ଆଞ୍ଚଳିକ ଖବର

ରସୁଲପୁର ତହସିଲ ପହଞ୍ଚତ୍ଲା ତିତିଲି, ଫନୀ ଫସଲ କ୍ଷୟକ୍ଷତି ଅର୍ଥ

ରସୁଲପୁର,୧୭।୧୨(ଡିଏନଏ)ରେ ରସୁଲପୁର ତହସିଲ ଅଞ୍ଚଳରେ ତିତିଲି ଓ ଫନୀ ବାତ୍ୟାରେ ଫସଲ ହାନୀ ବାବଦରେ କ୍ଷତିପୂରଣ ଅର୍ଥ ଆସି ପହଞ୍ଚିଛି। ଏ ନେଇ ଚାଷୀଙ୍କର ଦୀର୍ଘଦିନର ଅପେକ୍ଷାର…

7 years ago

ସୁପର ସ୍ପେଶିଆଲିଟି ହସ୍‌ପିଟାଲ ଦାବି ଜୋର ଧରିଲା: ସାମିଲ ହେଲେ ୭୦ ପଞ୍ଚାୟତ ଜନପ୍ରତିନିଧି

ରାହାମା,୧୭ା୧୨(ଡି.ଏନ.ଏ.): କୁଜଙ୍ଗ ବ୍ଲକ ଅଧୀନ ରାହାମାଠାରେ ଏକ ସୁପର ସ୍ପେଶିଆଲିଟି କିମ୍ବା ସବ୍‌ଡିଭିଜନାଲ ହସ୍ପିଟାଲ ପ୍ରତିଷ୍ଠା ନେଇ ଦାବି ଜୋର ଧରିଛି। ଏନେଇ ରାହାମାସ୍ଥିତ ଗୁଣ୍ଡିଚା ମନ୍ଦିର…

7 years ago

ଶିକ୍ଷକ ବଦଳି ବିରୋଧରେ ଅଭିଭାବକଙ୍କ ଧାରଣା

ରୂପ୍‌ସା, ୯।୧୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ହଳଦୀପଦାସ୍ଥିତ ଜନାର୍ଦ୍ଦନ ସରକାରୀ ଉପ୍ରା ବିଦ୍ୟାଳୟରେ ୧ମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ୨୭୭ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଶିକ୍ଷା ବିଭାଗର…

7 years ago

ଅନୁଗୋଳ ଜିଲା ତ୍ରୟୋଦଶ ଯୋଜନା କମିଟି ବୈଠକ ଆରମ୍ଭ

ଅନୁଗୋଳ ଅଫିସ,୪।୧୨: ଅନୁଗୋଳ ଜିଲା ତ୍ରୟୋଦଶ ଯୋଜନା କମିଟି ବୈଠକ ଜିଲାପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ମଧ୍ୟାହ୍ନରେ ଆରମ୍ଭ ହୋଇଛି। ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ…

7 years ago

ଯୋରରୁ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ବାସୁଦେବପୁର / ପଦ୍ମପୁର,୨୬।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଦେଇପୁର ନିକଟ ବିଶ୍ୱାଳ ଗୋହିରୀ ଯୋରରୁ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର କରାଯାଇଛି।…

7 years ago

ମୟୂରଭଞ୍ଜ ମହୋତ୍ସବ ପାଇଁ କାର୍ନିଭାଲ ଶୋ’

ବାରିପଦା ଅଫିସ,୨୫।୧୧- ମୟୂରଭଞ୍ଜ ଜିଲାର କଳା ଓ ସଂସ୍କୃତି ନିଆରା। ଏହାର ଏକ ସ୍ବତନ୍ତ୍ର ପରିଚୟ ରହିଛି । ଏହିି କଳା ଓ ସଂସ୍କୃତିର ପ୍ରଚାର ପ୍ରସାର…

7 years ago

ସାପ କାମୁଡ଼ାରେ ନାବାଳିକା ମୃତ

ପାଟପୁର,୨୪।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଅନ୍ତର୍ଗତ ଖଲିଙ୍ଗି ଗ୍ରାମରେ ରବିବାର ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ଭାସ୍କର…

7 years ago

ପାରମ୍ପରିକ ବାଦ୍ୟରେ ମେଲାଣି ନେଲେ ମା’ କାଳୀ

ଭଦ୍ରକ ଅଫିସ, ୭।୧୧ - ପ୍ରସିଦ୍ଧ ଭଦ୍ରକ କାଳୀପୂଜାର ବୁଧବାର ଥିଲା ଭସାଣି ଉତ୍ସବ। ଗତ ୨୭ ତାରିଖରୁ ୧୦ ଦିନ ଧରି ପୂଜା ପାଇଆସୁଥିବା ମା’…

7 years ago

ଶିଶୁଗୃହରେ ଦୀପାବଳି ପାଳିଲେ ଜିଲାପାଳ

ଢେଙ୍କାନାଳ ଅଫିସ୍‌, ୨୭ା୧୦- ସଦର ବ୍ଲକ ଗୋବିନ୍ଦପୁରଠାରେ ଥିବା ମହର୍ଷି ଦୟାନନ୍ଦ ଶିଶୁଗୃହରେ ଢେଙ୍କାନାଳ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଦୀପାବଳି ପାଳନ କରିଛନ୍ତି। ଛୋଟ ପିଲା,…

7 years ago

ଗଛରେ ପିଟିହେଲା ଚିପ୍‌ସ ବୋଝେଇ ଟ୍ରକ୍‌

କାମାକ୍ଷାନଗର, ୨୭ା୧୦(ଡି.ଏନ.ଏ.)- ଢେଙ୍କାନାଳ ଜିଲା କଙ୍କଡାହାଡ ଥାନା ତଣ୍ଡିମୁଣ୍ଡା ନିକଟରେ ରବିବାର ସକାଳେ ଏକ ଚିପ୍‌ସ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରକ୍‌ଟି କଙ୍କଡାହାଡ ଆଡୁ କାମାକ୍ଷାନଗର…

7 years ago