ଆଞ୍ଚଳିକ ଖବର

ପାରମ୍ପରିକ ବାଦ୍ୟରେ ମେଲାଣି ନେଲେ ମା’ କାଳୀ

ଭଦ୍ରକ ଅଫିସ, ୭।୧୧ – ପ୍ରସିଦ୍ଧ ଭଦ୍ରକ କାଳୀପୂଜାର ବୁଧବାର ଥିଲା ଭସାଣି ଉତ୍ସବ। ଗତ ୨୭ ତାରିଖରୁ ୧୦ ଦିନ ଧରି ପୂଜା ପାଇଆସୁଥିବା ମା’ କାଳୀ ମେଲାଣି ନେଇଛନ୍ତି। ପାରମ୍ପରିକ ବାଦ୍ୟ ଓ ସାଂସ୍କୃତିକ ଶୋଭାଯାତ୍ରା ମଧ୍ୟରେ...

ଶିଶୁଗୃହରେ ଦୀପାବଳି ପାଳିଲେ ଜିଲାପାଳ

ଢେଙ୍କାନାଳ ଅଫିସ୍‌, ୨୭ା୧୦- ସଦର ବ୍ଲକ ଗୋବିନ୍ଦପୁରଠାରେ ଥିବା ମହର୍ଷି ଦୟାନନ୍ଦ ଶିଶୁଗୃହରେ ଢେଙ୍କାନାଳ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଦୀପାବଳି ପାଳନ କରିଛନ୍ତି। ଛୋଟ ପିଲା, ପରିବାର ଛାଡି ରହୁଥିବା ମହିଳା, ପୁରୁଷ, ଅସହାୟା ବୃଦ୍ଧା, ବୃଦ୍ଧଙ୍କ ସହ...

ଗଛରେ ପିଟିହେଲା ଚିପ୍‌ସ ବୋଝେଇ ଟ୍ରକ୍‌

କାମାକ୍ଷାନଗର, ୨୭ା୧୦(ଡି.ଏନ.ଏ.)- ଢେଙ୍କାନାଳ ଜିଲା କଙ୍କଡାହାଡ ଥାନା ତଣ୍ଡିମୁଣ୍ଡା ନିକଟରେ ରବିବାର ସକାଳେ ଏକ ଚିପ୍‌ସ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରକ୍‌ଟି କଙ୍କଡାହାଡ ଆଡୁ କାମାକ୍ଷାନଗର ଅଭିମୁଖେ ଯାଉଥିବା ବେଳେ ଭାଲୁମୁଣ୍ଡା ଛକ ନିକଟରେ ଭାରସାମ୍ୟ ହରାଇ ଏକ...

ଟ୍ରକ୍‌ ପଛରେ ପିଟିଲା ଟ୍ରକ୍‌, ଖଲାସି ଗୁରୁତର

ଛେଣ୍ଡିପଦା, ୨୭।୧୦(ସ୍ବ.ପ୍ର.)- ଅନୁଗୋଳ ଜିଲା ନିଶା ଥାନା ଅନ୍ତର୍ଗତ ୬୩ ନଂ ରାଜ୍ୟ ରାଜପଥର ରାଇଝରଣଠାରେ ରବିବାର ଏକ ଟ୍ରକ୍‌ ଆଉ ଏକ ଟ୍ରକ୍‌ ପଛରେ ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣେ ଖଲାସି ଗୁରୁତର ହୋଇଛନ୍ତି। ଗୁରୁତରଙ୍କ...

ଚଳଚଞ୍ଚଳ କାଳୀମଣ୍ଡପ ପଡିଆ: ୩୦ ଲକ୍ଷରେ ପୂଜା ଆୟୋଜନ

ତାଳଚେର,୨୭ା୧୦(ନି.ପ୍ର.)- ମା’ ଶ୍ୟାମାକାଳୀଙ୍କ ଆରାଧନା ପାଇଁ ଚଳଚଞ୍ଚଳ ହୋଇଉଠିଛି ତାଳଚେର ଏମ୍‌ସିଏଲ ନନ୍ଦିରାସ୍ଥିତ କାଳୀମଣ୍ଡପ ପଡିଆ। ନନ୍ଦିରା ଭୂତଳ କୋଇଲା ଖଣି ଆନୁକୂଲ୍ୟରେ ଆୟୋଜିତ ଏହି ଉତ୍ସବରେ ଶ୍ୟାମାକାଳୀଙ୍କ ମୃଣ୍ମୟୀ ପ୍ରତିମା ଆକର୍ଷଣୀୟ ଭାବେ ନିର୍ମାଣ କରାଯାଇଛି। ମଣ୍ଡପ ସମ୍ମୁଖରେ...

ପୋଲିସ ହାତରେ ବାଇକ୍‌ ଚୋରି ର଼୍ୟାକେଟ: ୪ ଗିରଫ, ୫ ବାଇକ୍‌ ଜବତ

ଅନୁଗୋଳ ଅଫିସ୍‌/ବଅଁରପାଳ, ୨୭ା୧୦(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳ ପୋଲିସ ରବିବାର ଏକ ବାଇକ୍‌ ଚୋରି ର଼୍ୟାକେଟକୁ ଧରିବାରେ ସଫଳ ହୋଇଛି। ଏହି ର଼୍ୟାକେଟର ୪ ଜଣଙ୍କୁ ଗିରଫ କରାଯିବା ସହ ୫ଟି ବାଇକ୍‌, ୪ଟି ମୋବାଇଲ, ୩ଟି ରେଞ୍ଚି ଜବତ...

ବାହ୍ୟଜଗତରୁ ବିଚ୍ଛିନ୍ନ କଳମଗଢ଼ିଆପାହି ଗାଁ

ବାହାନଗା, ୭ା୧୦(ଅରୂପ କୁମାର ଦାସ)-ସମୁଦ୍ର ଉପକୂଳ ଅଞ୍ଚଳରେ କିଭଳି ଦୁର୍ଗମ, ଅବହେଳିତ ଗାଁ ଗଣ୍ଡା ରହିଛି ତାହାର ଏକ ନଜିର କଳମଗଢିଆପାହି ଗାଁ। ବାଲେଶ୍ୱର ଜିଲା ରେମୁଣା ବ୍ଲକ ତାଳପଦା ପଞ୍ଚାୟତ ଅଧୀନ ୧ ନମ୍ବର ୱାର୍ଡରେ ଥିବା ଏହି...

ଜିଲା ଚିଠି: ଗଜପତିରେ ଆରଟିଓ ସେବା ବିପର୍ଯ୍ୟସ୍ତ, ଦୌଡି ଦୌଡି ନିରାଶ ହେଉଛନ୍ତି ଜିଲାବାସୀ

୧୯୯୨ ମସିହା, ଅବିଭକ୍ତ ଗଞ୍ଜାମ ଜିଲାରୁ ପୃଥକ୍‌ ହୋଇ ସ୍ବତନ୍ତ୍ର ଜିଲାର ମାନ୍ୟତା ପାଇଥିଲା ଗଜପତି। ଏହାର ୧୧ ବର୍ଷ ପରେ ଅର୍ଥାତ୍‌ ୨୦୦୩ରେ ଜିଲାର ପାରଳାଖେମୁଣ୍ଡିରେ ଏକ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଖୋଲିଥିଲା। ଆଶା ଥିଲା ଜନସାଧାରଣଙ୍କ ମୋଟରଯାନ...

ନିଜ ଉଦ୍ୟମରେ ରାସ୍ତା ତିଆରି କଲେ ଅନୁପଗଡବାସୀ

କୋମନା,୧୯।୯(ଡି.ଏନ.ଏ.) ଲୋକଙ୍କ ଗମନାଗମନ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ଅଧିକାରୀମାନଙ୍କ ଅବହେଳା ଯୋଗୁ ଯୋଜନାଗୁଡିକ ସବୁବେଳେ ଫେଲ ମାରୁଛି। ଫଳରେ ଜଙ୍ଗଲ ରାସ୍ତାରେ ୟାତାୟାତ କରିବା ଲୋକଙ୍କ ପ୍ରତି ବିପଦପୂର୍ଣ୍ଣ ହେଉଛି। ନୂଆପଡା ଜିଲା...

ଭ୍ରାମ୍ୟମାଣ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ଜଣେ ଗିରଫ, ଗଞ୍ଜେଇ ଜବତ

ବାଲେଶ୍ୱର ଅଫିସ,୩୧।୮: ବାଲେଶ୍ୱର ଜିଲା ଭ୍ରାମ୍ୟମାଣ ଅବକାରୀ ବିଭାଗ ପକ୍ଷରୁ ଶନିବାର ପୂର୍ବାହ୍ନରେ ଖନ୍ତାପଡ଼ା ଥାନା ଅନ୍ତର୍ଗତ ଫତେପୁର ଗ୍ରାମରେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ୧୫ କିଲୋ ଗଞ୍ଜେଇ ଜବତ କରାଯାଇଥିବା ସହ ପୋଲିସ ଜଣଙ୍କୁ ଗିରଫ କରିଛି।...

କାର୍ଯ୍ୟାଦେଶ ମିଳିଛି, ଟଙ୍କା ମିଳୁନି: ସ୍ଲାବ ପାଇଁ ଟଙ୍କା ନାହିଁ; ଭଙ୍ଗା ଘର ଭରସା

ନୂଆପଡା ଅଫିସ,୧୫ା୮ : ସରକାର କାହାରିକୁ ଖପର ଘରେ ରହିବାକୁ ଦେବେ ନାହିଁ ବୋଲି ହଜାର ହଜାର ସଂଖ୍ୟାରେ ପ୍ରଧାନମନ୍ତ୍ରୀ ଆବାସ ଘର ଯୋଗାଇଦେଉଛନ୍ତି । ହେଲେ ସେଗୁଡିକର ପରିଚାଳନା ବ୍ୟବସ୍ଥା ଢିଲା ପଡିଥିବା ଯୋଗୁ ଥିଲାବାଲା ଲୋକ ଶୀଘ୍ର...

ମା’ମାନେ ସଶକ୍ତ ହେଲେ ଦେଶ ସଶକ୍ତ ହେବ; ମହିଳାମାନଙ୍କୁ ଗ୍ୟାସ ବଣ୍ଟନ

ନୂଆପଡା ଅଫିସ,୧୫ା୮: ମାତୃଶକ୍ତି ମହାନ ଶକ୍ତି । ମା’ମାନେ ସଶକ୍ତ ହେଲେ ଦେଶ ଆଗକୁ ଯିବ ବୋଲି ମତପ୍ରକାଶ ପାଇଛି । ସ୍ଥାନୀୟ ସାରାବଙ୍ଗ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟାଦେଶ ପ୍ରଦାନ ସହ ଉଜ୍ଜ୍ୱଳା ଯୋଜନାରୁ ମହିଳାଙ୍କୁ ଗ୍ୟାସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri