ଆଞ୍ଚଳିକ ଖବର

ଯୁବକଙ୍କୁୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ନିର୍ଧୂମ ଛେଚିଲେ ଗ୍ରାମବାସୀ

ବାଲେଶ୍ୱର ଅଫିସ, ୧୨।୧: ବାଲେଶ୍ୱର ଜିଲା ବାଲିଆପାଳ ଥାନା ଖଗଡ଼ାପାଳ ଗ୍ରାମରେ କଙ୍ଗାରୁ କୋର୍ଟ ଅଭିଯୋଗ ହୋଇଛି। ଜଣେ ଯୁବକଙ୍କୁ ଚୋରି ଅଭିଯୋଗରେ ଗ୍ରାମବାସୀ ବିଦ୍ୟୁତ ଖୁଣ୍ଟରେ…

6 years ago

ଖୋଲିଲା ଜି. ଉଦୟଗିରି ମହିଳା ମହାବିଦ୍ୟାଳୟ: ଆରମ୍ଭ ହେଲା ପାଠପଢ଼ା

ଜି. ଉଦୟଗିରି,୮।୧(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ସାରା ରାଜ୍ୟରେ ଶୁକ୍ରବାରଠାରୁ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପାଠପଢ଼ା ଆରମ୍ଭ ହୋଇଛି। ଜି. ଉଦୟଗିରି ମହିଳା ମହାବିଦ୍ୟାଳୟରେ…

6 years ago

କଳାହାଣ୍ଡିରେ ପୁଣି ମାତିଲେ ଲାଲବାହିନୀ: ଗଛ କାଟି ରାସ୍ତା ଅବରୋଧ

ଭବାନୀପାଟଣା,୨୮।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଥୁଆମୂଳ ରାମପୁର ୪୪ ନଂ. ରାଜ୍ୟ ରାଜପଥ ଯାଖମ ନିକଟରେ ମାଓବାଦୀ ଗଛକାଟି ରାସ୍ତା ଅବରୋଧ କରିଛନ୍ତି । ଏହା ସହ…

6 years ago

ପାଣି ପାଇଁ ପଡ଼ିଲାଣି ଭାଳେଣି

ପାରାଦୀପ,୫।୧୨(ସ୍ବ.ପ୍ର.): ପାରାଦୀପ ବନ୍ଦର ଅଞ୍ଚଳବାସୀଙ୍କ ଏବେଠାରୁ ପାଣି ପାଇଁ ଭାଳେଣି ପଡିଲାଣି। କାରଣ ବନ୍ଦର ପ୍ରଶାସନ ସମସ୍ତ ଅଧିବାସୀଙ୍କୁ ପାଣି କମ୍‌ ବ୍ୟବହାର କରିବାକୁ ଡାକବାଜି ଯନ୍ତ୍ର…

6 years ago

ବାର୍‌ହା ପାଇଁ ବିଛା ଯାଇଥିଲା ଜାଲ: ଶିକାର ହେଲା ହାତୀ

ଢେଙ୍କାନାଳ ଅଫିସ,୧।୧୨: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ କଡ଼ାଲ ଗ୍ରାମ ନିକଟରୁ ଏକ ମୃତ ଦନ୍ତାହାତୀ ପଡ଼ିଥିବା ମଙ୍ଗଳବାର ସକାଳୁ ଦେଖିବାକୁ ମିଳିଛି। ହାତୀ ପାଖରେ ଏକ…

6 years ago

ପୁରୁଷୋତ୍ତମପୁରରେ ତହସିଲଦାର ଭାବେ ଯୋଗ ଦଲେ ନିତିଶ କୁମାର ତ୍ରିପାଠୀ

ପୁରୁଷୋତ୍ତମପୁର,୨୧।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲରେ ନୂତନ ତହସିଲଦାର ଭାବେ ନିତିଶ କୁମାର ତ୍ରିପାଠୀ ଶନିବାର କାର୍ଯ୍ୟରେ ଯୋଗଦେଇଛନ୍ତି। ପୂର୍ବରୁ ସେ କନ୍ଧମାଳ ଜିଲା ଦାରିଙ୍ଗବାଡି ତହସିଲଦାର…

6 years ago

୭ କ୍ଷୁଦ୍ର କାଳୀମୂର୍ତ୍ତି ନିର୍ମାଣ କଲେ ସତ୍ୟ

ବ୍ରହ୍ମପୁର ଅଫିସ,୧୪ ।୧୧: ଗଞ୍ଜାମ ଜିଲାର ବାଲୁକା ଶିଳ୍ପୀ ସତ୍ୟ ମହାରଣା ନିଆରା କଳାକୃତି କରି ବିଶ୍ୱସ୍ତରରେ ପରିଚିତ ହୋଇଛନ୍ତି। ୨୦୧୭ ମସିହାରେ ସେ ନିର୍ମାଣ କରିଥିବା…

6 years ago

ଘାଟିକୁଣ୍ଡ୍ରୁରେ ଲାଗିଛି ମାଓବାଦୀ ପୋଷ୍ଟର

ଭବାନୀପାଟଣା,୨୯।୧୦(ଡି.ଏନ୍‌.ଏ.): ବେଶ୍‌ କିଛି ଦିନ ନୀରବତା ପରେ କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକରେ ଲାଲବାହିନୀ ତାର ଉପସ୍ଥିତି ଜାହିର କରିଛି। ଗୁରୁବାର ସକାଳୁ ମାଳିଯୁବାଙ୍ଗ ପଞ୍ଚାୟତ ଘାଟିକୁଣ୍ଡ୍ରୁଠାରେ…

6 years ago

କାଠଯୋଡ଼ିରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ନରାଜ,୨୮।୧୦(ଡି.ଏନ୍‌.ଏ.): ବାରଙ୍ଗ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀରେ ବୁଡ଼ି ଜଣେ ଯୁବକ ବୁଧବାର ନିଖୋଜ ହୋଇଥିଲେ। ସେ ହେଲେ ଝାଡଖଣ୍ଡ ବର୍ଜମଡ଼ ଗ୍ରାମର ରୋହିତ ସାହାଣୀ (୨୦)।…

6 years ago

କନ୍ଧମାଳରେ କମିଲାଣି ଧୂଆଁପତ୍ର ଚାଷ

ଦାରିଙ୍ଗବାଡ଼ି,୨୮।୧୦(ଡି.ଏନ.ଏ.): ବିଶ୍ୱରେ ବଜାରୀକରଣ ବ୍ୟବସ୍ଥା ହେବା ପରେ ପାରମ୍ପରିକ ଚାଷର କୁପ୍ରଭାବ ଦେଖିବାକୁ ମିଳିଛି କନ୍ଧମାଳ ଜିଲାରେ। ଏଠାରେ ପୂର୍ବରୁ ପାରମ୍ପରିକ ଚାଷ ମଧ୍ୟରେ କୁଏରୀ, ମାଣ୍ଡିଆ, କାଙ୍ଗୁ,…

6 years ago