ରାଶି ଅନୁଯାୟୀ ଜାଣନ୍ତୁ ‘ଲଭ୍ ଲାଇଫ୍’: କାହାକୁ ମିଳେ ଧୋକା? କିଏ ଏକାଧିକ ଥର ପ୍ରେମରେ ପଡ଼ନ୍ତି…
ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ମନୁଷ୍ୟର ବ୍ୟବହାର ତାର ରାଶି ଅନୁଯାୟୀ ଜଣାପଡ଼ିଥାଏ। ସବୁ ରାଶିର ଗୁଣ-ଦୋଷ ଭିନ୍ନଭିନ୍ନ ଥାଏ। କିଛି ରାଶିର ବ୍ୟକ୍ତି ଅତ୍ୟନ୍ତ କ୍ରୋଧି ସ୍ବଭାବର ହୋଇଥିବା ବେଳେ କିଛି ହୃଦୟବାନ(ପ୍ରେମୀ ସ୍ବଭାବର) ହୋଇଥାନ୍ତି। ଆସନ୍ତୁ ଜାଣିବା ରାଶି...
ମଣିଷ ଚିହ୍ନିବାରେ ଭୁଲ କରିଦେଇଥିବାରୁ କରୁଛନ୍ତି କି ପଶ୍ଚାତାପ? ଜାଣି ରଖନ୍ତୁ ଚାଣକ୍ୟ କହିଥିବା ଏହି ୪ କଥା
ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବ୍ୟକ୍ତିର ସ୍ବଭାବ ବିଷୟରେ ଅନେକ କିଛି ଉଲ୍ଲେଖ କରିଛନ୍ତି। ଏହାକୁ ଆପଣାଇବା କଷ୍ଟକର ହୋଇଥିଲେ ହେଁ ଯିଏ ତାହା କରିପାରନ୍ତି ତାଙ୍କର ଜୀବନ ସୁଖମୟ ହୋଇଥାଏ। ସେଥିରୁ ଗୋଟିଏ ହେଲା ମଣିଷ ଚିହ୍ନିବା। ଆଜିର...
ସପ୍ତରଙ୍ଗ ରହସ୍ୟ
ବାହାରେ ବୁଲିବାକୁ ପ୍ରାୟ ସମସ୍ତଙ୍କୁ ଭଲ ଲାଗେ। ବୁଲିବା ନିମନ୍ତେ ଭଲ ଖରାପ ଲାଗିବା ପାଇଁ ସମୟ ଉପରେ ନିର୍ଭର କରିଥାଏ। ଯଦି ବର୍ଷା ଅଳ୍ପ ଅଳ୍ପ ହେଉଥିବା ସମୟରେ ସୂର୍ଯ୍ୟର କିରଣ ପଡ଼ିଥିବ, ତାହେଲେ ଆମକୁ ଆହୁରି ଭଲ...
ଫ୍ୟାଟ୍ ଜାତୀୟ ଖାଦ୍ୟ ଅଧିକ ଖାଉଥିଲେ…
ଅସନ୍ତୁଳିତ ଖାଦ୍ୟପେୟ ପାଇଁ ଅନେକେ ବିଭିନ୍ନ ପ୍ରକାର ରୋଗ ଦ୍ୱାରା ଆକ୍ରାନ୍ତ ହେଉଛନ୍ତି। ଆଜିକାଲି ଆମେ ଯଦି ନିଜର ଖାଦ୍ୟ ପ୍ରତି ସତର୍କ ରହିବା ତେବେ କେତେକ ରୋଗଠାରୁ ନିଜକୁ ଦୂରେଇ ରଖିପାରିବା। ବିଶେଷଭାବରେ ଅଧିକ ଫ୍ୟାଟ୍ ଜାତୀୟ ଖାଦ୍ୟ...
ଅସ୍ଥିକୁ ମଜଭୁତ ରଖେ ସଜନା ଶାଗ
ସଜନା ଶାଗରେ ବିଭିନ୍ନ ପ୍ରକାର ଭିଟାମିନ୍ ଯଥା-କ୍ୟାଲ୍ସିୟମ୍, ପୋଟାସିୟମ୍, ଆଇରନ୍, ଭିଟାମିନ୍-ଏ, ସି ଏବଂ ଇ ଭରି ରହିଛି। ନିୟମିତ ସଜନା ଶାଗ ଖାଇଲେ ଏଥିରେ ଥିବା କ୍ୟାଲସିୟମ ତତ୍ତ୍ୱ ଅସ୍ଥିକୁ ମଜଭୁତ ରଖିବାରେ ଅନେକାଂଶରେ ସହାୟକ ହୋଇଥାଏ। ଏଥିରେ...
ଥାଲାସିମିଆ: କାରଣ, ପ୍ରତିକାର
”ଥାଲାସିମିଆ ରୋଗୀର କମିଯାଏ ହେମୋଗ୍ଲୋବିନ୍ର ମାତ୍ରା ଓ ଲୋହିତ ରକ୍ତକୋଷିକାଗୁଡ଼ିକର ସଂଖ୍ୟା। ଲୋହିତ ରକ୍ତକୋଷିକାଗୁଡ଼ିକ ଛୋଟଛୋଟ ହୋଇଯାଆନ୍ତି। ନର୍ମୋବ୍ଲାଷ୍ଟ ନାମକ ଅବିକଶିତ ଲୋହିତ ରକ୍ତକୋଷିକାଗୁଡ଼ିକର ସଂଖ୍ୟା ବଢ଼ିଯାଏ। ବଢ଼ିଯାଏ ‘ଫିଟାଲ ହେମୋଗ୍ଲୋବିନ୍’ ବା ‘ହେମୋଗ୍ଲୋବିନ୍-ଏଫ୍’ର ମାତ୍ରା। ‘ଏଚ୍ପିଏଲ୍ସି’ ନାମକ ଏକ...
ବ୍ଲାକ କଫି ପିଉଛନ୍ତି କି, ହୋଇଯାନ୍ତୁ ସାବଧାନ
ଏସିଡିଟି ବଢ଼ାଇଥାଏ: କଫିରେ ଅମ୍ଳ ପରିମାଣ ଅଧିକ। ତେଣୁ ଅଧିକ କଫି ପିଇବା ଦ୍ୱାରା ଏସିଡିଟି, ଛାତି ଜଳିବା, ପିଏଚ୍ ବାଲାନ୍ସ ଅସନ୍ତୁଳିତ ହେବା, ବଦହଜମୀ ହେବା ସହ ହାଡ଼ ଏବଂ ଜଏଣ୍ଟରେ ଯନ୍ତ୍ରଣା ହେବା ଆଦି ସମସ୍ୟା ଦେଖାଦେଇଥାଏ।...
ମହାଶିବରାତ୍ରୀରେ କ’ଣ କଲେ ଶୁଭ, ଜାଣି ରଖନ୍ତୁ…
ମହାଶିବରାତ୍ରୀରେ ଭଗବାନ ଶିବଙ୍କୁ ପବିତ୍ର ମନରେ ଆରାଧନା କଲେ ପ୍ରଭୁକୃପା ଲାଭ ହୋଇଥାଏ ବୋଲି ବିଶ୍ୱାସ ରହିଛି। ହେଲେ ଜାଣନ୍ତି କି ଏମିତି ବି କିଛି ଖାସ୍ କାର୍ଯ୍ୟ ରହିଛି; ଯାହାକୁ ଏହି ପବିତ୍ର ଦିନରେ କଲେ ଘରେ ସୁଖସମୃଦ୍ଧି...
ଖବରକାଗଜରେ ଖାଦ୍ୟ ରଖି ଖାଉଛନ୍ତି କି? ହୋଇଯାଆନ୍ତୁ ସାବଧାନ…
ଖବରକାଗଜରେ ଖାଦ୍ୟ ଗୁଡ଼ାଇ ଖାଉଛନ୍ତି କି ହୋଇ ଯାଆନ୍ତୁ ସାବଧାନ। ଏହା ଭୟାନକ ରୋଗକୁ ଡାକି ଆଣିପାରେ। ଏଥିସହ ସାଂଘାତିକ ପ୍ରମାଣିତ ହୋଇପାରେ। ଅଧିକାଂଶ ସମୟରେ ଦେଖାଯାଏ ବାହାର ଖାଦ୍ୟ ବିଶେଷ କରି ଛଣାଛଣି ଖାଦ୍ୟ କିଣିବା ସମୟରେ ଏହାକୁ...
ପୁଅକୁ ଭଲ ଶିକ୍ଷା, ଶତ୍ରୁକୁ ଦୁଃଖ ଦିଅନ୍ତୁ ; ଚାଣକ୍ୟ କହିଥିବା ଏହି ୪ କଥା ମନେରଖନ୍ତୁ…
ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଗୁଡ଼ିକ ବର୍ଷବର୍ଷ ଧରି ମନୁଷ୍ୟ ପାଇଁ ଉପଯୋଗୀ ହୋଇଆସିଛି। ତାଙ୍କର ମାର୍ଗଦର୍ଶନ ଏବଂ ନୀତିରେ ହିଁ ଚନ୍ଦ୍ରଗୁପ୍ତ ମୌର୍ଯ୍ୟ ସମ୍ରାଟ ହୋଇ ମୌର୍ଯ୍ୟ ସାମ୍ରାଜ୍ୟ ସ୍ଥାପନ କରିଥିଲେ। ଚାଣକ୍ୟଙ୍କ ନୀତିରେ ଜୀବନକୁ ସଫଳ କରିବାର ଉପାୟ ସହ...
ଭଲ ଆୟ ସତ୍ତ୍ୱେ ଅଭାବ ଅନଟନ ଲାଗି ରହୁଛି କି? ଘରେ ରଖନ୍ତୁ ଏହି ୪ ଜିନିଷ…
ଆମ ଜୀବନରେ ବାସ୍ତୁର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଯଦି ଘର ନଚେତ କର୍ମସ୍ଥଳ ବାସ୍ତୁ ଶାସ୍ତ୍ର ଅନୁଯାୟୀ ନହୁଏ ତେବେ ଜୀବନରେ କଳହ ଲାଗି ରହେ। ଟଙ୍କା ପଇସାର ଅଭାବ ଦେଖାଦିଏ। ବାସ୍ତୁ ଶାସ୍ତ୍ରରେ କିଛି ଉପାୟ ରହିଛି, ଯାହାକୁ ଆପଣାଇ...
ଉଚ୍ଚ ରକ୍ତଚାପରେ ପୀଡ଼ିତ କି? ଭୁଲ୍ରେ ବି ଖାଆନ୍ତୁ ନାହିଁ ଏହି ୬ ଖାଦ୍ୟ…
ଉଚ୍ଚ ରକ୍ତଚାପର ସ୍ଥାୟୀ ଉପଚାର କିଛି ନାହିଁ। ହେଲେ ଔଷଧ ଏବଂ ଖାଦ୍ୟପେୟରେ ସାବଧାନତା ଅବଲମ୍ବନ କଲେ ଏହାକୁ ନିୟନ୍ତ୍ରଣକୁ ଅଣାଯାଇପାରେ। ରକ୍ତଚାପ ୧୨୦/୮୦ ଥିଲେ ଏହାକୁ ସାଧାରଣ କୁହାଯାଏ । ମାତ୍ର ଏହା ବଢ଼ିଯାଇ ୧୩୦/୯୦ ହେଲେ ଏହା...
Archives


