ଆଞ୍ଚଳିକ ଖବର

ଡେପୁଟେସନ ନୁହେଁ, ସ୍ଥାୟୀ ଶିକ୍ଷକ ଦରକାର: ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୧୬।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଥମିବାର ନାମ ନେଉନାହିଁ। ଶିକ୍ଷା ବିଭାଗ ପକ୍ଷରୁ ସାମୟିକ ଭାବେ ଦୁଇଜଣ…

କୁମାର ପୂର୍ଣ୍ଣିମା, ଗଜଲକ୍ଷ୍ମୀ ପୂଜା ତାରିଖକୁ ନେଇ ଦ୍ୱନ୍ଦ୍ୱ

ଭୁବନେଶ୍ୱର,୫ା୧୦: ଓଡ଼ିଶାରେ ପାରମ୍ପରିକ ଭାବେ ଗୋଟିଏ ଦିନରେ ପାଳନ କରାଯାଉଥିବା କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜାର ତାରିଖକୁ ନେଇ ଚଳିତ ଦ୍ୱନ୍ଦ୍ୱ ଦେଖାଦେଇଛି। କ୍ୟାଲେଣ୍ଡରରେ ଏକ ପାର୍ଥକ୍ୟ ଯୋଗୁଁ ଏହି ସମସ୍ୟା ସୃଷ୍ଟି ହୋଇଛି। ଗଜଲକ୍ଷ୍ମୀ ପୂଜା ସୋମବାର ପାଳନ…

ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ବରଗଡ଼,୫ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜଣାଶୁଣା ରାଜନେତା, ବିରୋଧୀ ଦଳ ଉପନେତା, ରେଢ଼ାଖୋଲ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ, ପୂର୍ବତନ ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀ ଚାରୁଶୀଳା ଆଚାର୍ଯ୍ୟ(୬୮)ଙ୍କ ଗୁରୁବାର ଭୋରରେ ତାଙ୍କ ବରଗଡ଼ସ୍ଥିତ ବାସଭବନରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କ ପରଲୋକରେ…

ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର: ସମସ୍ୟାର ତ୍ୱରିତ୍‌ ସମାଧାନ ନିର୍ଦ୍ଦେଶ

ସୋହେଲା,୧୯।୫(ଅଶ୍ବିନୀ ପାତ୍ର):ବରଗଡ ଜିଲା ସୋହେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଗୋୟଲଙ୍କ ସମେତ ପଦ୍ମପୁର ଅତିରିକ୍ତ ଜିଲାପାଳ କୃଣାଲ ମୋତିରାମ ଚୌହାନ, ଜିଲା ପରିଷଦ…

କବାଟ ଭାଙ୍ଗି ଘରୁ ସୁନାଗହଣା, ଟଙ୍କା ଚୋରି

ଦିଗପହଣ୍ଡି,୯ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଗୁଡ଼ିଆଗଳି ବାସିନ୍ଦା ସୁଦର୍ଶନ ସାହୁଙ୍କ ଘରୁ ଦୁର୍ବୃତ୍ତମାନେ ପ୍ରାୟ ୪୦ ହଜାର ଟଙ୍କା ଏବଂ ବହୁ ପରିମାଣର ସୁନାଗହଣା ଚୋରି କରି ନେଇଥିବା ଅଭିଯୋଗ ହୋଇଛି। ସୁଦର୍ଶନ ପରିବାର ସହ ଜଣେ ସମ୍ପର୍କୀୟଙ୍କ ଘରକୁ…

ସୌଜନ୍ୟ ବଦଳରେ ସ୍ବଜନ୍ୟ ଲେଖାକୁ ନେଇ ଉଦବେଗ ପ୍ରକାଶ କଲେ ପର୍ଯ୍ୟଟକ

ଦାରିଙ୍ଗବାଡି, ୨୯।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଓଡିଶାର କାଶ୍ମୀର ଭାବେ ବହୁ ପରିଚିତ। ଦୈନିକ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡିକୁ ବୁଲିବାକୁ ଆସୁଛନ୍ତି କେତେବେଳେ ଅଳିଆ ଆବର୍ଜନା ଓ କୁଢ଼ କୁଢ଼ ପ୍ଲାଷ୍ଟିକ ପର୍ଯ୍ୟଟନ କ୍ଷେତ୍ରରେ ପଡିଥିବା ଦେଖି…

ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ କରିଥିଲେ ହତ୍ୟା: କୋର୍ଟ ଶୁଣାଇଲେ ଆଜୀବନ କାରାଦଣ୍ଡ 

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା  ଭଞ୍ଜନଗର ଥାନା ଅନ୍ତର୍ଗତ ଆଖୁପଦର ଗ୍ରାମର ଗୀତାଞ୍ଜଳୀ ମୁଳିଙ୍କୁ ତାଙ୍କ ସ୍ବାମୀ ରାଜୁ ମୁଳିି ୨୦୨୩ ମସିହା ମେ ମାସ ୨୭ ତାରିଖ ରାତିରେ ହତ୍ୟା କରିଥିଲେ। ଏହି ମାମଲାର ରାୟ ଶନିବାର ପ୍ରକାଶ ପାଇଛି।…

ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ନେଇ ଯାଉଥିବା ବୋଲେରୋ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

ରାଜନଗର,୨୧ା୨( ଭାସ୍କର ରାଉତରାୟ ): ମାଟ୍ରିକ ପିଲାଙ୍କୁ ନେଇ ପରୀକ୍ଷାକେନ୍ଦ୍ରକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ଏକ ବୋଲେରୋ। ଫଳରେ ବୋଲେରୋରେ ଥିବା ୧୧ ପରୀକ୍ଷାର୍ଥୀ ଆହତ ହୋଇଛନ୍ତି। କେନ୍ଦ୍ରାପଡ଼ା ଜିଲା ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ଡାଙ୍ଗମାଳ-ରାଜନଗର ରାସ୍ତାର କୃଷ୍ଣନଗରଠାରେ…

ଅଟୋ ଚଲାଇଲେ ମନ୍ତ୍ରୀ, ବସିଲେ ଏମ୍‌ଏଲ୍‌, ଏମ୍‌ପି

ଗଜପତି,୭।୧୧(ଗିରିଧାରୀ ପରିଛା): ଦିନିକିଆ ଗଜପତି ଜିଲା ଗସ୍ତରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ  ଗକୁଳ ମଲ୍ଲିକ। ୨ଦିନ ଧରି ପ୍ରଶାସନିକ ତରଫରୁ ଆୟୋଜିତ ମତ୍ସ୍ୟ ଓ ପଶୁସମ୍ପଦ ମେଳାର ସେ ଶୁଭ ଉଦଘାଟନ କରିଛନ୍ତି । ମେଳାର ଉଦ୍‌ଘାଟନ ଉତ୍ସବରେ…

ସହରରେ ଚାଞ୍ଚଲ୍ୟ: ମନୋରମାଙ୍କ ହତ୍ୟାକାରୀ ହାରିଦେଲେ ଜୀବନ

କେନ୍ଦୁଝର,୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟରେ ଶଙ୍କରଗଳି ପବିତ୍ରଡିହାରେ ଗତ ୪ ତାରିଖରେ ଜଣେ ୨୦ ବର୍ଷୀୟା ଯୁବତୀ ମନୋରମା ବେହେରା ହତ୍ୟାକାଣ୍ଡର ଅଭିଯୁକ୍ତ ଅଜୟ ସାହୁ (୨୪)ଙ୍କ ମୃତଦେହ ଝାରସୁଗୁଡ଼ା ରେଳଷ୍ଟେଶନରୁ ସ୍ଥାନୀୟ ରେଳବାଇ ପୋଲିସ ପାଇଛି। ସେ…

୩ ଦିନ ପରେ କୂଅରୁ ଉଦ୍ଧାର ହେଲା ଗାଈ, ଏହି ଦାବି କଲେ ସ୍ଥାନୀୟ ବାସିନ୍ଦା

ଦାରିଙ୍ଗବାଡି, ୮/୬ (ଅରୁଣ ସାହୁ ): କଥାରେ ଅଛି “ରଖେ ହରି ତ ମାରେ କିଏ”। ଏଭଳି ଉକ୍ତିକୁ ନେଇ ଅନେକ ସମୟରେ ଉଦାହରଣ ଦେଖିବାକୁ ମିଳିଥାଏ। ଏଭଳି ଏକ ଘଟଣା ଏବେ ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ଅଞ୍ଚଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri