୫୪ ବର୍ଷ ପରେ ପୂର୍ଣ୍ଣ ସୂର୍ଯ୍ୟପରାଗ: ଏହି ୩ ରାଶିର ଚମକିବ ଭାଗ୍ୟ
ଚଳିତ ବର୍ଷର ପ୍ରଥମ ସୂର୍ଯ୍ୟପରାଗ ୮ ଏପ୍ରିଲ ୨୦୨୪ରେ ପଡିବ। ହିନ୍ଦୁ ଧର୍ମରେ ସୂର୍ଯ୍ୟପରାଗକୁ ବହୁ ମାନ୍ୟତା ଦିଆଯାଏ। ଏହି ସୂର୍ଯ୍ୟପରାଗ ରେବତୀ ନକ୍ଷତ୍ର ଏବଂ ମୀନ ରାଶିରେ ଲାଗିବ। ଏହା ରାତି ୯.୧୨ରୁ ଆରମ୍ଭ ହୋଇ ସକାଳ ୧.୨୫ରେ...
କଦାପି ଏହି ୪ ସ୍ବଭାବର ବ୍ୟକ୍ତିଙ୍କୁ ନିଜ ଘରକୁ ଡାକନ୍ତୁ ନାହିଁ, ପଶ୍ଚାତାପ କରିବେ; ଜାଣନ୍ତୁ ଏଭଳି କାହାକୁ କହିଛନ୍ତି ଚାଣକ୍ୟ…
କଥାରେ ଅଛି ‘ଅତିଥି ଦେବୋ ଭବଃ’। ଅର୍ଥାତ ଅତିଥି ହେଉଛନ୍ତି ଭଗବାନଙ୍କ ସ୍ବରୂପ। କୁହାଯାଏ ଯେ ଭଗବାନ ଯେକୌଣସି ସମୟରେ ଯେକୌଣସି ରୂପରେ ଆସିପାରନ୍ତି। ହିନ୍ଦୁ ରୀତିନୀତିରେ ଅତିଥିମାନଙ୍କୁ ସମ୍ମାନ ମିଳିଥାଏ। ହେଲେ ଚାଣକ୍ୟ ତାଙ୍କ ନୀତିରେ କହିଛନ୍ତି ଯେ...
‘ଏସ୍’ ନାମଧାରୀ ବ୍ୟକ୍ତିଙ୍କ ଏଭଳି ହୋଇଥାଏ ସ୍ବଭାବ, ଯେଉଁ କାମ କରନ୍ତି…
ନାମର ପ୍ରଥମ ଅକ୍ଷର ବ୍ୟକ୍ତିର ପ୍ରକୃତି ଏବଂ ବ୍ୟକ୍ତିତ୍ୱ ଉପରେ ପ୍ରଭାବ ପକାଇଥାଏ। କିଛି ଅକ୍ଷର ଏପରି ଥାଏ, ଆମ ଆଖପାଖରେ ଅନେକ ନାମ ସେଭଳି ଶୁଣାଯାଏ, କିନ୍ତୁ କିଛି ଅକ୍ଷର ଏପରି ଥାଏ ଯାହା ବହୁତ କମ ଶୁଣାଯାଏ।...
ଦରିଦ୍ର କରିଦିଏ ଏହି ୬ ଅଭ୍ୟାସ, ଆପଣଙ୍କର ନାହିଁ ତ? ଜାଣନ୍ତୁ କ’ଣ କହିଛନ୍ତି…
ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ ବଞ୍ଚିବାର କଳା ଶିଖାଇଥାଏ। ଏକ ଶ୍ଳୋକ ମାଧ୍ୟମରେ ଦରିଦ୍ର ନ ହେବା ପାଇଁ...
ସୁସ୍ଥ ସ୍ବାସ୍ଥ୍ୟର ଚାବିକାଠି
ସୁସ୍ଥ ରହିବାକୁ କିଏ ବା ନ ଚାହେଁ? ତେବେ ଏହା ପଛରେ ରହିଛି ଅନେକ କାରଣ। ତନ୍ମଧ୍ୟରୁ ଏକ ସହଜ ତଥା ସରଳ ଉପାୟ ହାତପାଆନ୍ତାରେ ରହିଛି। ସେ ସମ୍ପର୍କରେ ଜାଣିବାକୁ ଚେଷ୍ଟା କରିଥିଲେ ରବର୍ଟ୍ ବେନ୍ସନ୍। ଆମେରିକାସ୍ଥିତ ହାର୍ଭାର୍ଡ...
ହୋଲି ଓ ଜୈବ ପ୍ରାକୃତିକ ରଙ୍ଗ
ଆମେ ପାଳନ କରୁଥିବା ପ୍ରମୁଖ ପର୍ବପର୍ବାଣି ମଧ୍ୟରେ ହୋଲି ଅନ୍ୟତମ। ରଙ୍ଗର ଏହି ପର୍ବ ଆମ ଦେଶରେ ବେଶ୍ ଜାକଜମକରେ ପାଳନ କରାଯାଏ। ଏବେ ଆମେ ପ୍ରାକୃତିକ ଔଷଧୀୟ ଫଗୁ ବଦଳରେ ବିଷାକ୍ତ, ଅସ୍ବାସ୍ଥ୍ୟକର ତଥା ମାରାତ୍ମକ ରାସାୟନିକ ରଙ୍ଗ...
ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ: ହୋଲିରେ କ’ଣ ରହିବ ପ୍ରଭାବ? ଏ ସବୁ ରାଶିର ଲୋକଙ୍କ ପାଇଁ ହେବ ଶୁଭ
୨୦୨୪ ମାର୍ଚ୍ଚ ୨୫ରେ ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ପଡ଼ୁଛି। ତେବେ ଏହାଭାରତକୁ ଦୃଶ୍ୟମାନ ହେବ ନାହିଁ, ବା ଏହାର କୌଣସି ପ୍ରଭାବ ଦେଖାଯିବ ନାହିଁ । ଯେଉଁ କାରଣରୁ ଏହା ପାଳନ ହେବ ନାହିଁ। ହୋଲିରେ ମଧ୍ୟ କୌଣସି ପ୍ରଭାବ...
ହୋଲି ପୂର୍ବରୁ ତୁରନ୍ତ ଘରୁ କାଢ଼ି ଦିଅନ୍ତୁ ଏସବୁ, ଧନ-ସମୃଦ୍ଧିରେ ଉପୁଜିବ ବାଧା
ଏମିତି କିଛି ଜିନିଷ ରହିଛି; ଯାହାକୁ ଘରେ ରଖିଲେ ବାସ୍ତୁଦୋଷ ଉପୁଜିବା ସହ ନକାରାତ୍ମକ ଊର୍ଜା ବଢ଼ିଥାଏ। ସେଥିପାଇଁ ଏହି ଜିନିଷଗୁଡ଼ିକୁ ତୁରନ୍ତ ଘରୁ କାଢ଼ିଦେବା ଦରକାର। ଯଦି କାଢ଼ି ନାହାନ୍ତି, ତା’ହେଲେ ହୋଲି ପୂର୍ବରୁ ଏସବୁକୁ ଘରୁ କାଢ଼ି...
ସଫଳ ପୁରୁଷ ନିକଟରେ ରହିଥାଏ ଏହି ୪ ଗୁଣ, ସୁଖସମୃଦ୍ଧି ପାଦ ଚୁମେ…
ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଜୀବନରେ ସଫଳତାର ସ୍ବାଦ ଚାଖିବା ଲାଗି ଅନେକ ଉପାୟ ବିଷୟରେ ବର୍ଣ୍ଣନା କରିଛନ୍ତି। ସେଥିରେ ସଫଳ ପୁରୁଷଙ୍କ ନିକଟରେ ଥିବା ୪ ଗୁଣ ବିଷୟରେ କୁହାଯାଇଛି। ଏହି ଗୁଣ ଥିବା ବ୍ୟକ୍ତି କେବେହେଲେ ବିଫଳତାର...
ହୋଲିରେ ଏହି ୩ ରାଶିର ରାଜଯୋଗ, ବଦଳିବ ଭାଗ୍ୟ, ମା’ ଲକ୍ଷ୍ମୀ କରିବେ ଧନବର୍ଷା; ଜାଣନ୍ତୁ…
ଚଳିତ ବର୍ଷ ହୋଲିପର୍ବ ମାର୍ଚ୍ଚ ୨୫ରେ ପାଳନ କରାଯିବ। ହୋଲିରେ ମଙ୍ଗଳ ଏବଂ ଶୁକ୍ର କୁମ୍ଭ ରାଶିରେ ମହାଲକ୍ଷ୍ମୀ ରାଜଯୋଗ ଆଣିବାକୁ ଯାଉଛନ୍ତି। ଜ୍ୟୋତିଷଙ୍କ କହିବା ମୁତାବକ ହୋଲିର ଶୁଭ ଅବସରରେ ୩ ରାଶିର ଜାତକଧାରୀଙ୍କ ଭାଗ୍ୟ ବଦଳିପାରେ। -ତୁଳା-ତୁଳା...
କୁଣ୍ଡରୁ ପିମ୍ପୁଡ଼ିି ଦୂରକରିବାର କେତୋଟି ସହଜ ଉପାୟ…
କୁଣ୍ଡରେ ବିଭିନ୍ନ ଫୁଲ, ଫଳ, ପରିବା ଆଦି ଗଛ ଲଗାଇବାକୁ ଅନେକେ ଭଲ ପାଆନ୍ତି। ହେଲେ ଖରାଦିନେ କୁଣ୍ଡ ଭିତରେ ପିମ୍ପୁଡ଼ି ବସା ବାନ୍ଧିବା ଯୋଗୁ ଗଛ ଝାଉଁଳିପଡ଼ିବା କିମ୍ବା କେବେ କେବେ ମରିଯାଉଥିବା ଦେଖିବାକୁ ମିଳେ। ଯଦି ଆପଣ...
ଡାଇବେଟିସ୍ କମାଇବ ଏହି ଜୁସ୍
ଡାଇବେଟିସ୍ ସମସ୍ୟା ଥରେ ଦେଖାଦେଲେ ପ୍ରତିଦିନ ମେଡିସିନ ଖାଇବାକୁ ପଡ଼ିଥାଏ। ହେଲେ କେତେଜ ଜୁସ୍କୁ ଖାଦ୍ୟ ତାଲିକାରେ ସାମିଲକଲେ ଡାଇବେଟିସ୍କୁ ନିୟନ୍ତ୍ରଣରେ ରଖାଯାଇପାରିବ… କଲରା ଜୁସ୍: କଲରା ଜୁସ୍ ରକ୍ତରେ ଶର୍କରା ପରିମାଣକୁ ନିୟନ୍ତ୍ରଣରେ ରଖିବାରେ ବେଶ୍ ସାହାଯ୍ୟକରେ। କଲରାରେ...
Archives


