ଜୀବନଚର୍ଯ୍ୟା

ସେଲିବ୍ରିଟିମାନେ ପିଉଥିବା ବ୍ଲାକ ଓ୍ବାଟରର ଉପକାରିତା କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୬।୧୧: ଆମେ ସମସ୍ତେ କଳା ଜଳ ବା ବ୍ଲାକ ଓ୍ବାଟରର ନାମ ଅର୍ଥାତ୍‌ କ୍ଷାରୀୟ ଜଳର ନାମ ଶୁଣିଛୁ । ଆପଣ ପ୍ରାୟ ପ୍ରତ୍ୟେକ ସେଲିବ୍ରିଟି ଏହାର ଗୁଣ ବିଷୟରେ କଥାବାର୍ତ୍ତା ହେଉଥିବା ଶୁଣିଥିବେ ନିଶ୍ଚୟ। ଲୋକମାନେ ମହଙ୍ଗା ସତ୍ତ୍ୱେ ଫିଟ…

କାର୍ତ୍ତିକ ପୂର୍ଣ୍ଣିମାରେ ଅଦ୍ଭୁତ ସଂଯୋଗ: ଏସବୁ ରାଶିର ଭାଗ୍ୟ ଖୋଲିବ,ଅଟକି ଥିବା କାମ… 

ହିନ୍ଦୁ ଧର୍ମରେ ଦେବ ଦୀପାବଳିର ବଡ଼ ମହତ୍ୱ ରହିଛି। ଏହାକୁ କାର୍ତ୍ତିକ ମାସର ପୂର୍ଣ୍ଣିମା ତିଥିରେ ପାଳନ କରାଯାଇଥାଏ। କାର୍ତ୍ତିକ ପୂର୍ଣ୍ଣିମା ରାତିରେ ସମସ୍ତ ଦେବୀଦେବତା ଗଙ୍ଗା ଘାଟରେ ଦୀପାବଳି ପାଳନ କରିଥାନ୍ତି। ଏହାଛଡ଼ା ଏହି ଦିନ ଭଗବାନ ଶିବ ତ୍ରିପୁରାସୁର…

ଡାଇବେଟିସରୁ ବଞ୍ଚିବାକୁ ଚାହୁଁଥିଲେ, କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ,୧୩।୧୧: ଡାଇବେଟିସ ସମଗ୍ର ବିଶ୍ୱ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ସବୁ ବୟସର ଲୋକମାନେ ଏହି କ୍ରନିକ ରୋଗର ଶିକାର ହେଉଛନ୍ତି। ବ୍ଲଡ ସୁଗାର ଅଧିକ ହେତୁ ଶରୀର ଅନେକ ଗୁରୁତର ବିପଦର ସମ୍ମୁଖୀନ ହୋଇଥାଏ। ଆଖି, କିଡନୀ, ହାର୍ଟ ଏବଂ…

ସଚେତନତାକୁ ପ୍ରାଥମିକତା ଦିଆଯାଉ

ନିମୋନିଆ ଏଭଳି ଏକ ସ୍ବାସ୍ଥ୍ୟ ସମସ୍ୟା, ଯାହା ଶିଶୁ, ଯୁବପିଢ଼ି, ବୟସ୍କଙ୍କୁ ହୋଇପାରେ। ଏହାର କେତୋଟି ପ୍ରମୁଖ ଲକ୍ଷଣ ରହିଛି। ସେଗୁଡିକ ବିଷୟରେ ଆମେ ଜାଣିବା ନିହାତି ଦରକାର। ଜଣେ ନିମୋନିଆ ଦ୍ୱାରା ଆକ୍ରାନ୍ତ ହେଲେ ଶ୍ୱାସକ୍ରିୟାରେ କଷ୍ଟ ହୁଏ। ଛାତି…

ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁଫୁଲ, ମିଳିବ ଏସବୁ ଫାଇଦା…

ଆପଣଙ୍କର ଦୃଷ୍ଟିଶକ୍ତିଜନିତ ସମସ୍ୟା ରହିଛି କି? ଯଦି ହଁ, ତେବେ ଏଥିରୁ ରକ୍ଷା ପାଇବାର ଏକ ସରଳ ତଥା ସହଜ ଉପାୟ ରହିଛି। ବାସ୍‌, ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ କଖାରୁଫୁଲ ସାମିଲ କରନ୍ତୁ। ଏଥିରେ ଥିବା ଭିଟାମିନ୍‌ ‘ଏ’ ଦୃଷ୍ଟି…

ଶ୍ରେଷ୍ଠ ଶକ୍ତିଶାଳୀ ଘୂର୍ଣ୍ଣିଝଡ଼, ଧନଜୀବନ ପ୍ରତି ମହାବିନାଶକ

ନିକଟରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏକ କ୍ଷୁଦ୍ର ଲଘୁଚାପ ‘ଦାନା’ ସମୟକ୍ରମେ ଅବପାତ, ଗଭୀର ଅବପାତ, ଘୂର୍ଣ୍ଣିବାତ୍ୟା ଓ ଗଭୀର ଘୂର୍ଣ୍ଣିବାତ୍ୟାରେ ପରିଣତ ହୋଇ ଓଡ଼ିଶା ଦେଇ ପ୍ରବାହିତ ହୋଇଯାଇଛି। ଏହା ଏକ କ୍ରାନ୍ତିମଣ୍ଡଳୀୟ ଘୂର୍ଣ୍ଣିଝଡ଼। ସାମୁଦ୍ରିକ ଝଡ଼ଗୁଡ଼ିକ ଅତ୍ୟନ୍ତ ଶକ୍ତିଶାଳୀ…

ଏମିତି ଜଣାପଡ଼େ କ୍ୟାନ୍‌ସରର ପ୍ରାଥମିକ ଲକ୍ଷଣ, ଅବହେଳା ନ କରି…

ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି ଯେ, ଆମ ରାଜ୍ୟରେ କ୍ୟାନ୍‌ସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାର କେତେକ କାରଣ ମଧ୍ୟ ରହିଛି। ଅଧିକାଂଶ ବ୍ୟକ୍ତି କ୍ୟାନ୍‌ସର ରୋଗର ଲକ୍ଷଣକୁ ପ୍ରାଥମିକ ସ୍ତରରେ ଜାଣିପାରନ୍ତି ନାହିଁ। କେବଳ ସେତିକି ନୁହେଁ, ସେଭଳି…

ଶିଡ଼ି ତଳେ ଏସବୁ ରଖୁଛନ୍ତି କି? ମାଡ଼ି ଆସିବ ଦାରିଦ୍ରତା, ଘରେ ବଢ଼ିବ ଅଶାନ୍ତି

ସ୍ଥାନର ଅଭାବ ଯୋଗୁ କିଛି ଲୋକ ଶିଡ଼ି ତଳେ ଥିବା ଖାଲି ସ୍ଥାନକୁ ଜିନିଷ ରଖିବା ପାଇଁ ବ୍ୟବହାର କରିଥାନ୍ତି ତ ଆଉ କିଛି ଲୋକ ଏଠାରେ ଛୋଟ ଗାଧୁଆଘର ହେଉ କି ରୋଷେଇ ଘର ଆଦି ତିଆରି କରିଦେଇଥାନ୍ତି। ହେଲେ…

କିପରି ହୁଏ କିଡ୍‌ନୀ ଡାୟାଲିସିସ୍‌

ଡାୟାଲିସିସ୍‌ ହେଉଛି ରାସାୟନିକ ଉପାଦାନଗୁଡ଼ିକର ଏକ ପୃଥକୀକରଣ ପଦ୍ଧତି। କିଡ୍‌ନୀଦ୍ୱୟ କାମ କରିବା ପାଇଁ ଅକ୍ଷମ ହୋଇ ପଡ଼ିଲେ ଡାୟାଲିସିସ୍‌ ପଦ୍ଧତି ଅନୁସରଣ କରାଯାଏ। ଏହା ରକ୍ତରେ ଥିବା କୋଷିକା ଓ ପ୍ରୋଟିନ୍‌ ଅଣୁ ଇତ୍ୟାଦିକୁ ରକ୍ତରୁ ବାହାର କରି ନ…

ବାତ ମାରିବା ସମୟରେ କ’ଣ କରିବେ ଜାଣି ରଖନ୍ତୁ…

ମନେରଖିବା କଥା ଯେ ବାତମାରିବା ଲକ୍ଷଣ ଅସ୍ଥାୟୀ ଏବଂ ତାହା ମନକୁ ମନ ଉପଶମ ହୋଇଯାଏ। ବାତମାରିଲେ ରୋଗୀ ଦୁଲ୍‌କରି ପଡ଼ିଯାଇପାରେ। ଏହି ସମୟରେ ତା’ ପାଖରୁ ଚେୟାର୍‌, ଟେବୁଲ୍‌ ଭଳି କଠିନ ଜିନିଷପତ୍ର ଏବଂ ଧାରୁଆ ଓ ମୁନିଆ ପଦାର୍ଥ…

ସ୍ବାସ୍ଥ୍ୟୋପକାରୀ ଅମୃତଭଣ୍ଡା

ଆମର ଦୈନନ୍ଦିନ ତରକାରିରେ ବ୍ୟବହାର କରୁଥିବା ପରିବା ମଧ୍ୟରେ ଅମୃତଭଣ୍ଡା ଅନ୍ୟତମ। ଏହା ସ୍ବାସ୍ଥ୍ୟ ପାଇଁ ବହୁତ ଉପକାରୀ। ଏହାର ପତ୍ରରେ ଜୀବନ ରକ୍ଷାକାରୀ ଔଷଧୀୟ ଗୁଣବତ୍ତା ଭରପୂର ହୋଇ ରହିଛି। ଆମ ଭାରତୀୟ ଆୟୁର୍ବେଦ ଚିକିତ୍ସା ବିଜ୍ଞାନରେ ଅମୃତଭଣ୍ଡା ପତ୍ର…

ପ୍ରୋଟିନ୍‌ ଗବେଷଣାରେ ନୂତନ ଦିଗନ୍ତ

ପ୍ରୋଟିନ୍‌ଗୁଡ଼ିକ ହେଲେ ବିଶାଳ ଏବଂ ଜଟିଳ ଅଣୁ, ଯାହାକି ପ୍ରାୟ ସମସ୍ତ ଜୈବିକ କ୍ରିୟା ପ୍ରକ୍ରିୟା ଲାଗି ଅତ୍ୟାବଶ୍ୟକ। ଏହା ହର୍‌ମୋନ୍‌, ଏଞ୍ଜାଇମ୍‌, ପ୍ରତିପିଣ୍ଡ, ଶରୀରର ବିଭିନ୍ନ ତନ୍ତୁ ଗଠନକାରୀ ଉପାଦାନ ଆଦି ରୂପେ କାର୍ଯ୍ୟ କରି ସାମଗ୍ରିକ ଭାବେ ଜୀବନର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri