ଜୀବନଚର୍ଯ୍ୟା

ମୁହଁରୁ ବ୍ରଣ ଦୂର କରିବା ପାଇଁ ଜାଣନ୍ତୁ ଉପଚାର

କେବଳ ତେଲିଆ ତ୍ୱଚାପାଇଁ ମୁହଁରେ ନାଲି ବ୍ରଣ ହୋଇଥାଏ ବୋଲି ଅନେକଙ୍କ ଧାରଣା। ମାତ୍ର ଏହା ଭୁଲ। କୌଣସି କାରଣରୁ ଏହିପରି ହୋଇଥାଇପାରେ। ତେବେ ଆପଣଙ୍କଠାରେ ଯଦି ଏହି ସମସ୍ୟା ଦେଖାଯାଉଛି ତେବେ କିଛି ପ୍ରମୁଖ ଦିଗ ପ୍ରତି ଧ୍ୟାନ...

ନିମ୍ବ ପାଣିରେ ଗାଧୋଇ ଏହି ସ୍ବାସ୍ଥ୍ୟ ସମସ୍ୟାଗୁଡ଼ିକରୁ ରକ୍ଷା ପାଆନ୍ତୁ..

ବିଭିନ୍ନ ଔଷଧୀୟ ବୃକ୍ଷମାନଙ୍କ ମଧ୍ୟରୁ ନିମ୍ବ ଅନ୍ୟତମ। ଏହାର ପତ୍ରଠାରୁ ଆରମ୍ଭ କରି ଫଳ, ଫୁଲ, ମୂଳ ଇତ୍ୟାଦିକୁ ଅନେକ ରୋଗର ଉପଶମ କ୍ଷେତ୍ରରେ ବ୍ୟବହାର କରାଯାଇଥାଏ। ଏସବୁ ମଧ୍ୟରେ ସ୍ନାନ ସମୟରେ ନିମ୍ବ ପାଣିର ବ୍ୟବହାର ଉପକାରୀ ବୋଲି...

ଖରାଦିନେ ଦହି ଖାଇଲେ କ’ଣ ହୁଏ

ପ୍ରାୟ ସବୁ ଲୋକଙ୍କୁ ଦୁଗ୍ଧରେ ତିଆରି ଜିନିଷ ପସନ୍ଦ ହୋଇଥିବା ବେଳେ କେହି କେହି ଏହାକୁ ପସନ୍ଦ ମଧ୍ୟ କରି ନ ଥାନ୍ତି। ତେବେ ଖରାଦିନେ ଦହି ଖାଇବାକୁ ବହୁ ଲୋକ ପସନ୍ଦ କରିଥାନ୍ତି। କାରଣ ଏହା ଥଣ୍ଡା ହୋଇଥାଏ।...

ଅଧିକ ପେଷ୍ଟର ବ୍ୟବହାର ଦାନ୍ତ ପାଇଁ ହୋଇପାରେ କ୍ଷତିକାରକ: ଜାଣନ୍ତୁ କେତେ ରହିବ ପେଷ୍ଟର ମାତ୍ରା

ଟୁଥ୍‌ପେଷ୍ଟର ବ୍ୟବହାର ଦାନ୍ତ ଓ ପାଟିକୁ ସୁସ୍ଥ ରଖିବା ସହିତ ମୁଖ ଦୁୁର୍ଗନ୍ଧରୁ ମୁକ୍ତି ଦେଇଥାଏ। ବ୍ରଶ୍‌ କରିବା ସମୟରେ ଯେତେ ଅଧିକ ଟୁଥ୍‌ପେଷ୍ଟର ବ୍ୟବହାର କରାଯିବ ସେତେ ଅଧିକ ଦାନ୍ତ ସଫା ହେବ ବୋଲି ଅନେକେ ଭାବନ୍ତି। ମାତ୍ର...

ଚିନ୍ତା କମ୍‌ କରିବା ପାଇଁ ଆପଣାନ୍ତୁ କେତୋଟି ସହଜ ଉପାୟ

ଆଜିକାଲିର ବ୍ୟସ୍ତ ଜୀବନଶୈଳୀକୁ ନେଇ ଅଧିକାଂଶ ଲୋକ ଚିନ୍ତାରେ ରହିଥାନ୍ତି। ଚିନ୍ତା ଯୋଗୁ ଅନେକ ରୋଗ ହେବା ସମ୍ଭାବନା ମଧ୍ୟ ରହିଥାଏ। ବ୍ୟସ୍ତ ଜୀବନଶୈଳୀ ଯୋଗୁ ଚିନ୍ତାରୁ ଦୂରେଇ ରହିବା କଷ୍ଟକର। ମାତ୍ର ସହଜ ଉପାୟରେ ଏଥିରୁ ଆମେ ଦୂରେଇ...

ଭୁଲ୍‌ରେ ମଧ୍ୟ ଏହିସବୁ ରୋଗୀ ଖାଆନ୍ତୁ ନାହିଁ ତରଭୁଜ

ଖରାଦିନେ ତରଭୁଜ ଖାଇବାକୁ ପ୍ରାୟ ସମସ୍ତେ ପସନ୍ଦ କରିଥା’ନ୍ତି। ଏଥିରେ ଭରପୂର ମାତ୍ରାରେ ଭିଟାମିନ୍‌, ମିନେରାଲ୍‌ସ ଏବଂ ଆଣ୍ଟିଅକ୍ସିଡାଣ୍ଟ ରହିଥାଏ। ଗବେଷକଙ୍କ କହିବାନୁଯାୟୀ ଜଣେ ବ୍ୟକ୍ତି ଗୋଟିଏ ଦିନରେ ୩୦୦ ଗ୍ରାମ ତରଭୁଜ ଖାଇବା ଉଚିତ। ଏହା ସ୍ବାସ୍ଥ୍ୟ ଉପଯୋଗୀ...

ଠିଆ ହୋଇ ପାଣି ପିଉଛନ୍ତି କି

ପାଣି ଶରୀର ପାଇଁ କେତେ ଗୁରୁତ୍ୱପୂର୍ଣ୍ଣ ସମସ୍ତେ ଜାଣିଛନ୍ତି। ଶରୀରକୁ ସୁସ୍ଥ ରଖିବାରେ ଜଳର ଭୂମିକା ଗୁରୁତ୍ୱପୂର୍ଣ୍ଣ। ମଣିଷ ଶରୀରରେ ପ୍ରାୟ ୬୦ରୁ ୭୦ ଭାଗ ଜଳ ରହିଥାଏ। ଏହା ମାଂସପେଶୀକୁ ସୁରକ୍ଷା ଦେବା ସହ ଶରୀରର ବିଭିନ୍ନ କୋଷକୁ...

ଜିଭ ପୋଡ଼ିଯିବା ସମସ୍ୟାରୁ ମୁକ୍ତି ପାଇବା ଲାଗି ଜାଣନ୍ତୁ କିଛି ଘରୋଇ ଉପଚାର

ଅନେକ ସମୟରେ ତରତରରେ ଗରମ ଖାଦ୍ୟ ଖାଇବା ଫଳରେ ଜିଭ ପୋଡି ଯାଇଥାଏ। ତେବେ ଜିଭ ପୋଡିଯିବା କୌଣସି ବଡ଼ ସମସ୍ୟା ହୋଇ ନ ଥିଲେ ମଧ୍ୟ ଜିଭ ପୋଡିଯିବା ଫଳରେ ପାଟିର ସ୍ବାଦ ଖରାପ ହୋଇଯାଇଥାଏ। ଫଳରେ କିଛି...

ଖରାଦିନେ ଥଣ୍ଡା ହେଲେ ଆପଣାନ୍ତୁ ଏହି ଘରୋଇ ଉପାୟ

ଖରାଦିନେ ଥଣ୍ଡା ଧରିବା ଏକ ସାଧାରଣ କଥା। ମାତ୍ର ଖରାଦିନେ ହେଉଥିବା ଥଣ୍ଡା ଶୀତଦିନ ଅପେକ୍ଷା ଅଧିକ କଷ୍ଟଦାୟକ। ଖରାଦିନେ ଥଣ୍ଡାହେଲେ ପେଟ ଖରାପ ହେବା ସହ ଲଗାତର ଛିଙ୍କ ଏବଂ କାଶ ହେବାର ସମ୍ଭାବନା ରହିଥାଏ। ମାତ୍ର କେତୋଟି...

ବିଶ୍ୱ ତମାଖୁ ନିିରୋଧ ଦିବସ

ମେ ୩୧ରେ ବିଶ୍ୱ ତମାଖୁ ନିିରୋଧ ଦିବସ ପାଳନ କରାଯାଉଛି। ତମାଖୁ ସେବନ କରି ବିଶେଷକରି ଫୁସଫୁସ ଜନିତ ରୋଗ ଏବଂ କ୍ୟାନସର ପରି ମହାମାରୀର ଶିକାର ହେଉଛନ୍ତି ଲୋକେ। ପ୍ରତିବର୍ଷ ଦେଶରେ ଧୂମପାନ ଯୋଗୁ ଲକ୍ଷାଧିକ ଲୋକ ମୃତ୍ୟୁମୁଖରେ...

ଖାଦ୍ୟରୁଚିରୁ ଜାଣନ୍ତୁ ଝିଅଙ୍କ ଲଭ୍‌ ଲାଇଫ୍‌ ସମ୍ପର୍କିତ କିଛି ରହସ୍ୟପୂର୍ଣ୍ଣ କଥା

ଖାଦ୍ୟପେୟରେ ସମସ୍ତଙ୍କ ରୁଚି ଭିନ୍ନ ଭିନ୍ନ ହୋଇଥାଏ। କାହାକୁ ଖଟା ଖାଇବାକୁ ଭଲ ଲାଗୁ ଥିବାବେଳେ କାହାକୁ ମିଠା ଅଧିକ ପସନ୍ଦ ହୋଇଥାଏ। ତେବେ ଆପଣ ଜଣକର ଖାଦ୍ୟ ପସନ୍ଦ ଶୈଳୀରୁ ତାଙ୍କ ଲଭ୍‌ ଲାଇଫ୍‌ ସମ୍ପର୍କରେ ଜାଣିପାରିବେ। ତେବେ...

ଉଚ୍ଚ ରକ୍ତଚାପରେ ପୀଡ଼ିତ କି? ଖାଲି ପେଟରେ ଖାଆନ୍ତୁ ଦୁଇ କୋଲା ରସୁଣ

ରସୁଣ ଖାଇବାର ଫାଇଦା ଅନେକ। ଆୟୁର୍ବେଦରେ ରସୁଣକୁ ମହୌଷଧି ଭାବେ ବିବେଚିତ କରାଯାଇଛି। କୁହାଯାଏ, କୌଣସି ନା କୌଣସି ରୂପରେ ରସୁଣକୁ ଡାଏଟ୍‌ ପ୍ଲାନ୍‌ରେ ସାମିଲ କରିବା ଉଚିତ୍‌। କିନ୍ତୁ ସକାଳ ଓ ସନ୍ଧ୍ୟାରେ ଖାଲିପେଟରେ ରସୁଣ ଖାଇବା ଦ୍ୱାରା...

ହରମୋନସ୍ତର ନିୟନ୍ତ୍ରଣ କରେ ଏହି ପାଣି…

ଜୁଆଣି ପାଣି ପିଇଲେ ଅନେକ ଉପକାର ହୋଇଥାଏ। ଏହା ପେଟକୁ ଥଣ୍ଡା ରଖିବା ସହିତ ପାଚନ କ୍ରିୟାକୁ ସ୍ବାଭାବିକ କରିଥାଏ। ଏହା ହରମୋନସ୍ତରକୁ ନିୟନ୍ତ୍ରିତ କରିଥାଏ। ରାତିରେ ଏକ ଗ୍ଲାସ୍‌ ପାଣିରେ ଏକ ଚାମୁଚ ଜୁଆଣି ପକାଇ ଏହାକୁ ସକାଳୁ...

ସ୍ତନ କର୍କଟ ଭଲ କରିବ ନିମ୍ବ!

ହାଇଦ୍ରାବାଦସ୍ଥିତ ରାଷ୍ଟ୍ରୀୟ ଔଷଧୀୟ ଶିକ୍ଷା ଏବଂ ଅନୁସନ୍ଧାନ ସଂସ୍ଥାନ (ଏନ୍‌ଆଇପିଇଆର୍‌)ର ବୈଜ୍ଞାନିକମାନେ ସ୍ତନ କର୍କଟର ଚିକିତ୍ସା ଦିଗରେ ଏକ ସଫଳତା ହାସଲ କରିଛନ୍ତି। ବୈଜ୍ଞାନିକଙ୍କ ଦାବି ଅନୁସାରେ, ନିମ୍ବପତ୍ର ଏବଂ ଫୁଲରୁ ପ୍ରାପ୍ତ ହେଉଥିବା ଏକ ରାସାୟନିକ ଯୌଗିକ ଦ୍ୱାରା...

ପାଣି ପିଇବା ସମୟରେ ମାନନ୍ତୁ ଏହି ୫ଟି କଥା, ରହିବେ ସୁସ୍ଥ

ଜଣେ ବୟସ୍କ ବ୍ୟକ୍ତି ଦିନକୁ ଦୁଇରୁ ଅଢ଼େଇ ଲିଟର ପାଣି ପିଇଲେ ସୁସ୍ଥ ରହି ପାରିବେ। କିନ୍ତୁ ଏହି ପାଣି ପିଇବାରେ ମଧ୍ୟ କିଛି ନିୟମ ରହିଛି। ଯାହାକୁ ମାନିଲେ ସୁସ୍ଥ ରହିପାରିବା। ଜାଣନ୍ତୁ… ଠିଆ ହୋଇ ପାଣି ପିଅନ୍ତୁ...

ଚିକେନ ମଷ୍ଟାର୍ଡ

ଚିକେନରେ ପ୍ରସ୍ତୁତ ବିଭିନ୍ନ ଖାଦ୍ୟ ପ୍ରତି ଏବେବି ଆଦର ବଢୁଛି। ଗ୍ରାହକଙ୍କ ଆଦର ଓ ରୁଚି ଅନୁଯାୟୀ ଏବେ ହୋଟେଲଗୁଡିକ ମଧ୍ୟ ଚିକେନରେ ବିଭିନ୍ନ ନୂଆ ନୂଆ ଡିସ୍‌ ପ୍ରସ୍ତୁତ କରିବା ଉପରେ ଗୁରୁତ୍ୱ ଦେଉଛନ୍ତି। ରେଷ୍ଟୁରାଣ୍ଟଗୁଡିକ ମଧ୍ୟରେ ଚିକେନରେ...

ଦୂର ଯାତ୍ରା ସମୟରେ କରନ୍ତୁ ନାହିଁ ଏହି ୪ କାମ, ନଚେତ୍‌ ପଡ଼ିପାରନ୍ତି ହଇରାଣରେ

ଅନେକ ଲୋକଙ୍କୁ ଦୂର ଜାଗା ବୁଲିବା ପସନ୍ଦ ହୋଇଥିଲେ ମଧ୍ୟ ଏ ନେଇ ଉପୁଜିଥାଏ ଅନେକ ସମସ୍ୟା, ଯଥା ବାନ୍ତି, ମୁଣ୍ଡବିନ୍ଧା ଇତ୍ୟାଦି। ଏହି କାରଣ ଯୋଗୁ ସେମାନେ ବୁଲିଯିବାକୁ ପସନ୍ଦ କରି ନ ଥାଆନ୍ତି। ତେବେ ଆପଣ ଯଦି...

କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାଣି…

ପରିବର୍ତ୍ତିତ ଜୀବନ ଶୈଳୀ ତଥା ଖାଦ୍ୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ କିଡ୍‌ନୀ ଷ୍ଟୋନ୍‌ ସମସ୍ୟା ଦେଖାଦେଇଥାଏ। ତେବେ କିଛି ଘରୋଇ ଚିକିତ୍ସା ଦ୍ୱାରା ଏହି ସମସ୍ୟାଠାରୁ ସହଜରେ ମୁକ୍ତି ମିଳିଥାଏ। ସପ୍ତାହରେ ୨-୩ଥର ପଇଡ଼ ପାଣି ପିଇଲେ ଏହି ସମସ୍ୟା...