ଜୀବନଚର୍ଯ୍ୟା

ସକାଳୁ ସକାଳୁ ପିଲାମାନଙ୍କୁ ରେଡିକରି ସ୍କୁଲ ପଠାଇବାକୁ ଥକି ପଡୁଛନ୍ତି କି, ଜାଣନ୍ତୁ…

ପିଲାଙ୍କ ସକାଳୁଆ ସ୍କୁଲ ହେଲେ ସେମାନଙ୍କୁ ରେଡି କରୁଥିବା ଲୋକଟି ହିଁ ବେଶି ଥକିପଡେ। ଆଜିର ଜୀବନଶୈଳୀ ଲେଟ୍‌ରେ ଶୋଇବା ଲେଟ୍‌ରେ ଉଠିବା ପାଇଁ ଏହି କାମ ଆହୁରି କଷ୍ଟକର ହୋଇପଡେ, ତେବେ ଜଣନ୍ତୁ ଏ ନେଇ କିଛି ସହଜ ଉପାୟ……

ଜାଣନ୍ତୁ ବେଲପତ୍ର କିପରି କରିଦେବ ସୁନ୍ଦର

ତ୍ୱଚାରେ ଯଦି ବିଭିନ୍ନ ପ୍ରକାର ଦାଗ ରହିଥାଏ ଅଥବା କୁଣ୍ଡାଇ ହେଉଥାଏ ତେବେ ବେଲପତ୍ରକୁ ବାଟି ସେହି ସ୍ଥାନରେ ଲଗାନ୍ତୁ। କିଛିଦିନ ପରେ ଏହି ସମସ୍ୟା ରହିବ ନାହିଁ। ଏହା ବ୍ୟତୀତ ଯଦି ଦେହରୁ ଝାଳ ଗନ୍ଧ ହେଉଥାଏ ତେବେ କିଛିଦିନ…

ମୁଣ୍ଡବ୍ୟଥା ହେଉଥିଲେ ଆପଣାନ୍ତୁ ଏହି ଉପାୟ

ଆଜିକାଲି ମୁଣ୍ଡବିନ୍ଧା ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ଏଥିରୁ କେତେକାଂଶରେ ଉପଶମ ପାଇବାକୁ ହେଲେ ତାହାର ଉପାୟ ହାତ ପାଆନ୍ତାରେ ରହିଛି। ପ୍ରଥମ କଥା ହେଲା, ନିଜର ଦୈନନ୍ଦିନ ଖାଦ୍ୟ ଠିକ୍‌ ସମୟରେ ଖାଆନ୍ତୁ। ତା’ ସହ ଠିକ୍‌ ସମୟରେ…

ଶରୀରକୁ ସୁସ୍ଥ ରଖେ ରଜନୀଗନ୍ଧା

ରଜନୀଗନ୍ଧାର ନାମ ନେବା ମାତ୍ରେ ଆମ ଆଖି ସାମ୍ନାରେ ଏକ ସତେଜ ଧଳା ସୁଗନ୍ଧିତ ଫୁଲର ପ୍ରତିଛବି ଉଙ୍କି ମାରୁଥାଏ। ଔଷଧୀୟ ଗୁଣରେ ପରିପୂର୍ଣ୍ଣ ଏହି ଫୁଲଟି କେବଳ ଆପଣଙ୍କ ଜୀବନକୁ ସୁଗନ୍ଧିତ କରେ ନାହିଁ, ବରଂ ଏହା ଆପଣଙ୍କ ସ୍ବାସ୍ଥ୍ୟକୁ…

ବିଜ୍ଞାନର ଉନ୍ନତିରେ ଯୁବଶକ୍ତିର ଭୂମିକା

”ରମଣଙ୍କ ନୋବେଲ ପୁରସ୍କାର ଲାଭର ଦୀର୍ଘ ୯୦ବର୍ଷ ବିତିଯାଇଥିଲେ ସୁଦ୍ଧା ଭାରତର ଅନ୍ୟ କୌଣସି ବୈଜ୍ଞାନିକ ଇତିମଧ୍ୟରେ ଏହି ମର୍ଯ୍ୟାଦାପୂର୍ଣ୍ଣ ପୁରସ୍କାର ପାଇବାକୁ ସମର୍ଥ ହୋଇନାହାନ୍ତି। ଆମ ଦେଶରେ ରମଣଙ୍କ ଦ୍ୱାରା ପ୍ରତିଷ୍ଠିତ ବିଜ୍ଞାନର ଏଭଳି ଉନ୍ନତ ପରମ୍ପରା ସତ୍ତ୍ୱେ ଆଜିର…

ଡାଇବେଟିସ୍‌ ଆଶଙ୍କା ବଢ଼ାଏ ଅସନ୍ତୁଳିତ ଜୀବନଶୈଳୀ: ହୋଇଯାନ୍ତୁ ସଚେତନ

ଆଜିକାଲି ବ୍ୟସ୍ତମୟ ଜୀବନରେ ନିଜର ଜୀବନଶୈଳୀକୁ ସନ୍ତୁଳିତ ରଖିବା ଜରୁରୀ ହୋଇପଡ଼ିଛି। ଯଦି ଦୀର୍ଘ ମାସ ଧରି ଏହା ଅସନ୍ତୁଳିତ ରହିଲା, ତେବେ ତାହା ଡାଇବେଟିସ୍‌ର କାରଣ ସାଜିବାର ଯଥେଷ୍ଟ ଆଶଙ୍କା ରହିଛି। ଏଭଳି ବିଷୟବସ୍ତୁକୁ ନେଇ ସର୍ଭେ କରିବା ସମୟରେ…

ପିଜୁଳିରେ ରହିଛି ଅନେକ ପୋଷକତତ୍ତ୍ୱ, ମାତ୍ର ଏହି ରୋଗୀଙ୍କୁ ଖାଇବା ମନା, ଜାଣନ୍ତୁ କାହିଁକି…

ପିଜୁଳି ଏମିତି ଏକ ଫଳ ଯାହା ବହୁତ ସ୍ବାଦିଷ୍ଟ ଏବଂ ପୁଷ୍ଟିକର ଭାବରେ ବିବେଚନା କରାଯାଏ। ଅଧିକାଂଶ ଲୋକ ଏହାକୁ ଖାଇବାକୁ ପସନ୍ଦ କରନ୍ତି। ବିଶେଷକରି ଯେଉଁମାନଙ୍କର ପାଚନ ସମସ୍ୟା ଅଧିକ ଥାଏ, ଏହା ସେମାନଙ୍କ ପାଇଁ କୌଣସି ବରଦାନଠାରୁ କମ୍‌…

ଚିନାବାଦାମ ଖାଇଲେ ଦୂର ହୁଏ ଏସବୁ ସମସ୍ୟା…

ଚିନାବାଦାମରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ସବୁଠାରୁ ଖାସ୍‌ କଥା ହେଲା, ଏହାକୁ ଖାଇଲେ ଦୃଷ୍ଟି ଶକ୍ତି ଆହୁରି ପ୍ରଖର ହୋଇଥାଏ। ‘ପ୍ରଖର ଦୃଷ୍ଟିଶକ୍ତିରେ ଚିନାବାଦାମର ଭୂମିକା’ ଶୀର୍ଷକ ବିଷୟକୁ ନେଇ ଟୋକିଓ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏକ ସର୍ଭେ…

ଫ୍ୟାଟ୍‌ ଜାତୀୟ ଖାଦ୍ୟ ଅଧିକ ଖାଉଥିଲେ ହୋଇଯାନ୍ତୁ ସାବଧାନ: ନଚେତ୍‌…

ମନଲୋଭା ଖାଦ୍ୟ ଦେଖିଲେ ତାହାକୁ ଖାଇବାକୁ ପ୍ରାୟ ଅନେକଙ୍କ ମନରେ ଆଗ୍ରହ ସୃଷ୍ଟି ହୋଇଥାଏ। ହେଲେ ନିଜକୁ ସୁସ୍ଥ ରଖିବା ପାଇଁ ଖାଦ୍ୟପେୟ ଉପରେ ନିୟନ୍ତ୍ରଣ ନିହାତି ଜରୁରୀ। ଆପଣ ଅଧିକ ଫ୍ୟାଟ୍‌ଜାତୀୟ ଖାଦ୍ୟ ଖାଉଛନ୍ତି କି? ଯଦି ହଁ, ତେବେ…

ସ୍ବାମୀଙ୍କ ଉପରେ ହୁକୁମ ଚଳାଇବାରେ ମାହିର ଏହି ୪ ରାଶିର ଯୁବତୀ, ଶାଶୁଘରେ ବି ଥାଏ କଣ୍ଟ୍ରୋଲ…

ସବୁ ଝିଅ ଚାହାନ୍ତି ବିବାହ ପରେ ସବୁ ଇଚ୍ଛା ପୂରଣ କରିବା ଭଳି ସ୍ବାମୀ ଏବଂ ଶାଶୁଘର ମିଳୁ। ହେଲେ ଜ୍ୟୋତିଷଶାସ୍ତ୍ରରେ କୁହାଯାଇଛି କିଛି ଝିଅ ଡୋମିନେଟିଂ(ପ୍ରାଧାନ୍ୟ) ବିସ୍ତାର କରିବାରେ ମାହିର ହୋଇଥାନ୍ତି। ଏମାନେ ସ୍ବାମୀ ସହ ଶାଶୁଘରରେ ହୁକୁମ ଚଳାଇଥାନ୍ତି।…

ଶୟନ କକ୍ଷରେ କ’ଣ ରଖିବେ, କ’ଣ ନୁହେଁ; ଜାଣନ୍ତୁ ଏନେଇ ବାସ୍ତୁ…

ଦିନଯାକର ଅକ୍ଳାନ୍ତ ପରିଶ୍ରମ ପରେ ଟିକେ ବିଶ୍ରାମ ପାଇଁ ଯେବେ ଶୋଇବା ଘରେ ପାଦ ପଡ଼ିଯାଏ ସେତେବେଳେ ମନକୁ ଖୁବ୍‌ ଶାନ୍ତି ମିଳିଥାଏ। କାରଣ ଶୋଇବା ଘର ହେଉଛି ଏପରି ଏକ ସ୍ଥାନ, ଯେଉଁଠି ବ୍ୟକ୍ତି ଆରାମ କରିପାରେ। ସୁଖୀ ଦାମ୍ପତ୍ୟ…

ଆକବରଙ୍କ କାରାଗାରରେ ହନୁମାନ ଚାଳିଶା ଲେଖିଥିଲେ ତୁଳସୀଦାସ, ପଢ଼ନ୍ତୁ ରୋଚକ କାହାଣୀ

‘ଶ୍ରୀ ରାମଚରିତମାନସ’ ଭଳି ଅନେକ ମହାନ ଗ୍ରନ୍ଥ ଲେଖିଥିବା ତୁଳସୀଦାସଙ୍କୁ କିଏ ବା ନଜାଣେ। ଶ୍ରାବଣ ମାସ ଶୁକ୍ଳ ପକ୍ଷ ସପ୍ତମୀ ତିଥିରେ ଚିତ୍ରକୁଟର ରାଜାପୁର ଗ୍ରାମରେ ତାଙ୍କର ଜନ୍ମ ହୋଇଥିଲା। ଏହି ଅନୁସାରେ ବୁଧବାର ସାରା ଦେଶରେ ତାଙ୍କର ଜୟନ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?