ଜୀବନଚର୍ଯ୍ୟା

ଜାଣନ୍ତୁ କେମିତି ସୁସ୍ଥ ରହିବ କିଡ୍‌ନୀ

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରବାହିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ। କିଡ୍‌ନୀ କାର୍ଯ୍ୟ ବାଧାପ୍ରାପ୍ତ ହେଲେ ହାତଗୋଡ଼ ଫୁଲିଯାଏ। ଶରୀରର ଯୋଡ଼ା ଅଂଶଗୁଡ଼ିକରେ ଦରଜ…

ଉଚ୍ଚ ରକ୍ତଚାପ ସମସ୍ୟାରେ ପୀଡ଼ିତ କି? ଏଭଳି ଉପାୟରେ ମେଥି ସେବନ କରି…

ଆଜିର ସମୟରେ ଅନିୟମିତ ଦିନଚର୍ଯ୍ୟା ବିଭିନ୍ନ ପ୍ରକାର ରୋଗର କାରଣ ପାଲଟୁଛି। ସେଥିରୁ ଗୋଟିଏ ହେଲା ଉଚ୍ଚ ରକ୍ତଚାପ। ସାଧାରଣତଃ ମୋଟାପଣ ଏବଂ ଜୀବନଶୈଳୀରେ ପରିବର୍ତ୍ତନ ଯୋଗୁ ଏଭଳି ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଇଥାଏ। ଏହାର କୌଣସି ଲକ୍ଷଣ ଦେଖାଯାଉ ନ ଥିବା…

ଶରୀରର ଏହି ୫ ସ୍ଥାନରେ କଳାଜାଇ ଅଛି କି? ଜାଣନ୍ତୁ କ’ଣ ତାର ଅର୍ଥ, କିଭଳି ହେବ ଭବିଷ୍ୟତ

ଜ୍ୟୋତିଷଶାସ୍ତ୍ରରେ ଶରୀରରେ ଥିବା କଳାଜାଇର ବିଶେଷ ମହତ୍ୱ ରହିଛି। ଏହାକୁ ଦେଖି କୌଣସି ମନୁଷ୍ୟର ଭବିଷ୍ୟତ ଏବଂ ବ୍ୟକ୍ତିତ୍ୱ ବିଷୟରେ ଅନୁମାନ କରାଯାଇପାରେ। ଶରୀରରେ ଥିବା କଳାଜାଇ ଶୁଭ ଓ ଅଶୁଭ ପରିଣାମ ଦେଇଥାଏ। ଆସନ୍ତୁ ଜାଣିବା ଶରୀରର କେଉଁ ସ୍ଥାନରେ…

ଜାହାଜର ପେଣ୍ଟିଂ ଘରେ ଲଗାଉଛନ୍ତି କିଁ ତେବେ ନିହାତି ଜାଣନ୍ତୁ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ସମୃଦ୍ଧି ତଥା ସଫଳତାର ପ୍ରତୀକ କୁହାଯାଉଥିବା ଜାହାଜର ପେଣ୍ଟିଂକୁ ଘରେ ଲଗାଇବା ଶୁଭ ହୋଇଥାଏ। କାରଣ ଜାହାଜର ସମ୍ପର୍କ ଯାତ୍ରା, ପରିବହନ ତଥା ବ୍ୟାପାର ସହ ଜଡିତ ହୋଇଥାଏ। ତେବେ କେଉଁ ଭଳି ଜାହାଜର ପେଣ୍ଟିଂକୁ ଘରେ ଲଗାଇବା…

କ୍ରିଷ୍ଟାଲ୍‌ ଲୋଟସ୍‌ ରଖି ବି ଘରର ପରିସ୍ଥିତିକୁ ବଦଳାଇପାରିବେ: ଜାଣନ୍ତୁ କିପରି

ହିନ୍ଦୁ ଧର୍ମରେ ପଦ୍ମ ଫୁଲର ବିଶେଷ ମହତ୍ତ୍ୱ ରହିଛି। ଏହାକୁ ଦିବ୍ୟ ପୂର୍ଣ୍ଣତାର ପ୍ରତୀକ ବୋଲି କୁହାଯାଇଥାଏ। ମାତା ଲକ୍ଷ୍ମୀଙ୍କର ମଧ୍ୟ ଏହି ଫୁଲ ଖୁବ୍‌ ପସନ୍ଦ। ବିଶ୍ୱାସ ରହିଛି ଯେ, ମାତା ଲକ୍ଷ୍ମୀଙ୍କ ଚରଣରେ ସତେଜ ପଦ୍ମ ଫୁଲ ଅର୍ପଣ…

ପ୍ରବଳ ଗରମରେ ପିଉଛନ୍ତି କି ଆଖୁରସ? ସ୍ବାସ୍ଥ୍ୟ ପ୍ରତି ହୋଇପାରେ ଘାତକ, ଜାଣି ରଖନ୍ତୁ…

ଆଖୁରସ ଏମିତି ଏକ ପାନୀୟ, ଯାହା ଶରୀରକୁ ତୁରନ୍ତ ଶକ୍ତି ପ୍ରଦାନ କରେ। ସେଥିପାଇଁ ଆମ ମଧ୍ୟରୁ ଅନେକ ଏହାକୁ ପିଇବାକୁ ପସନ୍ଦ କରନ୍ତି। ଏହା ସ୍ବାସ୍ଥ୍ୟ ପାଇଁ ବହୁତ ସ୍ବାସ୍ଥ୍ୟକର, କିନ୍ତୁ କିଛି ପରିସ୍ଥିତିରେ ଆଖୁରସ ଆପଣଙ୍କ ସ୍ବାସ୍ଥ୍ୟ ପାଇଁ…

ହୃଦ୍‌ରୋଗ ଚିହ୍ନଟ କରିପାରୁଥିବା ଆପ୍‌ ତିଆରି କଲେ ମାତ୍ର ୬ ବର୍ଷର ବାଳକ

ସିଦ୍ଧାର୍ଥ ନନ୍ଦୟାଲା, ବୟସ ମାତ୍ର ୬ ବର୍ଷ । ହେଲେ ଏଇ ବୟସରେ ସେ ଡେଭଲପ୍‌ କରିଛନ୍ତି ‘ସର୍କେଡିୟାଭି’ ନାମକ ଏକ ଏଆଇ ସଞ୍ଚାଳିତ ଆପ୍‌, ଯାହା କେବଳ ୭ ସେକେଣ୍ଡରେ ହୃଦ୍‌ରୋଗଗୁଡ଼ିକୁ ଚିହ୍ନଟ କରିଦେବ। ସିଦ୍ଧାର୍ଥଙ୍କର ଏହି ଆପ ଏକ…

ଏ ସବୁ ଝିଅଙ୍କୁ ଭୁଲ୍‌ରେ କରନ୍ତୁ ନାହିଁ ବିବାହ, ରାତାରାତି…

ବିବାହ ପାଇଁ ଭଲ ଝିଅ ଖୋଜିବା ସହଜ କଥା ନୁହେଁ। ଆଜିର ସମୟରେ ଅଧିକାଂଶ ପୁଅ ସୌନ୍ଦର୍ଯ୍ୟ ଦେଖିବା ପରେ ଝିଅକୁ ବିବାହ କରିବାକୁ ରାଜି ହୁଅନ୍ତି। କିଛିଦିନ ପରେ ସେମାନେ ବିବାହ କରି କେତେ ବଡ଼ ଭୁଲ କରିଛନ୍ତି। ଅନୁତାପ…

ମ୍ୟାଲେରିଆର ବିନାଶ କରିପାରିବା: ଜାଣନ୍ତୁ ଏ ବର୍ଷର ବାର୍ତ୍ତା କ’ଣ

ମ୍ୟାଲେରିଆ ଜ୍ୱର ସାଧାରଣତଃ ବର୍ଷା ଋତୁରେ ଦେଖାଦେଇଥାଏ। ଆବାଳ ବୃଦ୍ଧବନିତା ଏହି ଜ୍ୱରରେ ଆକ୍ରାନ୍ତ ହୋଇଥାନ୍ତି। ଏହାର ଲକ୍ଷଣ ଦେଖାଦେବା ମାତ୍ରେ ତୁରନ୍ତ ପ୍ରତିକାର ବ୍ୟବସ୍ଥା କରିବା ଆବଶ୍ୟକ। ସାରା ପୃଥିବୀରେ ୪ ପ୍ରକାରର ମ୍ୟାଲେରିଆ ପାରାସାଇଟ (ପ୍ଲାସମୋଡିୟମ ଫଲସିଫରମ,ପ୍ଲାସମୋଡିୟମ ଭାଇଭେକ୍ସ,…

ଡାଇବେଟିସ୍‌ ରୋଗୀ ଖାଇପାରିବେ କି ତରଭୁଜ: ଜାଣନ୍ତୁ କ’ଣ କୁହନ୍ତି ଏକ୍ସପର୍ଟ

ଗ୍ରୀଷ୍ମ ଋତୁରେ ପ୍ରାୟ ସବୁଠାରେ ତରଭୁଜ ବିକ୍ରି ହେଉଥିବା ଦେଖିବାକୁ ମିଳେ। ଏହା କେବଳ ସ୍ବାଦରେ ମିଠା ନୁହେଁ ବରଂ ଶରୀରକୁ ଥଣ୍ଡା ମଧ୍ୟ କରିଥାଏ। କିନ୍ତୁ ଏଥିରେ ଥିବା ମିଠା ଯୋଗୁ ଡାଇବେଟିସ୍‌ ରୋଗୀମାନଙ୍କୁ ଏହାକୁ ଖାଇବା ପୂର୍ବରୁ ଚିନ୍ତା…

ସୁନ୍ଦର କରିବ କିସ୍‌ମିସ୍‌

ଡ୍ରାଏଫ୍ରୁଟ୍‌ଭାବେ କିସ୍‌ମିସ୍‌ ବ୍ୟବହାର କରାଯାଏ। କିନ୍ତୁ ତ୍ୱଚାକୁ ସୁନ୍ଦର ଓ ଅଧିକ ଗ୍ଲୋ କରିବା ପାଇଁ ମଧ୍ୟ ଏହାକୁ ବ୍ୟବହାର କରିହେବ। ଏଥିପାଇଁ ଜାଣିରଖନ୍ତୁ ଉପାୟ…. ପ୍ରଥମେ ରାତିରେ ୧ କପ୍‌ କିସ୍‌ମିସ୍‌କୁ ୧ ଗ୍ଲାସ୍‌ ପାଣିରେ ଭିଜାଇ ଦିଅନ୍ତୁ। ରାତି…

ପିଲା ମିଛ କହୁଛି କି ?

ଭୟରେ ହେଉ ଅବା ଅନ୍ୟ କିଛି କାରଣ ପାଇଁ ପିଲାମାନେ ବେଳେବେଳେ ମିଛ କହି ଦିଅନ୍ତି। ତେବେ ଛୋଟବେଳରୁ ସେମାନଙ୍କର ଏହି ଅଭ୍ୟାସ ବଦଳାଇବା ଦରକାର। ଏଥିପାଇଁ ଅଭିଭାବକଙ୍କ ପ୍ରୟାସ ଜରୁରୀ… ଖୋଲା ପରିବେଶ: ପିଲାମାନେ ଗୁରୁଜନଙ୍କ ସ୍ନେହ ପାଇବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?