କେବଳ ଘରର ସୌନ୍ଦର୍ଯ୍ୟ ନୁହେଁ, ଐଶ୍ୱର୍ଯ୍ୟ ବୃଦ୍ଧି କରେ ଏସବୁ ଇଣ୍ଡୋର୍ ପ୍ଲାଣ୍ଟ, ଜାଣନ୍ତୁ…
ଇଣ୍ଡୋର୍ ପ୍ଲାଣ୍ଟ କେବଳ ଘରର ସୌନ୍ଦର୍ଯ୍ୟ ବୃଦ୍ଧି କରେନାହିଁ ଘର ପରିବେଶକୁ ବିଶୁଦ୍ଧ କରିବା ସହ ଘରେ ସକାରାତ୍ମକ ଊର୍ଜ୍ଜା ଉତ୍ପନ୍ନ କରିଥାଏ। ତେବେ ଏମିତି ବି କିଛି ଗଛ ରହିଛି ଯାହାକୁ ଘରେ ଲଗାଇଲେ ଐଶ୍ୱର୍ଯ୍ୟ ବୃଦ୍ଧି ହେବା ସହ…
ଘରକୁ ନାଶ କରିଦେବ ଏହି ଗଛର ଛାଇ, ସାଜିପାରେ ଅକାଳ ମୃତ୍ୟୁର କାରଣ
ବେଳେବେଳେ ଘର ନିର୍ମାଣ କରିବା ସମୟରେ ଆମ ଚାରିପାଖରେ ଉପସ୍ଥିତ ଜିନିଷ ପ୍ରତି ଧ୍ୟାନ ଦେଇନଥାଉ । ଏହି କାରଣରୁ,ଘରେ ନକାରାତ୍ମକ ଶକ୍ତି ବୃଦ୍ଧି ପାଇଥାଏ ଏବଂ ଘରେ ବାସ୍ତୁୁ ତ୍ରୁଟି ଦେଖାଦେଇଥାଏ। ବାସ୍ତୁୁ ଶାସ୍ତ୍ରରେ ଅନେକ ବେଦର ବର୍ଣ୍ଣନା ଅଛି,…
ଧନଠାରୁ ଅଧିକ ମୂଲ୍ୟବାନ ଏହି ୩ ଜିନିଷ; ଟଙ୍କା ପଛରେ ଦୌଡ଼ି କେବେ ହରାନ୍ତୁ ନାହିଁ
ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନରେ ସବୁଠାରୁ ଅଧିକ ମହତ୍ୱ ଧନର ରହିଛି। ଚାଣକ୍ୟ କୁହନ୍ତି ଟଙ୍କା ଥିଲେ ବ୍ୟକ୍ତି ନିଜର ଆବଶ୍ୟକତା ଅନୁସାରେ ପ୍ରତ୍ୟେକଟି ଜିନିଷ କିଣିପାରେ। ପରିବାରର ଭରଣପୋଷଣରେ ମଧ୍ୟ ଧନର ଆବଶ୍ୟକତା ରହିଛି। ଏଥିଲାଗି ରୋଜଗାର କରିବାକୁ ଲୋକମାନେ…
ଲେମ୍ବୁର ଉପକାରିତା ବିଷୟରେ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ସାଧାରଣତଃ ଲେମ୍ବୁର ବ୍ୟବହାର ବିଭିନ୍ନ ପୂଜା, ଦେବ କାର୍ଯ୍ୟ, ନୂତନ ବାସଗୃହରେ ପ୍ରବେଶ ବେଳେ, ଯାନବାହନ ଆଦିର ପୂଜା ତଥା ଯେ କୌଣସି ଶୁଭାଶୁଭ ପୂଜା କାର୍ଯ୍ୟରେ ହୋଇଥାଏ। ଲେମ୍ବୁରେ ଅନେକ ପ୍ରକାର ଔଷଧୀୟ ଗୁଣ ଭରି ରହିଛି। ଲଣ୍ଡନ ବିଶ୍ୱବିଦ୍ୟାଳୟର…
ଓଜନ ବଢାଏ ଏହି ଖରାପ ଅଭ୍ୟାସ
ନିଶାଦ୍ରବ୍ୟ ସେବନ ଏଭଳି ଏକ ଖରାପ ଅଭ୍ୟାସ ଯାହା ଅଯଥାରେ ଅନେକ ପ୍ରକାର ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜିଥାଏ। କେବଳ ସେତିକି ନୁହେଁ, ଏଥିପାଇଁ ଅକାଳ ମୃତ୍ୟୁର ସାମ୍ନା କରିବାକୁ ପଡ଼ିପାରେ। ତେଣୁ ଏଭଳି କୁଅଭ୍ୟାସକୁ ବର୍ଜନ କରିବା ଆବଶ୍ୟକ। ଏହା…
ଚାଇନାର ଚନ୍ଦ୍ର ଅଭିଯାନ
”ଚାଇନାର ଚଳିତ ଚେଙ୍ଗ’ଇ ୬ ଅଭିଯାନ ଚନ୍ଦ୍ରପୃଷ୍ଠରୁ ପ୍ରାୟ ୨ କି.ଗ୍ରା. ଓଜନର ମାଟି ସଂଗ୍ରହ କରି ପୃଥିବୀକୁ ଆଣିବ ବୋଲି ଲକ୍ଷ୍ୟ ରଖାଯାଇଛି। ଚାଇନା ଚନ୍ଦ୍ରର ଦୂରତମ ପାର୍ଶ୍ୱକୁ ସର୍ବପ୍ରଥମେ ୨୦୧୯ ମସିହାରେ ନିଜର ପ୍ରଥମ ଅଭିଯାନ ଚେଙ୍ଗ’ଇ ୪…
ଆଲର୍ଜି ସମସ୍ୟା ଥିଲେ..ଆପଣାନ୍ତୁ ଏହି ଟିପ୍ସ
ଭିଟାମିନ୍-ଇ ଆମ ଶରୀର ପାଇଁ ବେଶ୍ ଲାଭପ୍ରଦ। ବିଶେଷ ଭାବରେ ଏଥିରେ ତତ୍ତ୍ୱ ରହିଛି ଯାହା ଆଲର୍ଜି ଭଳି ସମସ୍ୟାରୁ କେତେକାଂଶରେ ରକ୍ଷା କରିଥାଏ। କେବଳ ସେତିକି ନୁହେଁ, ଏପରି ଖାଦ୍ୟ ଖାଇବା ଦ୍ୱାରା ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି…
ଦୀର୍ଘାୟୁ ହେବାର ସହଜ ଉପାୟ
ଦୀର୍ଘାୟୁ ହେବାକୁ କିଏ ବା ନ ଚାହେଁ? ହେଲେ କେବଳ କହିଦେଲେ ତ ହେବ ନାହିଁ ଏଥିପାଇଁ କେତୋଟି ଦିଗ ପ୍ରତି ଧ୍ୟାନ ଦେବାକୁ ପଡିଥାଏ। ବିଶେଷଭାବରେ ଖାଦ୍ୟପେୟ ଏବଂ ଜୀବନଶୈଳୀ ପ୍ରତି ସତର୍କ ରହିବା ଦରକାର। ହେଲେ ଦୀର୍ଘାୟୁ ହେବା…
ଆକ୍ୱାରିୟମ୍ ରଖୁଥିଲେ ଜାଣିରଖନ୍ତୁ ଏସବୁ ବାସ୍ତୁ ନିୟମ, ବଢ଼ିବ ଐଶ୍ୱର୍ଯ୍ୟ…
ଘରେ ଆକ୍ୱାରିୟମ୍ ରଖିଲେ ବହୁତ ଉନ୍ନତି ହୋଇଥାଏ ବୋଲି ବିଶ୍ୱାସ ରହିଛି। କିନ୍ତୁ ଏଥିପାଇଁ କିଛିଟା ବାସ୍ତୁ ନିୟମ ଜାଣିବା ବି ଜରୁରୀ… *ଆକ୍ୱାରିୟମ୍ରେ ସର୍ବଦା ୯ଟି ମାଛ ରଖିବା ଶୁଭ ହୋଇଥାଏ ବୋଲି ବାସ୍ତୁଶାସ୍ତ୍ରରେ କୁହାଯାଇଛି। ତନ୍ମଧ୍ୟରୁ ୮ଟି ଗୋଲ୍ଡ…
ସମ୍ପତ୍ତି ବଢାଇବାକୁ ଚାହୁଁଛନ୍ତିକି? ଆପଣାନ୍ତୁ ଏଭଳି ବାସ୍ତୁ ଉପାୟ…
ଧନପ୍ରାପ୍ତିର ଇଚ୍ଛା ସମସ୍ତଙ୍କର ଥାଏ। ସେଥିପାଇଁ କିଏ କେତେ ପରିଶ୍ରମ ବି କରିଥାନ୍ତି। ହେଲେ ଏମିତି କେତୋଟି ସହଜ ବାସ୍ତୁ ଉପାୟ ରହିଛି; ଯାହାକୁ ଆପଣାଇଲେ ଘରେ ଧନସମ୍ପତ୍ତି ବଢିଥାଏ ବୋଲି ବିଶ୍ୱାସ କରାଯାଏ… * ଧନର ଦେବତା କୁବେର ହେଲେ…
ପିଲାମାନଙ୍କୁ ସବୁକ୍ଷେତ୍ର ସଫଳ କରିବାକୁ ଚାହୁଁଥିଲେ ଆପଣାନ୍ତୁ ଏହି ଟିପ୍ସ
ପିଲାଙ୍କର ସବୁକ୍ଷେତ୍ରରେ ସଫଳତା ନିମନ୍ତେ ଶିଷ୍ଟାଚାର ଓ ଅନୁଶାସନର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେବେ ପିଲାବେଳୁ ଅଭିଭାବକମାନେ ହିଁ ଏନେଇ ଧ୍ୟାନଦେବା ଦରକାର… ପିଲାଙ୍କ ବ୍ୟବହାର ଉପରେ ଦୃଷ୍ଟି ରଖନ୍ତୁ। ଭୁଲ୍ ବ୍ୟବହାର କଲେ ସେମାନଙ୍କୁ ବୁଝାନ୍ତୁ। ପିଲାମାନେ ଚଞ୍ଚଳ…
ଡିପ୍ଥେରିଆ: କାରଣ, ପ୍ରତିକାର
ଏବେ ଶିଶୁମାନଙ୍କର ଏକ ବିରଳ ରୋଗ ହେଲା ‘ଡିପ୍ଥେରିଆ’ ବା କଣ୍ଠ ଆଳତି। ସାର୍ବଜନୀନ ଟିକା ପ୍ରଦାନ ଦ୍ୱାରା ଏହା ବହୁମାତ୍ରାରେ କମିଯାଇଛି। ସମଗ୍ର ଦେଶରେ ଏ କ୍ଷେତ୍ରରେ ଓଡ଼ିଶା ଦ୍ୱିତୀୟ ସ୍ଥାନରେ ରହିଛି। ମାତ୍ର ଏବେ ଏଭଳି ସ୍ବାସ୍ଥ୍ୟ ସମସ୍ୟା…
Archives


