ପିଲାମାନଙ୍କୁ ସବୁକ୍ଷେତ୍ର ସଫଳ କରିବାକୁ ଚାହୁଁଥିଲେ ଆପଣାନ୍ତୁ ଏହି ଟିପ୍ସ
ପିଲାଙ୍କର ସବୁକ୍ଷେତ୍ରରେ ସଫଳତା ନିମନ୍ତେ ଶିଷ୍ଟାଚାର ଓ ଅନୁଶାସନର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେବେ ପିଲାବେଳୁ ଅଭିଭାବକମାନେ ହିଁ ଏନେଇ ଧ୍ୟାନଦେବା ଦରକାର… ପିଲାଙ୍କ ବ୍ୟବହାର ଉପରେ ଦୃଷ୍ଟି ରଖନ୍ତୁ। ଭୁଲ୍ ବ୍ୟବହାର କଲେ ସେମାନଙ୍କୁ ବୁଝାନ୍ତୁ। ପିଲାମାନେ ଚଞ୍ଚଳ…
ଡିପ୍ଥେରିଆ: କାରଣ, ପ୍ରତିକାର
ଏବେ ଶିଶୁମାନଙ୍କର ଏକ ବିରଳ ରୋଗ ହେଲା ‘ଡିପ୍ଥେରିଆ’ ବା କଣ୍ଠ ଆଳତି। ସାର୍ବଜନୀନ ଟିକା ପ୍ରଦାନ ଦ୍ୱାରା ଏହା ବହୁମାତ୍ରାରେ କମିଯାଇଛି। ସମଗ୍ର ଦେଶରେ ଏ କ୍ଷେତ୍ରରେ ଓଡ଼ିଶା ଦ୍ୱିତୀୟ ସ୍ଥାନରେ ରହିଛି। ମାତ୍ର ଏବେ ଏଭଳି ସ୍ବାସ୍ଥ୍ୟ ସମସ୍ୟା…
ବିଶାଳ ସୌର ଶିଖା ଓ ଚମତ୍କାର ମେରୁ ଆଲୋକ
ଏହି ବର୍ଷ ମେ ମାସ ଦ୍ୱିତୀୟ ସପ୍ତାହରେ ମହାକାଶରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଥିଲା। ଏହା ଥିଲା ବିଶାଳ ସୌର ଶିଖା ଏବଂ ଚମତ୍କାର ମେରୁ ଆଲୋକ। ସୌର ଶିଖା ହେଉଛି ସୂର୍ଯ୍ୟ ପୃଷ୍ଠରୁ ନିର୍ଗତ ଶକ୍ତିଶାଳୀ ବିଦ୍ୟୁତ୍ ଚୁମ୍ବକୀୟ…
୧୦୦ ବର୍ଷ ପରେ ଅଦ୍ଭୁତ ସଂଯୋଗ: ୩ ରାଶିର ବ୍ୟକ୍ତି ହେବେ ମାଲାମାଲ
ବିଶ୍ୱାସ କରାଯାଏ ଯେ, ମାତା ଗଙ୍ଗା ଜ୍ୟେଷ୍ଠ ଶୁକ୍ଲ ପକ୍ଷର ଦଶମୀ ତିଥିରେ ପୃଥିବୀକୁ ଅପତରଣ କରିଥିଲେ। ତେଣୁ ଏହି ଦିନ ଗଙ୍ଗା ଦଶହରା ବା ଗଙ୍ଗା ଦଶମୀ ଭାବରେ ପାଳନ କରାଯାଏ। ଏହି ଦିନ ମାତା ଗଙ୍ଗାଙ୍କୁ ପୂଜା କରାଯାଏ…
ଟାଇଲ୍ସ ସଫା କରିବେ କିପରି
ଘର ହେଉ କି ବାଥ୍ରୁମ୍ର ଚଟାଣକୁ ଆକର୍ଷଣୀୟ କରିବା ପାଇଁ ଆଜିକାଲି ଟାଇଲ୍ସ ବ୍ୟବହାର କରାଯାଉଛି। ତେବେ ଏହାକୁ କିପରି ସଫାକରିବେ କେତୋଟି ଟିପ୍ସ… ଭିନେଗାର ଚଟାଣରେ ଲାଗିଥିବା ଟାଇଲ୍ସକୁ ସଫା କରିବାକୁ ହେଲେ ଭିନେଗାର ବ୍ୟବହାର କରନ୍ତୁ। ଏହାକୁ ନଖ…
ଜମିଲାଣି ରଜ ଉତ୍ସାହ
ପାଖେଇ ଆସୁଛି ରଜ। ପିଠାପଣାରେ ମହକିବ ଗାଁଠୁ ସହର। ଝିଅ, ବୋହୂମାନେ ନୂଆ ନୂଆ ପୋଷାକ ପିନ୍ଧି ହାତରେ ମେହେନ୍ଦି, ଗୋଡ଼ରେ ଅଳତା ଲଗାଇ ସଜେଇ ହେବେ। ବିଭିନ୍ନ ସ୍ଥାନରେ ଚାଲିବ ରଜ ମହୋତ୍ସବ। ସାଂସ୍କୃତିକ ସା ସହ ରଜ ପାନ,…
ଷ୍ଟ୍ରୋକ୍ ଆଶଙ୍କା ଦୂର କରେ ମହୁ
ମହୁର ସ୍ବାଦ କାହାକୁ ବା ଭଲ ନ ଲାଗେ। ପିଲାଠୁ ବୁଢ଼ା ସମସ୍ତଙ୍କର ଏହା ପ୍ରିୟ। ଏହାର ସ୍ବାଦ ଯେମିତି, ଗୁଣ ବି ସେମିତି। ଏହାର ଓଷଧୀୟ ଗୁଣ ଆମକୁ ବିଭିନ୍ନ ରୋଗରୁ ରକ୍ଷା କରିବା ସହ ଶରୀରକୁ ସୁସ୍ଥ ଓ…
ଶୀତଳତାର ପାରମ୍ପରିକ ଉପାୟ
ରୁତୁଚକ୍ରର ପଟ ପରିବର୍ତ୍ତନରେ ଗ୍ରୀଷ୍ମ ରୁତୁ ଆମ ପୁରପଲ୍ଲୀରେ ଏକ ଅନନ୍ୟ ଆଗମନୀ। ଧୂସର ଧରଣୀ, ଥୁଣ୍ଟା ବରଗଛ, ମଧ୍ୟାହ୍ନର ଅହେତୁକ ନୀରବତା, ଝିଙ୍କାରୀ କଣ୍ଠର ସକରୁଣ ବିଳାପ, ଗାଁ ତୋଟାର ସୁଶୀତଳ ଛାଇ, ପାଚିଲା ଆମ୍ବର ବାସ୍ନା, ଗାଁ ପୋଖରୀରେ…
ଘଣ୍ଟାକୁ ନେଇ ବାସ୍ତୁ; ସଠିକ୍ ଦିଗରେ ନ ଲଗାଇଲେ ହେବ ଅଶୁଭ, ଜାଣି ରଖନ୍ତୁ…
ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରେ ଥିବା ପ୍ରତ୍ୟେକଟି ବସ୍ତୁର ପ୍ରଭାବ ଆମ ଜୀବନ ଉପରେ ପଡିଥାଏ। ସେମିତି ଏକ ବସ୍ତୁ ହେଉଛି ଘଡ଼ି ବା ଘଣ୍ଟା। ସମୟ ଜାଣିବା ପାଇଁ ଆମେ ସାଧାରଣତଃ ଘରେ ଘଣ୍ଟା ଲଗାଇଥାଉ। କିନ୍ତୁ ଏହି ଘଣ୍ଟା ଲଗାଇବା…
ଏହି ରାଶିର ବ୍ୟକ୍ତିବିଶେଷ ଜୁନ୍ ୧୪ ପରେ ରୁହନ୍ତୁ ସତର୍କ, ନଚେତ୍…
ଗ୍ରହମାନଙ୍କର ରାଜକୁମାର ବୁଧ। ଖୁବ୍ଶୀଘ୍ର ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି। ବୁଧ ବୃଷ ରାଶିରୁ ମିଥୁନକୁ ୧୪ଜୁନ୍ର ପରିବର୍ତ୍ତନ କରିବେ। ବୁଧ ଗ୍ରହର ରାଶି ଚିହ୍ନରେ ପରିବର୍ତ୍ତନ ହେତୁ, ଏହି ରାଶି ଚିହ୍ନଗୁଡିକ ବହୁତ ସତର୍କ ରହିବାକୁ ପଡ଼ିବ, ଜାଣନ୍ତୁ ସେହି…
ଖରାଛୁଟିରେ ପିଲାମାନେ ବୋର୍ ହେଉଥିଲେ…କରନ୍ତୁ ଏସବୁ କାମ
ଖରାଛୁଟିରେ ପିଲାମାନେ ଘରେ ରହୁଛନ୍ତି ପୂରା ସମୟ। ଖେଳାବୁଲା ପରେ ବି ହାତରେ ଢେର୍ ସମୟ। ଏ ସମୟରେ ପିଲା ଯେମିତି ବୋର୍ ହେବେ ନାହିଁ ସେଥିପାଇଁ ବିଭିନ୍ନ ପ୍ରକାର ବିକଳ୍ପ ଚିନ୍ତା କରନ୍ତି ମାଆମାନେ। ତେବେ କଣ କଲେ ସେମାନଙ୍କ…
ଅଂଶୁଘାତର ପ୍ରତିକାର
ଚିକିତ୍ସା ଶାସ୍ତ୍ର ମତାନୁଯାୟୀ ଛୋଟ ପିଲାମାନଙ୍କ ଶରୀରରେ ହାରାହାରି ତାପମାତ୍ରା ୯୭.୯ ଡିଗ୍ରୀ ଫାରେନାଇଟ(୩୬.୬ଡିଗ୍ରୀ ସେଲସିୟସ୍)ରୁ ୯୯ ଡିଗ୍ରୀ ଫାରେନାଇଟ (୩୭.୨ଡିଗ୍ରୀ ସେଲସିୟସ୍) ଏବଂ ପ୍ରାପ୍ତ ବୟସ୍କ (୬୫ ବର୍ଷରୁ ଅଧିକ) ଲୋକଙ୍କଠାରେ ହାରାହାରି ତାପମାତ୍ରା ୯୮.୭ ଡିଗ୍ରୀ ଫାରେନାଇଟ(୩୭ ଡିଗ୍ରୀ…
Archives


