ଆଞ୍ଚଳିକ ଖବର

ବିଭ୍ରାଟ ଭିତରେ ଭୋଟ: ଯାନ୍ତ୍ରିକ ତ୍ରୁଟି, ତାତି, କାଳବୈଶାଖୀ

ଢେଙ୍କାନାଳ ଅଫିସ/ ପରଜଙ୍ଗ/କାମାକ୍ଷାନଗର (ଡି.ଏନ୍‌.ଏ.), ୨୪।୪- ସକାଳେ ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି, ମଧ୍ୟାହ୍ନରେ ପ୍ରବଳ ଗ୍ରୀଷ୍ମପ୍ରବାହ ଆଉ ଅପରାହ୍ନରେ କାଳବୈଶାଖୀ ଝଡ଼ବର୍ଷା, ଢେଙ୍କାନାଳ ଜିଲାର ଭୋଟରଙ୍କ ଉତ୍ସାହକୁ…

7 years ago

ଭୋଟର ଲିଷ୍ଟରେ ଡିଲିଟ ଷ୍ଟାମ୍ପ: ୪ଘଣ୍ଟା ଅପେକ୍ଷା କଲେ, ଭୋଟ ନ ଦେଇ ଫେରିଲେ

ପରଜଙ୍ଗ, ୨୪।୪(ଡି.ଏନ୍‌.ଏ.)- ସକାଳ ୭ଟାରୁ ଅପେକ୍ଷା କରିଥିଲେ ଭୋଟ ଦେବାକୁ। ଦୀର୍ଘ ୪ ଘଣ୍ଟା ପରେ ବୁଥ୍‌ ଭିତରକୁ ଯିବାକୁ ମିଳିଲା ସୁଯୋଗ। ତଥାପି ମନରେ ନ…

7 years ago

ଟ୍ରେନ ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଧାରଣା କ୍ଷତିଗ୍ରସ୍ତ: ୬ଘଣ୍ଟା ଯାତାୟାତ ବାଧାପ୍ରାପ୍ତ

ଓଡ଼ାପଡ଼ା, ୨୪।୪(ଡି.ଏନ.ଏ)- ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ବାଙ୍ଗୁରସିଂହ ରେଳଫାଟକ ନିକଟରେ ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ଏକ କୋଇଲା ବୋଝେଇ ମାଲବାହୀ ଟ୍ରେନ୍‌ ଇଞ୍ଜିନ୍‌ରେ…

7 years ago

କାହାଠୁ ଟିକେଟ ନେଇ ଲଢ଼ିବାକୁ ଚାହୁଁନି: ତଥାଗତ

ଢେଙ୍କାନାଳ ଅଫିସ, ୨୪।୪- ସାଧାରଣ ନିର୍ବାଚନ-୨୦୧୯ରୁ ନିଜକୁ ଦୂରେଇ ରଖିଥିବା ବରିଷ୍ଠ ବିଜେଡି ନେତା ତଥା ଢେଙ୍କାନାଳ-ଅନୁଗୋଳ ଏମ୍‌ପି ତଥାଗତ ସତପଥୀ ମଙ୍ଗଳବାର କୁଞ୍ଜକାନ୍ତ ଉଚ୍ଚ ପ୍ରାଥମିକ…

7 years ago

ଖୁସି ବ୍ୟକ୍ତ କଲେ ଯୁବ ଭୋଟର

ଅନୁଗୋଳ ଅଫିସ, ୨୪।୪-ପ୍ରଥମ ଥର ପାଇଁ ଭୋଟ୍‌ ଦେବେ। ସେଥିପାଇଁ ଯୁବ ଭୋଟରମାନଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଥିଲା। କାଳେ କିଛି ଭୁଲ ହୋଇଯିବ ତାହାକୁ ନେଇ…

7 years ago

ଶିକୁଳିରେ ବନ୍ଧା ହୋଇ ଭୋଟ ଦେଲେ ଆଲୋକ

ବଇଣ୍ଡା, ୨୩ା୪(ଡି.ଏନ.ଏ.)- ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀ କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ କିଶୋରଗଞ୍ଜ ପ୍ରାଥମିକ ବିଦ୍ୟାଳୟରେ ମାନସିକ ଭିନ୍ନକ୍ଷମ ଆଲୋକ କୁଦେଇ(୨୮) ଭୋଟ ଦେଇଛନ୍ତି। ନୁନୁକାପଶି ଗ୍ରାମର…

7 years ago

ପିଙ୍କ୍‌ ବୁଥ୍‌ରେ ଉତ୍ସାହ

ଢେଙ୍କାନାଳ ଅଫିସ/କାମାକ୍ଷାନଗର, (ଡି.ଏନ୍‌.ଏ.) ୨୪।୪- ସବୁ କ୍ଷେତ୍ରରେ ପୁରୁଷଙ୍କୁ ପଛରେ ଛାଡ଼ିଦେଲେଣି ମହିଳା। ସଶକ୍ତ ନାରୀ ଏବେ ଦେଶ ପ୍ରଗତିର ସାରଥି। ଗଣତନ୍ତ୍ରର ମହାନ୍‌ ପର୍ବରେ ପ୍ରଥମ…

7 years ago

କେନ୍ଦୁପତ୍ର ତୋଳାଳିଙ୍କ ପ୍ରାପ୍ୟ ଦେଉନାହାନ୍ତି କ୍ରୟକାରୀ ସଂସ୍ଥା: ଲାଇସେନ୍ସ ରଦ୍ଦ ପାଇଁ ଡିଏଫ୍‌ଓଙ୍କ ଚିଠି

ଜୟପୁର,୨୪।୪(ଡି.ଏନ୍‌.ଏ.) - ମାଲକାନଗିରି ଓ କୋରାପୁଟ ଜିଲାରେ ୨୦୧୮ରେ ତୋଳାଳିଙ୍କଠାରୁ କେନ୍ଦୁପତ୍ର କିଣିଛନ୍ତି ଘୋରଇ ସଂସ୍ଥା। କିନ୍ତୁ କିଛି ସଂସ୍ଥା ତୋଳାଳିଙ୍କୁ ପ୍ରାପ୍ୟ ଦେଇନାହାନ୍ତି। କେତେକ ଗ୍ରାମର…

7 years ago

ଅବ୍ୟବସ୍ଥା ଘେରରେ ମହୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

ନୂଆଗାଁ,୨୪।୪(ଡି.ଏନ.ଏ.)-ନୟାଗଡ ଜିଲା ମହୀପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ତା’ ଅଧୀନରେ ଥିବା ୪ ଗୋଟି ସରକାରୀ ଚିକିତ୍ସାଳୟ ନାନା ଅବ୍ୟବସ୍ଥା ମଧ୍ୟରେ ରହିଛି। ଏଥିନେଇ ଅଞ୍ଚଳବାସୀ…

7 years ago

କୃଷ୍ଣପ୍ରସାଦରେ ଭୋଟ ଗ୍ରହଣ: ୩ ବୁଥ୍‌ରେ ଉତ୍ତେଜନା : ଜଣେ ଆହତ, ୨ ଗିରଫ

କୃଷ୍ଣପ୍ରସାଦ,୨୪ା୪(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ମଙ୍ଗଳବାର ୩ୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶେଷ ହୋଇଛି| ଭୋଟ ଆରମ୍ଭରୁ ହିଁ ମୋଟ ୮୭ ବୁଥ୍‌ରେ ମତଦାତାଙ୍କ ପ୍ରବଳ ଭିଡ଼…

7 years ago