ଜୀବନଚର୍ଯ୍ୟା

ଅଖରୋଟ୍‌ ଖାଇଲେ ମିଳେ ଏସବୁ ଫାଇଦା

ଅଖରୋଟ୍‌ ଏପରି ଏକ ଶୁଖିଲା ଫଳ, ଯାହା ଏହାକୁ ଖାଇବା ଦ୍ୱାରା ଆପଣଙ୍କ ସ୍ବାସ୍ଥ୍ୟ ପାଇଁ ଅନେକ ଲାଭ ମିଳିବ। ନିକଟରେ ହୋଇଥିବା ଏକ ଅଧ୍ୟୟନ ଅନୁଯାୟୀ, ଯେଉଁମାନେ ପ୍ରତିଦିନ ଅଖରୋଟ୍‌ ଖାଉଛନ୍ତି। ସେମାନଙ୍କର ହୃଦ୍‌ଘାତ ଜନିତ ରୋଗ ହେବାର ଆଶଙ୍କା…

କୃତ୍ରିମ ବୁଦ୍ଧିମତ୍ତା

ଯଦିଓ କୃତ୍ରିମ ବୁଦ୍ଧିମତ୍ତାର ବିକାଶର ପ୍ରାରମ୍ଭିକ ପର୍ଯ୍ୟାୟ ଆମେ ବର୍ତ୍ତମାନ ଆଣିଛୁ ତଥାପି କୃତ୍ରିମ ବୁଦ୍ଧିମତ୍ତା ମାନବ ସମାଜକୁ ଅନେକ ଉପାୟରେ ଉପକୃତ କରିବାର ସାମର୍ଥ୍ୟ ରଖିଛି। କୃତ୍ରିମ ବୁଦ୍ଧିମତ୍ତା ସ୍ବାସ୍ଥ୍ୟସେବାରେ ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ଅବଦାନ ଦେଇପାରିବ। କୃତ୍ରିମ ବୁଦ୍ଧିମତ୍ତା ଦ୍ୱାରା…

ବ୍ରେନ୍‌ ଟ୍ୟୁମର: କାରଣ, ସତର୍କତା

ମନୁଷ୍ୟ ଶରୀରର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ହେଲା ବ୍ରେନ୍‌ ବା ମସ୍ତିଷ୍କ। ଏହା ୨୮ଟି ଛୋଟବଡ଼ ହାଡ଼କୁ ନେଇ ଗଠିତ। ଖପୁରି ଭିତରେ ମସ୍ତିଷ୍କ ସୁରକ୍ଷିତ ହୋଇ ରହିଛି, ପୁଣି ପ୍ରାକୃତିକ ଉପାୟରେ। ମସ୍ତିଷ୍କଟି ବେଶ୍‌ ନରମ ଓ ଧଳା ଏହାର…

ଦଶହରାରେ କ’ଣ କଲେ ହୁଏ ଶୁଭ, ଜାଣନ୍ତୁ ….

ଦଶହରାରେ ଘରକୁ ପରିଷ୍କାର ପରିଚ୍ଛନ୍ନ କରିବା ସହ ମା’ଙ୍କ କୃପା ଲଭିବାକୁ ଘରେ ଘରେ ସ୍ବତନ୍ତ୍ର ପୂଜାବିଧିର ଆୟୋଜନ କରାଯାଇଥାଏ। ତେବେ ବାସ୍ତୁଶାସ୍ତ୍ର ଅନୁସାରେ, ଏମିତି ବି କିଛି ଖାସ୍‌ କଥା ରହିଛି; ଯାହାକୁ ଦଶହରା ଅବସରରେ କଲେ ଘର ପାଇଁ…

ଶେଯରେ ବସି ଖାଉଥିଲେ ନିହାତି ଜାଣନ୍ତୁ..

ପୂର୍ବେ, ଲୋକମାନେ ଭୂମି ଉପରେ ଚକା ପକାଇ ଭୋଜନ କରୁଥିଲେ। କିନ୍ତୁ ପରିବର୍ତ୍ତିତ ସମୟାନୁସାରେ ଏହାର ସ୍ଥାନ ଡାଇନିଂ ଟେବୁଲ୍‌ ନେଇଗଲା। ହେଲେ ଏବେ ବି କିଛି ଲୋକଙ୍କର ଶେଯ ଉପରେ ବସି ଟିଭି ଦେଖି ଖାଇବାର ଅଭ୍ୟାସ ରହିଛି; ଯାହାକି…

ଏହି ୨ ଗୁଣ ଶତ୍ରୁଙ୍କୁ କରିଦେବ ମିତ୍ର ଚାଣକ୍ୟ କହିଲେ…

ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତା’ର ନିଦାନ ସମ୍ପର୍କରେ ବର୍ଣ୍ଣନା କରିଛନ୍ତି। ଏହି ନୀତିକୁ ଆପଣାଇବା ଦ୍ୱାରା ମଣିଷ ଜୀବନରେ ସଫଳତା ପାଇଥାଏ। ଏହି କ୍ରମରେ ଚାଣକ୍ୟ ଶତ୍ରୁଙ୍କୁ ମିତ୍ର କରିବାର ଦୁଇଟି…

ଅନ୍ୟ ଉପରେ ସହଜରେ ବିଶ୍ୱାସ କରୁଛନ୍ତି କି? ମନେରଖନ୍ତୁ…

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ବିଷୟରେ ଉଲ୍ଲେଖ କରାଯାଇଛି। ଏହାକୁ ମାନିଲେ ଯେକେହି ସଫଳ ଏବଂ ସୁଖୀ ଜୀବନ ଅତିବାହିତ କରିପାରିବ। ସେଭଳି ଗୋଟିଏ ବିଷୟ ହେଲା ବିଶ୍ୱାସ। ଚାଣକ୍ୟ କୁହନ୍ତି କାହା ଉପରେ…

ବଢୁଛି କଫି କ୍ରେଜ୍‌

ଦୁନିଆର ସବୁଠାରୁ ଲୋକପ୍ରିୟ ପାନୀୟ ମଧ୍ୟରୁ କଫି ଅନ୍ୟତମ। କଫି ପ୍ରେମୀମାନେ ଦୁନିଆର ପ୍ରତ୍ୟେକ କୋଣରେ ଦେଖିବାକୁ ମିଳେ। ଭାରତ ଭଳି ଦେଶରେ କଫି ଏବଂ ଚା’ ବିନା ସକାଳ ଆରମ୍ଭ ଯେମିତି ହୁଏ ନାହିଁ। ପ୍ରତିବର୍ଷ ଅକ୍ଟୋବର ୧ରେ ଆନ୍ତର୍ଜାତୀୟ…

ରକ୍ତ ଦାନ, ମହତ କାମ: ସ୍ବେଚ୍ଛାକୃତ ରକ୍ତଦାନ ପାଇଁ ଆଗେଇ ଆସନ୍ତୁ

ରକ୍ତ ଦାନ ହେଉଛି ଏକ ମହତ କାମ। କାରଣ ରକ୍ତ ଦାନ କରି ଜଣେ ଅନ୍ୟ ଜଣଙ୍କର ଜୀବନ ରକ୍ଷା କରିପାରିବେ। ପ୍ରତିବର୍ଷ ଅକ୍ଟୋବର ୧ରେ ସାରା ଦେଶରେ ‘ଜାତୀୟ ସ୍ବେଚ୍ଛାକୃତ ରକ୍ତ ଦାନ ଦିବସ’ ପାଳନ କରାଯାଏ। ଏହି ଅବସରରେ…

ଚିନାବାଦାମ ଖାଉଥିଲେ

ଚିନାବାଦାମ ଖାଇବା ଅନେକଙ୍କର ପସନ୍ଦ। ତେବେ ଭଜା ଚିନାବାଦାମ ତୁଳନାରେ ସିଝା ଚିନାବାଦାମ ଖାଇଲେ ଶରୀରକୁ ଅନେକ ଉପକାର ମିଳିଥାଏ। ପ୍ରଥମତଃ ଭଜା ଚିନାବାଦାମ ତୁଳନାରେ ଏହା ସେତେ ବେଶୀ ଗ୍ୟାସ ସମସ୍ୟା ସୃଷ୍ଟି କରେନାହିଁ। ଦ୍ୱିତୀୟତଃ ଚିନାବାଦାମକୁ ସିଝାଇ ଖାଇଲେ…

ଫଟୋ ବି ବଦଳାଇପାରେ ଭାଗ୍ୟ: ଜାଣନ୍ତୁ କେମିତି…

ପ୍ରତ୍ୟେକ ବ୍ୟକ୍ତିଙ୍କର ସମସ୍ୟା ଭିନ୍ନ ଭିନ୍ନ ହୋଇଥାଏ। କାହାର ଚାକିରିକୁ ନେଇ ଟେନ୍‌ସନ୍‌ ରହିଥାଏ ତ କାହାର ବିଜ୍‌ନେସ୍‌କୁ ନେଇ। ପୁଣି କିଏ ପଇସାପତ୍ର ପାଇଁ ଅବସାଦରେ ରହିଥାଏ ତ କାହାର ପାରିବାରିକ ସମସ୍ୟା ମୁଣ୍ଡବିନ୍ଧାର କାରଣ ସାଜିଥାଏ। କିନ୍ତୁ ଏସବୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri