ଆଞ୍ଚଳିକ ଖବର

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ୩ ଶ୍ରମିକଙ୍କୁ ତାଳଚେର ଏନଟିପିସି ମେଡିକାଲରେ ଚିକିତ୍ସାଧିନ…

ସଡ଼କ ଦୁର୍ଘଟଣାରେ ଚାଲିଗଲା ବାପ-ପୁଅଙ୍କ ଜୀବନ, ଶେଷଯାତ୍ରାରେ ବିଧାୟକ ଯୋଗ ଦେଇ…

ସୋହେଲା,୮ା୮(ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସୋହେଲାର ରୋଶନ ଅଗ୍ରଓ୍ବାଲ (୪୮) ଏବଂ ତାଙ୍କ ପୁଅ ତରୁଣ(୧୨)ଙ୍କ ମୃତ୍ୟୁ ହୋଇଯାଇଛି। ଶୁକ୍ରବାର ସନ୍ଧ୍ୟାରେ ରୋଶନ ତାଙ୍କ ପୁଅ ସହ କୌଣସି କାମରେ ଥାନା ଛକ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ ରହିଥିବା ପ୍ରଶାନ୍ତ ମହାପାତ୍ରଙ୍କ ତାରିଣୀ ଜୁଏଲର୍ସରୁ ଲକ୍ଷାଧିକ ଟଙ୍କାର ସୁନା, ରୁପା ଚୋରି…

ନାଁ ରଖିଲେ ଚାଷୀ ପୁଅ: ନିଟ୍-ୟୁଜିରେ ସଫଳତା ହାସଲ କଲେ ବିସ୍ମୟ, ଡାକ୍ତର ହେବାର ସ୍ୱପ୍ନ…

ଅମରପାଲି, ୧୮।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ମାଣିକପୁର ଗ୍ରାମର ମେଧାବୀ ଛାତ୍ର ବିସ୍ମୟ ପଧାନ ଚଳିତ ବର୍ଷର ନିଟ୍-ୟୁଜି (NEET-UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ…

ଶିଶୁପୁତ୍ର ଉଦ୍ଧାର ଘଟଣା , ପୋଷ୍ୟ ସଂସ୍ଥାକୁ ହସ୍ତାନ୍ତର କଲା ପୋଲିସ

ଦିଗପହଣ୍ଡି,୨୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସର ପରିତ୍ୟକ୍ତ ଜମିରୁ, ଶୁକ୍ରବାର ସାରେ ପୋଲିସ ପକ୍ଷରୁ ଉଦ୍ଧାର କରାଯାଇଥିବା ଶିଶୁପୁତ୍ରଙ୍କୁ ବିଳମ୍ବିତ ରାତିରେ ବ୍ରହ୍ମପୁର ଗୋସାଇଁ ନୂଆଗାଁ ସ୍ଥିତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ ଯୋଗୁ ଟୁରି ଭେଜିଗୁଡା ଗ୍ରାମର ପଟାଦେଈ ମାଝୀ, ଲାଲୁ ମାଝୀ, ଜଗଦୀଶ ମାଝୀ,…

କ୍ରିକେଟ ଖେଳୁଥିବା ବେଳେ ଯୁବକଙ୍କ ଉପରେ ହେଲା ବଜ୍ରପାତ: ଟଳିପଡ଼ିଲେ…

ମୋହନା,୧୬।୫(ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଘମାରି ପଞ୍ଚାୟତ ଶୁଲୁବା ଗାଁ ରେ ଅଘଟଣ ଘଟିଛି। ଗାଁ ନିକଟସ୍ଥ ଏକ ପଡିଆରେ ବୟନ୍ତ କୁମାର ବେହେରଦଳାଇ (୨୮ )ଙ୍କ ସହ ସାଙ୍ଗ ସାଥି କ୍ରିକେଟ୍ ଖେଳୁଥିବା ସମୟରେ…

ଏପ୍ରିଲ ୩୦ ସନ୍ଧ୍ୟାରୁ ମୁଖ୍ୟ କେନାଲରେ ପାଣି ଯୋଗାଣ ବନ୍ଦ: ୨ ମାସ ଠପ୍‌ ପଡିବ…

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ୩୦ ତାରିଖ ସନ୍ଧ୍ୟା ୫ଟାରୁ ବରଗଡ଼ ମୁଖ୍ୟ କେନାଲରେ ପାଣି ଯୋଗାଣ ବନ୍ଦ ରହିବ। ସେହିପରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ଆସନ୍ତା ମେ ମାସ ୧ତାରିଖରୁ ଜୁନ ମାସ ୩୦ ତାରିଖ ପର୍ଯ୍ୟନ୍ତ…

ଡେପୁଟେସନ ନୁହେଁ, ସ୍ଥାୟୀ ଶିକ୍ଷକ ଦରକାର: ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୧୬।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଥମିବାର ନାମ ନେଉନାହିଁ। ଶିକ୍ଷା ବିଭାଗ ପକ୍ଷରୁ ସାମୟିକ ଭାବେ ଦୁଇଜଣ…

କୁମାର ପୂର୍ଣ୍ଣିମା, ଗଜଲକ୍ଷ୍ମୀ ପୂଜା ତାରିଖକୁ ନେଇ ଦ୍ୱନ୍ଦ୍ୱ

ଭୁବନେଶ୍ୱର,୫ା୧୦: ଓଡ଼ିଶାରେ ପାରମ୍ପରିକ ଭାବେ ଗୋଟିଏ ଦିନରେ ପାଳନ କରାଯାଉଥିବା କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜାର ତାରିଖକୁ ନେଇ ଚଳିତ ଦ୍ୱନ୍ଦ୍ୱ ଦେଖାଦେଇଛି। କ୍ୟାଲେଣ୍ଡରରେ ଏକ ପାର୍ଥକ୍ୟ ଯୋଗୁଁ ଏହି ସମସ୍ୟା ସୃଷ୍ଟି ହୋଇଛି। ଗଜଲକ୍ଷ୍ମୀ ପୂଜା ସୋମବାର ପାଳନ…

ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ବରଗଡ଼,୫ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜଣାଶୁଣା ରାଜନେତା, ବିରୋଧୀ ଦଳ ଉପନେତା, ରେଢ଼ାଖୋଲ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ, ପୂର୍ବତନ ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀ ଚାରୁଶୀଳା ଆଚାର୍ଯ୍ୟ(୬୮)ଙ୍କ ଗୁରୁବାର ଭୋରରେ ତାଙ୍କ ବରଗଡ଼ସ୍ଥିତ ବାସଭବନରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କ ପରଲୋକରେ…

ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର: ସମସ୍ୟାର ତ୍ୱରିତ୍‌ ସମାଧାନ ନିର୍ଦ୍ଦେଶ

ସୋହେଲା,୧୯।୫(ଅଶ୍ବିନୀ ପାତ୍ର):ବରଗଡ ଜିଲା ସୋହେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଗୋୟଲଙ୍କ ସମେତ ପଦ୍ମପୁର ଅତିରିକ୍ତ ଜିଲାପାଳ କୃଣାଲ ମୋତିରାମ ଚୌହାନ, ଜିଲା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?