ଆଞ୍ଚଳିକ ଖବର

ଜୀବିତ ଲୋକଙ୍କୁ ମୃତ ଦର୍ଶାଇ ହରିଶ୍ଚନ୍ଦ୍ର ଟଙ୍କା ଲୁଟ୍‌

ରାଜନଗର, ୭ା୬(ଡି.ଏନ.ଏ.) :କେନ୍ଦ୍ରାପଡା ଜିଲାର ରାଜନଗର ଅଞ୍ଚଳରେ ଜଣେ ଜୀବିତ ଲୋକଙ୍କୁ ମୃତ ଦର୍ଶାଇ ହରିଶ୍ଚନ୍ଦ୍ର ଟଙ୍କା ଲୁଟି ନିଆଯାଇଛି। ସୂଚନା ଅଧିକାର ଆଇନରେ ଏହି ତଥ୍ୟ ସାମ୍ନାକୁ ଆସିବା ପରେ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଅପରପକ୍ଷରେ ବଞ୍ଚତ୍…

ପାଟଣା ଅବକାରୀ ବିଭାଗର ଚଢ଼ାଉ: ୧୧୩ ଲିଟର ଦେଶୀ ମହୁଲି ଜବତ, ୪ ଗିରଫ

ପାଟଣା,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅବକାରୀ ଥାନା ପକ୍ଷରୁ ଗୁରୁବାର ପୂର୍ବାହ୍ନରେ ପାଟଣା ଥାନା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ବ୍ୟାପକ ଅବକାରୀ ଚଢ଼ାଉ କରାଯାଇଛି। ଏଥିରେ ୧୧୩ ଲିଟରରୁ ଊଦ୍ଧର୍‌ବ ବେଆଇନ ଦେଶୀ ମହୁଲି ଜବତ କରାଯିବା ସହ ୪ଜଣଙ୍କୁ…

ବଲାଙ୍ଗୀରରେ ବିଶ୍ୱ ପରିବେଶ ଦିବସ ପାଳନ; ଗଛ ଲଗାଇ ଜୀବନ ବଞ୍ଚାଇବାକୁ ଜିଲାପାଳ ଦେଲେ ଆହ୍ବାନ

ବଲାଙ୍ଗୀର ଅଫିସ,୫।୬: କରଙ୍ଗାକଟା ବଞ୍ଚାଓ ଅଭିଯାନ ପକ୍ଷରୁ ବୁଧବାର ସ୍ଥାନୀୟ ଗାନ୍ଧୀ ଭବନରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲାପାଳ ଅରିନ୍ଦମ ଡାକୁଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପରିବେଶ ପ୍ରଦୂଷଣ କାରଶରୁ ସମଗ୍ର ଜୀବଜଗତ ସତ୍ତା…

ଭାଲୁ ଆକ୍ରମଣରେ ଜଣେ ଗୁରୁତର, ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

ଛେଣ୍ଡିପଦା,୫।୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ ଟାକୁଆ ଗ୍ରାମ ଜଣେ ବ୍ୟକ୍ତି ଭାଲୁ ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଗ୍ରାମ ଉପର ସାହିର କୈଳାସ ଚନ୍ଦ୍ର ସାହୁ(୫୫)। ତାଙ୍କର ବାମ ହାତ ଓ ଅଣ୍ଟାରେ ଗଭୀର କ୍ଷତ…

ବ୍ରହ୍ମୋସ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୪।୬-ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍‌)ର ୩ ନମ୍ବର ଲଞ୍ଚ ପ୍ୟାଡ୍‌ରୁ ମଙ୍ଗଳବାର ପୂର୍ବାହ୍ନ ୧୦ଟା ୩୦ମିନିଟ ସୁପରସୋନିକ କ୍ରୁଜ କ୍ଷେପଣାସ୍ତ୍ର ବ୍ରହ୍ମୋସ୍‌ର ବ୍ୟବହାରିକ ପରୀକ୍ଷଣ କରାଯାଇଥିଲା। ଏହି ପରୀକ୍ଷଣ ସଫଳ ହୋଇଥିବା ଆଇଟିଆର ପକ୍ଷରୁ ସୂଚନା…

ଭଦ୍ରକ ଜିଲା ପର୍ଯ୍ୟଟନ ସ୍ଥଳୀର ବିକାଶ ଲାଗି ସ୍ବତନ୍ତ୍ର ଯୋଜନା ହେବ: ମନ୍ତ୍ରୀ

ଭଦ୍ରକ ଅଫିସ,୪ା୬-ଭଦ୍ରକ ଜିଲାରେ ପର୍ଯ୍ୟଟନର ବିକାଶ ଲାଗି ସ୍ବତନ୍ତ୍ର ଯୋଜନା କରିବା ସକାଶେ ରାଜ୍ୟ ପର୍ଯ୍ୟଟନ, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଜିଲାପାଳ ଓ ଜିଲା ପର୍ଯ୍ୟଟନ ଅତ୍ଧକାରୀଙ୍କୁ ପରାମର୍ଶ ଦେଇଛନ୍ତି । ସୋମବାର ସେ…

ଶିକାରୀ ଗିରଫ, ଦେଶୀ ବନ୍ଧୁକ ଜବତ

ଛେଣ୍ଡିପଦା,୪।୬(ସ୍ବ.ପ୍ର)-ଅନୁଗୋଳ ବନଖଣ୍ଡ ଛେଣ୍ଡିପଦା ବନାଞ୍ଚଳର ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲରୁ ମଙ୍ଗଳବାର ବନବିଭାଗ ଜଣେ ଶିକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ପାତ୍ରପଡା ଗ୍ରାମର ହାଡିବନ୍ଧୁ ମୁଖି। ଏଥିସହ ତାଙ୍କ ନିକଟରୁ ଏକ ବନ୍ଧୁକ ଜବତ କରାଯାଇଛି। ବନବିଭାଗ…

ହାଡ଼ଭଙ୍ଗା ଚିକିତ୍ସାଳୟରେ ଚାଲିଥିଲା ବେଆଇନ ଗର୍ଭପାତ: ନୟାଗଡ଼ ଟାଉନ ଥାନା ପୋଲିସର ଚଢ଼ାଉ; ଦୁଇ ଅଟକ

ନୟାଗଡ଼ ଅଫିସ,୨ା୬- ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପଛପଟେ ଥିବା ଏକ ହାଡ଼ଭଙ୍ଗା ଚିକିତ୍ସାଳୟ ( କ୍ଲିନିକ୍‌)ରେ ଚାଲୁଥିଲା ବେଆଇନ୍‌ ଗର୍ଭପାତ। ଶନିବାର ବିଳମ୍ବିତ ରାତ୍ରିରେ ଏ ନେଇ ଖବର ପାଇ ନୟାଗଡ଼ ଟାଉନ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି…

ଫେରୋକ୍ରୋମ ପ୍ଲାଣ୍ଟ ବନ୍ଦ ଯୋଗୁ ଶ୍ରମିକ ଅଶାନ୍ତି: ଆନ୍ଦୋଳନ ସଜବାଜ

ଯାଜପୁରରୋଡ,୨।୬(ନି.ପ୍ର)- ଯାଜପୁରରୋଡସ୍ଥିତ ଇଡକଲ ଫେରୋକ୍ରୋମ ଆଣ୍ଡ ଆଲଏଜ କାରଖାନା ଶୁକ୍ରବାର ମଧ୍ୟାହ୍ନ ପରଠାରୁ ବନ୍ଦ ହୋଇଯାଇଛି। ଫଳରେ ଯାଜପୁରରୋଡ ସମେତ ସମଗ୍ର ଜିଲାରେ ଆଲୋଡନ ସୃଷ୍ଟି ହୋଇଛି। ବିଭିନ୍ନ ମହଲରେ ଏ ନେଇ ତୀବ୍ର ଅସନ୍ତୋଷ ଦେଖାଦେଇଛି। କାରଖାନାର ବିଭିନ୍ନ ସାଇଟ୍‌ରେ…

କୋଟିପତି ପ୍ରଧାନ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଲକ୍ଷାଧିକ ଟଙ୍କା, ସୁନା, ଗାଡ଼ି ଜବତ

ଚଢ଼େଇଧରା,୨।୬(ଡିଏନଏ)- ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ସାମସୁନ୍ଦରପୁର ୟୁଜିଏମ୍‌ଇ ସ୍କୁଲର ପ୍ରଧାନ ଶିକ୍ଷକ ସତ୍ୟାନନ୍ଦ ମିଶ୍ରଙ୍କ ଘରେ ଶନିବାର ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ କଟକ ଡିଭିଜନ ପକ୍ଷରୁ ମିଶ୍ରଙ୍କ ଯାଜପୁର…

ପ୍ରୋତ୍ସାହନ ଅଭାବ, ଆଳୁ ଚାଷୀ ଅବହେଳିତ: ସମୟ ଗଲାପରେ ଅନୁଦାନ ମଞ୍ଜୁର, ୧୩.୩୩ ହେକ୍ଟର ଆଳୁ ଚାଷ ପାଇଁ ୧.୩୩ ଲକ୍ଷ

ଯାଜପୁର ଅଫିସ,୨ା୬- ସାରା ରାଜ୍ୟରେ ପନିପରିବା ଚାଷ ପାଇଁ ଯାଜପୁର ଜିଲା ପ୍ରସିଦ୍ଧି ଲାଭ କରିଛି। ଜିଲାର ରସୁଲପୁର, ସୁକିନ୍ଦା, ଦାନଗଦୀ, ବିଞ୍ଝାରପୁର, ବରୀ ଆଦି ବ୍ଲକର ନଦୀପଠା ଅଞ୍ଚଳର ଚାଷୀ ପନିପରିବା ସହ ଆଳୁ ଚାଷକୁ ମଧ୍ୟ ପ୍ରାଧାନ୍ୟ ଦେଇଥାନ୍ତି।…

ଦାନଗଦୀ ବ୍ଲକ ଅଞ୍ଚଳ: ଶୌଚାଳୟ ନିର୍ମାଣ ନାମରେ ଟଙ୍କା ହଡ଼ପ ଅଭିଯୋଗ

କଳିଙ୍ଗନଗର,୨ା୬(ଡି.ଏନ୍‌.ଏ.)- ଦାନଗଦୀ ବ୍ଲକ ଅଞ୍ଚଳରେ ସ୍ବଚ୍ଛ ଭାରତ ମିଶନ ଫେଲ ମାରିଛି। ଶୌଚାଳୟ ନିର୍ମାଣ ନାମରେ ଠିକାଦାର ଅର୍ଥ ହଡପ କରିଥିବା ଅଭିଯୋଗ ହୋଇଛି। ଅଞ୍ଚଳରେ ପ୍ରକୃତ ହିତାଧିକାରୀ ଶୌଚାଳୟ ପାଇବାରୁ ବଞ୍ଚତ୍ତ ହେଉଥିବାବେଳେ ତାଲିକାରେ ନାମ ନ ଥିବା ଲୋକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?