ଆଞ୍ଚଳିକ ଖବର

ଭାଲୁ ଆକ୍ରମଣରେ ବୃଦ୍ଧା ଗୁରୁତର: ପ୍ରଶାସନିକ ସହାୟତା ଯୋଗାଇ ଦେବାକୁ ଦାବି

ଭବାନୀପାଟଣା,୨୨।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମହିମା ପଞ୍ଚାୟତ ଡେଙ୍ଗାଗୁଡ଼ା ଗ୍ରାମର ଜଣେ ବୃଦ୍ଧା ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ସୁରେଫା ବାଗ(୬୦) । ସେ ଶୌଚ ପାଇଁ ଘର ନିକଟରେ ଥିବା ରାସ୍ତା କଡ଼କୁ ଯାଇଥିବା ସମୟରେ…

ରସୁଲପୁର ତହସିଲ ପହଞ୍ଚତ୍ଲା ତିତିଲି, ଫନୀ ଫସଲ କ୍ଷୟକ୍ଷତି ଅର୍ଥ

ରସୁଲପୁର,୧୭।୧୨(ଡିଏନଏ)ରେ ରସୁଲପୁର ତହସିଲ ଅଞ୍ଚଳରେ ତିତିଲି ଓ ଫନୀ ବାତ୍ୟାରେ ଫସଲ ହାନୀ ବାବଦରେ କ୍ଷତିପୂରଣ ଅର୍ଥ ଆସି ପହଞ୍ଚିଛି। ଏ ନେଇ ଚାଷୀଙ୍କର ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟିଛି। ଚାଷୀଙ୍କୁ କ୍ଷତି ପୂରଣ ମିଳିବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି।…

ସୁପର ସ୍ପେଶିଆଲିଟି ହସ୍‌ପିଟାଲ ଦାବି ଜୋର ଧରିଲା: ସାମିଲ ହେଲେ ୭୦ ପଞ୍ଚାୟତ ଜନପ୍ରତିନିଧି

ରାହାମା,୧୭ା୧୨(ଡି.ଏନ.ଏ.): କୁଜଙ୍ଗ ବ୍ଲକ ଅଧୀନ ରାହାମାଠାରେ ଏକ ସୁପର ସ୍ପେଶିଆଲିଟି କିମ୍ବା ସବ୍‌ଡିଭିଜନାଲ ହସ୍ପିଟାଲ ପ୍ରତିଷ୍ଠା ନେଇ ଦାବି ଜୋର ଧରିଛି। ଏନେଇ ରାହାମାସ୍ଥିତ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରତାପ ଚନ୍ଦ୍ର ସ୍ମାରକୀ ସ୍ବାସ୍ଥ୍ୟସେବା କମିଟି ପକ୍ଷରୁ ଏକ ବୈଠକ କରାଯାଇ…

ଶିକ୍ଷକ ବଦଳି ବିରୋଧରେ ଅଭିଭାବକଙ୍କ ଧାରଣା

ରୂପ୍‌ସା, ୯।୧୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ହଳଦୀପଦାସ୍ଥିତ ଜନାର୍ଦ୍ଦନ ସରକାରୀ ଉପ୍ରା ବିଦ୍ୟାଳୟରେ ୧ମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ୨୭୭ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଶିକ୍ଷା ବିଭାଗର ନିୟମ ଅନୁଯାୟୀ ୩୦ଜଣ ଛାତ୍ରୀଛାତ୍ରଙ୍କ ଲାଗି ଜଣେ ଲେଖାଏ ଶିକ୍ଷକ ହିସାବରେ ଏଠାରେ…

ଅନୁଗୋଳ ଜିଲା ତ୍ରୟୋଦଶ ଯୋଜନା କମିଟି ବୈଠକ ଆରମ୍ଭ

ଅନୁଗୋଳ ଅଫିସ,୪।୧୨: ଅନୁଗୋଳ ଜିଲା ତ୍ରୟୋଦଶ ଯୋଜନା କମିଟି ବୈଠକ ଜିଲାପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ମଧ୍ୟାହ୍ନରେ ଆରମ୍ଭ ହୋଇଛି। ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କମିଟିର ଅଧ୍ୟକ୍ଷ ଅଶୋକ ଚନ୍ଦ୍ର ପଣ୍ଡା, ଢେଙ୍କାନାଳ ଏମ୍‌ପି ମହେଶ…

ଯୋରରୁ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ବାସୁଦେବପୁର / ପଦ୍ମପୁର,୨୬।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଦେଇପୁର ନିକଟ ବିଶ୍ୱାଳ ଗୋହିରୀ ଯୋରରୁ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର କରାଯାଇଛି। ମୃତ ବ୍ୟକ୍ତିଙ୍କୁ ୫୫ ବର୍ଷ ହେବ ବୋଲି ଅନୁମାନ କରାଯାଉଥିବା ବେଳେ ତାଙ୍କ…

ମୟୂରଭଞ୍ଜ ମହୋତ୍ସବ ପାଇଁ କାର୍ନିଭାଲ ଶୋ’

ବାରିପଦା ଅଫିସ,୨୫।୧୧- ମୟୂରଭଞ୍ଜ ଜିଲାର କଳା ଓ ସଂସ୍କୃତି ନିଆରା। ଏହାର ଏକ ସ୍ବତନ୍ତ୍ର ପରିଚୟ ରହିଛି । ଏହିି କଳା ଓ ସଂସ୍କୃତିର ପ୍ରଚାର ପ୍ରସାର ଲାଗି ଅଭିନବ ପ୍ରୟାସ ଭାବେ ଆୟୋଜିତ ହେଉଥିବା ମୟୂରଭଞ୍ଜ ମହୋତ୍ସବ ଜନମାନସରେ ଏକ…

ସାପ କାମୁଡ଼ାରେ ନାବାଳିକା ମୃତ

ପାଟପୁର,୨୪।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଅନ୍ତର୍ଗତ ଖଲିଙ୍ଗି ଗ୍ରାମରେ ରବିବାର ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ଭାସ୍କର ବେହେରାଙ୍କ ସାନ ଝିଅ ଟିକିନା ବେହେରା। ଟିକିନା ଶନିବାର ଅପରାହ୍ନରେ ଘର ପାଖରେ…

ପାରମ୍ପରିକ ବାଦ୍ୟରେ ମେଲାଣି ନେଲେ ମା’ କାଳୀ

ଭଦ୍ରକ ଅଫିସ, ୭।୧୧ – ପ୍ରସିଦ୍ଧ ଭଦ୍ରକ କାଳୀପୂଜାର ବୁଧବାର ଥିଲା ଭସାଣି ଉତ୍ସବ। ଗତ ୨୭ ତାରିଖରୁ ୧୦ ଦିନ ଧରି ପୂଜା ପାଇଆସୁଥିବା ମା’ କାଳୀ ମେଲାଣି ନେଇଛନ୍ତି। ପାରମ୍ପରିକ ବାଦ୍ୟ ଓ ସାଂସ୍କୃତିକ ଶୋଭାଯାତ୍ରା ମଧ୍ୟରେ ମା’ଙ୍କୁ…

ଶିଶୁଗୃହରେ ଦୀପାବଳି ପାଳିଲେ ଜିଲାପାଳ

ଢେଙ୍କାନାଳ ଅଫିସ୍‌, ୨୭ା୧୦- ସଦର ବ୍ଲକ ଗୋବିନ୍ଦପୁରଠାରେ ଥିବା ମହର୍ଷି ଦୟାନନ୍ଦ ଶିଶୁଗୃହରେ ଢେଙ୍କାନାଳ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଦୀପାବଳି ପାଳନ କରିଛନ୍ତି। ଛୋଟ ପିଲା, ପରିବାର ଛାଡି ରହୁଥିବା ମହିଳା, ପୁରୁଷ, ଅସହାୟା ବୃଦ୍ଧା, ବୃଦ୍ଧଙ୍କ ସହ ଜିଲାପାଳ…

ଗଛରେ ପିଟିହେଲା ଚିପ୍‌ସ ବୋଝେଇ ଟ୍ରକ୍‌

କାମାକ୍ଷାନଗର, ୨୭ା୧୦(ଡି.ଏନ.ଏ.)- ଢେଙ୍କାନାଳ ଜିଲା କଙ୍କଡାହାଡ ଥାନା ତଣ୍ଡିମୁଣ୍ଡା ନିକଟରେ ରବିବାର ସକାଳେ ଏକ ଚିପ୍‌ସ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରକ୍‌ଟି କଙ୍କଡାହାଡ ଆଡୁ କାମାକ୍ଷାନଗର ଅଭିମୁଖେ ଯାଉଥିବା ବେଳେ ଭାଲୁମୁଣ୍ଡା ଛକ ନିକଟରେ ଭାରସାମ୍ୟ ହରାଇ ଏକ ଗଛରେ…

ଟ୍ରକ୍‌ ପଛରେ ପିଟିଲା ଟ୍ରକ୍‌, ଖଲାସି ଗୁରୁତର

ଛେଣ୍ଡିପଦା, ୨୭।୧୦(ସ୍ବ.ପ୍ର.)- ଅନୁଗୋଳ ଜିଲା ନିଶା ଥାନା ଅନ୍ତର୍ଗତ ୬୩ ନଂ ରାଜ୍ୟ ରାଜପଥର ରାଇଝରଣଠାରେ ରବିବାର ଏକ ଟ୍ରକ୍‌ ଆଉ ଏକ ଟ୍ରକ୍‌ ପଛରେ ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣେ ଖଲାସି ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ପରିଚୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?