ଆଞ୍ଚଳିକ ଖବର

ଭୂତକୋଠି ପାଲଟିଛି ଜଳସେଚନ ବିଶ୍ରାମାଗାର

ଆରଡ଼ି, ୧୯।୪ (ଡି.ଏନ.ଏ.) - ଭଦ୍ରକ ଜିଲା ଆରଡ଼ି ସନ୍ନିକଟ କୁଳେଇପଦା ପଡ଼ିଆରେ ନିର୍ମିତ ଜଳସେଚନ ବିଶ୍ରାମାଗାର ଏବେ ଭୂତକୋଠି ପାଲଟିଛି। ବର୍ଷତମାମ ଗୃହରେ ତାଲା ଝୁଲୁଥିବା…

7 years ago

କନ୍ଧମାଳରେ ୫୭.୪ ପ୍ରତିଶତ ମତଦାନ

ଫୁଲବାଣୀ ଅଫିସ, ୧୯ା୪-କନ୍ଧମାଳ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଗୁରୁବାର ଅନୁଷ୍ଠିତ ହୋଇଯାଇଛି| କନ୍ଧମାଳ ଲୋକ ସଭା ଅଧୀନ ୭ ବିଧାନସଭା  ନିର୍ବାଚନମଣ୍ଡଳୀରେ ସନ୍ଧ୍ୟା ୫ଟା ସୁଦ୍ଧା…

7 years ago

୬୩ନଂ. ବୁଥ୍‌ରେ ସାନି ମତଦାନ: ୯୯୬ରୁ ୫୩୯ଜଣ ଦେଲେ ଭୋଟ

ବ୍ରହ୍ମପୁର ଅଫିସ୍‌,୧୯ା୪-ବ୍ରହ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅର୍ନ୍ତଗତ ୬୩ନମ୍ବର ବୁଥ୍‌ରେ ଗୁରୁବାର ସାନି ମତଦାନ ଅନୁଷ୍ଠିତ ହୋଇଯାଇଛି। ସିଟି ହାଇସ୍କୁଲସ୍ଥିତ ବୁଥ୍‌ରେ ମତଦାନ ଗ୍ରହଣ କରାଯାଇଥିଲା। ଏହି…

7 years ago

ବୋମା ବିସ୍ଫୋରଣରେ ଯୁବକଙ୍କ ମୃତ୍ୟୁ: ରାଜନୈତିକ ଶତ୍ରୁତାରୁ ହତ୍ୟା ଅଭିଯୋଗ ଆଣିଲେ ପରିବାର

ଭଞ୍ଜନଗର,୧୯।୪(ଡି.ଏନ.ଏ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଗଝୋଳରେ ବୁଧବାର ରାତିରେ ବୋମା ବିସ୍ଫୋରଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସଦାଶିବ ପ୍ରଧାନ (୨୬)। ରାଜନୈତିକ ଶତ୍ରୁତାରୁ…

7 years ago

କିରୋସିନ ଢାଳି ମହିଳାଙ୍କ ଆତ୍ମହତ୍ୟା

ବ୍ରହ୍ମପୁର ଅଫିସ,୧୯ା୪-କିରୋସିନ ଢାଳି ଜଣେ ମହିଳା ଗୁରୁବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଶିଶିର କୁମାର ବାଡ଼ତ୍ୟାଙ୍କ ସ୍ତ୍ରୀ ଲୋପାମୁଦ୍ରା (୩୨) ।  ଘର ବଡ଼ବଜାର ଥାନା…

7 years ago

ସରିଲା ଆସିକା ଲୋକ ସଭା, ୭ ବିଧାନସଭା ନିର୍ବାଚନ: ଇଭିଏମ୍‌ରେ ସିଲ୍‌ ହେଲା ୫୨ ପ୍ରାର୍ଥୀଙ୍କ ଭାଗ୍ୟ

ବ୍ରହ୍ମପୁର ଅଫିସ,୧୯ା୪-ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଆସିକା ଲୋକ ସଭା ଆସନ ଓ ଏହା ଅଧୀନ ଖଲ୍ଲିକୋଟ, ପୋଲସରା, କବିସୂର୍ଯ୍ୟନଗର, ଆସିକା, ହିଞ୍ଜିଳି, ସାନଖେମୁଣ୍ଡି…

7 years ago

ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଧାୟକ ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର

ହାଟଡ଼ିହୀ,୧୭l୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ହାଟଡ଼ିହୀ ବ୍ଲକର ବିଭିନ୍ନ ପଞ୍ଚାୟତରେ ବିଜେଡି ବିଧାୟକ ପ୍ରାର୍ଥୀ ଭାଗୀରଥି ସେଠୀଙ୍କ…

7 years ago

ଫ୍ଲାଇଂ ସ୍କ୍ବାଡ୍‌ ପକ୍ଷରୁ ୧ . ୮୫ ଲକ୍ଷ ଜବତ 

ହାଟଡ଼ିହୀ,୧୭l୪:(ଡ଼ି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଣା ନିକଟରେ ବୁଧବାର ଫ୍ଲାଇଂ ସ୍କ୍ବାଡ୍‌ ପକ୍ଷରୁ ଯାଞ୍ଚ କରାଯାଇଛି। ଏହି ସମୟରେ ଜଣେ ବ୍ୟକ୍ତିଙ୍କଠାରୁ ୧ଲକ୍ଷ ୮୫ହଜାର ଟଙ୍କା…

7 years ago

କେନ୍ଦୁଝର ଜିଲା ପାଇଁ ଭାଜପା କ’ଣ କରିଛି: ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୧୭।୪(ସ୍ବ.ପ୍ର.): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କେନ୍ଦୁଝର ଜିଲା ସଦର ନିିର୍ବାଚମଣ୍ଡଳୀ ଗସ୍ତ କରି ନିର୍ବାଚନୀ ପ୍ରଚାର କରିଛନ୍ତି। ପରେ ମୁଖ୍ୟମନ୍ତ୍ରୀ ପଦ୍ମପୁରଠାରେ…

7 years ago

ଭଞ୍ଜନଗରରେ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭଞ୍ଜନଗର, ୧୭।୪(ଡି.ଏନ୍‌.ଏ.): ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ବୁଧବାର ପାଳିତ ହୋଇଯାଇଛି। ଏ ନେଇ ଗଞ୍ଜାମ ଜିଲା ବାଉଁଶଲୁଣ୍ଡି ବିଜୁ…

7 years ago