ଆଞ୍ଚଳିକ ଖବର

ୱାର୍ଡସଭ୍ୟାଙ୍କୁ ଦୁର୍ବ୍ୟବହାର, ମାଡ଼ ଅଭିଯୋଗ

ବାସୁଦେବପୁର, ୨୭।୭ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତର ଜଣେ ୱାର୍ଡସଭ୍ୟାଙ୍କୁ ଶୁକ୍ରବାର ଜଣେ ଯୁବକ ଦୁର୍ବ୍ୟବହାର କରିବା ସହ ମାଡ଼ ମାରିଥିବା ନେଇ ସେ ଥାନାରେ ଅଭିଯୋଗ କରିଛନ୍ତି। ବାସୁଦେବପୁର ଥାନା ପୋଲିସ ଘଟଣାର ପ୍ରାଥମିକ…

ନଦୀରେ ବୁଡି ଛାତ୍ର ମୃତ

ବ୍ରହ୍ମଗିରି, ୯ା୬(ଡି.ଏନ୍‌.ଏ.)-ବ୍ରହ୍ମଗିରି ଥାନା ଅନ୍ତର୍ଗତ ଅପିଠି ଗ୍ରାମରେ ରବିବାର ଜଣେ ୬ଷ୍ଠ ଶ୍ରେଣୀର ଛାତ୍ର ନଦୀରେ ଭାସିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ପ୍ରଦୀପ ଜେନା ଏବଂ ତାଙ୍କର ପୁଅ ପ୍ରୀତମ ପ୍ରିୟଦର୍ଶୀ ଜେନା(୧୧) ସାଙ୍ଗହୋଇ…

ସରକାରୀ ଡାକ୍ତରଖାନାରେ ପାଳନ ହେଉନି ସରକାରୀ ନିିୟମ: ରୋଗୀଙ୍କ କାମରେ ଆସୁନି ନିରାମୟ ଯୋଜନା

ରସୁଲପୁର,୯।୬(ଡି.ଏନ୍‌.ଏ.)- ରସୁଲପୁର ବ୍ଲକର ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ସମ୍ପ୍ରତି ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ଡାକ୍ତରଖାନାର ଦୁର୍ବଳ ଭିତ୍ତିଭୂମୀ ଏକ ଚିରାଚିତ ସମସ୍ୟା ହୋଇ ରହିଆସିଛି। ଅପରପକ୍ଷରେ ଡାକ୍ତରଙ୍କ ଖାମଖିଆଲ ମନୋଭାବ ଯୋଗୁ ଅନେକ ସମୟରେ ରୋଗୀମାନେ ସରକାରୀ…

ବ୍ୟାସନଗର ଓ ଯାଜପୁର ସହରରେ ପିଏମ୍‌ଏୱାଇ ବାଟବଣା: ପରବର୍ତ୍ତୀ କିସ୍ତିରୁ ବଞ୍ଚତ୍ତ ହେବେ ହିତାଧିକାରୀ

ଯାଜପୁର ଅଫିସ,୯ା୬- ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମଏୱାଇ)ର ଗାଇଡ ଲାଇନ ପାଳନ ହୋଇ ନ ଥିବାରୁ ଯାଜପୁର ଜିଲାର ଦୁଇ ସହରାଞ୍ଚଳର ବହୁ ହିତାଧିକାରୀଙ୍କୁ ପରବର୍ତ୍ତୀ କିସ୍ତି ମିଳିବ ନାହିଁ ା ବ୍ୟାସନଗର ପୌରାଞ୍ଚଳର ୧ ଓ ୫ ପର୍ଯ୍ୟାୟ ଏବଂ ଯାଜପୁର…

ନୀଳାଚଳ କାରଖାନାରେ ଫୁସ୍‌ଫୁସ୍‌ ଜନିତ ରୋଗରେ ଆକ୍ରାନ୍ତ ମାମଲା: ଏସ୍‌ଆର୍‌ଏଲ୍‌ ତଥ୍ୟ ଭୁଲ ଥିଲା

ଯାଜପୁର ଅଫିସ, ୯ା୬- କଳିଙ୍ଗନଗର ଶିଳ୍ପାଞ୍ଚଳସ୍ଥିତ ନୀଳାଚଳ ଇସ୍ପାତ ନିଗମ ଲିମିଟେଡ(ଏନ୍‌ଆଇଏନ୍‌ଏଲ୍‌)ରେ କାର୍ଯ୍ୟରତ ୪୦ବର୍ଷରୁ କମ୍‌ ନିୟମିତ କର୍ମଚାରୀଙ୍କ ମଧ୍ୟରୁ ପ୍ରାୟ ୭୮ପ୍ରତିଶତ ଫୁସ୍‌ଫୁସ୍‌ ଜନିତ ରୋଗ (ଆରଏଲଡି-ରେଷ୍ଟ୍ରିକ୍ଟିଭ ଲଙ୍ଗ୍‌ସ ଡିଜିଜ) ରେ ଆକ୍ରାନ୍ତ ଥିବା ଏସ୍‌ଆର୍‌ଏଲ୍‌ ପାଥୋଲାବ ଦେଇଥିବା ରିପୋର୍ଟ…

କାର୍ଯ୍ୟକାରୀ ହେଲା ଫ୍ଲୋରାଇଡ୍‌ ବିଶୋଧନ ଯନ୍ତ୍ର: ଓଡ଼ଗାଁ ବ୍ଲକର ବହୁ ଗ୍ରାମରେ ଜଳକଷ୍ଟ ଦୂର ସମ୍ଭାବନା

ଓଡ଼ଗାଁ, ୯ା୬(ଆଦର୍ଶ କୁମାର ପଟ୍ଟନାୟକ)- ଫ୍ଲୋରାଇଡ୍‌ ଯୁକ୍ତ ଜଳକୁ ବିଶୁଦ୍ଧ ପାନୀୟଜଳରେ ରୂପାନ୍ତରିତ କରିବା ପାଇଁ ସରକାରଙ୍କ ପକ୍ଷରୁ ଫ୍ଲୋରାଇଡ୍‌ ରିମୁଭାଲ ପ୍ଲାଣ୍ଟ ବା ଫ୍ଲୋରାଇଡ୍‌ ବିଶୋଧନ ଯନ୍ତ୍ର ସ୍ଥାପନ କରାଯାଉଛି। ନିକଟରେ ଓଡ଼ଗାଁ ବ୍ଲକରେ ଏହି ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି।…

ଲଡୁବାବା ମନ୍ଦିରରେ ଭଙ୍ଗହେଲା ୨୦୦ ବର୍ଷର ପରମ୍ପରା: ଶୀତଳଷଷ୍ଠୀରେ କରାଗଲାନି ଠାକୁରଙ୍କ ନଗର ପରିକ୍ରମା, ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ

ନୟାଗଡ଼ ଅଫିସ,୯ା୬- ନୟାଗଡ଼ ଜିଲା ଶରଣକୁଳ ଲଡ଼ୁବାବା ମନ୍ଦିରରେ ୨୦୦ ବର୍ଷର ପରମ୍ପରା ଭଙ୍ଗ କରାଯାଇଛି। ଗୁରୁବାର ଶୀତଳଷଷ୍ଠୀରେ ଠାକୁରଙ୍କ ବିଜେ ପ୍ରତିମାଙ୍କୁ ନଗର ପରିକ୍ରମା କରାଯାଇ ନାହିଁ। ଏହାକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ପ୍ରକାଶ ଯେ, ଶୀତଳଷଷ୍ଠୀରେ…

ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଫଳାଫଳ ପ୍ରକାଶିତ: ପାସ୍‌ ହାର ୮୫.୩୧%, ବିଜ୍ଞାନରେ ମଧୁସ୍ମିତା ବେହେରା ଟପ୍ପର

ଅନୁଗୋଳ ଅଫିସ,୭।୬: ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ସ୍ନାତକ ଓ ସ୍ନାତକୋତ୍ତର ଫଳାଫଳ ପ୍ରକାଶ ପାଇଛି। ସ୍ନାତକରେ କଳାରେ ପାସ ହାର ୮୫.୩୧ ପ୍ରତିଶତ ଥିବାବେଳେ ବିଜ୍ଞାନରେ ୯୨.୮୩ ପ୍ରତିଶତ ଓ ବାଣିଜ୍ୟରେ ୭୧.୮୩ ପ୍ରତିଶତ ରହିଛି। ସେହିପରି ସ୍ନାତକୋତ୍ତରରେ ପାସ୍‌…

ଦହିସଢ଼ାଠାରେ ଦୁଇ ବାଇକ୍‌ ମଧ୍ୟରେ ଧକ୍କା: ଗାଡ଼ିରୁ ଖସି ପଡ଼ିବାରୁ ଚଢ଼ିଗଲା ଟ୍ରକ୍‌, ଜଣେ ମୃତ

ସୋର,୭।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ ଦହିସଢ଼ାଠାରେ ଶୁକ୍ରବାର ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ମୁଗୁନପୁର ଗ୍ରାମର ଶଶିକାନ୍ତ ନାୟକ(୪୫)। ସୂଚନାନୁଯାୟୀ, ବିିପରୀତ ପଟୁ…

ରାସ୍ତା କଡ଼କୁ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌: ୫ ଆହତ, କଣ୍ଡକ୍ଟରଙ୍କ ଗୋଡ଼ ଭାଙ୍ଗିଲା

ପଟ୍ଟାଙ୍ଗି,୭।୬(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟାଙ୍ଗି ଥାନା ଅନ୍ତର୍ଗତ ରାଲେଗଡ଼ା ପଞ୍ଚାୟତ ଅଧୀନ ତେଲରାଇ ଗ୍ରାମ ଛକ ତଥା ୨୬ନଂ ଜାତୀୟ ରାଜପଥ କଡ଼କୁ ଶୁକ୍ରବାର ଏକ ଯାତ୍ରୀବାହୀ ବସ୍‌ ‘ନଡ଼ିଆ ରାଣୀ’ ଓଲଟି ପଡ଼ିଛି। ଫଳରେ ଗାଡ଼ିରେ ଥିବା ୫ଜଣ ଆହତ…

ଜୀବିତ ଲୋକଙ୍କୁ ମୃତ ଦର୍ଶାଇ ହରିଶ୍ଚନ୍ଦ୍ର ଟଙ୍କା ଲୁଟ୍‌

ରାଜନଗର, ୭ା୬(ଡି.ଏନ.ଏ.) :କେନ୍ଦ୍ରାପଡା ଜିଲାର ରାଜନଗର ଅଞ୍ଚଳରେ ଜଣେ ଜୀବିତ ଲୋକଙ୍କୁ ମୃତ ଦର୍ଶାଇ ହରିଶ୍ଚନ୍ଦ୍ର ଟଙ୍କା ଲୁଟି ନିଆଯାଇଛି। ସୂଚନା ଅଧିକାର ଆଇନରେ ଏହି ତଥ୍ୟ ସାମ୍ନାକୁ ଆସିବା ପରେ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଅପରପକ୍ଷରେ ବଞ୍ଚତ୍…

ପାଟଣା ଅବକାରୀ ବିଭାଗର ଚଢ଼ାଉ: ୧୧୩ ଲିଟର ଦେଶୀ ମହୁଲି ଜବତ, ୪ ଗିରଫ

ପାଟଣା,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅବକାରୀ ଥାନା ପକ୍ଷରୁ ଗୁରୁବାର ପୂର୍ବାହ୍ନରେ ପାଟଣା ଥାନା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ବ୍ୟାପକ ଅବକାରୀ ଚଢ଼ାଉ କରାଯାଇଛି। ଏଥିରେ ୧୧୩ ଲିଟରରୁ ଊଦ୍ଧର୍‌ବ ବେଆଇନ ଦେଶୀ ମହୁଲି ଜବତ କରାଯିବା ସହ ୪ଜଣଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri