ଆଞ୍ଚଳିକ ଖବର

ଲଡୁବାବା ମନ୍ଦିରରେ ଭଙ୍ଗହେଲା ୨୦୦ ବର୍ଷର ପରମ୍ପରା: ଶୀତଳଷଷ୍ଠୀରେ କରାଗଲାନି ଠାକୁରଙ୍କ ନଗର ପରିକ୍ରମା, ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ

ନୟାଗଡ଼ ଅଫିସ,୯ା୬- ନୟାଗଡ଼ ଜିଲା ଶରଣକୁଳ ଲଡ଼ୁବାବା ମନ୍ଦିରରେ ୨୦୦ ବର୍ଷର ପରମ୍ପରା ଭଙ୍ଗ କରାଯାଇଛି। ଗୁରୁବାର ଶୀତଳଷଷ୍ଠୀରେ ଠାକୁରଙ୍କ ବିଜେ ପ୍ରତିମାଙ୍କୁ ନଗର ପରିକ୍ରମା କରାଯାଇ ନାହିଁ। ଏହାକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ପ୍ରକାଶ ଯେ,...

ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଫଳାଫଳ ପ୍ରକାଶିତ: ପାସ୍‌ ହାର ୮୫.୩୧%, ବିଜ୍ଞାନରେ ମଧୁସ୍ମିତା ବେହେରା ଟପ୍ପର

ଅନୁଗୋଳ ଅଫିସ,୭।୬: ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ସ୍ନାତକ ଓ ସ୍ନାତକୋତ୍ତର ଫଳାଫଳ ପ୍ରକାଶ ପାଇଛି। ସ୍ନାତକରେ କଳାରେ ପାସ ହାର ୮୫.୩୧ ପ୍ରତିଶତ ଥିବାବେଳେ ବିଜ୍ଞାନରେ ୯୨.୮୩ ପ୍ରତିଶତ ଓ ବାଣିଜ୍ୟରେ ୭୧.୮୩ ପ୍ରତିଶତ ରହିଛି। ସେହିପରି ସ୍ନାତକୋତ୍ତରରେ...

ଦହିସଢ଼ାଠାରେ ଦୁଇ ବାଇକ୍‌ ମଧ୍ୟରେ ଧକ୍କା: ଗାଡ଼ିରୁ ଖସି ପଡ଼ିବାରୁ ଚଢ଼ିଗଲା ଟ୍ରକ୍‌, ଜଣେ ମୃତ

ସୋର,୭।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ ଦହିସଢ଼ାଠାରେ ଶୁକ୍ରବାର ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ମୁଗୁନପୁର ଗ୍ରାମର ଶଶିକାନ୍ତ ନାୟକ(୪୫)। ସୂଚନାନୁଯାୟୀ, ବିିପରୀତ...

ରାସ୍ତା କଡ଼କୁ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌: ୫ ଆହତ, କଣ୍ଡକ୍ଟରଙ୍କ ଗୋଡ଼ ଭାଙ୍ଗିଲା

ପଟ୍ଟାଙ୍ଗି,୭।୬(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟାଙ୍ଗି ଥାନା ଅନ୍ତର୍ଗତ ରାଲେଗଡ଼ା ପଞ୍ଚାୟତ ଅଧୀନ ତେଲରାଇ ଗ୍ରାମ ଛକ ତଥା ୨୬ନଂ ଜାତୀୟ ରାଜପଥ କଡ଼କୁ ଶୁକ୍ରବାର ଏକ ଯାତ୍ରୀବାହୀ ବସ୍‌ ‘ନଡ଼ିଆ ରାଣୀ’ ଓଲଟି ପଡ଼ିଛି। ଫଳରେ ଗାଡ଼ିରେ ଥିବା ୫ଜଣ...

ଜୀବିତ ଲୋକଙ୍କୁ ମୃତ ଦର୍ଶାଇ ହରିଶ୍ଚନ୍ଦ୍ର ଟଙ୍କା ଲୁଟ୍‌

ରାଜନଗର, ୭ା୬(ଡି.ଏନ.ଏ.) :କେନ୍ଦ୍ରାପଡା ଜିଲାର ରାଜନଗର ଅଞ୍ଚଳରେ ଜଣେ ଜୀବିତ ଲୋକଙ୍କୁ ମୃତ ଦର୍ଶାଇ ହରିଶ୍ଚନ୍ଦ୍ର ଟଙ୍କା ଲୁଟି ନିଆଯାଇଛି। ସୂଚନା ଅଧିକାର ଆଇନରେ ଏହି ତଥ୍ୟ ସାମ୍ନାକୁ ଆସିବା ପରେ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଅପରପକ୍ଷରେ...

ପାଟଣା ଅବକାରୀ ବିଭାଗର ଚଢ଼ାଉ: ୧୧୩ ଲିଟର ଦେଶୀ ମହୁଲି ଜବତ, ୪ ଗିରଫ

ପାଟଣା,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅବକାରୀ ଥାନା ପକ୍ଷରୁ ଗୁରୁବାର ପୂର୍ବାହ୍ନରେ ପାଟଣା ଥାନା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ବ୍ୟାପକ ଅବକାରୀ ଚଢ଼ାଉ କରାଯାଇଛି। ଏଥିରେ ୧୧୩ ଲିଟରରୁ ଊଦ୍ଧର୍‌ବ ବେଆଇନ ଦେଶୀ ମହୁଲି ଜବତ କରାଯିବା ସହ...

ବଲାଙ୍ଗୀରରେ ବିଶ୍ୱ ପରିବେଶ ଦିବସ ପାଳନ; ଗଛ ଲଗାଇ ଜୀବନ ବଞ୍ଚାଇବାକୁ ଜିଲାପାଳ ଦେଲେ ଆହ୍ବାନ

ବଲାଙ୍ଗୀର ଅଫିସ,୫।୬: କରଙ୍ଗାକଟା ବଞ୍ଚାଓ ଅଭିଯାନ ପକ୍ଷରୁ ବୁଧବାର ସ୍ଥାନୀୟ ଗାନ୍ଧୀ ଭବନରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲାପାଳ ଅରିନ୍ଦମ ଡାକୁଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପରିବେଶ ପ୍ରଦୂଷଣ କାରଶରୁ ସମଗ୍ର ଜୀବଜଗତ...

ଭାଲୁ ଆକ୍ରମଣରେ ଜଣେ ଗୁରୁତର, ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

ଛେଣ୍ଡିପଦା,୫।୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ ଟାକୁଆ ଗ୍ରାମ ଜଣେ ବ୍ୟକ୍ତି ଭାଲୁ ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଗ୍ରାମ ଉପର ସାହିର କୈଳାସ ଚନ୍ଦ୍ର ସାହୁ(୫୫)। ତାଙ୍କର ବାମ ହାତ ଓ ଅଣ୍ଟାରେ ଗଭୀର...

ବ୍ରହ୍ମୋସ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୪।୬-ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍‌)ର ୩ ନମ୍ବର ଲଞ୍ଚ ପ୍ୟାଡ୍‌ରୁ ମଙ୍ଗଳବାର ପୂର୍ବାହ୍ନ ୧୦ଟା ୩୦ମିନିଟ ସୁପରସୋନିକ କ୍ରୁଜ କ୍ଷେପଣାସ୍ତ୍ର ବ୍ରହ୍ମୋସ୍‌ର ବ୍ୟବହାରିକ ପରୀକ୍ଷଣ କରାଯାଇଥିଲା। ଏହି ପରୀକ୍ଷଣ ସଫଳ ହୋଇଥିବା ଆଇଟିଆର ପକ୍ଷରୁ...

ଭଦ୍ରକ ଜିଲା ପର୍ଯ୍ୟଟନ ସ୍ଥଳୀର ବିକାଶ ଲାଗି ସ୍ବତନ୍ତ୍ର ଯୋଜନା ହେବ: ମନ୍ତ୍ରୀ

ଭଦ୍ରକ ଅଫିସ,୪ା୬-ଭଦ୍ରକ ଜିଲାରେ ପର୍ଯ୍ୟଟନର ବିକାଶ ଲାଗି ସ୍ବତନ୍ତ୍ର ଯୋଜନା କରିବା ସକାଶେ ରାଜ୍ୟ ପର୍ଯ୍ୟଟନ, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଜିଲାପାଳ ଓ ଜିଲା ପର୍ଯ୍ୟଟନ ଅତ୍ଧକାରୀଙ୍କୁ ପରାମର୍ଶ ଦେଇଛନ୍ତି । ସୋମବାର...

ଶିକାରୀ ଗିରଫ, ଦେଶୀ ବନ୍ଧୁକ ଜବତ

ଛେଣ୍ଡିପଦା,୪।୬(ସ୍ବ.ପ୍ର)-ଅନୁଗୋଳ ବନଖଣ୍ଡ ଛେଣ୍ଡିପଦା ବନାଞ୍ଚଳର ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲରୁ ମଙ୍ଗଳବାର ବନବିଭାଗ ଜଣେ ଶିକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ପାତ୍ରପଡା ଗ୍ରାମର ହାଡିବନ୍ଧୁ ମୁଖି। ଏଥିସହ ତାଙ୍କ ନିକଟରୁ ଏକ ବନ୍ଧୁକ ଜବତ କରାଯାଇଛି।...

ହାଡ଼ଭଙ୍ଗା ଚିକିତ୍ସାଳୟରେ ଚାଲିଥିଲା ବେଆଇନ ଗର୍ଭପାତ: ନୟାଗଡ଼ ଟାଉନ ଥାନା ପୋଲିସର ଚଢ଼ାଉ; ଦୁଇ ଅଟକ

ନୟାଗଡ଼ ଅଫିସ,୨ା୬- ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପଛପଟେ ଥିବା ଏକ ହାଡ଼ଭଙ୍ଗା ଚିକିତ୍ସାଳୟ ( କ୍ଲିନିକ୍‌)ରେ ଚାଲୁଥିଲା ବେଆଇନ୍‌ ଗର୍ଭପାତ। ଶନିବାର ବିଳମ୍ବିତ ରାତ୍ରିରେ ଏ ନେଇ ଖବର ପାଇ ନୟାଗଡ଼ ଟାଉନ ଥାନା ପୋଲିସ ଘଟଣା ସ୍ଥଳରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri