୋଇ ଉପଚାର ଦ୍ୱାରା...
ହ୍ୟାଣ୍ଡଲୁମ୍ ଫ୍ୟାଶନ: କମ୍ଫର୍ଟେବଲ୍ ସହ ମିଳିବ ଷ୍ଟାଇଲିଶ୍ ଲୁକ୍
ଗୋଟେ ପଟେ ଅସହ୍ୟ ଗରମ ତ ଆଉ ଗୋଟେ ପଟେ ଫ୍ୟାଶନ । କେଉଁଭଳି ଆଉଟ୍ଫିଟ୍ ବାଛିଲେ କମ୍ଫର୍ଟେବଲ୍ ଲାଗିବା ସହ ଷ୍ଟାଇଲିଶ୍ ଲୁକ୍ ବି ମିଳିବ ତାକୁ ନେଇ ଚିନ୍ତାରେ ଅନେକେ। ଆଉ ଏମିତିରେ ହ୍ୟାଣ୍ଡଲୁମ୍ର ଭଳିକି ଭଳି...
ଆଜ୍ମା ପ୍ରତି ଯତ୍ନବାନ୍ ହେବା ଦରକାର
ଆମେ ସମ୍ମୁଖୀନ ହେଉଥିବା କେତେକ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ଆଜ୍ମା ଅନ୍ୟତମ। ଏହା ଏକ ଶ୍ୱାସଜନିତ ରୋଗ। ଆଜ୍ମା ଏଭଳି ଏକ ରୋଗ ଯାହା ଗୁରୁତର ଆକାର ଧାରଣକଲେ ଜୀବନନାଶକ ସାଜିବା ଯଥେଷ୍ଟ ଆଶଙ୍କା ରହିଛି। ଆଜ୍ମା ସମ୍ପର୍କରେ...
ସନ୍ତୁଳିତ ଡାଇବେଟିସ୍ ପାଇଁ ଆପଣାନ୍ତୁ ଏହି ଉପାୟ…
ଆଜିକାଲି ଡାଇବେଟିସ୍ ଏକ ସାଧାରଣ ସ୍ବାସ୍ଥ୍ୟ ସମସ୍ୟା ପାଲଟି ଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ଏହା ଯଦି ଜଟିଳ ଆକାର ଧାରଣ କରେ ଏବଂ ରକ୍ତରେ ସୁଗାର ପରିମାଣ ଅଧିକାଂଶ ସମୟ ଅସନ୍ତୁଳିତ ରହେ, ତେବେ ଏହାର...
ବିଳମ୍ବରେ ଉଠୁଥିଲେ ଶରୀରରେ ଦେଖାଦିଏ ଏହି ସମସ୍ୟା
ପ୍ରତିଦିନ ଭୋରରୁ ଉଠିବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ। ହେଲେ ଏପରି କିଛି ବ୍ୟକ୍ତି ଅଛନ୍ତି, ଯେଉଁମାନେ ରାତିରେ ଡେରିରେ ଶୋଇଥାନ୍ତି ଓ ସକାଳୁ ବହୁ ବିଳମ୍ବରେ ଉଠିଥାନ୍ତି। ‘ବିଳମ୍ବରେ ଉଠିବା ଅଭ୍ୟାସ ଏବଂ ଏହାର ଶରୀର ଉପରେ ପ୍ରଭାବ’ ଶୀର୍ଷକ...
ଦୀପରୁ ଦୀପ କାହିଁକି ଲଗାଯାଏ ନାହିଁ…
ହିନ୍ଦୁ ଧର୍ମରେ ଦୀପ ଜଳାଇବାକୁ ନେଇ ଅନେକ ଧାର୍ମିକ ମହତ୍ତ୍ୱ ରହିଛି। ଦୀପ ଜଳାଇ ଯେହେତୁ ଆମେ ଦେବଦେବୀଙ୍କୁ ଆବାହନ କରିଥାଉ; ତେଣୁ ତାଙ୍କରି ଆଶୀର୍ବାଦରୁ ଗୃହରେ ଶାନ୍ତି, ସମୃଦ୍ଧି ଓ ସକାରାତ୍ମକ ଊର୍ଜା ଭରି ଯାଇଥାଏ। ସେଥିପାଇଁ ଶାସ୍ତ୍ରରେ...
Archives


